ଜୁମାଡଙ୍ଗକୁ ଫେରିଲେ ୧୬ ପରିବାର
ମାଲକାନଗିରି, ୧୫ା୧୧(ଡି.ଏନ.ଏ.): ଓଡିଶା ସୀମାନ୍ତ ଅଞ୍ଚଳରେ ଲୋକଙ୍କୁ ଆକୃଷ୍ଟ କରିବା ଲାଗି ଆନ୍ଧ୍ର ସରକାରଙ୍କ ପକ୍ଷରୁ ଭତ୍ତା, ଆଧାର କାର୍ଡ, ଭୋଟର କାର୍ଡ ପ୍ରଦାନ କରି ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରାଯାଉଛି। ମାଲକାନଗିରି ଜିଲା ଚିତ୍ରକୋଣ୍ଡାରେ ଥିବା ସ୍ବାଭିମାନ ଅଞ୍ଚଳର ଧୁଳିପୂଟ…
ପଦ୍ମପୁର ଉପନିର୍ବାଚନ: ଆଜିଠୁ ପ୍ରଚାର ମଇଦାନକୁ ଓହ୍ଲାଇବେ ୩ ପ୍ରମୁଖ ଦଳ
ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ। ଏହାକୁ ନେଇ ରାଜନୀତି ସରଗରମ ରହିଛି। ୩ ପ୍ରମୁଖ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହେବା ପରେ ଆଜିଠୁ ଜୋରଦାର ପ୍ରଚାର ଆରମ୍ଭ କରିଛନ୍ତି। ତେବେ ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ଆଜି ନାମାଙ୍କନ…
‘ଗୁଣ ଥିଲେ ମଣିଷ ସୁନ୍ଦର’
ଢେଙ୍କାନାଳ ଅଫିସ, ୧୫।୧୧: ଯୁବପିଢ଼ିଙ୍କ ଆଦର୍ଶ ସ୍ବାମୀ ବିବେକାନନ୍ଦ ରୂପରେ ଯେମିତି, ଗୁଣରେ ମଧ୍ୟ ସେମିତି ଥିଲେ। ଚେହେରା ଥାଇ ଗୁଣ ନ ଥିଲେ ମଣିଷ ସୁନ୍ଦର ଲାଗେନାହିଁ। ଚେହେରା ସହିତ ସବୁ ପ୍ରକାର ଗୁଣ ଯାହା ପାଖରେ ଥିବ, ସେ…
ଚାଷୀ ମୁଣ୍ଡରେ ଚଡ଼କ
ଛେଣ୍ଡିପଦା, ୧୫ା୧୧ (ସ୍ବ.ପ୍ର.): ରାତି ହେଲେ ଧାନ ବିଲରେ ପଶୁଛନ୍ତି ବାର୍ହା ପଲ। ଏକର ଏକର ଜମିରେ ଫସଲ ନଷ୍ଟ କରୁଛନ୍ତି ଏହି ଜଙ୍ଗଲୀ ଜନ୍ତୁ। ବାରମ୍ବାର ଅଭିଯୋଗ କଲେ ମଧ୍ୟ ସ୍ଥାୟୀ ପ୍ରତିକାର ବ୍ୟବସ୍ଥା କରୁନି ବନ ବିଭାଗ। ଏପରି…
ଆଜିଠୁ ପାରାଦୀପରେ ସମରାଭ୍ୟାସ
ଭୁବନେଶ୍ୱର,୧୫।୧୧: ଆଜିଠୁ ପାରାଦୀପ ଉପକୂଳରେ ସମରାଭ୍ୟାସ। ଯାହାର ନାଁ ରଖାଯାଇଛି ‘ସି-ଭିଜିଲ’। ଓଡ଼ିଶା ସମେତ ଆନ୍ଧ୍ର, ପଶ୍ଚିମବଙ୍ଗ ଓ ମହାରାଷ୍ଟ୍ର ଆଦି ୪ଟି ରାଜ୍ୟ ମିଳିତ ଭାବେ ଏହି ସମରାଭ୍ୟାସ କରିବେ। ନୌସେନା, ସାମୁଦ୍ରିକ ପୋଲିସ, ବନ ବିଭାଗ, ମତ୍ସ୍ୟ ବିଭାଗ,…
ବିସିସି ବ୍ୟାଙ୍କ ସଭାପତି ପଦକୁ ନେଇ ଚର୍ଚ୍ଚା
ବ୍ରହ୍ମପୁର ଅଫିସ,୧୫ା୧୧: ବିସିସି (ବ୍ରହ୍ମପୁର ସମବାୟ କେନ୍ଦ୍ର) ବ୍ୟାଙ୍କର ନୂଆ ସଭାପତି କିଏ ହେବେ ସେନେଇ ସମ୍ପ୍ରତି ଆରମ୍ଭ ହୋଇଯାଇଛି ରାଜନୈତିକ ଚର୍ଚ୍ଚା। ଗଞ୍ଜାମ ଓ ଗଜପତି ଜିଲାର ଏହି ବୃହତ୍ତମ ସମବାୟ ଅନୁଷ୍ଠାନ ସଭାପତି ନିର୍ବାଚନ ପାଇଁ ଆସନ୍ତା ବୁଧବାର…
ପ୍ରମାଣ ଅଭାବରୁ ମା’ବାପା ନିର୍ଦ୍ଦୋଷ
ବ୍ରହ୍ମପୁର ଅଫିସ,୧୫ା୧୧: ବ୍ରହ୍ମପୁର ପୋଲିସ ଜିଲା ସଦର ଥାନା ଅନ୍ତର୍ଗତ ଗୌତମୀ ଗ୍ରାମରେ ହୋଇଥିବା ଏକ ବହୁଚର୍ଚ୍ଚିତ ଅନର କିଲିଂ ମାମଲାର ସୋମବାର ଶୁଣାଣି ହୋଇଥିଲା। ଅତିରିକ୍ତ ଜିଲା ଦୌରା ଜଜ୍ (ଏଡିଜେ)-୧ ସଂଘମିତ୍ରା ଶର୍ମା ପ୍ରମାଣ ଅଭାବରୁ ଉକ୍ତ ମାମଲାରୁ…
ଅନାଥ ଶିଶୁଙ୍କ ମୁହଁରେ ହସ ଫୁଟାଇଲେ
ପାରଳାଖେମୁଣ୍ଡି,୧୫ା୧୧(ଡି.ଏନ୍.ଏ.): ଶିଶୁ ଦିବସରେ ଅନାଥ ଆଶ୍ରମର ଅନ୍ତେବାସୀଙ୍କୁ ହଲ୍ରେ ଫିଲ୍ମ ଦେଖାଇ ସେମାନଙ୍କ ମୁହଁରେ ହସ ଫୁଟାଇବାକୁ ଜଣେ ସାମାଜିକ କର୍ମୀ ନିଆରା ପ୍ରୟାସ କରିଛନ୍ତି। ପିଲାମାନଙ୍କୁ ହଲ୍କୁ ନେଇ ଦେଶ ତଥା ସମାଜ ପ୍ରତି ଦାୟିତ୍ୱବୋଧ ଉପରେ ଆଧାରିତ ଏକ…
ଭାରତ ବିପକ୍ଷ ସିରିଜ୍ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା
ଅକଲାଣ୍ଡ,୧୫।୧୧: ଭାରତ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ଏବଂ ଦିନିକିଆ ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ନ୍ୟୁଜିଲାଣ୍ଡ କ୍ରିକେଟ ବୋର୍ଡ ସିନିୟର ଓପନର୍ ମାର୍ଟିନ ଗୁପଟିଲ ଏବଂ ଭେଟେରାନ ଫାଷ୍ଟ ବୋଲର ଟ୍ରେଣ୍ଟ ବୋଲ୍ଟଙ୍କୁ ଦଳରୁ ଓହରିଯାଇଛି।…
ପ୍ରଦୂଷଣ ରୋକିବାକୁ ଜିଲାପାଳଙ୍କୁ ଚିଠି
କେନ୍ଦୁଝର,୧୫।୧୧(ସ୍ବ.ପ୍ର): କେନ୍ଦୁଝର ସଦର ବ୍ଲକ ପଳାଶପଙ୍ଗ-ବାମେବାରୀ ରାସ୍ତାରେ ଲୁହାପଥର ବୋଝେଇ ଟ୍ରକ୍, ଟ୍ରେଲର ଆଦି ଭାରୀଯାନ ଚଳାଚଳ କରୁଛି। ଧୂଳି ଉଡ଼ି ବାୟୁମଣ୍ଡଳ ପ୍ରଦୂଷିତ ହେବା ସହ ରାସ୍ତା ଭାଙ୍ଗି ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ପ୍ରଦୂଷଣ ଯୋଗୁ ରାସ୍ତାପାର୍ଶ୍ୱରେ ବସବାସ କରୁଥିବା…
ସରକାରୀ ବସ୍ଷ୍ଟାଣ୍ଡ ନିର୍ମାଣ ପାଇଁ ୧୨ ପରିବାର ଉଚ୍ଛେଦ
ସିମୁଳିଆ,୧୫।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ସଦରମହକୁମା ମାର୍କୋଣାରେ ସରକାରୀ ବସ୍ଷ୍ଟାଣ୍ଡ ନିର୍ମାଣ ପାଇଁ ସୋମବାର ନୀଳକଣ୍ଠେଶ୍ୱର ମନ୍ଦିର ପାର୍ଶ୍ୱରେ ଥିବା ୧୨ଟି ପରିବାରଙ୍କୁ ଉଚ୍ଛେଦ କରାଯାଇଛି । ଉପଜିଲାପାଳଙ୍କ ନିର୍ଦ୍ଦେଶରେ ଦୀର୍ଘଦିନ ଧରି ସରକାରୀ ଜମିରେ ରହୁଥିବା ଏହି ବସ୍ତି…
୨ ମାସ ଭିତରେ ମାତା, ପିତାଙ୍କୁ ହରାଇଲେ ମହେଶ ବାବୁ
ସାଉଥ ସିନେମାର ଲୋକପ୍ରିୟ ଅଭିନେତା ମହେଶ ବାବୁଙ୍କ ପାଇଁ ସମୟ ଏବେ ଭଲ ଚାଲିନାହିଁ। ନିକଟରେ ମାତାଙ୍କୁ ହରାଇଥିବା ମହେଶ ବାବୁଙ୍କ ପିତାଙ୍କ ଦେହାନ୍ତ ଘଟିଛି। ତାଙ୍କ ପିତା କ୍ରିଷ୍ଣା ଘଟ୍ଟାମନାନେନୀ ୮୦ ବର୍ଷ ବୟସରେ ଦୁନିଆକୁ ଅଲବିଦା କହିଛନ୍ତି। ହୃଦ୍ଘାତ…
Archives


