Home Left

ଜାଲ୍‌ ସାର୍ଟିଫିକେଟ୍‌: ବଲାଙ୍ଗୀରରେ କ୍ରାଇମ୍‌ବ୍ରାଞ୍ଚ

ବଲାଙ୍ଗୀର ଅଫିସ୍‌/ ଭୁବନେଶ୍ୱର,୨।୪(ବ୍ୟୁରୋ): ବଲାଙ୍ଗୀର ଡାକମଣ୍ଡଳରେ ଚାକିରି ପାଇଁ ଜାଲ୍‌୍‌ ସାର୍ଟିଫିକେଟ୍‌ କାରବାର ଘଟଣା ଧରାପଡ଼ିବା ପରେ ରାଜ୍ୟବ୍ୟାପୀ ହଇଚଇ ସୃଷ୍ଟି ହୋଇଥିଲା। ବିଧାନସଭାରେ ବିରୋଧୀ ଏହି ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଥିଲେ। ଘଟଣାର ଗୁରୁତ୍ୱକୁ ଲକ୍ଷ୍ୟ କରି ରାଜ୍ୟ ସରକାର…

ବିନା ଭାତରେ ୨୧ବର୍ଷ

ମାଥିଲି,୨।୪(ଡି.ଏନ.ଏ.): ମାଲକାନଗିରି ଜିଲାରେ ଏପରି ଜଣେ ଯୁବକ ଅଛନ୍ତି ଯିଏ ଜନ୍ମ ହେବାଠାରୁ ଏ ପର୍ଯ୍ୟନ୍ତ ଭାତ ଖାଇନାହାନ୍ତି। କେବଳ ଚୁଡ଼ା ମୁଢ଼ି ଖାଇ ବଞ୍ଚତ୍ଛନ୍ତି। ସେ ହେଲେ ଗ୍ରାମର ମୀନ କୁମାର ସଗରିଆ ଓ ପାର୍ବତୀ ସାଗରିଆଙ୍କ ପୁଅ କିଶୋର।…

ଆଜିଠୁ କମିବ ବର୍ଷା, ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨।୪(ବ୍ୟୁରୋ): ପଶ୍ଚିମା ଝଡ଼ ପ୍ରଭାବରେ ଶନିବାର ସାରା ରାଜ୍ୟରେ ଝଡ଼ବର୍ଷା ଲାଗି ରହିଛି। ତେବେ ରବିବାରଠାରୁ ବର୍ଷା ଓ କାଳବୈଶାଖୀ ଧୀରେ ଧୀରେ କମିବା ସହ ତାପମାତ୍ରା ବଢ଼ିବ। ବର୍ତ୍ତମାନ ବାୟୁମଣ୍ଡଳରେ ଏକ ନିମ୍ନ ଚାପରେଖା ଦକ୍ଷିଣ ଓଡ଼ିଶାରୁ ବାହାରି ଆଭ୍ୟନ୍ତରୀଣ…

ଏବେ ବି ବଞ୍ଚତ୍ଛି: ପୋପ୍‌

ରୋମ୍‌, ୧।୪: ପୋପ୍‌ ଫ୍ରାନ୍ସିସ୍‌ ଶନିବାର ହସ୍ପିଟାଲ୍‌ରୁ ସୁସ୍ଥ ହୋଇ ଭାଟିକାନ୍‌ ଫେରିଛନ୍ତି। ଡାକ୍ତରଖାନାରୁ ଡିସ୍‌ଚାର୍ଜ ହେବା ସମୟରେ ପୋପ୍‌ କହିଛନ୍ତି, ମୁଁ ଏବେ ବି ବଞ୍ଚତ୍ଛି। ଶ୍ୱାସକ୍ରିୟାରେ ଅସୁବିଧା ବୋଧ କରିବା ପରେ ବୁଧବାର ୮୬ ବର୍ଷୀୟ ପୋପ୍‌ଙ୍କୁ ରୋମ୍‌ସ୍ଥିତ…

