Home Left

‘ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରତି ଘୃଣାଭାବରେ କଂଗ୍ରେସ ଅନ୍ଧ ହୋଇଯାଇଛି’

ନୂଆଦିଲ୍ଲୀ,୨୯।୧୨: ଉଜବେକିସ୍ତାନରେ ସିରପ୍‌ ଯୋଗୁ ୧୮ଜଣ ଶିଶୁଙ୍କ ମୃତ୍ୟୁକୁ ନେଇ ଭାରତରେ ରାଜନୀତି ତୀବ୍ର ହୋଇଛି। କଂଗ୍ରେସ ନେତା ଜୟରାମ ରମେଶ ଏ ସମ୍ପର୍କରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍‌ କରିଥିଲେ। ବର୍ତ୍ତମାନ ଭାଜପା ନେତା ଅମିତ ମାଲବ୍ୟ ଏହାର କଡ଼ା ଜବାବ…

ମେଡ ଇନ ଇଣ୍ଡିଆ କଫ୍‌ ଶିରପ ମାରାତ୍ମକ: ଜୟରାମ ରମେଶ

ନୂଆଦିଲ୍ଲୀ,୨୯।୧୨: ମଧ୍ୟ ଏସିଆ ଦେଶ ଉଜବେକିସ୍ତାନରରେ ଏକ ଭାରତୀୟ କଫ୍‌ ସିରପ୍‌ ପିଇ ୧୮ଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ଉଜବେକିସ୍ତାନର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦାବି କରିଛି, ଏହା ଏକ ଭାରତୀୟ ଫାର୍ମାସ୍ୟୁଟିକାଲ କମ୍ପାନୀର କାଶ ସିରପ ଡକ -୧ ମ୍ୟାକ୍ସ ପିଇ…

ବିଜ୍‌ନେସ୍‌ ପାଓ୍ବାର ଲିଷ୍ଟ୍‌-୨୦୨୨

ଗତ ୨ ବର୍ଷର କୋଭିଡ୍‌ଜନିତ ଆର୍ଥିକ ଦୁଃସ୍ଥିତିକୁ ସାମ୍ନା କରିଥିବା ଉଦ୍ୟୋଗଜଗତ ବିଦାୟୀ ବର୍ଷ ୨୦୨୨ରେ ସ୍ବାଭାବିକ ଅବସ୍ଥାକୁ ଫେରିଥିଲା। ରାଜ୍ୟର ଅର୍ଥନୀତି ଓ ନିଯୁକ୍ତି କ୍ଷେତ୍ରକୁ ସୁଦୃଢ଼ କରିବାରେ ଉଦୀୟମାନ ଉଦ୍ୟୋଗୀମାନଙ୍କଠାରୁ ଆରମ୍ଭକରି ପ୍ରତିଷ୍ଠିତ ଶିଳ୍ପୋଦ୍ୟୋଗୀଙ୍କ ଅବଦାନ ଅନସ୍ବୀକାର୍ଯ୍ୟ। ସେହିମାନଙ୍କୁ…

ଇମର୍ଜିଂ ପ୍ଲେୟର ଦୌଡ଼ରେ ଅର୍ଶଦୀପ, ରେଣୁକା, ୟସ୍ତିକା

ଦୁବାଇ,୨୯ା୧୨(ପି.ଟି): ଆଇସିସି ଉଦୀୟମାନ ଖେଳାଳି (ଇମର୍ଜିଂ ପ୍ଲେୟର) ଦୌଡରେ ସାମିଲ ହୋଇଛନ୍ତି ଭାରତର ଅର୍ଶଦୀପ ସିଂ, ରେଣୁକା ସିଂ ଓ ୟସ୍ତିକା ଭାଟିଆ। ଦକ୍ଷିଣ ଆଫ୍ରିକାର ମାର୍କୋ ଜାନସେନ୍‌, ନ୍ୟୁଜିଲାଣ୍ଡର ଫିନ୍‌ ଆଲେଡ୍‌ ଏବଂ ଆଫଗାନିସ୍ତାନର ଇବ୍ରାହିମ୍‌ ଜାଦ୍ରାନଙ୍କ ସହିତ ସେ…

ତେଲଙ୍ଗାନାଠାରୁ ହାରିଲା ଓଡ଼ିଶା

ଭୁବନେଶ୍ୱର, ୨୯।୧୨ (କ୍ରୀଡ଼ା ପ୍ରତିନିଧି): ଏଠାରେ ଚାଲିଥିବା ସନ୍ତୋଷ ଟ୍ରଫି ଫୁଟବଲ ଟୁର୍ନାମେଣ୍ଟରେ ବୁଧବାର ୩ଟି ମ୍ୟାଚ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା ପରାଜିତ ହୋଇଥିବାବେଳେ ତେଲେଙ୍ଗାନା, ମେଘାଳୟ ଓ ସିକ୍କିମ ବିଜୟ ହାସଲ କରିଛି। କ୍ୟାପିଟାଲ ଫୁଟବଲ ଆରେନାରେ ଅନୁଷ୍ଠିତ…

ଦଳକୁ ଫେରିଲେ ଭେଟେରାନ୍‌ ଶିଖା ପାଣ୍ଡେ

ନୂଆଦିଲ୍ଲୀ,୨୯ା୧୨ : ବୁଧବାର ମହିଳା ଟି୨୦ ବିଶ୍ୱକପ ଓ ଦକ୍ଷିଣ ଆଫ୍ରିକା ତ୍ରିରାଷ୍ଟ୍ରୀୟ ସିରିଜ୍‌ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି। ହରମନପ୍ରୀତ୍‌ କୌରଙ୍କ ନେତୃତ୍ୱରେ ଘୋଷଣା କରାଯାଇଥିବା ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି ଭେଟେରାନ ଶିଖା ପାଣ୍ଡେ। ଭାରତର ଏହି ବରିଷ୍ଠ…

