Home Left

ଉପନିର୍ବାଚନ ପ୍ରସ୍ତୁତି: ଷ୍ଟ୍ରଙ୍ଗ ରୁମରେ ପହଞ୍ଚିଲା ଇଭିଏମ୍‌

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ପଦ୍ମପୁର ଆରଏମ୍‌ସି ସ୍ଥିତ ଷ୍ଟ୍ରଙ୍ଗ ରୁମରେ ଇଭିଏମ୍‌ ପହଞ୍ଚିଛି l ଡିସେମ୍ବର ୫ ରେ ଭୋଟ ହେବାକୁ ଥିବା ବେଳେ ଉପଜିଲାପାଳ ତଥା ରିଟର୍ଣ୍ଣ ଅଫିସର ଏବଂ ଅନ୍ୟ ଅଧିକାରୀଙ୍କ ଉପସ୍ଥିତିରେ…

ରୋମାଣ୍ଟିକ୍‌ ଅନ୍ଦାଜ୍‌ରେ ସାନିଆଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ଶୋଏବ

ଭାରତର ଟେନିସ ତାରକା ସାନିଆ ମିର୍ଜା ଏବଂ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ଛାଡପତ୍ରକୁ ନେଇ ବେଶ୍‌ ଆଲୋଚନା ହେଉଛି। ଏହି ଚର୍ଚ୍ଚା ମଧ୍ୟରେ ଶୋଏବ ସାନିଆଙ୍କୁ ରୋମାଣ୍ଟିକ୍‌ ଅନ୍ଦାଜ୍‌ରେ ଜନ୍ମଦିନ ଶୁଭେଚ୍ଛା ଜଣାଇଛନ୍ତି। ଇନ୍‌ଷ୍ଟାଗ୍ରାମରେ ସେ ଫଟୋକୁ ଇନଷ୍ଟାଗ୍ରାମରେ ପୋଷ୍ଟ…

ସ୍ଥାୟୀ କର୍ମଚାରୀ ମାନ୍ୟତା ଦାବି ତେଜିଲା

ବଲାଙ୍ଗୀର ଅଫିସ, ୧୫ା୧୧: କିଛି ଦିନ ତଳେ ରାଜ୍ୟ ସରକାର ସବୁ ପ୍ରକାର ଅସ୍ଥାୟୀ ଚାକିରୀର ବିଲୁପ୍ତି ଘଟିଲା ବୋଲି ଘୋଷଣା କରିଥିଲେ। ସରକାରଙ୍କ ଏଭଳି ଘୋଷଣା ସତ୍ତ୍ୱେ ଏବେବି ଲକ୍ଷାଧିକ ସଂଖ୍ୟାରେ ରାଜ୍ୟର ବିଭିନ୍ନ ବିଭାଗରେ ଅସ୍ଥାୟୀ କର୍ମଚାରୀ କାର୍ଯ୍ୟରତ…

ଘୃଣା ଛାଡ଼, ରୋଜଗାର ଦିଅ

ବଲାଙ୍ଗୀର ଅଫିସ, ୧୫ା୧୧: ପ୍ରସିଦ୍ଧ ପର୍ଯ୍ୟଟନ ଏବଂ ଧର୍ମପୀଠ ହରିଶଙ୍କରଠାରୁ ବିଭିନ୍ନ ଜନ ଆନ୍ଦୋଳନମାନଙ୍କ ରାଷ୍ଟ୍ରୀୟ ସମନ୍ବୟ ପକ୍ଷରୁ ଗତ ୧୧ ତାରିଖରୁ ବାହାରିଥିବା ସମ୍ବିଧାନ ବଞ୍ଚାଅ ପଦଯାତ୍ରା ସୋମବାର ବଲାଙ୍ଗୀର ପହଞ୍ଚତ୍ଥିଲା। ଏହି ପଦଯାତ୍ରା ଧୁମାମରାଠାରେ ସହରକୁ ପ୍ରବେଶ କରିବା…

ହାତୀକୁ ତୀର ମାରି କରିଥିଲେ ହତ୍ୟା, ଶିକାରୀ ଗିରଫ

କେନ୍ଦୁଝର,୧୫।୧୧ (ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ରେଞ୍ଜ କଳାପାଟ ଜଙ୍ଗଲରେ ହାତୀକୁ ତୀର ମାରି ହତ୍ୟା କରିବା ଘଟଣାରେ ବନ ବିଭାଗ ଜଣେ ଶିକାରୀକୁ ଗିରଫ କରିଛି। ସେ ହେଲେ ଶିମିଳିପାଳ ଗ୍ରାମର ଚଗଲୁ ପାତ୍ର। ତାଙ୍କ ଠାରୁ ଏକ ବନ୍ଧୁକ…

ଲିମାମେଡା ନିକଟରେ ହାତୀପଲ

ଗୁଣପୁର,୧୫।୧୧(ଡି.ଏନ୍‌.ଏ): ରାୟଗଡା ଜିଲା ଗୁଣପୁର ସହର ନିକଟ ଲିମାମେଡା ଅଞ୍ଚଳରେ ଗତ ସପ୍ତାହ ହେବ ୬ ଟିକିଆ ହାତୀ ପଲ ଚଳପ୍ରଚଳ କରୁଥିବାବେଳେ ସେମାନଙ୍କୁ ଦେଖିବା ପାଇଁ ପ୍ରତିଦିନ ସହରବାସୀଙ୍କ ସମେତ ଆଖାପାଖ ଗ୍ରାମର ଲୋକଙ୍କ ଭିଡ଼ ଜମୁଛି। ଲୋକେ ଅମାନିଆ…

