ହକି ବିଶ୍ୱକପ୍: ମୁତୟନ ହେବେ ୫୦ ପ୍ଲାଟୁନ୍ ପୋଲିସ ଫୋର୍ସ
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀ ୧୩ରୁ ହକି ବିଶ୍ୱକପ୍ ଆରମ୍ଭ ହେବାକୁ ଯାଉଛି। ତେବେ ଖେଳାଳୀଙ୍କ ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରେ ୫୦ ପ୍ଲାଟୁନ୍ ପୋଲିସ ଫୋର୍ସ ନିୟୋଜିତ ହେବେ। ଏଥିସହ ବିମାନବନ୍ଦରରେ ଏବଂ ହୋଟେଲରେ ୨୪ ଘଣ୍ଟିଆ ପୋଲିସ…
ଚାରି ଥର ପ୍ରେମରେ ପଡ଼ିବା ସତ୍ତ୍ୱେ ଅବିବାହିତ ରହିବାକୁ ନିଷ୍ପତ୍ତି ନେଇଥିଲେ ରତନ ଟାଟା: କାରଣ ଜାଣିଲେ ହେବେ..
ଟାଟା ଗ୍ରୁପର ପୂର୍ବ ଅଧ୍ୟକ୍ଷ ରତନ ଟାଟା ବିବାହ କରିନାହାନ୍ତି। ହେଲେ ତାଙ୍କ ଜୀବନରେ କୌଣସି ଯୁବତୀ ଆସି ନାହାନ୍ତି ତାହା ଭାବିବା ଭୁଲ। ଥରେ କିମ୍ବା ଦୁଇଥର ନୁହେଁ ବରଂ ଚାରିଥର ସେ ପ୍ରେମରେ ପଡ଼ିଥିଲେ। ହେଲେ ସମୟ ଖରାପ…
ଗାଭାସ୍କରଙ୍କ ବଡ଼ ଭବିଷ୍ୟବାଣୀ: ଦିନିକିଆ ତ୍ରିଶତକ ହାସଲ କରିପାରିବେ ଏହି ଖେଳାଳି
ନୂଆଦିଲ୍ଲୀ,୨୮।୧୨: ଭାରତୀୟ ଦଳ ବାଂଲାଦେଶି ବିପକ୍ଷରେ ଟେଷ୍ଟ ସିରିଜ ବିଜୟ ସହିତ ୨୦୨୨ କ୍ୟାଲେଣ୍ଡର ବର୍ଷ ଶେଷ କରିଛି। ଏହି ବିଜୟ ସହ ଭାରତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଫାଇନାଲରେ ପ୍ରବେଶ କରିବାର ସମ୍ଭାବନାକୁ ଦୃଢ କରିଛି। ଭାରତ ପାଇଁ ଏହା…
ଧୋନୀଙ୍କ ଝିଅକୁ ସ୍ବତନ୍ତ୍ର ଉପହାର ପଠାଇଲେ ମେସି
ନୂଆଦିଲ୍ଲୀ,୨୮।୧୨:ଫିଫା ବିଶ୍ୱକପ ୨୦୨୨ ଜିତି ଆର୍ଜେଣ୍ଟିନା ଇତିହାସ ସୃଷ୍ଟି କରିଛି। ପେନାଲ୍ଟି ସୁଟଆଉଟରେ ଡିଫେଣ୍ଡିଂ ଚାମ୍ପିଅନ ଫ୍ରାନ୍ସକୁ ୪-୨ରେ ପରାସ୍ତ କରିବା ପରେ ଲିଓନେଲ ମେସିଙ୍କ ନେତୃତ୍ୱାଧୀନ ଆର୍ଜେଣ୍ଟିନା ଟ୍ରଫି ଉଠାଇଥିଲା। ଭାରତରେ ମଧ୍ୟ ଆର୍ଜେଣ୍ଟିନାର ବିଜୟ ଉତ୍ସବ ପାଳନ କରାଯାଇଥିଲା।…
ବିଦ୍ୟୁତ ଖୁଣ୍ଟରେ ଚଢ଼ି ଭିଡିଓ କରୁଥିଲେ ଜଳିଗଲେ
ପ୍ରୟାଗରାଜ: ପ୍ରତ୍ୟେକ ବ୍ୟକ୍ତି ସୋସିଆଲ ମିଡିଆରେ ଲୋକପ୍ରିୟ ହେବାକୁ ଚାହୁଁଛନ୍ତି। ଏଥିଲାଗି ଅନେକ ସମୟରେ ସେମାନେ ଓଲଟାପାଲଟା କାମ କରିବାକୁ ମଧ୍ୟ ପଛାଉ ନାହାନ୍ତି। ଏହାଦ୍ୱାରା ସେମାନେ ବହୁ ଲୋକରେ ହଟହଟା ହେବା ସହ କୁପରିଣାମ ମଧ୍ୟ ଭୋଗୁଛନ୍ତି। ପ୍ରୟାଗରାଜରେ ଜଣେ…
କମୁଛି ଶୀତ
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜ୍ୟରେ ଅସ୍ବାଭାବିକ ଭାବେ ତାପମାତ୍ରା ବୃଦ୍ଧି ପାଇଛି। ଅଧିକାଂଶ ସ୍ଥାନରେ ୫ରୁ ୮ ଡିଗ୍ରୀ ପର୍ଯ୍ୟନ୍ତ ରାତି ତାପମାତ୍ରା ବୃଦ୍ଧି ପାଇଛି। ସାମୁଦ୍ରିକ ଉଷ୍ମ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରଭାବରେ ରାଜ୍ୟରେ ଶୀତ କମିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନୀ ଉମାଶଙ୍କର…
ବିଗିଡିଲା ପ୍ରଧାନମନ୍ତ୍ରୀ ମୋଦିଙ୍କ ମା’ଙ୍କ ସ୍ବାସ୍ଥ୍ୟାବସ୍ଥା ,ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ,୨୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସ୍ବାସ୍ଥ୍ୟାବସ୍ଥା ବିଗିଡିବା ପରେ ବୁଧବାର ହୀରାବେନଙ୍କୁ ଅହମ୍ମଦାବାଦର ୟୁଏନ୍ ମେହେଟା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପ୍ରଧାନମନ୍ତ୍ରୀ ମୋଦି ମା’ ହୀରାବେନଙ୍କ ୧୦୦ ତମ ଜନ୍ମଦିନ ପାଳନ କରିଥିଲେ। ଏଥି…
ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ବାରିପଦା ଅଫିସ,୨୮।୧୨: ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ହୋ, ମୁଣ୍ଡା ଏବଂ ଭୂମିଜ ସମ୍ପ୍ରଦାୟର ଭାଷାକୁ ସମ୍ବିଧାନର ଅଷ୍ଟମ ପରିଚ୍ଛେଦରେ ସାମିଲ ଦାବିରେ ଜିଲା ବିଜୁ ଜନତା ଦଳ ପକ୍ଷରୁ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ସହ ବିକ୍ଷୋଭ ପ୍ରଦର୍ଶନ…
ଭାରତ ଯୋଡୋ ଯାତ୍ରାର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ ,ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଚିଠି ଲେଖିଲା କଂଗ୍ରେସ
ନୂଆଦିଲ୍ଲୀ,୨୮।୧୨: କଂଗ୍ରେସ ବୁଧବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଏକ ଚିଠି ଲେଖି ଭାରତ ଯୋଡୋ ଯାତ୍ରାର ସୁରକ୍ଷାକୁ ନେଇ ପ୍ରଶ୍ନ ଉଠାଇଛିି। ଶନିବାର ଭାରତ ଯୋଡୋ ଯାତ୍ରା ଦିଲ୍ଲୀରେ ପ୍ରବେଶ କରିବା ପରେ ସୁରକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଥିବା…
ପିଇଓଙ୍କ ଆତ୍ମହତ୍ୟା ଉଦ୍ୟମ: ପୂର୍ବରୁ କରିଥିଲେ ସରକାରୀ ଅନୁଦାନ ରାଶି ହଡପ
ଭବାନୀପାଟଣା,୨୮।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପାହାଡ଼ପଦର ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ (ପିଇଓ) ଦେବାନନ୍ଦ ସାଗର ବୁଧବାର ତାଙ୍କ ବାସଭବନରେ ରଶିଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତୁରନ୍ତ ତାଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ପଞ୍ଚାୟତର ସରକାରୀ…
କୁହୁଡି ହେଲା କାଳ: ଚାଲିଗଲା ୩ ଜୀବନ
ଲକ୍ଷ୍ନୌ,୨୮।୧୨: ଉତ୍ତରପ୍ରଦେଶର କନୌଜ ଜିଲାର ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେରେ ମଙ୍ଗଳବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର୍ ପଛପଟୁ ଟ୍ରକ୍କୁ ଧକ୍କା ଦେବା ଫଳରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଘନ କୁହୁଡି ଯୋଗୁ ଏହି ଦୁର୍ଘଟଣା ଘଟିଥିବା ପୋଲିସ…
ହକି ବିଶ୍ୱକପ୍ ପାଇଁ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ,ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ବୁଧବାର ଚେନ୍ନାଇରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ.ଷ୍ଟାଲିନ୍କୁ ଭେଟିଛନ୍ତି। ଓଡିଶାରେ ଆୟୋଜିତ ହେଉଥିବା ହକି ବିଶ୍ୱକପ୍ ପାଇଁ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣପତ୍ର ପ୍ରଦାନ କରିଛନ୍ତି। ସେ…
Archives


