ମୂଳରୁ ହିଁ ମୁକୁଳା
ଅନୁଗୋଳ ଅଫିସ, ୧୬।୧୧: ଉପକଣ୍ଠରେ ଏକାଧିକ ଶିଳ୍ପର ଉଦୟ। ସେଥିପାଇଁ ବଢ଼ୁଛି ଅନୁଗୋଳ ସହରର କଳେବର। ନିୟମିତ ବୃଦ୍ଧି ପାଉଛି ଜନ ଓ ଯାନବାହନ ସଂଖ୍ୟା। କିନ୍ତୁ ସେହି ଅନୁଯାୟୀ ହେଉନି ରାସ୍ତା ଏବଂ ଟ୍ରାଫିକ ବ୍ୟବସ୍ଥା। ଫଳରେ ସକାଳେ ଓ…
ସିଏସ୍ଆର୍ ପାଣ୍ଠିର ଉପଯୁକ୍ତ ବିନିଯୋଗ ହେଉନି
ଅନୁଗୋଳ ଅଫିସ,୧୬।୧୧: ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ମଙ୍ଗଳବାର ନାଲ୍କୋ ସିଏସ୍ଆର୍ ପାଣ୍ଠିର ଉପଯୁକ୍ତ ବିନିଯୋଗ ତଥା ପାରିପାଶର୍ବିକ ଗ୍ରାମଗୁଡ଼ିକର ଉନ୍ନତି ଓ ସ୍ଥାନୀୟ ନିଯୁକ୍ତିର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଢେଙ୍କାନାଳ ଏମ୍ପି ମହେଶ ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି…
ପରାଜୟକୁ ସଫଳତା ଭାବରେ ଗ୍ରହଣ କରି ଆଗକୁ ବଢିବାକୁ ପଡିବ: ପାଣ୍ଡ୍ୟା
ଅକଲାଣ୍ଡ,୧୬।୧୧: ଟି-୨୦ ବିଶ୍ୱକପରେ ଭାରତର ପ୍ରଦର୍ଶନକୁ ନେଇ ନିରାଶ ଭାରତୀୟ ଅଧିନାୟକ ତଥା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ଏହି ସିରିଜ ଆରମ୍ଭ ପୂର୍ବରୁ ହାର୍ଦ୍ଦିକ କହିଛନ୍ତି, ବିଶ୍ୱକପ୍ ଭଳି ପ୍ରତିଯୋଗିତାରେ ସେମିଫାଇନାଲରୁ ବାଦ୍ ପଡିବା ନିହାତି ଦୁଃଖଦାୟକ। ଟିମ ଇଣ୍ଡିଆକୁ ପରାଜୟକୁ…
ନବୀନ ନିବାସ ଅଭିମୁଖେ ଅଲଚିକି ଶିକ୍ଷକଙ୍କ ପଦଯାତ୍ରା
ବାରିପଦା ଅଫିସ,୧୬।୧୧: ମୟୂରଭଞ୍ଜ ଜିଲାରେ ୧୫ ବର୍ଷ ଧରି ଦିନକୁ ଶହେ ଟଙ୍କା ମଜୁରି ପାଉଥିବା ଠିକା ନିଯୁକ୍ତି ଶିକ୍ଷକଙ୍କୁ ନିୟମିତ ଦାବି ନେଇ ୩୪ ଦିନ ଧାରଣାରେ ବସିବା ପରେ ବି ସରକାର କିମ୍ବା ପ୍ରଶାସନ କେହି ବୁଝିଲେନି। ଫଳରେ…
ଦାବି ପୂରଣ ନ ହେଲେ ଆନ୍ଦୋଳନ
ବାଲେଶ୍ୱର ଅଫିସ,୧୬।୧୧: ଓଡ଼ିଶା ଅମଲା ସଂଘର ବାଲେଶ୍ୱର ଶାଖା ପକ୍ଷରୁ କନିଷ୍ଠ ସହାୟକମାନଙ୍କ ଯୋଗ୍ୟତା ଭିତ୍ତିକ ଦରମା ଓ ଗ୍ରେଡ୍ ପେ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଜିଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଜରିଆରେ ମଙ୍ଗଳବାର ପ୍ରଦାନ…
ଭାରତ ‘ଡି’ ଦଳରେ ଓଡ଼ିଶାର ପ୍ରିୟଙ୍କା
ଭୁବନେଶ୍ୱର, ୧୬ା୧୧(କ୍ରୀଡ଼ା ପ୍ରତିନିଧି): ୨୦୨୨ ଚ୍ୟାଲେଞ୍ଜର ଟ୍ରଫି ମହିଳା କ୍ରିକେଟ ପାଇଁ ମଙ୍ଗଳବାର ୪ଟି ଦଳ ଘୋଷଣା କରାଯାଇଛି। ଭାରତ ‘ଡି’ ଦଳରେ ଓଡ଼ିଶାର ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ଥାନ ପାଇଛନ୍ତି। ଗଞ୍ଜାମ ହିଞ୍ଜିଳିକାଟୁର ପ୍ରିୟଙ୍କା ସମ୍ପ୍ରତି ଇନ୍ଦିରା ମଇଦାନସ୍ଥିତ ଜାଗୃତି କ୍ରିକେଟ…
ଦାରିଙ୍ଗବାଡିରେ ବଢୁଛି ଶୀତ, ସର୍ବନିମ୍ନ ତାପମାତ୍ରା ୧୦.୫%
ଦାରିଙ୍ଗବାଡି,୧୬।୧୧(ଡି.ଏନ.ଏ ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା ଶୀତ ବଢିବାରେ ଲାଗିଛି। ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଛି। ଏହି କ୍ରମରେ ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ବୃଦ୍ଧି ପାଇଛି। ବୁଧବାର ସକାଳ ସମୟରେ ସର୍ବନିମ୍ନ ୧୦.୫ଡିଗ୍ରୀ ତାପମାତ୍ରା…
ଅନ୍ତିମ ଦିବସରେ ଓଡ଼ିଶାକୁ ୩ ସ୍ବର୍ଣ୍ଣ ପଦକ
ଭୁବନେଶ୍ୱର, ୧୬ା୧୧(ସ୍ପୋଟର୍ସ ବ୍ୟୁରୋ): ଆସାମର ଗୁଆହାଟୀଠାରେ ଚାଲିଥିବା ୩୭ତମ ଜାତୀୟ ଜୁନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍ ୨୦୨୨ର ଅନ୍ତିମ ଦିବସରେ ଓଡ଼ିଶା ୩ ସ୍ବର୍ଣ୍ଣ ପଦକ ହାସଲ କରିଛି। ମଙ୍ଗଳବାର ୧୮ବର୍ଷ ବୟସ ବର୍ଗ ୮୦୦ ମିଟର ଦୌଡ଼ ରେସ୍ରେ ଓଡ଼ିଶାର ଲକ୍ଷ୍ମୀପ୍ରିୟା…
ବିବାଦୀୟ କାଷ୍ଟିଲୋ
ଇକ୍ୱେଡର ଏହାର ଚତୁର୍ଥ ଫିଫା ଫୁଟ୍ବଲ ବିଶ୍ୱକପ୍ ଖେଳିବାକୁ ଯାଉଛି। ସୋମବାର ସନ୍ଧ୍ୟା ଦଳ ଘୋଷଣା କରିବାର ଶେଷ ସମୟ ରହିଥିଲା। ବିବାଦକୁ ଏଡାଇବାକୁ ଯାଇ କୋଚ୍ ଗୁସ୍ତାଭୋ ଅଲ୍ଫାରୋ ଡିଫେଣ୍ଡର ବାଇରନ କାଷ୍ଟଲୋଙ୍କୁ ତାଙ୍କ ଦଳରୁ ବାଦ୍ ଦେଇଛନ୍ତି। ମାର୍ଚ୍ଚରେ…
ରାସ୍ତା ମଝିରେ ଶିଶୁଙ୍କୁ ପାଠ ପଢ଼ାଇଲେ,ଖାଦ୍ୟ ଦେଲେ
ଭୋଗରାଇ,୧୬।୧୧(ଡି.ଏନ.ଏ.): ଅଙ୍ଗନୱାଡିି କର୍ମୀ ଶିଶୁମାନଙ୍କୁ ନେଇ ସ୍କୁଲ ସମ୍ମୁଖ ରାସ୍ତା ମଝିରେ ପାଠ ପଢ଼ାଇବା ଏବଂ ସେଠାରେ ସେମାନଙ୍କୁ ମଧ୍ୟାହ୍ନଭୋଜନ ଖାଇବାକୁ ଦେବା ଚର୍ଚ୍ଚାର ବିଷୟ ହୋଇଛି। ଏଭଳି ଏକ ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଶୁଭନନ୍ଦୀପୁର…
ଅମିତ ରୋହିଦାସ ଉପଅଧିନାୟକ
ନୂଆଦିଲ୍ଲୀ,୧୬ା୧୧(ପି.ଟି): ଅଷ୍ଟ୍ରେଲିଆ ଗସ୍ତ ପାଇଁ ୨୩ ଜଣିଆ ପୁରୁଷ ଦଳ ଘୋଷଣା କରିଛି ହକି ଇଣ୍ଡିଆ। ଡ୍ରାଗ ଫ୍ଲିକର ହରମନ୍ପ୍ରୀତ ସିଂଙ୍କ ନେତୃତ୍ୱରେ ମଙ୍ଗଳବାର ଦଳ ଘୋଷଣା ହୋଇଥିବା ବେଳେ ଦୁଇ ଜଣ ଓଡ଼ିଆ ଖେଳାଳିଙ୍କୁ ସାମିଲ କରାଯାଇଛି। ଡିଫେଣ୍ଡର ଅମିତ…
ଏସ୍ଏଫ୍ଟିର ବିଜେତାଙ୍କୁ ଆକର୍ଷଣୀୟ ପୁରସ୍କାର
ନୂଆଦିଲ୍ଲୀ,୧୬ା୧୧: ସାମ୍ସଙ୍ଗ୍ର ସଲ୍ଭ ଫର୍ ଟୁମରୋ (ଏସ୍ଏଫ୍ଟି)ର ଉଦ୍ଘାଟନୀ ସଂସ୍କରଣର ଶୀର୍ଷ ୩ଜଣଙ୍କ ବିଜେତାଙ୍କ ନାମ ଘୋଷଣା କରାଯାଇଛି। ଏପରିକି ୩ ବିଜେତା ଟିମ୍ ଯଥା ସ୍ପୁଟନିକ ବ୍ରେନ୍, ଉଡାନ ଏବଂ ଆଲ୍ଫା ମନିଟର ସମୁଦାୟ ୧ କୋଟି ଟଙ୍କାର ଅନୁଦାନ…
Archives