ରାହୁଲଙ୍କ ବିରୋଧରେ ଆଉ ଏକ ମାନହାନି ମାମଲା

ନୂଆଦିଲ୍ଲୀ, ୨।୪ (ଆଇଏଏନ୍‌ଏସ୍‌): ସବୁ ମୋଦି ଚୋର ମନ୍ତବ୍ୟ ପାଇଁ କଂଗ୍ରେସ ନେତା ଦୋଷୀସାବ୍ୟସ୍ତ ହେବା ସହ ୨ ବର୍ଷ ଜେଲଦଣ୍ଡାଦେଶ ପାଇଛନ୍ତି। ଏଥିସହିତ ତାଙ୍କର ଲୋକ ସଭା ସଭ୍ୟପଦ ରଦ୍ଦ ହୋଇଛି। ଏବେ ରାହୁଲଙ୍କ ବିରୋଧରେ ଆଉ ଏକ ମାନହାନି…

ଏପ୍ରିଲରୁ ଜୁନ୍‌ ଅଧିକ ଗ୍ରୀଷ୍ମ ଲହର

ନୂଆଦିଲ୍ଲୀ, ୨।୪ (ପି.ଟି.): ଭାରତର ଅଧିକାଂଶ ଅଞ୍ଚଳରେ ତାପମାତ୍ରା ଏପ୍ରିଲରୁ ଜୁନ୍‌ ମଧ୍ୟରେ ସ୍ବାଭାବିକଠାରୁ ଅଧିକ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ଶନିବାର କୁହାଯାଇଛି। ବିଶେଷ କରି କେନ୍ଦ୍ରୀୟ, ପୂର୍ବ ଓ ଉତ୍ତରପଶ୍ଚିମ ଭାରତର ଅଧିକାଂଶ ଅଞ୍ଚଳରେ…

ଆର୍କାନ୍ସ, ଇଲିନୋଇସ୍‌ରେ ଘୂର୍ଣ୍ଣିଝଡ଼: ୭ ମୃତ

ଲିଟିଲ୍‌ ରକ୍‌,୨।୪: ଆମେରିକାର ଆର୍କାନ୍ସ ଏବଂ ଇଲିନୋଇସ୍‌ରେ ଶୁକ୍ରବାର ଘୂଣ୍ଣିର୍ର୍ଝଡ଼ ପ୍ରଭାବରେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଆର୍କାନ୍ସରେ ଅନେକ ଘର ଏବଂ ଶପିଂ ସେଣ୍ଟର ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଛି। ଅନ୍ୟପକ୍ଷେ ଇଲିନୋଇସ୍‌ର ଏକ ଥିଏଟର ଛାତ ଖସିପଡ଼ିଛି। ଏଥିରେ ଜଣଙ୍କର ମୃତ୍ୟୁ…

ପାକିସ୍ତାନରେ ଦୁର୍ଭିକ୍ଷ ସ୍ଥିତି

ଇସ୍‌ଲାମାବାଦ, ୨।୪: ପାକିସ୍ତାନରେ ମୁଦ୍ରାସ୍ଫୀତି ୫ ଦଶକ ମଧ୍ୟରେ ସର୍ବାଧିକ ସ୍ତରରେ ପହଞ୍ଚତ୍ଛି। ମାର୍ଚ୍ଚରେ ମୁଦ୍ରାସ୍ଫୀତି ୩୫.୩୭ ପ୍ରତିଶତ ରହିଥିଲା। ଏହା ସାଙ୍ଗକୁ ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି (ଆଇଏମ୍‌ଏଫ୍‌)ରୁ ଋଣ ପାଇବା ପାଇଁ ଇସ୍‌ଲାମାବାଦ ଏହାର କେତେକ କଡ଼ା ସର୍ତ୍ତ ମାନିନେବାକୁ ବାଧ୍ୟ…