ଓଡ଼ିଶାର ଦୃଢ଼ ଜବାବ

ଭୁବନେଶ୍ୱର, ୨୯।୧୨ (କ୍ରୀଡ଼ା ପ୍ରତିନିଧି): କଟକର ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ରଣଜୀ ଟ୍ରଫି କ୍ରିକେଟ ମ୍ୟାଚରେ ହରିୟାଣାକୁ ଦୃଢ଼ ଜବାବ ଦେଇଛି ଘରୋଇ ଓଡ଼ିଶା। ହରିୟାଣାର ପ୍ରଥମ ଇନିଂସ ସ୍କୋର ୩୩୮ ରନ ଜବାବରେ ଓଡ଼ିଶା ବୁଧବାର ଦ୍ୱିତୀୟ ଦିବସ ଖେଳ…

ବେଦାନ୍ତର ‘ସିଏସ୍‌ଆର୍‌ କ୍ୟାମ୍ପେନିଂ’

ଭୁବନେଶ୍ୱର,୨୯।୧୨: ବେଦାନ୍ତ ଆଲୁମିନିୟମର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଏକ ୨ ଦିନିଆ ‘ସିଏସ୍‌ଆର୍‌ କ୍ୟାମ୍ପେନିଂ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଏପରିକି କମ୍ପାନୀର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌) କାର୍ଯ୍ୟକ୍ରମ ଅଧୀନରେ ଓଡ଼ିଶାର କୋରାପୁଟ ଓ ରାୟଗଡ଼ା ଜିଲାର ବିଭିନ୍ନ ବ୍ଲକର ବୃଦ୍ଧ…

ଆଜି ଭୁବନେଶ୍ୱର ଷ୍ଟେଶନର ପୁନର୍ବିକାଶ ଭିତ୍ତିପ୍ରସ୍ତର

ଭୁବନେଶ୍ୱର,୨୯।୧୨: ପୂର୍ବତଟ ରେଳପଥର ପ୍ରମୁଖ ରେଳ ଷ୍ଟେଶନ ‘ଭୁବନେଶ୍ୱର ଷ୍ଟେଶନ’ର ପୁନଃ ବିକାଶ କାର୍ଯ୍ୟ ପାଇଁ ଗୁରୁବାର ତା’ର ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ କୁହାଯାଇଛି। ଏପରିକି ଏକ ବିଶ୍ୱସ୍ତରୀୟ ଢାଞ୍ଚାରେ ଏହାର ନିର୍ମାଣ କରାଯିବ ବୋଲି…

୨୦ ବର୍ଷରେ ୨୦ ଗୁଣା ବଢ଼ିଛି ଆରଆଇଏଲ୍‌ ରାଜସ୍ବ

ନୂଆଦିଲ୍ଲୀ,୨୯।୧୨: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରି (ଆର୍‌ଆଇଏଲ୍‌)ର ବର୍ତ୍ତମାନର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଆର୍‌ଆଇଏଲ୍‌ରେ ୨୦ ବର୍ଷ ପୂରଣ କରିଛନ୍ତି। ଏପରିକି ୨୦୦୨ରେ ରିଲାଏନ୍ସର ପ୍ରତିଷ୍ଠାତା ତଥା ମୁକେଶଙ୍କ ପିତା ଧୀରୁ ଭାଇ ଅମ୍ବାନୀଙ୍କ ଅକାଳ ବିୟୋଗ…

ପ୍ରଜ୍ଞାଙ୍କ ନାଁରେ ମାମଲା

ବେଙ୍ଗାଲୁରୁ, ୨୯।୧୨: ଆପତ୍ତିଜନକ ମନ୍ତବ୍ୟ ଦେଇ ବିବାଦରେ ଫସିଥିବା ମଧ୍ୟପ୍ରଦେଶର ଭାଜପା ଏମ୍‌ପି ପ୍ରଜ୍ଞା ସିଂ ଠାକୁରଙ୍କ ନାଁରେ ବୁଧବାର କର୍ନାଟକର ଶିବମୋଗା ଜିଲାରେ ମାମଲା ରୁଜୁ ହୋଇଛି। ଜିଲା କଂଗ୍ରେସ କମିଟିର ଏଚ୍‌.ଏସ୍‌. ସୁନ୍ଦରେଶଙ୍କ ଏତଲାକ୍ରମେ ଆଇପିସି ଦଫା ୧୫୩ଏ,…

ଯୁଦ୍ଧ ମଧ୍ୟରେ ସାଥୀ ସୈନ୍ୟଙ୍କୁ ବିବାହ କଲେ

ନୂଆଦିଲ୍ଲୀ: ରୁଷିଆ ଏବଂ ୟୁକ୍ରେନ୍‌ ଯୁଦ୍ଧ ଫଳରେ ୨ ଦେଶର ଅନେକ କ୍ଷତି ହୋଇଛି। ତେବେ ଏଥିରେ ସାରା ବିଶ୍ୱ ମଧ୍ୟ ପ୍ରଭାବିତ ହୋଇଛି। ଦେଶକୁ ବଞ୍ଚାଇବା ପାଇଁ ୟୁକ୍ରେନର ଅନେକ ନାଗରିକ ନିଜ ପେସା ଛାଡି ସେନାରେ ଭର୍ତ୍ତି ହୋଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri