ସଙ୍କୁଚିତ ହେଉଛି ଗୋବରୀ ସମ୍ପ୍ରସାରିତ କେନାଲ
ପଟ୍ଟାମୁଣ୍ଡାଇ, ୧୬ା୧୧(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଉତିକଣ ଅଞ୍ଚଳର ଜୀବନରେଖା ପଟ୍ଟାମୁଣ୍ଡାଇ ଗୋବରୀ ସମ୍ପ୍ରସାରିତ କେନାଲ ଓ ଶାଖା କେନାଲ ଏବେ ସଙ୍କୁଚିତ ହେବା ସହ ପୋତି ହେବାରେ ଲାଗିଛି। ଫଳରେ ଏହାର ଜଳଧାରଣ କ୍ଷମତା ହ୍ରାସ ପାଇବାର ଲାଗିଛି। ପଟ୍ଟାମୁଣ୍ଡାଇ ଗୋବରୀ ସମ୍ପ୍ରସାରିତ…
କେନ୍ଦ୍ରାପଡ଼ା ଅର୍ବାନ ବ୍ୟାଙ୍କକୁ ୫୦ହଜାର ଜରିମାନା
କେନ୍ଦ୍ରାପଡ଼ା ଅଫିସ, ୧୬ା୧୧: ନନ୍ ପରଫର୍ମିଂ ଆସେଟସ(ଏନ୍ପିଏ) ଓ ଅଧିକ କର୍ମଚାରୀ ନିଯୁକ୍ତିକୁ ନେଇ କେନ୍ଦ୍ରାପଡ଼ା ଅର୍ବାନ କୋ ଅପରେଟିଭ ବ୍ୟାଙ୍କ ସମସ୍ୟାରେ ପଡିଛି। ଗତ ଅଗଷ୍ଟ ୨୯ରେ ଗାଇଡ୍ ଲାଇନ ଉଲ୍ଲଂଘନ କରିଥିବାରୁ ୧ଲକ୍ଷ ଟଙ୍କା ରିଜର୍ଭ ବ୍ୟାଙ୍କ ଅଫ୍…
ଓଡ଼ିଶା ପର୍ଯ୍ୟଟନ ସେବାର ପୁନର୍ଗଠନ ହେବ
ଯାଜପୁର ଅଫିସ,୧୬ା୧୧: ରାଜ୍ୟରେ ଶୀତ ଆସିବା ସହ ବିଭିନ୍ନ ପର୍ଯ୍ୟଟନସ୍ଥଳୀ ଲୋକାରଣ୍ୟ ହୋଇ ଉଠିଛି। କିନ୍ତୁ ବିଡ଼ମ୍ବନା, ସଂସ୍କୃତି ଓ ପର୍ଯ୍ୟଟନ ବିଭାଗର ଉଦାସୀନତା ଯୋଗୁ ପର୍ଯ୍ୟଟନସ୍ଥଳୀର ବିକାଶ ଆଖିଦୃଶିଆ ହୋଇପାରିନାହିଁ ା ନୂତନ ପର୍ଯ୍ୟଟନସ୍ଥଳୀର ଚିହ୍ନଟ ଏବଂ ବିକାଶ କ୍ଷେତ୍ରରେ…
ଡିସେମ୍ବର ୨୬ରୁ ଖରିଫ ଧାନ ସଂଗ୍ରହ
ପୁରୀ ଅଫିସ,୧୬।୧୧: ଜିଲାସ୍ତରୀୟ ଧାନ ସଂଗ୍ରହ କମିଟିର ଏକ ବୈଠକ ମଙ୍ଗଳବାର ସର୍କିଟ ହାଉସରେ ଅନୁଷ୍ଠିତ ହୋଇଥିଲା। ୨୦୨୨-୨୩ ଖରିଫ୍ ଧାନ ସଂଗ୍ରହ ଡିସେମ୍ବର ୨୬ ତାରିଖରୁ ଶୁଭାରମ୍ଭ ହେବ। ଏଥିସହ ବିଭିନ୍ନ ବ୍ଲକରେ ଧାନ ଅମଳକୁ ଦେଖି ଭିନ୍ନ ଭିନ୍ନ…
ଅନିଶ୍ଚିତତାରେ ବାୟୋମାଇନିଂ ପ୍ରକଳ୍ପ
ଭୁବନେଶ୍ୱର, ୧୬।୧୧ (ବ୍ୟୁରୋ): ପୁଣି ଝୁଲିଲା ବହୁ ପ୍ରତୀକ୍ଷିତ ଭୁଆସୁଣୀ ବାୟୋମାଇନିଂ ପ୍ରକଳ୍ପ। ବିଏମ୍ସି ଅଳିଆ ଗାଡ଼ି ଧକ୍କାରେ ଦାରୁଠେଙ୍ଗ ଗ୍ରାମର ଦୁଇଜଣଙ୍କ ମୃତ୍ୟୁ ପରେ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ଫଳରେ ଭୁଆସୁଣୀ ଡମ୍ପିଂୟାର୍ଡରେ ବାୟୋମାଇନିଂ ପ୍ରକଳ୍ପ କରାଇ…
ଫୁଟ୍ବଲ୍ ଭଳି ବାଇକ୍କୁ ଟେକି ଫୋପାଡ଼ିଲା ହାତୀ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ବିଶେଷକରି ପ୍ରାଣୀମାନଙ୍କ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଭାଇରାଲ ହୋଇଥାଏ। ଏବେ ଏପରି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି…
ଡଙ୍ଗା ତିଆରି କରିବାକୁ ଆସି ହଟହଟା
କଟକ ଅଫିସ, ୧୬ା୧୧: ଚଳିତବର୍ଷ ବାଲିଯାତ୍ରା ଅବସରରେ ଗିନିଜ୍ ଓ୍ବାଲ୍ଡ ରେକଡର୍ସରେ ସ୍ଥାନ ପାଇବା ପାଇଁ କଟକ ମହାନଗର ନିଗମ(ସିଏମ୍ସି) ପକ୍ଷରୁ ବାରବାଟି ଷ୍ଟାଡିୟମରେ ଡଙ୍ଗା ପ୍ରସ୍ତୁତି କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଥିଲା। ଏଥିରେ ସହରର ୨୨ଟି ସ୍କୁଲର ଛାତ୍ରୀଛାତ୍ରମାନେ ସାମିଲ…
ବେପାରୀଙ୍କ କବ୍ଜାରେ ହଳଦୀପତ୍ର
କେନ୍ଦୁଝର,୧୬।୧୧: ଓଡ଼ିଆ ଘରେ ବାର ମାସରେ ତେର ପର୍ବ। ବିଭିନ୍ନ ପର୍ବରେ ଘରେ ପିଠାପଣାରେ ମହକି ଉଠେ। ଓଡ଼ିଆଣୀ ଘରେ ବିଭିନ୍ନ ପ୍ରକାରର ପିଠା ମଧ୍ୟରୁ ଏଣ୍ଡୁରି ପିଠା ନିଆରା। ଏଣୁ ପ୍ରଥମାଷ୍ଟମୀ ଆସିଲେ ଓଡ଼ିଆ ଘରେ ହଳଦୀପତ୍ର ଖୋଜା ପଡ଼େ।…
ମଶା ଦାଉରେ କଲବଲ ରାଜଧାନୀବାସୀ
ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମାଞ୍ଚଳରେ ଏବେ ମଶାଙ୍କ ପ୍ରାର୍ଦୁଭାବ ବଢ଼ିଚାଲିଛି। କେବଳ ରାତିରେ ନୁହେଁ, ଦିନରେ ବି ମଶାଙ୍କ ଦୌରାତ୍ମ୍ୟ ଶୁଆଇ ବସାଇ ଦେଉନାହିଁ। ଅପରାହ୍ନ ୪ଟା ବାଜୁ ବାଜୁ ଘରର ଝରକା, କବାଟ ବନ୍ଦ କରି ରହିବାକୁ ପଡୁଛି।…
‘ଅକ୍ଷର’ ପାଇଁ ବାଟ ଫିଟିଲା
ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ବହୁ ଆଲୋଚନା ପରେ ୪ର୍ଥ ରାଜ୍ୟ ପୁସ୍ତକ ମେଳା ‘ଅକ୍ଷର’ ହେବା ନେଇ ମଙ୍ଗଳବାର ନିଷ୍ପତ୍ତି ହୋଇଛି। ପୂର୍ବ ନିର୍ଦ୍ଧାରିତ ସମୟ ଓ ସ୍ଥାନରେ ପୁସ୍ତକ ମେଳା ହେବ। ଏନେଇ ରାଜଧାନୀ ପୁସ୍ତକ ମେଳା କମିଟି ସମ୍ପାଦକ ଉପେନ୍ଦ୍ର କୁମାର…
ଜନସମ୍ପର୍କ ବାହାନାରେ ଶକ୍ତି ପ୍ରଦର୍ଶନ
ପୁରୀ ଅଫିସ, ୧୬ା୧୧: ବିଜେଡି ପକ୍ଷରୁ ଅକ୍ଟୋବର ୨ରୁ ଆରମ୍ଭ ହୋଇଥିବା ଜନସମ୍ପର୍କ ପଦଯାତ୍ରା ମଙ୍ଗଳବାର ଶେଷ ହୋଇଛି। ଏହିକ୍ରମରେ ଶେଷ ଦିନରେ ପୁରୀ ବିଧାନସଭା ନିର୍ବାଚନମଣ୍ଡଳୀରେ ଦଳର ଜିଲା ସଭାପତି ମହେଶ୍ୱର ମହାନ୍ତିଙ୍କ ନେତୃତ୍ୱରେ ଏକ ଜନସମ୍ପର୍କ ପଦଯାତ୍ରା କରାଯାଇଛି।…
ଘରୁ ଆରମ୍ଭ ହେଉ ପରିବେଶ ସୁରକ୍ଷା
ଇଞ୍ଜିନିୟରିଂ ପାଠ ପଢ଼ି କ୍ୟାରିୟର ଆରମ୍ଭ କଲେ। କିନ୍ତୁ ପରିବେଶ ପ୍ରତି ରହିଥିଲା ବିଶେଷ ଦୁର୍ବଳତା। ତେଣୁ ଇଞ୍ଜିନିୟରିଂ ବୃତ୍ତି ଛାଡ଼ି ସେ ପରିବେଶ କ୍ଷେତ୍ରରେ ଉଚ୍ଚଶିକ୍ଷା କଲେ। ଏବେ ଯୁବ ପରିବେଶବିତ୍ ଭାବେ ସେ କେବଳ ଓଡ଼ିଶା ନୁହେଁ, ସାରା…
Archives


