ମୃତ ଶିଶୁର ଚିକିତ୍ସା ପାଇଁ ଜିଲା ଚିକିତ୍ସାଳୟକୁ ପଠାଇଲେ ଡାକ୍ତର, ଆଉ ତା’ ପରେ…
ପାରଳାଖେମୁଣ୍ଡି,୨୯ା୧୨ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ସ୍ବାସ୍ଥ୍ୟସେବା ବିଗିଡ଼ିବାରେ ଲାଗିଛି। ଜଣଙ୍କର ମୃତ୍ୟୁ ଘଟିଥିଲେ ସୁଦ୍ଧା ତାକୁ ଉଚ୍ଚ ଚିକିତ୍ସା ପାଇଁ ଡାକ୍ତର ଅନ୍ୟତ୍ର ସ୍ଥାନାନ୍ତର କରିବା ପରି ଘଟଣା ଜିଲାର ଆର୍.ଉଦୟଗିରି ବ୍ଲକ ଅନ୍ତର୍ଗତ ରାମଗିରି ସ୍ବାସ୍ଥ୍ୟକେନ୍ଦ୍ରରେ ଦେଖିବାକୁ ମିଳିଛି।…
ଐତିହାସିକ ରେକର୍ଡସ୍ତରରେ ରୁପା ମୂଲ୍ୟ: ପ୍ରଥମଥର ଟପିଲା ୨.୫ ଲକ୍ଷ
ନୂଆଦିଲ୍ଲୀ,୨୯।୧୨:ବର୍ଷ ଶେଷ ହେବାର କିଛି ଦିନ ପୂର୍ବରୁ ରୁପା ମୂଲ୍ୟ ଇତିହାସ ସୃଷ୍ଟି କରିଛି। ଦେଶର ଫ୍ୟୁଚର୍ସ ବଜାରରେ ପ୍ରଥମ ଥର ପାଇଁ ରୂପା ମୂଲ୍ୟ ୨.୫ ଲକ୍ଷ ଅତିକ୍ରମ କରିଛି। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ରୁପା ମୂଲ୍ୟ ୧୪,୪୦୦ ବୃଦ୍ଧି…
ଏହି ପ୍ରସିଦ୍ଧ କ୍ରିକେଟର୍ଙ୍କ ପରଲୋକ: କ୍ରିକେଟ୍ ଜଗତରେ ଖେଳିଗଲା ଶୋକର ଛାୟା
ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ ହ୍ୟୁ ମୋରିସଙ୍କ ୬୨ ବର୍ଷ ବୟସରେ ପରଲୋକ ଘଟିଛି। ସେ ଗତ କିଛି ବର୍ଷ…
ବଡ଼ ଟ୍ରେନ ଦୁର୍ଘଟଣା: ୧୩ ମୃତ୍ୟୁ, ଟ୍ରେନ୍ରେ ଥିଲେ ୨୪୧ ଯାତ୍ରୀ
ମେକ୍ସିକୋ,୨୯।୧୨: ମେକ୍ସିକୋରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ଦେଶର ଓଆକ୍ସାକା ରାଜ୍ୟରେ ଏକ ଅନ୍ତଃସାଗରୀୟ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଅତି କମରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ମେକ୍ସିକୋ ନୌସେନା କହିଛି, ଟ୍ରେନ୍ରେ ୯ ଜଣ କ୍ରୁ ସଦସ୍ୟ…
ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…
ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪ ଅଜଣା ବ୍ୟକ୍ତି ଗ୍ରାମରେ ଦୁଇ ବାଇକ୍ରେ ଏଣେ ତେଣେ ବୁଲୁଥିବା ଦେଖି ଲୋକମାନେ ତାଙ୍କୁ…
ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ
ଓ୍ବାଶିଂଟନ୍,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ ଆଶା ସୃଷ୍ଟି କରିଛି। ନେତାମାନେ କହିଛନ୍ତି ଯେ, ସେମାନେ ଯୁଦ୍ଧ ସମାପ୍ତ କରିବା ପାଇଁ…
ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍ ପରେ କରିବେ ପଶ୍ଚାତାପ
ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି ଚିନ୍ତାଧାରା, ଦୁଇଟି ପରିବାର ଏବଂ ଦୁଇଟି ଭିନ୍ନ ଜୀବନ ଏକାଠି ହେବା। ପ୍ରାୟତଃ ଲୋକମାନେ…
କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା
ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା। ଗୋପପୁରରେ ଦୁଇଭାଇ ଯାମଳାର୍ଜୁନ ଭଗବାନ ଶ୍ରୀକୃଷ୍ଣଙ୍କ ଦ୍ୱାରା ଉଦ୍ଧାର ହୋଇଥିଲେ। ସେହିପରି ଗୋପାଳ ବାଳକଙ୍କ…
ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ
ପ୍ୟାରିସ୍,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ ହୋଇଥିଲା। ସେ ‘ଆଣ୍ଡ ଗଡ୍ କ୍ରିଏଟେଡ୍ ଓ୍ବମ୍ୟାନ୍’ ସମେତ ୫୦ଟି ଚଳଚ୍ଚିତ୍ରରେ ଅଭିନୟ କରି…
ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି
ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ ଅଧାଗଢ଼ା ଘରେ ଦୟନୀୟ ଭାବେ ଜୀବନ ବିତାଉଛନ୍ତି। ଏବେ ପ୍ରବଳ ଶୀତ ସାଙ୍ଗକୁ କାକର…
ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ
ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ ଭୋଜି ପାଇଁ ପର୍ଯ୍ୟଟକଙ୍କୁ ମିଳିଛି ଅନୁମତି। ୨ ଦନ୍ତା ହାତୀ ବୁଲୁଥିବା ନେଇ ଖବର…
ହନିମୁନ୍ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…
ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍ଭିଙ୍କୁ ବିବାହ କରିଥିଲେ। ଗତ ଗୁରୁବାର ଗାନ୍ଭି ବେଙ୍ଗାଲୁରୁରେ ଆତ୍ମହତ୍ୟା କରିଥିଲେ। ସୂରଜ ବେଙ୍ଗାଲୁରୁରୁ ମହାରାଷ୍ଟ୍ରର ନାଗପୁର ଯାଇ ଶନିବାର…
Archives


