ଟିଡିପି କାର୍ଯ୍ୟକ୍ରମରେ ଦଳାଚକଟା: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି
ହାଇଦ୍ରାବାଦ୍,୨୯।୧୨:ଆନ୍ଧ୍ରପ୍ରଦେଶର ନେଲୋର ଜିଲାର କାଣ୍ଡୁକୁର ଠାରେ ତେଲୁଗୁ ଦେଶମ ପାର୍ଟି (ଟିଡିପି) ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଦଳାଚକଟାରେ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି। ବିରୋଧୀ ଦଳର ନେତା ଏନ ଚନ୍ଦ୍ରବାବୁ ନାଇଡୁ ବୁଧବାର ଏକ ରୋଡ ଶୋ’କୁ ସମ୍ବୋଧିତ…
ହାତୀ ଶିକାର ଘଟଣାର ସିବିଆଇ ତଦନ୍ତ ଦାବି
ବାରିପଦା ଅଫିସ,୨୯ା୧୨: ମୟୂରଭଞ୍ଜ ଜିଲାର ଶୋଭା ବର୍ଦ୍ଧନ କରୁଥିବା ଜାତୀୟ ଅଭୟାରଣ୍ୟ ‘ଶିମିଳିପାଳ ବଞ୍ଚାଅ’ ଅଭିଯାନକୁ ନେଇ ଅଗ୍ରଣୀ ଅଣ ରାଜନୈତିକ ସଙ୍ଗଠନ ଭଞ୍ଜସେନା ପକ୍ଷରୁ ଗୁରୁବାର ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କ୍ଷେତ୍ର ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ…
‘ବେସରମ ରଙ୍ଗ’ ଗୀତରେ ହେବ ପରିବର୍ତ୍ତନ
ଅଭିନେତା ଶାହରୁଖ ଖାନ୍ ଏବଂ ଦୀପିକା ପାଦ୍ୟୁକୋନଙ୍କ ଆଗାମୀ ଫିଲ୍ମ ‘ପଠାନ’ର ବେସରମ ରଙ୍ଗ ଗୀତକୁ ନେଇ ବିବାଦ ସୃଷ୍ଟି ହୋଇଛି। ଫିଲ୍ମ ରିଲିଜ ନହେଉଣୁ ଫିଲ୍ମର ଗୀତକୁ ନେଇ ତେଜିଛି ବିବାଦ। ଫିଲ୍ମର ପ୍ରଥମ ଗୀତ ବେସରମ ରଙ୍ଗରେ ଦୀପିକା…
ଦକ୍ଷିଣ ଆଫ୍ରିକା ହାରିଲା, ଭାରତକୁ ଫାଇଦା
ନୂଆଦିଲ୍ଲୀ,୨୯।୧୨:ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜରେ ଦକ୍ଷିଣ ଆଫ୍ରିକା ଦଳ କ୍ରମାଗତ ଦ୍ୱିତୀୟ ମ୍ୟାଚକୁ ଏକ ବଡ଼ ବ୍ୟବଧାନରେ ହରାଇଛି। ଫଳରେ ଦକ୍ଷିଣ ଆଫ୍ରିକା ଦଳର ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲରେ ପ୍ରବେଶ କରିବାର ଦାବି ଦୁର୍ବଳ ହୋଇଛି। ଏହି ବିଜୟ ସହିତ…
ଅଜଣା ଗାଡ଼ି ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ
କୁଆଁରମୁଣ୍ଡା,୨୯ା୧୨(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଅଗ୍ନିଶମ କାର୍ଯ୍ୟାଳୟ ସମ୍ମୁଖସ୍ଥ ୧୪୩ ନମ୍ବର ଜାତୀୟ ରାଜପଥରେ ବୁଧବାର ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ କାରଖାନା ଶ୍ରମିକଙ୍କର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ରାଜଗାଙ୍ଗପୁର ଥାନା ଗରିଆମାଳ ଅଞ୍ଚଳର…
ନିର୍ବାଚନର ୧୦ ମାସ ପରେ ବି ବ୍ଲକ ପରିସରରେ ଗଦା ହୋଇଛି ଭୋଟ୍ ବାକ୍ସ
କଟକ ସଦର,୨୯ା୧୨(ଡି.ଏନ୍.ଏ.): କଟକ ସଦର ବ୍ଲକ ପରିସରରେ ଥିବା ସାଇକେଲ ଷ୍ଟାଣ୍ଡରେ ଗଦା ହୋଇଛି ଭୋଟ୍ ବାକ୍ସ। ପଞ୍ଚାୟତ ନିର୍ବାଚନ ସରିବାର ୧୦ ମାସ ବିତି ଯାଇଥିଲେ ମଧ୍ୟ ବିଡିଓ କିମ୍ବା ଜିଲା ପ୍ରଶାସନର ଏଥି ପ୍ରତି ନଜର ନାହିଁ। କାରଣ…
ପାଭେଲ: ଆତ୍ମହତ୍ୟା ନା ହତ୍ୟା
ରାୟଗଡ଼ାରୁ ସୁନୀତ୍ ମିଶ୍ର, ୨୯ା୧୨: ଓଡ଼ିଶା ଭ୍ରମଣରେ ଆସିଥିବା ରୁଷିଆ ନାଗରିକ ଆଣ୍ଟୋଭ ପାଭେଲ ଏବଂ ତାଙ୍କ ବନ୍ଧୁ ଭ୍ଲାଡିମିର ବିଦାନୋଭଙ୍କ ରାୟଗଡ଼ାଠାରେ ରହସ୍ୟଜନକ ମୃତ୍ୟୁ ସମ୍ପର୍କରେ ଏବେ ଚର୍ଚ୍ଚା ବଢ଼ିବାରେ ଲାଗିଛି । ପ୍ରଥମରୁ ଯଦିଓ ଏହି ଘଟଣା ବାହାରକୁ…
ବିଶାଳକାୟ କୁମ୍ଭୀରକୁ ମସାଜ କରୁଛନ୍ତି ଯୁବତୀ, ଭିଡିଓ ଦେଖିଲେ…
କୁମ୍ଭୀର ଏମିତି ଏକ ପ୍ରାଣୀ, ଯାହା ଅତ୍ୟନ୍ତ ଭୟଙ୍କର। ସେଥିପାଇଁ ଏହି ଜୀବକୁ ସବୁବେଳେ ବନ୍ଦ କରି ରଖାଯାଏ। ପ୍ରାୟ ସମସ୍ତେ ଏହା ନିକଟକୁ ଯିବାକୁ ଭୟ କରିଥାନ୍ତି। ମାତ୍ର ଜଣେ ଯୁବତୀ ଏହି ଭୟଙ୍କର ଜୀବକୁ ମମାଜ କରି ଆନନ୍ଦ…
ପ୍ରସିଦ୍ଧ ଫିଲ୍ମ ନିର୍ମାତା ନିତିନ ମନମୋହନଙ୍କ ପରଲୋକ
ବଲିଉଡର ପ୍ରସିଦ୍ଧ ନିର୍ମାତା ନିତିନ ମନମୋହନଙ୍କର ପରଲୋକ ଘଟିଛି। ଡିସେମ୍ବର ୩ ହୃଦଘାତରେ ହେବା ପରେ ନିତିନଙ୍କୁ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ମଧ୍ୟ ରଖାଯାଇଥିଲା। ଗୁରୁବାର ସେ ଶେଷନିଃଶ୍ୱାସ ତ୍ୟାଗ…
ଅଭିନେତ୍ରୀ ରିୟା କୁମାରୀଙ୍କ ହତ୍ୟା ଅଭିଯୋଗରେ ସ୍ବାମୀ ଗିରଫ
ହାଓ୍ବଡା, ୨୯।୧୨: କୋଲକାତାର ହାଓ୍ବଡା ଜିଲାରେ ଝାଡ଼ଖଣ୍ଡ ଅଭିନେତ୍ରୀ ରିୟା କୁମାରୀଙ୍କ ହତ୍ୟା ଅଭିଯୋଗରେ ତାଙ୍କ ସ୍ବାମୀଙ୍କୁ ଗିରଫ କରାଯାଇଛି। ସ୍ବାମୀ ତାଙ୍କୁ ଦୁର୍ବୃତ୍ତ ଲଗାଇ ହତ୍ୟା କରିଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, କାର୍ରେ ସ୍ବାମୀ ପ୍ରକାଶ କୁମାର ଓ କୁନି…
ମୋଦିଙ୍କ ମା’ଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର
ଅହମ୍ମଦାଦାବାଦ୍,୨୯।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ୍ଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇଛି। ଡାକ୍ତରୀ ଟିମ୍ ନିରନ୍ତର ତାଙ୍କ ଉପରେ ନଜର ରଖିଛନ୍ତି। ସବିଶେଷ ସୂଚନା ଅନୁଯାୟୀ ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟରେ ଧୀରେ ଧୀରେ ଉନ୍ନତି ହେଉଛି। ତାଙ୍କୁ ଶୀଘ୍ର ଡାକ୍ତରଖାନାରୁ…
ଟୁଇଟର୍ ଡାଉନ୍
କାର୍ଲିଫର୍ନିଆ,୨୯।୧୨:ମାଇକ୍ରୋବ୍ଲଗିଂ ସାଇଟ ଟୁଇଟର୍ର ୱେବ ଭର୍ସନ ଡାଉନ ଅଛି। ଡାଉନ୍ଡିଟେକ୍ଟର ଅନୁଯାୟୀ, ଗୁରୁବାର ସକାଳ ପ୍ରାୟ ୬ଟାରୁ ୟୁଜର୍ସମାନେ ଟୁଇଟର୍ ୱେବସାଇଟରେ ଲଗ ଇନ କରିବାକୁ ଅସମର୍ଥ ହେଉଛନ୍ତି। କେବଳ ଏତିକି ନୁହେଁ, ଟୁଇଟ୍ କରିବାରେ ମଧ୍ୟ ଅସୁବିଧା ହେଉଛି। ୟୁଜର୍ସଙ୍କ…
Archives


