ଉଦ୍ୟମ ବିଫଳ, ମିଳିତ ସହଯୋଗ ଆବଶ୍ୟକ
ସମ୍ବଲପୁର,୨୪ା୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀବେଞ୍ଚ ଦାବି ନେଇ ଆନ୍ଦୋଳନ ସମୟରେ ଡିସେମ୍ବର ୧୨ରେ କୋର୍ଟ ପରିସରରେ ଭଙ୍ଗାରୁଜା ସହ ବିଚାରପତିମାନଙ୍କୁ କୋର୍ଟରୁ ବାହାର କରିଦେବା ଭଳି ଘଟଣା ଘଟିଥିଲା। ଏହି ଘଟଣାରେ ମୋଟ ୩୮ଜଣଙ୍କୁ ଗିରଫ କରାଯାଇଛି। ଏସ୍ଡିଜେଏମ୍ ଓ…
ଜମ୍ମୁ-କଶ୍ମୀରର ଅନେକ ସ୍ଥାନରେ ଏନ୍ଆଇଏର ଚଢ଼ାଉ: ଟାର୍ଗେଟରେ ଆତଙ୍କବାଦୀଙ୍କ ସାହାଯ୍ୟକାରୀ
ଶ୍ରୀନଗର,୨୪।୧୨: ଆତଙ୍କବାଦୀଙ୍କ ନେଟୱାର୍କକୁ ଭାଙ୍ଗିବା ପାଇଁ ଜମ୍ମୁ-କଶ୍ମୀରର ଅନେକ ସ୍ଥାନରେ ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନ୍ଆଇଏ) ପକ୍ଷରୁ ଶନିବାର ଚଢ଼ାଉ କରାଯାଇଛି। ଜମ୍ମୁର କଠୁୁଆ ଜିଲାରେ ନାର୍କୋ ଟେରିରିଜମ୍ ଏବଂ ଟେରର ଫଣ୍ଡିଂ ମାମଲାରେ ଏହି ଚଢ଼ାଉ କରାଯାଇଥିବା ଜଣାପଡ଼ିଛି। ଯେଉଁଥିରେ…
ଭୁଶୁଡିଲା ଖଣି: ଜଣେ ଶ୍ରମିକ ମୃତ, ଫସିଛନ୍ତି ୩
ଅହମ୍ମଦାବାଦ,୨୪।୧୨: ଗୁଜୁରାଟର କୁଚ ଜିଲା ଖାଭଡା ଗ୍ରାମ ନିକଟରେ ଖଣି ଭୁଶୁଡି ପଡିଛି। ଫଳରେ ଗୁରୁବାର ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଫସିରହିଥିବା ଜଣାପଡିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି।
ପିଇଓ ଗିରଫ, ୨ ପୂର୍ବତନ ସରପଞ୍ଚ ଫେରାର
ନବରଙ୍ଗପୁର,୨୪।୧୨(ବି.ପ୍ର.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ପାଟଖଲିଆ ଓ ଗମ୍ଭାରିଗୁଡ଼ା ପଞ୍ଚାୟତରେ କାମ ନ ହୋଇ ବିଲ୍ ହୋଇଥିବା ଅଭିଯୋଗରେ ଭିଜିଲାନ୍ସ ତଦନ୍ତ ଆରମ୍ଭ କରିଥଲା। ପରେ ଦୁଇଟି ୩୮/୨୨ ଓ ୩୯/ ୨୨ରେ ପୃଥକ୍ ମାମଲା ରୁଜୁକରି ତତ୍କାଳୀନ ପଞ୍ଚାୟତ…
କଲମ ଛାଡ଼ିଲେ ଅଙ୍ଗନୱାଡି କର୍ମୀ
ପରଜଙ୍ଗ, ୨୪।୧୨(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକରେ କାର୍ଯ୍ୟରତ ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକାମାନେ ୮ ଦଫା ପୂରଣ ଦାବିରେ ଶୁକ୍ରବାରଠାରୁ କଲମ ଛାଡ଼ ଆନ୍ଦୋଳନ ଆରମ୍ଭ କରିଛନ୍ତି। ୨୦୯ ଅଙ୍ଗନଓ୍ବାଡି କର୍ମୀ ଏବଂ ୧୭୦ ସହାୟିକା ହନୁମାନ ବାଟିକାଠାରୁ ଶୋଭାଯାତ୍ରାରେ…
‘ନିଷ୍ଠାର ସହ ଶିକ୍ଷାଦାନ କର’
ଢେଙ୍କାନାଳ ଅଫିସ, ୨୪।୧୨: ଢେଙ୍କାନାଳ ଜିଲା ଶିକ୍ଷା ବିଭାଗ ପକ୍ଷରୁ ପୁରୁଣା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶୁକ୍ରବାର ମାଧ୍ୟମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସମ୍ମିଳନୀ-୨୦୨୨ ଅନୁଷ୍ଠିତ ହୋଇଯାଇଛି। ଜିଲା ଶିକ୍ଷାଧିକାରୀ ନିବେଦିତା ପାଣିଙ୍କ ସଭାପତିତ୍ୱରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ…