ଅବସାଦରେ ଗଛ କାନ୍ଦେ

ଜେରୁଜେଲମ୍‌, ୧।୪: ମଣିଷ ଭାବପ୍ରବଣ ହେଲେ ପରିବାର ଲୋକ କିମ୍ବା ପ୍ରିୟଜନମାନଙ୍କୁ ନିଜ ଅନୁଭୂତି ସମ୍ପର୍କରେ ଜଣାଇଥାଏ, ଯାହା ଦ୍ୱାରା ମନ କିଛିମାତ୍ରାରେ ହାଲୁକା ହୁଏ। ଠିକ୍‌ ଏମିତି କିଛି ଉଦ୍ଭିଦଙ୍କ କ୍ଷେତ୍ରରେ ମଧ୍ୟ ଘଟିଥାଏ। ଅବସାଦରେ ଗଛ ମଧ୍ୟ କାନ୍ଦେ।…

ମହାକାଶରେ ରୋମାନ୍ସ କରିବେ ଲୋକେ

ପ୍ରେମ ଏପରି ଏକ ଅନୁଭବ, ଯେଉଁଠି ପ୍ରେମୀଯୁଗଳ ଅନ୍ୟ କୌଣସି ବିଷୟରେ ଚିନ୍ତା କରନ୍ତି ନାହିଁ। ସେମାନେ ସବୁବେଳେ ଏକାଠି ସମୟ ବିତାଇବାକୁ ଚାହିଁଥାନ୍ତି। ତାହା ପୁଣି ଜନଗହଳିଠୁ ଦୂରରେ। ପ୍ରେମର ଏହି ଅନୁଭବକୁ ସ୍ବତନ୍ତ୍ର କରିବା ପାଇଁ ଅନେକ ବ୍ୟବସ୍ଥା…

ମରାମତି ହେଉନି ରାସ୍ତା, ଦୁର୍ଘଟଣାର ଶିକାର ହେଉଛନ୍ତି ଲୋକେ

କେନ୍ଦୁଝର,୧ା୪(ସ୍ବ.ପ୍ର.): ସଦର ବ୍ଲକ ଠାକୁର ପାଟଣା-ରାଙ୍କି ରାସ୍ତା ଶୋଚନୀୟ ହୋଇ ପଡ଼ିଥିବାରୁ ଲୋକମାନେ ଯାତାୟାତରେ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି। ରକ୍ଷଣାବେକ୍ଷଣ ଅଭାବରୁ କଂକ୍ରିଟ ରାସ୍ତାର ଅନେକ ସ୍ଥାନରୁ ଚିପ୍ସ ଉଠିଯାଇଛି। ଏଣୁ ଯିବା ଆସିବା ବେଳେ ଲୋକମାନେ ଦୁର୍ଘଟଣାର…

ଉଦ୍ଭିଦରୁ ସଂକ୍ରମଣ ହେବାର ପ୍ରଥମ ଘଟଣା: କୋଲକାତାରେ ଆକ୍ରାନ୍ତ ହେଲେ ବ୍ୟକ୍ତି…

କୋଲକାତା,୧।୪ : ପଶ୍ଚିମବଙ୍ଗର କୋଲକାତାରେ ଏଭଳି ରୋଗ ବିଷୟରେ ଜାଣିବାକୁ ମିଳିଛି। ଯେଉଁଥିରେ ଜଣେ ବ୍ୟକ୍ତି ଉଦ୍ଭିଦରୁ ସଂକ୍ରମିତ ହୋଇଛନ୍ତି। ଏହି ରୋଗର ନାମ ହେଉଛି ‘କିଲର ପ୍ଲାଣ୍ଟ ଫଙ୍ଗସ’। ଯାହା ଉଦ୍ଭିଦରୁ ମଣିଷ ପର୍ଯ୍ୟନ୍ତ ସଂକ୍ରମିତ ହୋଇଥାଏ। କୋଲକାତାରେ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?