Home Left

ବିଶ୍ୱ ନେତାଙ୍କୁ ଏସବୁ ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୧୭।୧୧: ଜି-୨୦ ଶିଖର ସମ୍ମିଳନୀକୁ ଆସିଥିବା ବିଶ୍ୱର ବରିଷ୍ଠ ନେତାମାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ କଳା ଓ ସଂସ୍କୃତି ସହ ଜଡିତ ଉପହାର ଦେଇଛନ୍ତି। ସମସ୍ତ ଉପହାର ଗୁଜରାଟ ଏବଂ ହିମାଚଳ ପ୍ରଦେଶର ପରିଚୟ ସହିତ ଜଡିତ। ଇଣ୍ଡୋନେସିଆର ବାଲି…

ପୁଣି ତେଜିଲା ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି: ସବୁ ସରକାରୀ ଅଫିସ ବନ୍ଦ

ବଲାଙ୍ଗୀର ଅଫିସ,୧୭ା୧୧: ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃ ପ୍ରତିଷ୍ଠା ଦାବି ନେଇ ଗୁରୁବାର ବଲାଙ୍ଗୀରରେ ପୁଣି ଥରେ ଆନ୍ଦୋଳନ ଆରମ୍ଭ ହୋଇଛି। ଆଜି ବଲାଙ୍ଗୀରର ସମସ୍ତ ସରକାରୀ ଅଫିସ ବନ୍ଦ କରାଯାଇଛି। ଆକ୍ସନ କମିଟି ସଭାପତି ଗୋପାଲଜୀ ପାଣିଗ୍ରାହୀଙ୍କ ନେତୃତ୍ୱରେ…

କେନାଲ ନାହିଁ, ଜଳକର ଦାବିକୁ ବିରୋଧ

କେନ୍ଦ୍ରାପଡ଼ା ଅଫିସ,୧୭ା୧୧: କେନ୍ଦ୍ରାପଡ଼ା ତହସିଲ ଅନ୍ତର୍ଗତ ଦୋବନ୍ଧା, ସୋବଳା, ପଟ୍ଟାମୁଣ୍ଡାଇ ତହସିଲ ଅନ୍ତର୍ଗତ ଚନ୍ଦନପୁର, ନୀଳକଣ୍ଠପୁର, ତମାଳଶାସନ, ଅରୁଆ, କେଶପୁର ଆଦି ଜମିକୁ ଏ ପର୍ଯ୍ୟନ୍ତ ଜଳସେଚନ ପାଇଁ କେନାଲ ନାହିଁ। ତେବେ ରାଜସ୍ବ ବିଭାଗ ଏହି ଅଞ୍ଚଳର ଅଧିବାସୀଙ୍କଠାରୁ ଜଳକର…

୨ ବିଡିଓଙ୍କ ସମେତ ୧୦ ଜଣଙ୍କୁ ଜବାବ ତଲବ

ଯାଜପୁର ଅଫିସ,୧୭ା୧୧: ଯାଜପୁର ଜିଲା ଦଶରଥପୁର ବ୍ଲକ ଗ୍ରାମନନ୍ଦିପୁର ଓ ବିରୁହଁା ପଞ୍ଚାୟତରେ ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ବ୍ୟାପକ ହରିଲୁଟ ସମ୍ପର୍କରେ ପର୍ଦ୍ଦାଫାଶ ହୋଇଛି। ଅନେକ ସରକାରୀ ପ୍ରକଳ୍ପରେ ହୋଇଥିବା ଦୁର୍ନୀତି ଲୁଚାଇବା ପାଇଁ ଏହି ୨ ପଞ୍ଚାୟତର ଫାଇଲ୍‌ ପୋଡ଼ି…

