ରାଜ୍ୟକୁ ଫେରିପାରେ ମାସ୍କ ନିୟମ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜ୍ୟକୁ ଫେରିବାରେ କରୋନା କଟକଣା। ଅଧିଂକାଶ ରାଜ୍ୟରେ ମାସ୍କ ବାଧ୍ୟତାମୂଳକ ହେବା ପରେ ରାଜ୍ୟରେ ଏହି ନିୟମ ଆସିପାରେ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅପରାହ୍ନରେ କୋଭିଡ ସ୍ଥିତିର ସମୀକ୍ଷା ବୈଠକ କରିବେ…
ଦେଶରେ କରୋନା ନ ବ୍ୟାପୁ: ସ୍ବାସ୍ଥ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୨୭ା୧୨: ଚାଇନା ସମେତ ବିଭିନ୍ନ ଦେଶରେ କୋଭିଡ୍ ସଂକ୍ରମଣ ବଢ଼ୁଥିବା ବେଳେ ଭାରତ ଏହାର ମୁକାବିଲା ଲାଗି ପ୍ରସ୍ତୁତି ଆରମ୍ଭ କରିଦେଇଛି। କେନ୍ଦ୍ର ସରକାରଙ୍କ ପରାମର୍ଶକ୍ରମେ ମଙ୍ଗଳବାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଥିବା ହସ୍ପିଟାଲଗୁଡ଼ିକରେ ମକ୍ ଡ୍ରିଲ୍ ଆରମ୍ଭ…
କର୍ନାଟକ ସହ ସୀମା ବିବାଦ: ମହାରାଷ୍ଟ୍ର ବିଧାନସଭାରେ ପ୍ରସ୍ତାବ ପାରିତ
ବେଙ୍ଗାଲୁରୁ,୨୭।୧୨: କର୍ନାଟକ ସହ ସୀମା ବିବାଦକୁ ନେଇ ମହାରାଷ୍ଟ୍ର ସରକାର ମଙ୍ଗଳବାର ବିଧାନସଭାରେ ଏକ ପ୍ରସ୍ତାବ ଆଗତ କରିଛନ୍ତି। ସର୍ବସମ୍ମତି କ୍ରମେ ଏହା ପାରିତ ହୋଇଛି। ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ପ୍ରସ୍ତାବ ଉପସ୍ଥାପନ କରିଛନ୍ତି। ଖୁବ ଶୀଘ୍ର ଏହି…
ପର ପିଣ୍ଡାରେ ପାଠ ପଢୁଛନ୍ତି ପିଲା
ଦଶମନ୍ତପୁର, ୨୭ା୧୨ ( ଡି.ଏନ.ଏ.):ଦୀର୍ଘ ୫ ବର୍ଷ ହେଲା ଅଧାପନ୍ତରିଆ ଭାବେ ପଡିରହିଛି ଅଙ୍ଗନଓ୍ବାଡ଼ି ଗୃହ। ନିଜସ୍ବ ଗୃହ ନ ଥିବାରୁ ଗ୍ରାମର ଭିଭିନ୍ନ ଲୋକଙ୍କ ଘର ପିଣ୍ଡାରେ ପିଲାଙ୍କୁ ବସାଇ ପାଠ ପଢାଉଛନ୍ତି ଅଙ୍ଗନଓ୍ବାଡ଼ି କର୍ମୀ। ଏପରି ଦେଖିବାକୁ ମିଳିଛି…
ଜାତୀୟସ୍ତରକୁ ମନୋନୀତ ହେଲେ ଭାଗ୍ୟଶ୍ରୀ
ମାଲକାନଗିରି,୨୭ା୧୨ (ଡି.ଏନ୍.ଏ.):ମାଲକାନଗିରି ଜିଲା ପଡିଆ ସଦର ବ୍ଲକର ଜଣେ ଛାତ୍ରୀ ମହିଳା କ୍ରିକେଟ ଟିମ୍ ଓଡ଼ିଶା ଦଳରେ ୧୫ ବର୍ଷରୁ କମ୍ ବର୍ଗରେ ମନୋନୀତ ହୋଇଛନ୍ତି। ସେ ହେଲେ ପଡିଆ ସଦର ବ୍ଲକର ଏନ୍. ଭାଗ୍ୟଶ୍ରୀ। ଏହି ଖବର ଜଣାପଡିବା ପରେ…
ଇତିହାସ ରଚିଲେ ଓ୍ବାର୍ନର
ମେଲବୋର୍ନ,୨୭।୧୨:ବକ୍ସିଂ ଡେ ଟେଷ୍ଟ ମ୍ୟାଚରେ ଡେଭିଡ ୱାର୍ନର ଦକ୍ଷିଣ ଆଫ୍ରିକା ବିପକ୍ଷରେ ଇତିହାସ ସୃଷ୍ଟି କରିଛନ୍ତି। ୱାର୍ନର ତାଙ୍କର ୧୦୦ତମ ଟେଷ୍ଟ ମ୍ୟାଚରେ ଦ୍ୱିଶତକ ହାସଲ କରିଛନ୍ତି। ସେ ତାଙ୍କ ଇନିଂସରେ ୨୫୪ ବଲରେ ୨୦୦ ରନ କରିଥିଲେ। ଏହି ସମୟ…