ଓଡ଼ିଶା ରଣଜୀ ଦଳରେ ୪ ପରିବର୍ତ୍ତନ
ଭୁବନେଶ୍ୱର,୨୪।୧୨(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ରଣଜୀ ଟ୍ରଫି ଦଳର ଆରମ୍ଭ ଭଲ ହୋଇନାହିଁ। ବରୋଦା ବିପକ୍ଷରେ ଦଳ ପ୍ରଥମ ଇନିଂସରେ ପଛୁଆ ରହି ମ୍ୟାଚ ଡ୍ର ରଖିଥିବାବେଳେ ଉତ୍ତରାଖଣ୍ଡ ନିକଟରୁ ଇନିଂସ ପରାଜୟ ବରଣ କରିଛି। ଫଳସ୍ବରୂପ ପରବର୍ତ୍ତୀ ୨ଟି ମ୍ୟାଚ ପାଇଁ…
ଜେଏସ୍ପି ପ୍ଲାଣ୍ଟ ପରିଦର୍ଶନ କଲେ ରେଲ୍ୱେ ଜିଏମ୍
ଅନୁଗୋଳ ଅଫିସ, ୨୪ା୧୨: ଇଷ୍ଟକୋଷ୍ଟ ରେଲ୍ୱେ ଜିଏମ୍ ଆର୍.ଏନ୍. ଶୁନକରଙ୍କ ନେତୃତ୍ୱରେ ଆସିଥିବା ଏକ ପ୍ରତିନିଧି ଦଳ ଗୁରୁବାର ଅନୁଗୋଳସ୍ଥିତ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସ୍ପି)ର ବୃହତ୍ ଷ୍ଟିଲ ୟୁନିଟ୍ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ଇସ୍ପାତ କାରଖାନାର…
କ୍ରୀଡ଼ାର ଅର୍ଥ ସ୍ବଚ୍ଛତା, ସଚ୍ଚୋଟତା ଓ ସମ୍ମାନ: ପଙ୍କଜ
ଭୁବନେଶ୍ୱର, ୨୪।୧୨(କ୍ରୀଡ଼ା ପ୍ରତିନିଧି): ଭାରତର ପ୍ରମୁଖ ଫେରୋ ଆଲଏଜ ଉତ୍ପାଦନକାରୀ କମ୍ପାନୀ ଇମ୍ଫାଦ୍ୱାରା ପରିଚାଳିତ ଇଣ୍ଡିଆନ ମେଟାଲ୍ସ ପବ୍ଲିକ ଚାରିଟେବଲ ଟ୍ରଷ୍ଟ (ଇମ୍ପାକ୍ଟ) ଆନୁକୂଲ୍ୟରେ ଏକଲବ୍ୟ ପୁରସ୍କାର ପ୍ରଦାନ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାର ପ୍ରତିଭା ସମ୍ପନ୍ନ ଅନ୍ତର୍ଜାତୀୟ ଅଭିଜ୍ଞ…
ସୁନା ଅଳଙ୍କାର ନେଲା ତାମିଲନାଡ଼ୁ ଆୟକର ବିଭାଗ
ଗୋପାଳପୁର,୨୪ା୧୨(ଡି.ଏନ.ଏ.): ଗତ ଅକ୍ଟୋବର ୨ ତାରିଖରେ ଟିକସ ଫାଙ୍କି ସୁନା ଓ ରୁପା ଅଳଙ୍କାର ତାମିଲନାଡ଼ୁରୁ କାରରେ ବ୍ରହ୍ମପୁର ଆସୁଥିବା ବେଳେ ଗୋଳନ୍ଥରା ଥାନା ପୋଲିସ ଧରିଥିଲା। ଉକ୍ତ ସୁନା ଓ ରୁପା ଅଳଙ୍କାରକୁ ହେପାଜତରେ ରଖି ସିଟି ଆଣ୍ଡ ଜିଏସଟି…
ଶେଫ୍ଙ୍କ ଅନଧିକାର ପ୍ରବେଶ: ଫିଫାର ସମୀକ୍ଷା
ଜୁରିଚ୍, ୨୪।୧୨(ଏପି): କାତାର ବିଶ୍ୱକପ୍ ବେଳେ ଜଣେ ଶେଫ୍ (ରୋଷେୟା)ଙ୍କ ‘ଅନଧିକାର ପ୍ରବେଶ’କୁ ନେଇ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ଫିଫା (ଫେଡେରେଶନ ଅଫ୍ ଇଣ୍ଟରନ୍ୟାଶନାଲ ଫୁଟ୍ବଲ ଆସୋସିଏଶନ୍ସ)। ଶେଫ୍ ଜଣକ ସଲ୍ଟ ବେ’ ନାମରେ ପରିଚିତ। ଜଣେ ସେଲିବ୍ରିଟି ଭଳି…
ଟିକା ପାଇଁ କେନ୍ଦ୍ରକୁ ଚିଠି ଲେଖିଲା ଓଡ଼ିଶା
ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ବିଶ୍ୱର ବିଭିନ୍ନ ଦେଶରେ କୋଭିଡ୍ ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ରାଜ୍ୟ ସରକାର ଏନେଇ ସର୍ତକତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଶୁକ୍ରବାର କେନ୍ଦ୍ର ସରକାରଙ୍କୁ ଚିଠି ଲେଖି କୋଭିଡ୍ ପ୍ରିକଶନ ଟିକା ବା ବୁଷ୍ଟର…
Archives