ପୂର୍ବତନ ସ୍ବାମୀଙ୍କୁ ‘ଅଲ୍‌ ଦ ବେଷ୍ଟ୍‌’ କହିଲେ ମଲାଇକା

ଗତ କିଛି ଦିନ ହେବ ଅଭିନେତା ଅରବାଜ ଖାନ ଏବଂ ମଲାଇକା ଆରୋରା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଛାଡପତ୍ର ପରେ ପ୍ରଥମଥର ପାଇଁ ଉଭୟ ପରସ୍ପର ପ୍ରତି ସକାରାତ୍ମକ ମନୋଭାବ ନେଇ ଚାଲୁଛନ୍ତି। ନିକଟରେ ଅରବାଜ ଭୋପାଳରେ ତାଙ୍କର ପରବର୍ତ୍ତୀ…

ବିଦ୍ୟୁତ୍‌ ସଂଯୋଗ କଟିବାରୁ ପାଠପଢ଼ା ବ୍ୟାହତ

ନାଉଗାଁ,୧୭ା୧୧(ସ୍ବ.ପ୍ର): ପିଲାମାନଙ୍କୁ ଉନ୍ନତମାନର ଶିକ୍ଷା ଦେବା ପାଇଁ ସରକାର ୫-ଟି ଯୋଜନାରେ ବିଦ୍ୟାଳୟଗୁଡ଼ିକୁ ରୂପାନ୍ତକରଣ କରୁଛନ୍ତି। ଏହି ଯୋଜନାରେ ବିଦ୍ୟାଳୟର ଖେଳପଡ଼ିଆଠାରୁ ଆରମ୍ଭ କରି ଶ୍ରେଣୀଗୃହ ପର୍ଯନ୍ତ ସବୁ ପରିବର୍ତ୍ତନ କରାଯାଉଛି। ଶ୍ରେଣୀ ଗୃହଗୁଡ଼ିକୁ ସ୍ମାର୍ଟ କ୍ଲାସରେ ପରିବତ୍ତର୍ର୍ନ କରିବା ପାଇଁ…

ପୌରାଧ୍ୟକ୍ଷଙ୍କ ଫାଇଲ୍‌ ଫିଙ୍ଗା ଭିଡିଓ ଭାଇରାଲ

ଯାଜପୁର ରୋଡ୍‌,୧୭ା୧୧(ଡି.ଏନ୍‌.ଏ.): ସହରର ବିକାଶ ଓ ପରିମଳ ବ୍ୟବସ୍ଥାକୁ ଗତିଶୀଳ କରାଯିବାକୁ ପ୍ରତିଶ୍ରୁତି ଦେଇ ବିଜେଡି ଗତ ୨ ପୌର ନିର୍ବାଚନରେ ନିରଙ୍କୁଶ ସଂଖ୍ୟାଗରିଷ୍ଠତା ବଳରେ କ୍ଷମତାସୀନ ହୋଇ ଆସୁଛି। ହେଲେ ସହରର ପରିମଳ ବ୍ୟବସ୍ଥାକୁ ନେଇ ସମସ୍ୟା ଯେମିତିକୁ ସେମିତି…

ଶିକ୍ଷଣ ଆକଳନରୁ ବାଦ୍‌ପଡ଼ିଲା ୭୭ ବିଦ୍ୟାଳୟ

ଡେରାବିଶ, ୧୭ା୧୧(ସ୍ବ.ପ୍ର.): ମହାମାରୀ କରୋନା ସମୟରେ ଛାତ୍ରୀଛାତ୍ରଙ୍କୁ କରୋନା ବିପଦରୁ ରକ୍ଷା ପାଇଁ ରାଜ୍ୟର ସମସ୍ତ ବିଦ୍ୟାଳୟକୁ ବନ୍ଦ କରି ଦିଆଯାଇଥିଲା। ପରବର୍ତ୍ତୀ ଅବସ୍ଥାରେ କରୋନା କଟକଣା ହଟିବା ପରେ ଶିକ୍ଷାନୁଷ୍ଠାନଗୁଡ଼ିକ ପୁନର୍ବାର ଖୋଲିଥିଲା। ତେବେ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଶିକ୍ଷାଦାନ…

ଫସଲ ବୀମାକୁ ନେଇ ଟଣାଓଟରା

ଭୁବନେଶ୍ବର, ୧୭ା୧୧(ବ୍ୟୁରୋ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର କୃଷକ ସଙ୍ଗଠନର ଅନୁରୋଧକ୍ରମେ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ଭେଟି ରାଜ୍ୟର ଚାଷୀଙ୍କ ବୀମାରାଶି ସମେତ ବିଭିନ୍ନ ସମସ୍ୟା ନେଇ ବିସ୍ତୃତ ଆଲୋଚନା କରିବା ସହ ଏ ସଂକ୍ରାନ୍ତୀୟ ଏକ ଚିଠି ପ୍ରଦାନ…

ବିଧାୟିକା ବିରୋଧୀ ମେଳିରେ ଫାଟ

ରସୁଲପୁର,୧୭ା୧୧(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବିଧାନସଭା ନିର୍ବାଚନମଣ୍ଡଳୀରେ ଥିବା ରସୁଲପୁର ବ୍ଲକର ୧୦ ପଞ୍ଚାୟତରେ ବିଜେଡି ରାଜନୀତିରେ ନୂଆ ସମୀକରଣ ଦେଖାଦେଇଛି। ସେହି ୧୦ ପଞ୍ଚାୟତ ପ୍ରଥମାଖଣ୍ଡି, ରାଜେନ୍ଦ୍ରପୁର, ଅତଲାପୁର, ସାମନ୍ତରାପୁର, ମଙ୍ଗରାଜପୁର, ଅର୍ଥଗାଁ, ବ୍ରହ୍ମବରଦା, ବନ୍ଧଡ଼ିହ, ରାଉତରାପୁର, ମହେଶ୍ୱରପୁରରେ ବିଜେଡିର…

କଂଗ୍ରେସ ନୀରବ: ଫାଇଦା ଆଶାରେ ବିଜେଡି, ଭାଜପା

ବରଗଡ଼ ଅଫିସ୍‌,୧୭।୧୧:ବରଗଡ଼ ଜିଲା ପଦ୍ମପୁର ନିର୍ବାଚନ ମଣ୍ଡଳୀ ଏକଦା କଂଗ୍ରେସ ଗଡ଼ ଥିଲା। ହେଲେ ବର୍ତ୍ତମାନ ଉକ୍ତ ନିର୍ବାଚନ ମଣ୍ଡଳୀରେ କଂଗ୍ରେସକୁ କ୍ଷତି ସହିବାକୁ ପଡ଼ୁଛି। ବିଗତ କିଛି ସାଧାରଣ ନିର୍ବାଚନକୁ ଅନୁଧ୍ୟାନ କଲେ ତାହା ସ୍ପଷ୍ଟ ହୋଇଛି। ତେବେ ଚଳିତ…

ପ୍ରଚାରକୁ ଓହ୍ଲାଇଲେ ବର୍ଷା

ପାଇକମାଳ,୧୭।୧୧(ଡି.ଏନ.ଏ.):ପଦ୍ମପୁର ଉପ ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ପୂର୍ବରୁ ବୁଧବାର ପ୍ରଥମ କରି ବିଜେଡି ପକ୍ଷରୁ ମାରାଥନ ପ୍ରଚାର କରାଯାଇଛି। ପାଇକମାଳ ଜୋନ-୧ ଅଧୀନ ସାଲେପାଲିଠାରେ ଅନୁଷ୍ଠିତ ସଭାରେ ମନ୍ତ୍ରୀ ନବକିଶୋର ଦାସ, ଅତନୁ ସବ୍ୟସାଚୀ ନାୟକ, ରାଜ୍ୟ ସଭା ସଦସ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri