Home Left

ପ୍ରଜ୍ଞାଙ୍କ ନାଁରେ ମାମଲା

ବେଙ୍ଗାଲୁରୁ, ୨୯।୧୨: ଆପତ୍ତିଜନକ ମନ୍ତବ୍ୟ ଦେଇ ବିବାଦରେ ଫସିଥିବା ମଧ୍ୟପ୍ରଦେଶର ଭାଜପା ଏମ୍‌ପି ପ୍ରଜ୍ଞା ସିଂ ଠାକୁରଙ୍କ ନାଁରେ ବୁଧବାର କର୍ନାଟକର ଶିବମୋଗା ଜିଲାରେ ମାମଲା ରୁଜୁ ହୋଇଛି। ଜିଲା କଂଗ୍ରେସ କମିଟିର ଏଚ୍‌.ଏସ୍‌. ସୁନ୍ଦରେଶଙ୍କ ଏତଲାକ୍ରମେ ଆଇପିସି ଦଫା ୧୫୩ଏ,…

ଯୁଦ୍ଧ ମଧ୍ୟରେ ସାଥୀ ସୈନ୍ୟଙ୍କୁ ବିବାହ କଲେ

ନୂଆଦିଲ୍ଲୀ: ରୁଷିଆ ଏବଂ ୟୁକ୍ରେନ୍‌ ଯୁଦ୍ଧ ଫଳରେ ୨ ଦେଶର ଅନେକ କ୍ଷତି ହୋଇଛି। ତେବେ ଏଥିରେ ସାରା ବିଶ୍ୱ ମଧ୍ୟ ପ୍ରଭାବିତ ହୋଇଛି। ଦେଶକୁ ବଞ୍ଚାଇବା ପାଇଁ ୟୁକ୍ରେନର ଅନେକ ନାଗରିକ ନିଜ ପେସା ଛାଡି ସେନାରେ ଭର୍ତ୍ତି ହୋଇଛନ୍ତି।…

ବିଶ୍ୱର ସବୁଠାରୁ ସରୁ ବିଲ୍ଡିଂ

ୱାଶିଂଟନ୍‌: ସବୁଠାରୁ ଉଚ୍ଚା ସ୍ଥାନରେ ରହିବାକୁ ବହୁ ଲୋକ ଇଚ୍ଛା କରନ୍ତି। ସେଠାରୁ ପୂରା ସହରର ଦୃଶ୍ୟ ବହୁତ ରୋମାଞ୍ଚକ ହୋଇଥାଏ। ତେବେ ଏପରି ଏକ ଉଚ୍ଚା କୋଠା ଆମେରିକାର ମନ୍‌ହଟନ୍‌ରେ ରହିଛି। କୋଠାଟି ଉଚ୍ଚା ହେବା ସହ ଏହାର ଚଉଡା…

୨୦୨୩ର ସରକାରୀ କ୍ୟାଲେଣ୍ଡର ଉନ୍ମୋଚିତ

ନୂଆଦିଲ୍ଲୀ,୨୮ା୧୨:କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ବୁଧବାର ଭାରତ ସରକାରଙ୍କ ଅଫିସିଆଲ କ୍ୟାଲେଣ୍ଡର ଉନ୍ମୋଚନ କରିଛନ୍ତି। ଏହି ଅବସରରେ ଅନୁରାଗ କହିଛନ୍ତି, ସରକାରୀ କ୍ୟାଲେଣ୍ଡର ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ସବ୍‌କା ସାଥ୍‌ ସବ୍‌କା ବିକାଶ, ସବ୍‌କା ବିଶ୍ୱାସ’ର…

ପୌର କାର୍ଯ୍ୟାଳୟର ତାଗିଦକୁ ନେଇ ଆବାସ ହିତାଧିକାରୀଙ୍କ ବଢୁଛି ଅସନ୍ତୋଷ

ଆନନ୍ଦପୁର,୨୮ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦର ଆବାସ ହିତାଧିକାରୀଙ୍କ ଚିନ୍ତା ବଢ଼ିଛି। ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇଥିବା ହିତାଧିକାରୀମାନେ ଯଥାଶୀଘ୍ର ଗୃହକାର୍ଯ୍ୟ ଶେଷ କରିବାକୁ କିଛି ଦିନ ଧରି ପୌରପରିଷଦ ପକ୍ଷରୁ ଡାକବାଜି ଯନ୍ତ୍ର ଯୋଗେ ତାଗିଦ୍‌ କରାଯାଇଛି। ଏଭଳି ପରିସ୍ଥିତିକୁ…

ଟି-୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ମହିଳା ଦଳ ଘୋଷଣା

ନୂଆଦିଲ୍ଲୀ,୨୮।୧୨: ବିସିସିଆଇ ବୁଧବାର ମହିଳା ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଘୋଷଣା କରିଛି। ହରମାନପ୍ରୀତ କୌରଙ୍କ ଅଧିନାୟକତ୍ୱରେ ୧୫ ଜଣିଆ ଦଳ ଘୋଷଣା କରାଯାଇଛି। ଦଳର ଉପ-ଅଧିନାୟକ ଭାବରେ ସ୍ମୃତି ମନ୍ଧନା ନିଯୁକ୍ତ ହୋଇଛନ୍ତି। ଫେବୃଆରୀ ୧୦ରୁ ଦକ୍ଷିଣ ଆଫ୍ରିକାରେ ଟି-୨୦…

ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଗାଁକୁ ଫେରିପାରିଲାନି ମୃତଦେହ

କୋକସରା,୨୮ା୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଳା ପଞ୍ଚାୟତ ବାଞ୍ଜିବାହାଲ ଗ୍ରାମର ଚମାର କୋଚିଆ (୫୨) ଆନ୍ଧ୍ରପ୍ରଦେଶ ରାଜ୍ୟ ବିଜୟଓ୍ବାଡା ନିକଟରେ ଥିବା ଏକ ଇଟାଭାଟିରେ କାମ କରୁଥିବା ବେଳେ ଅକସ୍ମାତ ଚେତାଶୂନ୍ୟ ହୋଇ ପଡ଼ିବାରୁ ତାଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ନିଆ…

ବିଶ୍ୱକପ୍‌ ହକି: ଆଜି ଆଉ ୮ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ)-ଓଡ଼ିଶାରେ ଆୟୋଜିତ ହେଉଥିବା ପୁରୁଷ ହକି ବିଶ୍ୱକପ୍‌ ଦେଖିବା ପାଇଁ ରାଜ୍ୟ ସରକାରଙ୍କ ମନ୍ତ୍ରୀମାନେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ନିମନ୍ତ୍ରଣ କରୁଛନ୍ତି। ମଙ୍ଗଳବାର ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କୁ ନିମନ୍ତ୍ରଣ କରିଥିବା ବେଳେ ବୁଧବାର…

କାର୍ଯ୍ୟକାରୀ ସିଭିସି ଭାବେ ପ୍ରବୀଣ ଶ୍ରୀବାସ୍ତବ ନିଯୁକ୍ତ

ନୂଆଦିଲ୍ଲୀ,୨୮ା୧୨: ଭିଜିଲାନ୍ସ କମିଶନର ପ୍ରବୀଣ କୁମାର ଶ୍ରୀବାସ୍ତବଙ୍କୁ ବୁଧବାର କାର୍ଯ୍ୟକାରୀ କେନ୍ଦ୍ରୀୟ ଭିଜିଲାନ୍ସ କମିଶନର (ସିଭିସି) ଭାବେ ନିଯୁକ୍ତ କରାଯାଇଛି। ଦୁର୍ନୀତି ନିରୋଧୀ ଜଗୁଆଳି ସଂସ୍ଥାର ମୁଖ୍ୟ ସୁରେଶ ଏନ୍‌. ପଟେଲଙ୍କ କାର୍ଯ୍ୟକାଳ ଗତ ୨୪ରେ ଶେଷ ହେବା ପରେ ତାଙ୍କ…

ମନ କଥା ଲୁଚାଇବାରେ ଓସ୍ତାଦ ଏହି ୩ ରାଶିର ବ୍ୟକ୍ତି , ହେଲେ ହୃଦୟ ସଫା

କିଛି ଲୋକ ଅଛନ୍ତି, ଯେଉଁମାନେ ମନ କଥା ସମସ୍ତଙ୍କ ଆଗରେ ବିନା ଦ୍ୱିଧାରେ କହିଦିଅନ୍ତି। ହେଲେ କିଛି ଲୋକ ବେଶ ଲାଜକୁଳା ସ୍ବଭାବର ଥାନ୍ତି। ଫଳରେ ସେମାନଙ୍କ ମନ କଥା ମନରେ ରହିଯାଏ। ଏମାନେ ନିଜର ବ୍ୟକ୍ତିଗତ ଜୀବନକୁ ସମସ୍ତଙ୍କଠାରୁ ଲୁଚାଇ…

‘ଓଡ଼ିଶାରେ ଏବେ ଜାରି କରାଯିବ ନାହିଁ କୋଭିଡ କଟକଣା’

ଭୁବନେଶ୍ୱର, ୨୮।୧୨(ବ୍ୟୁରୋ): କରୋନାର ନୂଆ ଭାରିଆଣ୍ଟକୁ ମୁକାବିଲା କରିବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ। ହେଲେ ଓଡ଼ିଶାରେ ସେଭଳି କିଛି ଚିନ୍ତାଜନକ ପରିସ୍ଥିତି ନ ଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। ଚାଇନାରେ କରୋନାର ଯେଉଁ ସ୍ଥିତି…

ଏହି ସେଓକୁ କୁହାଯାଏ ‘ବ୍ଲାକ୍‌ ଡାଏମଣ୍ଡ’; ଗୋଟିଏର ଦାମ୍‌ ୫୦୦ ଟଙ୍କା…!

ଦୁନିଆରେ ଏପରି ସ୍ଥାନ ରହିଛି ଯେଉଁଠାରେ କଳା ସେଓ ଚାଷ କରାଯାଇଥାଏ। ଏଠାରେ ଗୋଟିଏ ସେଓର ମୂଲ୍ୟ ପ୍ରାୟ ୫୦୦ ଟଙ୍କା ହୋଇଥାଏ। ମହଙ୍ଗା ବୋଲି ଏହି ସେଓକୁ ‘ବ୍ଲାକ୍‌ ଡାଏମଣ୍ଡ’ ବୋଲି କୁହାଯାଏ। ତିବ୍ବତର ପାହାଡ ଉପରେ ଏହି ସେଓର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri