ଦାରିଙ୍ଗବାଡ଼ିରେ ଶୀତ ଗାଏବ
ଦାରିଙ୍ଗବାଡି,୨୭।୧୨(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ହଠାତ ଶୀତ ଗାଏବ ହୋଇଛି। ଦିନରେ ଖରା ଏବଂ ଗରମ ବଢୁଛି। ମଙ୍ଗଳବାର ପ୍ରାୟ ୪ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇ ଦାରିଙ୍ଗବାଡିରେ ସର୍ବନିମ୍ମ ୧୨ ଡିଗ୍ରୀ ତାପମାତ୍ରା ରହିଥିବା ବିଡ଼ିଓ ଗଦାଧର ପାତ୍ର…
କୋଭିଡ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଆଜି ରାଜ୍ୟରେ କୋଭିଡ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅପରାହ୍ନ ୪ଟାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ। ବୈଠକରେ ସ୍ବାସ୍ଥ୍ୟମନ୍ତ୍ରୀ, ସ୍ବାସ୍ଥ୍ୟ ସଚିବ, ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ସହ ଜିଲା ମୁଖ୍ୟ ଚିକିତ୍ସାଧିକାରୀ, ମେଡ଼ିକାଲ କଲେଜ…
ଟ୍ରକ ପଛକୁ ଧକ୍କା ଦେଲା ଆମ୍ବୁଲାନ୍ସ: ଜଣେ ମୃତ, ୫ ଗୁରୁତର
ବାଲେଶ୍ୱର ଅଫିସ:୨୭।୧୨: ବାଲେଶ୍ୱର ଜିଲା ୧୬ ନମ୍ବର ଜାତୀୟ ରାଜପଥ ଆମ୍ବଳିଅଠା ନିକଟରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ ପଛକୁ ଏକ ଆମ୍ବୁଲାନ୍ସ ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୫ଜଣ ଗୁରୁତର ଆହତ ହୋଇଛନ୍ତି।…
‘ଦ୍ୱିତୀୟ ବୁଷ୍ଟର ଡୋଜ୍ ପାଇଁ ଦିଆଯାଉ ଅନୁମତି’
ନୂଆଦିଲ୍ଲୀ,୨୭।୧୨:କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମାନସୁଖ ମାଣ୍ଡବ୍ୟ ଭାରତୀୟ ମେଡିକାଲ ଆସୋସିଏସନ (ଆଇଏମଏ)ର ପ୍ରତିନିଧୀ, ବରିଷ୍ଠ ଡାକ୍ତର ଏବଂ ଜନସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ସହ କୋଭିଡଙ୍କ ସ୍ଥିତି ଏବଂ ପ୍ରସ୍ତୁତିର ସମୀକ୍ଷା ପାଇଁ ଏକ ଭର୍ଚୁଆଲ ବୈଠକ କରିଛନ୍ତି। ବିଶେଷ କରି ଚାଇନା, ଜାପାନ, ଦକ୍ଷିଣ…
ହଳଦୀର ବ୍ୟବହାର ଅଧିକ କରୁଛନ୍ତି କି ?
ସ୍ବାସ୍ଥ୍ୟଗତ କାରଣକୁ ନେଇ ହଳଦୀ ବହୁ ଉପକାରୀ। ଖାଦ୍ୟ ପ୍ରସ୍ତୁତିରେ ବ୍ୟବହାରଠାରୁ ଆରମ୍ଭ କରି ଏହାକୁ କ୍ଷୀରରେ ମିଶାଇ ସେବନ କରାଯାଇଥାଏ। ଏହାଛଡ଼ା ସୌନ୍ଦର୍ଯ୍ୟ ବୃଦ୍ଧି ଲାଗି ମଧ୍ୟ ଏହାକୁ ବିଭିନ୍ନ ପ୍ୟାକ୍ରେ ମିଶ୍ରଣ ଭାବେ ବ୍ୟବହାର କରାଯାଇଥାଏ। ହେଲେ ଅଧିକ…
ଦକ୍ଷିଣ ଆଫ୍ରିକାର ବ୍ୟାଟିଂ ବିପର୍ଯ୍ୟୟ
ମେଲବୋର୍ନ,୨୭ା୧୨: ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ’ ଟେଷ୍ଟରେ ପୁଣି ଥରେ ଦକ୍ଷିଣ ଆଫ୍ରିକାର ବ୍ୟାଟିଂ ବିପର୍ଯ୍ୟୟ। ପେସ୍ ବୋଲର କାମେରନ୍ ଗ୍ରୀନ୍ଙ୍କ ଘାତକ ବୋଲିଂର ସାମ୍ନା କରି ନ ପାରି ସାଉଥ୍ ଆଫ୍ରିକା ୧୮୯ ରନ୍ରେ ଅଲଆଉଟ ହୋଇଥିବା ବେଳେ ପ୍ରଥମ…
ଓ୍ବର୍ନଙ୍କ ନାମରେ ଟେଷ୍ଟ ପ୍ଲେୟର ଅଫ୍ ଦି ଇୟର ପୁରସ୍କାର
ମେଲବୋର୍ନ, ୨୭ା୧୨: କିମ୍ବଦନ୍ତୀ ସ୍ପିନର ଶେନ୍ ଓ୍ବର୍ନଙ୍କୁ ସମ୍ମାନିତ କରିବାକୁ ଯାଇ ଏଣିକି ତାଙ୍କ ନାମରେ ଅଷ୍ଟ୍ରେଲିଆର ପୁରୁଷ ଟେଷ୍ଟ ପ୍ଲେୟର ଅଫ୍ ଦି ଇୟର ପୁରସ୍କାର ଦିଆଯିବ। ଦେଶର କ୍ରିକେଟ ବୋର୍ଡ ସୋମବାର ଏହା ଘୋଷଣା କରିଛି। ଶେନ୍ ଓ୍ବର୍ନ…
ବାବରଙ୍କ ଶତକ: ପାକିସ୍ତାନ ୩୧୭/୫
କରାଚୀ, ୨୭ା୧୨: ସ୍ଥାନୀୟ ନ୍ୟାଶନାଲ ଷ୍ଟାଡିୟମରେ ସୋମବାର ଭ୍ରମଣକାରୀ ନ୍ୟୁଜିଲାଣ୍ଡ ଓ ଆୟୋଜକ ପାକିସ୍ତାନ କ୍ରିକେଟ ଦଳ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍ ଆରମ୍ଭ ହୋଇଛି। ପାକିସ୍ତାନ ଅଧିନାୟକ ବାବର ଆଜମ ଟସ୍ ଜିତିବା ପରେ ଶୁଷ୍କ ଓ ଧିମା ଉଇକେଟରେ…
ପଣ୍ଡିଚେରୀକୁ ହରାଇଲା ଓଡ଼ିଶା
ଭୁବନେଶ୍ୱର, ୨୭ା୧୨(ସ୍ପୋଟର୍ସ ବ୍ୟୁରୋ): ସ୍ଥାନୀୟ କ୍ୟାପିଟାଲ ଫୁଟ୍ବଲ ଆରେନାରେ ଜାତୀୟ ସିନିୟର ପୁରୁଷ ଫୁଟ୍ବଲ୍ ଚାମ୍ପିୟନଶିପ୍ ସନ୍ତୋଷ ଟ୍ରଫିର ସୋମବାର ଖେଳାଯାଇଥିବା ଏକ ମ୍ୟାଚ୍ରେ ଓଡ଼ିଶା ୫-୦ ଗୋଲ୍ରେ ପଣ୍ଡିଚେରୀକୁ ପରାସ୍ତ କରିଛି। ଏହି ଏକତରଫା ମ୍ୟାଚ୍ରେ ଦୀନବନ୍ଧୁ ଦାସଙ୍କ ଗୋଲ୍…
ସଫଳତା ପାଇଁ ରିଡ୍ଙ୍କ ଗୁରୁମନ୍ତ୍ର
ଭୁବନେଶ୍ୱର ଓ ରାଉରକେଲାରେ ଆସନ୍ତା ଜାନୁୟାରୀ ୧୩ରୁ ୨୯ ଯାଏ ଆୟୋଜିତ ହେବାକୁ ଥିବା ପୁରୁଷ ହକି ବିଶ୍ୱକପ୍ ପୂର୍ବରୁ ଭାରତୀୟ ହକି ଦଳକୁ ଗୁରୁମନ୍ତ୍ର ଦେଇଛନ୍ତି କୋଚ୍ ଗ୍ରାହାମ୍ ରିଡ୍। ଗୋଲ ବରଣ କରିବା ପରେ ସେହି କ୍ଷଣରେ ଫସି…
ପୁଣି ଏକ୍ସ-ଗର୍ଲଫ୍ରେଣ୍ଡଙ୍କ ପ୍ରେମରେ ପଡିଛନ୍ତି କି ସଲମାନ
ବଲିଉଡ ସୁପରଷ୍ଟାର ସଲମାନ ଖାନ ୫୭ ବର୍ଷରେ ପାଦ ଥାପିଛନ୍ତି। ସଲମାନଙ୍କ ଜନ୍ମଦିନ ଅବସରରେ ଏକ ଗ୍ରାଣ୍ଡ ପାର୍ଟିର ଆୟୋଜନ କରାଯାଇଛି। ଏଥିରେ ବଲିଉଡର ସମସ୍ତ ଚଳଚ୍ଚିତ୍ର ତାରକା ଅଂଶଗ୍ରହଣ କରିଥିଲେ। ସଲମାନଙ୍କ ପୂର୍ବତନ ଗର୍ଲଫ୍ରେଣ୍ଡ ତଥା ଅଭିନେତ୍ରୀ ସଙ୍ଗୀତା ବିଜଲାନି…
ଜୁନିୟର ଦଳର ବୃହତ ବିଜୟ
ଭୁବନେଶ୍ୱର,୨୭ା୧୨(ସ୍ପୋଟର୍ସ ବ୍ୟୁରୋ): ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଭାରତ ଜୁନିୟର ହକି ଦଳ କୋରିଆ ବିପକ୍ଷରେ ବୃହତ ବିଜୟ ହାସଲ କରିଛି। ଅଧିନାୟକ ଉତ୍ତମ ସିଂ(୪୦ ଓ ୫୭), ଶାରଦା ନନ୍ଦ ତିଓ୍ବାରୀ (୬ ଓ ୪୬) ଓ ବବି…
Archives