ଦେଶରେ ଆଜି ୧୫୭ କରୋନା ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୨୭।୧୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫୭ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ…
ଭାଇଜାନଙ୍କ ବାର୍ଥ୍ ଡେ’ ପାର୍ଟିରେ ଶାହରୁଖ
ମୁମ୍ବାଇ: ବଲିଉଡ ଭାଇଜାନ ସଲମାନ ଖାନ୍ ଆଜି ତାଙ୍କର୫୭ ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ବି-ଟାଇନ୍ର ସେଲିବ୍ରେଟିମାନେ ସଲମାନଙ୍କ ବାର୍ଥ୍ ଡେ ପାର୍ଟିରେ ସାମିଲ ହୋଇଥିବା ନଜର ଆସିଛନ୍ତି। ଗତକାଲି ରାତିରେ ସେ ତାଙ୍କ ଜନ୍ମଦିନ ଭଉଣୀ ଅର୍ପିତା…
ଏଲ୍ଇଡି ସ୍କ୍ରିନ୍ରେ ହକି ଦେଖିବେ ରାଉରକେଲାବାସୀ
ରାଉରକେଲା ଅଫିସ,୨୭ା୧୨: ପୁରୁଷ ହକି ବିଶ୍ୱକପ୍ ଷ୍ଟିଲସିଟି ରାଉରକେଲାରେ ଆଉ ମାତ୍ର ୧୭ ଦିନ ପରେ ଆରମ୍ଭ ହେବ। ଏଥିପାଇଁ ବିର୍ସାମୁଣ୍ଡା ଷ୍ଟାଡିୟମ କାର୍ଯ୍ୟ ଶେଷ ହୋଇ ସେଠାରେ ଅଭ୍ୟାସ ମ୍ୟାଚ୍ ଆରମ୍ଭ ହୋଇଯାଇଛି। ରାଉରକେଲାରେ ପ୍ରଥମ ଥର ପାଇଁ ବିଶ୍ୱସ୍ତରୀୟ…
ଧାନ ଉଠୁନି, ଜିଲାପାଳଙ୍କୁ ଫେରାଦ
ବରଗଡ଼ ଅଫିସ୍,୨୭।୧୨: ବରଗଡ଼ ଜିଲାରେ ଧାନ ବିକ୍ରିବଟା ସମସ୍ୟା ଲାଗି ରହିଛି। ଚାଷୀମାନେ ବିକ୍ରି ପାଇଁ ମଣ୍ଡିକୁ ଧାନ ଆଣୁଛନ୍ତି। ମାତ୍ର ତାହା ବିକ୍ରି ହୋଇ ନ ପାରି ଦୀର୍ଘଦିନ ଧରି ମଣ୍ଡିରେ ପଡ଼ି ରହୁଛି। ଏଭଳି ଅଭିଯୋଗ ନେଇ ସୋମବାର…
ଭିଜିଲାନ୍ସ ଜାଲରେ ଡେପୁଟି କଲେକ୍ଟର: ୯ଟି ସ୍ଥାନରେ ଏକକାଳୀନ ଚଢାଉ
ଜଗତସିଂହପୁର ଅଫିସ,୨୭।୧୨: ଭିଜିଲାନ୍ସ ଜାଲରେ ଜଗତସିଂହପୁର ଡେପୁଟି କଲେକ୍ଟର ଚିତ୍ତରଞ୍ଜନ ପିଲ୍ଲା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଡେପୁଟି କଲେକ୍ଟରଙ୍କ ବାସଭବନ, ଅଫିସ, ସର୍ମ୍ପକୀୟଙ୍କ ଘର ଏବଂ ପୈତୃକ ଘର ସମେତ ୯ଟି ସ୍ଥାନରେ ଏକକାଳୀନ ଚଢାଉ ଜାରି ରହିଛି।…
ହାତୀପଲ ଭାଙ୍ଗି ଦେଲେ ଘର
ପରଜଙ୍ଗ,୨୭।୧୨(ଡି.ଏନ.ଏ.): ଢେଙ୍କାନାଳ ବନଖଣ୍ଡ ମହାବୀରରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ କନ୍ତୋର ପଞ୍ଚାୟତ ଚାନ୍ଦପୁର ଗ୍ରାମରେ ହାତୀପଲ ଉପଦ୍ରବ ଚଳାଇଛନ୍ତି। ଗ୍ରାମର ମଞ୍ଜୁଲତା ନାଏକଙ୍କ ୨ ବଖରା ଘର ସହ ଲକ୍ଷାଧିକ ଟଙ୍କାର ଆସବାବପତ୍ର, ଧାନ, ଚାଉଳ ଆଦି ନଷ୍ଟ କରି…
Archives


