ବାବରଙ୍କ ଶତକ: ପାକିସ୍ତାନ ୩୧୭/୫
କରାଚୀ, ୨୭ା୧୨: ସ୍ଥାନୀୟ ନ୍ୟାଶନାଲ ଷ୍ଟାଡିୟମରେ ସୋମବାର ଭ୍ରମଣକାରୀ ନ୍ୟୁଜିଲାଣ୍ଡ ଓ ଆୟୋଜକ ପାକିସ୍ତାନ କ୍ରିକେଟ ଦଳ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍ ଆରମ୍ଭ ହୋଇଛି। ପାକିସ୍ତାନ ଅଧିନାୟକ ବାବର ଆଜମ ଟସ୍ ଜିତିବା ପରେ ଶୁଷ୍କ ଓ ଧିମା ଉଇକେଟରେ…
ପଣ୍ଡିଚେରୀକୁ ହରାଇଲା ଓଡ଼ିଶା
ଭୁବନେଶ୍ୱର, ୨୭ା୧୨(ସ୍ପୋଟର୍ସ ବ୍ୟୁରୋ): ସ୍ଥାନୀୟ କ୍ୟାପିଟାଲ ଫୁଟ୍ବଲ ଆରେନାରେ ଜାତୀୟ ସିନିୟର ପୁରୁଷ ଫୁଟ୍ବଲ୍ ଚାମ୍ପିୟନଶିପ୍ ସନ୍ତୋଷ ଟ୍ରଫିର ସୋମବାର ଖେଳାଯାଇଥିବା ଏକ ମ୍ୟାଚ୍ରେ ଓଡ଼ିଶା ୫-୦ ଗୋଲ୍ରେ ପଣ୍ଡିଚେରୀକୁ ପରାସ୍ତ କରିଛି। ଏହି ଏକତରଫା ମ୍ୟାଚ୍ରେ ଦୀନବନ୍ଧୁ ଦାସଙ୍କ ଗୋଲ୍…
ସଫଳତା ପାଇଁ ରିଡ୍ଙ୍କ ଗୁରୁମନ୍ତ୍ର
ଭୁବନେଶ୍ୱର ଓ ରାଉରକେଲାରେ ଆସନ୍ତା ଜାନୁୟାରୀ ୧୩ରୁ ୨୯ ଯାଏ ଆୟୋଜିତ ହେବାକୁ ଥିବା ପୁରୁଷ ହକି ବିଶ୍ୱକପ୍ ପୂର୍ବରୁ ଭାରତୀୟ ହକି ଦଳକୁ ଗୁରୁମନ୍ତ୍ର ଦେଇଛନ୍ତି କୋଚ୍ ଗ୍ରାହାମ୍ ରିଡ୍। ଗୋଲ ବରଣ କରିବା ପରେ ସେହି କ୍ଷଣରେ ଫସି…
ପୁଣି ଏକ୍ସ-ଗର୍ଲଫ୍ରେଣ୍ଡଙ୍କ ପ୍ରେମରେ ପଡିଛନ୍ତି କି ସଲମାନ
ବଲିଉଡ ସୁପରଷ୍ଟାର ସଲମାନ ଖାନ ୫୭ ବର୍ଷରେ ପାଦ ଥାପିଛନ୍ତି। ସଲମାନଙ୍କ ଜନ୍ମଦିନ ଅବସରରେ ଏକ ଗ୍ରାଣ୍ଡ ପାର୍ଟିର ଆୟୋଜନ କରାଯାଇଛି। ଏଥିରେ ବଲିଉଡର ସମସ୍ତ ଚଳଚ୍ଚିତ୍ର ତାରକା ଅଂଶଗ୍ରହଣ କରିଥିଲେ। ସଲମାନଙ୍କ ପୂର୍ବତନ ଗର୍ଲଫ୍ରେଣ୍ଡ ତଥା ଅଭିନେତ୍ରୀ ସଙ୍ଗୀତା ବିଜଲାନି…
ଜୁନିୟର ଦଳର ବୃହତ ବିଜୟ
ଭୁବନେଶ୍ୱର,୨୭ା୧୨(ସ୍ପୋଟର୍ସ ବ୍ୟୁରୋ): ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଭାରତ ଜୁନିୟର ହକି ଦଳ କୋରିଆ ବିପକ୍ଷରେ ବୃହତ ବିଜୟ ହାସଲ କରିଛି। ଅଧିନାୟକ ଉତ୍ତମ ସିଂ(୪୦ ଓ ୫୭), ଶାରଦା ନନ୍ଦ ତିଓ୍ବାରୀ (୬ ଓ ୪୬) ଓ ବବି…
ମହିଳାଙ୍କୁ କରାଯାଏ ଅସୁନ୍ଦର
ନୂଆଦିଲ୍ଲୀ: ବିଶ୍ୱରେ ଅନେକ ପ୍ରକାରର ଜନଜାତି ରହିଛନ୍ତି। ସେମାନଙ୍କର ମଧ୍ୟ କିଛି ପରମ୍ପରା ରହିଛି। ପୂର୍ବ ଆଫ୍ରିକାରେ ରହୁଥିବା ମୁର୍ସି ଟ୍ରାଇବ୍ଙ୍କ କିଛି ଏପରି ପରମ୍ପରା ରହିଛି, ଯାହାକି ସମ୍ପୂର୍ଣ୍ଣ ଅଜବ। ସେମାନଙ୍କ ପରମ୍ପରାରେ ମହିଳାମାନଙ୍କୁ ଅସୁନ୍ଦର କରି ରଖାଯାଏ। ଫଳରେ…
ଦମ୍ପତିଙ୍କ ଚୁମ୍ବନ ବେଳର ଏମ୍ଆର୍ଆଇ
ଆମ୍ଷ୍ଟରଡ୍ୟାମ୍: ନିକଟରେ ଏକ ଆମ୍ଆର୍ଆଇ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଏକ ଦମ୍ପତିଙ୍କୁ ଏମ୍ଆର୍ଆଇରେ ଚୁମ୍ବନ କରୁଥିବା ଦେଖିବାକୁ ମିଳିଛି। ଚୁମ୍ବନ ସମୟରେ ଏମ୍ଆର୍ଆଇ ରିପୋର୍ଯରେ କ’ଣ ପରିବର୍ତ୍ତନ ହେଉଛି ତାହା ଜାଣିବା ପାଇଁ ୧୯୯୧-୧୯୯୯ରେ ଭିରିଜେ…
ଚାଇନାରେ କରୋନା ସ୍ଥିତି ଭୟଙ୍କର: ଝେଜିଆଙ୍ଗରେ ଗୋଟିଏ ଦିନରେ ଏକ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ
ବେଜିଂ,୨୭।୧୨: ଚାଇନାରେ କରୋନା ସ୍ଥିତି ଭୟଙ୍କର ହୋଇଛି। ଦେଶର ବିଭିନ୍ନ ସ୍ଥାନରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ସଂକ୍ରମିତ ହେଉଛନ୍ତି। ଝେଜିଆଙ୍ଗ ପ୍ରଦେଶରେ ଗୋଟିଏ ଦିନରେ ଏକ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଝେଜିଆଙ୍ଗ ପ୍ରଦେଶ ହେଉଛି ଚାଇନାର ପ୍ରମୁଖ…
ଫ୍ୟାନ୍ସଙ୍କୁ ଟ୍ରିପ୍ରେ ପଠାଇବେ ବିଜୟ
ମୁମ୍ବାଇ: ସାଉଥ୍ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ତାଙ୍କ ଫ୍ୟାନ୍ସଙ୍କ ପାଇଁ କିଛି ନା କିଛି କରିଥା’ନ୍ତି। ତେବେ ସେ ଏହି ବଡ଼ଦିନରେ ଫ୍ୟାନ୍ସଙ୍କୁ ଏକ ଗିଫ୍ଟ ଦେଇ ଧନ୍ୟବାଦ ଦେଇଛନ୍ତି। ସେ ନିଜ ପକ୍ଷରୁ ତାଙ୍କର ୧୦୦ ଫ୍ୟାନ୍ସଙ୍କ ପାଇଁ ଟ୍ରିପ୍ରେ…
୧୦ ଘଣ୍ଟାରେ ୧୨୦ କି.ମି. ପହଁରିଲା ମହାବଳ
ଦିଶପୁର: ଏକ ବାଘ ନଦୀରେ ପହଁରୁଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଆଇଏଫ୍ଏସ୍ ଅଫିସର ସୁଶାନ୍ତ ନନ୍ଦ ଏହି ଭିଡିଓ ସାମାଜିକ ଗଣମାଧ୍ୟମରେ ଶେୟାର କରିଛନ୍ତି। ଭିଡିଓରେ ଦେଖିବାକୁ ମିଳୁଥିବା ଏହି ରୟାଲ୍ ବେଙ୍ଗଲ୍ ଟାଇଗର୍କୁ ରକ୍ଷା କରିବା…
ଔଷଧ କମ୍ପାନୀରେ ଲାଗିଲା ନିଆଁ: ଚାଲିଗଲା ୪ ଜୀବନ
ହାଇଦ୍ରାବାଦ୍,୧୭।୧୨: ଆନ୍ଧ୍ରପ୍ରଦେଶର ଆନାକାପାଲରେ ଅବସ୍ଥିତ ଏକ ଫାର୍ମାସ୍ୟୁଟିକାଲ କମ୍ପାନୀରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ପ୍ରରଓ୍ବାଡା ଲୌରସ ଫାର୍ମା ଲ୍ୟାବ ଲିମିଟେଡ କମ୍ପାନୀର ଲାବୋରେଟୋରୀରେ ଏହି ଅଗ୍ନିକାଣ୍ଡ ଘଟିଛି। ପୋଲିସର…
‘ଡିଏସ୍ପି ହର୍ ଘର୍ ହାପି ଅଫର’
ନୂଆଦିଲ୍ଲୀ,୨୭।୧୨: ଦେଶର ପ୍ରମୁଖ ସିମେଣ୍ଟ କମ୍ପାନୀ ‘ଡାଲମିଆ ସିମେଣ୍ଟ (ଭାରତ) ଲିମିଟେଡ’ (ଡିସିବିଏଲ) ପକ୍ଷରୁ ‘ଡିଏସ୍ପି ହର୍ ଘର୍ ହାପି ଅଫର’ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ‘ଡିଏସ୍ପି ହର୍ ଘର୍ ହାପି ଅଫର’ ଗ୍ରାହକଙ୍କୁ ବାସଗୃହ ନିର୍ମାଣ ଆରମ୍ଭ କରିବାକୁ…
Archives