ଡିମ୍ପଲଙ୍କ ବିରୋଧରେ ପ୍ରାର୍ଥୀ ଘୋଷଣା କଲା ଭାଜପା

ଲକ୍ଷ୍ନୌ,୧୫।୧୧: ଉତ୍ତରପ୍ରଦେଶର ମୈନପୁରୀ, ରାମପୁର ଏବଂ ଖତୌଲି ଆସନ ପାଇଁ ଭାଜପା ମଙ୍ଗଳବାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ମୈନପୁରୀ ଉପବିର୍ବାଚନରେ ସମାଜବାଦୀ ପାର୍ଟି ପ୍ରାର୍ଥୀ ତଥା ଅଖିଳେଶ ଯାଦବଙ୍କ ସ୍ତ୍ରୀ ଡିମ୍ପଲ ଯାଦବଙ୍କ ବିରୋଧରେ ଭାଜପା ରଘୁରାଜ ସିଂ ଶାକ୍ୟାଙ୍କୁ…

କନ୍ଧମାଳରେ ଥରାଇଲାଣି ଶୀତ

କନ୍ଧମାଳ,୧୫।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲାରେ ଗତ ଦୁଇ ତିନି ଦିନ ହେଲା ପ୍ରବଳ ଶୀତ ଅନୁଭୁତ ହେଉଛି । ଖାଲି ଫୁଲବାଣୀ ନୁହେଁ ସମଗ୍ର ଜିଲା ଶୀତରେ ଥରୁଛି । ପାରଦ ଦିନକୁ ଦିନ ଖସିବାରେ ଲାଗିଛି । ଫଳରେ ଥଣ୍ଡାର ପ୍ରକୋପ…

ଆଜିଠୁ ଦୁଇଦିନିଆ ମଧ୍ୟପ୍ରଦେଶ ଗସ୍ତରେ ଯିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୫।୧୧: ଆଜିଠୁ ଦୁଇଦିନିଆ ମଧ୍ୟପ୍ରଦେଶ ଗସ୍ତରେ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ମଙ୍ଗଳବାର ଶାହଦୋଲରେ ଆୟୋଜିତ ହେବାକୁ ଥିବା ଆଦିବାସୀ ଗର୍ବ ଦିବସ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହାପରେ ଭୋପାଳରରେ ଦୁଇଟି ପ୍ରକଳ୍ପର ଭର୍ଚୁଆଲ ଭିତ୍ତିପ୍ରସ୍ତର…

ପିଲାଙ୍କ ଆଡ୍‌ମିଶନ ଟଙ୍କାକୁ ଟାର୍ଗେଟ କରୁଛନ୍ତି ସାଇବର ଠକ

ଉମରକୋଟ, ୧୫।୧୧(ସ୍ବ.ପ୍ର.) : ଯୁକ୍ତ ୨ପାସ୍‌ ପରେ ଛାତ୍ରୀଛାତ୍ର କେଉଁ ଯୁକ୍ତ ୩ କଲେଜରେ ନାମ ଲେଖାଇବେ ତାହାର ତଥ୍ୟ ପାଇ ସେମାନଙ୍କୁ ଫସାଇ ଟଙ୍କା ନେଇଯାଉଛନ୍ତି ସାଇବର ଠକ। ନବରଙ୍ଗପୁର ଜିଲାରେ ଏଭଳି ଘଟଣା ବାରମ୍ବାର ଘଟୁଛି। ସୋମବାର ନବରଙ୍ଗପୁର…

କରୋନା ଆକ୍ରାନ୍ତ ହେଲେ କାମ୍ବୋଡିଆ ପ୍ରଧାନମନ୍ତ୍ରୀ, ନିକଟରେ ବିଶ୍ୱର ଅନେକ ନେତାଙ୍କୁ ଭେଟିଥିଲେ

ବାଲି,୧୫।୧୧: କାମ୍ବୋଡିଆ ପ୍ରଧାନମନ୍ତ୍ରୀ ହନ ସେନ କରୋନା ଆକ୍ରାନ୍ତ ହୋଇଛନ୍ତି। ନିକଟରେ ସେ ଅନେକ ଦେଶର ନେତାଙ୍କୁ ଭେଟିଥିଲେ। ହୁନ କାମ୍ବୋଡିଆର ନୋମ ପେନ୍‌ହରେ ଦକ୍ଷିଣ ପୂର୍ବ ଏସୀୟ ରାଷ୍ଟ୍ର ସମ୍ମିଳନୀ ଆୟୋଜନ କରିଥିଲେ। ଏଥିରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ,…

କଥା ଦେଇ ପ୍ରତିଶ୍ରୁତି ପୂରଣ କଲେ ସରପଞ୍ଚ

ଦଶମନ୍ତପୁର,୧୫ା୧୧ (ଡି.ଏନ୍‌.ଏ.): ଅନେକେ ଅଛନ୍ତି ନିର୍ବାଚନ ସମୟରେ ଜନସାଧାରଣଙ୍କୁ ପ୍ରତିଶ୍ରୁତି ଦେଇ ରଖନ୍ତି ନାହିଁ। ମାତ୍ର ଏଭଳି କିଛି କମ ରାଜନେତା ଅଛନ୍ତି ଯେଉଁମାନେ ପ୍ରତିଶ୍ରୁତି ଦେଇ ତାହାକୁ ରଖନ୍ତି। ସେହିପରି ପ୍ରତିଶ୍ରୁତି ପାଳନ କରିଥିବା ଜଣେ ମହିଳା ହେଲେ କୋରାପୁଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri