Home Left

୧୭ ଜାନୁୟାରୀରେ ବିଶାଳ ଗଣ ବିକ୍ଷୋଭ

ଅନୁଗୋଳ ଅଫିସ, ୨୭ା୧୨: ଅନୁଗୋଳ ଜିଲାର ୯୨ଟି ରାଜସ୍ବ ଗ୍ରାମକୁ ଚକବନ୍ଦୀ ରେକର୍ଡକୁ ଉଚ୍ଛେଦ କରି ଶାବକ ଦଖଲ ଅନୁଯାୟୀ ପଟ୍ଟା ପ୍ରଦାନ ଦାବିରେ ଚାଷୀ ସୁରକ୍ଷା କମିଟି ଆହ୍ବାନରେ ସହର ଉପକଣ୍ଠ କୁରୁଡ଼ୋଲ ଈଶାନେଶ୍ୱର ମନ୍ଦିର ଠାରେ ସାଧାରଣ ସଭା…

୩ ନକଲି ଜିଏସ୍‌ଟି ଅଧିକାରୀଙ୍କ ସମେତ ୪ ଗିରଫ

ଛତ୍ରପୁର,୨୭ା୧୨(ଡି.ଏନ୍‌.ଏ.):ଗଞ୍ଜାମ ଜିଲାରେ ଜିଏସ୍‌ଟି ଅଧିକାରୀ ଦର୍ଶାଇ ଟ୍ରକ୍‌ ଡ୍ରାଇଭରଙ୍କୁ ମାଡ଼ ମାରି ଟଙ୍କା ଠକେଇ ସହ ୬୦ ବସ୍ତା ଡିଲକ୍ସ ପାନ ମସଲା ଲୁଟ୍‌ ମାମଲାର ପର୍ଦ୍ଦାଫାଶ ହୋଇଛି। ଛତ୍ରପୁର ଥାନା ପୋଲିସ ଏହି ମାମଲାରେ ୩ନକଲି ଜିଏସ୍‌ଟି ଅଧିକାରୀଙ୍କ ସମେତ…

ଭାରତ ଯୋଡୋ ଯାତ୍ରାରେ ସାମିଲ ହେବେନି ଅଖିଳେଶ,ମାୟାବତୀ!

ନୂଆଦିଲ୍ଲୀ,୨୬।୧୨: ସମାଜବାଦୀ ପାର୍ଟି ସଭାପତି ଅଖିଳେଶ ଯାଦବ, ବିଏସ୍‌ପି ସୁପ୍ରିମୋ ମାୟାବତୀ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱାଧୀନ ଭାରତ ଯୋଡୋ ଯାତ୍ରାରେ ସାମିଲ ହେବେ ନାହିଁ ବୋଲି ଏକ ସୂତ୍ରରୁ ପ୍ରକାଶ ପାଇଛି। ହେଲେ ବିଧିବଦ୍ଧ ଭାବେ ଦଳ ପକ୍ଷରୁ…

ଅବସରପ୍ରାପ୍ତ ଫରେଷ୍ଟରଙ୍କୁ ୨ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୨୭ା୧୨: ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଗୋପୀନାଥପୁର ଗ୍ରାମର ଅଶୋକ କୁମାର ହୋତା ଭଞ୍ଜନଗର ସମ୍ମନ୍ବିତ ଜଳ ବିଭାଜିକା ପ୍ରକଳ୍ପ କର୍ମଚାରୀ ତଥା ବନପାଳ ଭାବେ ୧୯୯୭ରେ କାମ କରୁଥିଲେ। ସେହି ସମୟରେ ତାଙ୍କ ବିରୋଧରେ ଆୟ ବହିର୍ଭୁତ…

ଏତିକି ଟଙ୍କାରେ ମିଳିବ ନାଜାଲ ଟିକା

ନୂଆଦିଲ୍ଲୀ,୨୭।୧୨: କରୋନାକୁ ନେଇ ଭାରତ ସରକାର ସତର୍କ ଅଛନ୍ତି। ଗତ ସପ୍ତାହରେ ସରକାର ଭାରତ ବାୟୋଟେକର ନାଜାଲ ଭାକ୍ସିନ ଇନକୋଭାକକୁ ଅନୁମୋଦନ କରିଥିଲେ। ଖୁବ ଶୀଘ୍ର ଏହି ଟିକା ବଜାରରେ ଉପଲବ୍ଧ ହେବ। ସୂଚନା ଅନୁଯାୟୀ ନାସାଲ ଭାକ୍ସିନ ମୂଲ୍ୟ ଏକ…

ଏହି ଦିନ ଓଟିଟିରେ ରିଲିଜ୍‌ ହେବ ‘ଭେଡିୟା’

ମୁମ୍ବାଇ: କରୋନା ସମୟରେ ଓଟିଟି ପ୍ଲାଟଫର୍ମର କ୍ରେଜ୍‌ ଲୋକମାନଙ୍କ ମଧ୍ୟରେ ଥିଲା। ପ୍ରେକ୍ଷାଳୟ ସହିତ, ଲୋକମାନେ ଓଟିଟିରେ ଚଳଚ୍ଚିତ୍ର ଏବଂ ୱେବ ସିରିଜ ଦେଖିବାକୁ ପସନ୍ଦ କରନ୍ତି। ଏହି ବର୍ଷ ସାରା ଓଟିଟି ପ୍ଲାଟଫର୍ମରେ ଅନେକ ସୁପରହିଟ୍‌ ଚଳଚ୍ଚିତ୍ର ଏବଂ ୱେବ…

ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

ଭଞ୍ଜନଗର,୨୭।୧୨(ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାଲୁଆପଲ୍ଲୀରେ ୨୦୧୫ରେ ଘଟିଥିବା ସୁନୀତା ନାଇକ (ବିଶୋଇ) ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଭଞ୍ଜନଗର ଏଡିଜେ ଦେବଦତ୍ତ ପଟ୍ଟନାୟକ ୧୮ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ଅଭିଯୁକ୍ତ ସ୍ବାମୀ ଗନ୍ଧିଆ…

ବ୍ଲକ ସମ୍ମୁଖରେ ଆଦିବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ

ଦିଗପହଣ୍ଡି,୨୭ା୧୨(ଡି.ଏନ.ଏ.) ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଆଦିବାସୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବଡ଼ଡିମ୍ବୁଳା ପଞ୍ଚାୟତର ତଡ଼ା, ଖେମୁଣ୍ଡା, ଛଣବଗଡ଼ ଗ୍ରାମର ବହୁ ଆଦିବାସୀ ଭାଜପାର ପୂର୍ବତନ ରାଜ୍ୟ ସମ୍ପାଦକ ଶ୍ରୀକାନ୍ତ ପାଢ଼ୀଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ୩ଟି…

ଦୁଇଟି ଘରୁ ଲୁଟି ନେଲେ ୧୦ ଲକ୍ଷ ଟଙ୍କାର ଗହଣା

ସୋର, ୨୭ା୧୨(ଡି.ଏନ୍‌.ଏ.): ରବିବାର ରାତିରେ ସୋର ପୌରପାଳିକା ଅଧୀନ କମରପୁର ମୌଜାରରେ ଥିବା ଅନ୍ନପୂର୍ଣ୍ଣା ରାଇସ୍‌ ମିଲ୍‌ ନିକଟସ୍ଥ ବଢ଼େଇ ସାହିରେ ଥିବା ଦୁଇଟି ଘରୁ ୧୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସୁନାରୁପା ଅଳଙ୍କାର ଚୋରି ହୋଇଥିବା ଅଭିଯୋଗ ହୋଇଛି। ରାଇସ୍‌ ମିଲ୍‌…

ଆଜି ହେବ ତୁନିଶାଙ୍କ ଅନ୍ତିମ ସଂସ୍କାର

ମୁମ୍ବାଇ: ଅଭିନେତ୍ରୀ ତୁନିଶା ଶର୍ମା ମାତ୍ର ୨୦ ବର୍ଷ ବୟସରେ ଆତ୍ମହତ୍ୟା କରିଛନ୍ତି। ଆଜି ତାଙ୍କର ଅନ୍ତିମ ସଂସ୍କାର କରାଯିବ। ତୁନିଶା ଅଲି ବାବା: ଦସ୍ତାନ-ଇ-କାବୁଲ’ର ସେଟରେ ୨୪ ଡିସେମ୍ବରରେ ଆତ୍ମହତ୍ୟା କରି୍‌ଥିଲେ। ତେବେ ତାଙ୍କ ପୂର୍ବତନ ବୟଫ୍ରେଣ୍ଡଙ୍କ ସହ ବ୍ରେକ୍‌ଅପ…

ସହର ଉପକଣ୍ଠରେ ଗୋଠଛଡ଼ା ଦନ୍ତା

ବାରିପଦା ଅଫିସ,୨୭ା୧୨: ମୟୂରଭଞ୍ଜ ଜିଲା ବାରିପଦା ସହର ଉପକଣ୍ଠରେ ସୋମବାର ସକାଳେ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ସୃଷ୍ଟି କରିଥିଲା। ବାରିପଦା ରେଞ୍ଜ ଅଧୀନ ଭୁଗୁଡ଼ାକଟା ଓ ଦାମୋଦରପୁର ଦେଇ ଯାଇଥିବା ୧୮ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଏହି ଦନ୍ତା ବୁଲୁଥିଲା।…

ବିଦ୍ୟାଳୟରୁ କମ୍ପ୍ୟୁଟର ନେଇଗଲେ ଶିକ୍ଷୟିତ୍ରୀ

ପାଟଣା,୨୭ା୧୨(ସ୍ବ.ପ୍ର.): ବଡ଼ଦିନ ଦିନ ପାଇଁ ବିଦ୍ୟାଳୟ ଗୁଡ଼ିକ ଛୁଟି ରହିଛି। ଏହାର ସୁଯୋଗ ଦେଇ ରୋଷ୍ଟର ଦାୟିତ୍ୱରେ ଥିବା ଜଣେ କ୍ଲାସିକାଲ ଶିକ୍ଷୟିତ୍ରୀ କମନ ରୁମ୍‌ରୁ କମ୍ପ୍ୟୁଟର ମନିଟର, ସିଲିଙ୍ଗ ଫ୍ୟାନ ଖୋଲି ନେଇଯାଇଥିଲେ। ପରେ ପରିଚାଳନ କିମିଟି ବୈଠକରେ ଦୋଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri