Home Left

BJP ଅଫିସ୍‌ରେ ଆତଙ୍କ! AC ତଳୁ ବାହାରିଲା ୫ ଫୁଟ୍‌ର କିଙ୍ଗ କୋବ୍ରା, ତା’ପରେ…

ସୀତାପୁର,୯।୯: ଉତ୍ତରପ୍ରଦେଶର ସୀତାପୁରରେ ବୁଧବାର ସକାଳେ BJP କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ଆତଙ୍କଜନକ ଦୃଶ୍ୟ। କାର୍ଯ୍ୟାଳୟରେ ଥିବା କର୍ମଚାରୀମାନେ ପ୍ରାୟ ୫ ଫୁଟ ଲମ୍ବର ଏକ କିଙ୍ଗ କୋବ୍ରାକୁ ଦେଖି ଭୟଭୀତ ହୋଇପଡ଼ିଥିଲେ। ଜଣାପଡ଼ିଥିଲା ଯେ ସାପଟି ଦଳର ଜିଲାଧ୍ୟକ୍ଷ ରାଜେଶ…

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ବିଦ୍ୟାଳୟରେ ତାଲା ପଡ଼ିଥିବାରୁ ଛାତ୍ରୀଛାତ୍ରମାନେ ନିକଟସ୍ଥ ବାତ୍ୟା…

ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ

ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ ୫ଟି ଶ୍ରେଣୀ ଥିବା…

ଏସିଆ କପ୍‌ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର

ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ ବିପକ୍ଷରେ ତାଙ୍କର ୧୨୪ରନର ଇନିଂସ T20 ରାଙ୍କିଙ୍ଗରେ ତାଙ୍କର ସ୍ଥାନ ବୃଦ୍ଧି କରିଥିଲା।…

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ବୁଧବାର ଛାତ୍ରୀଛାତ୍ର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ସକାଳ ୬ଟାରୁ…

ମାରୁତି ସୁଜୁକି ନୂଆ ବାଲେନୋର ବଜାର ପ୍ରବେଶ

ଭୁବନେଶ୍ୱର,୯ା୯: ମାରୁତି ସୁଜୁକି ଇଣ୍ଡିଆ ପ୍ରସ୍ତୁତ ବାଲେନୋର ନୂତନ ଭର୍ସନ ମଙ୍ଗଳବାର ରାଜଭବନ ନିକଟସ୍ଥ ନେକ୍ସା(ନାରାୟଣୀ ମୋଟର୍ସ) ଏବଂ ହଂସପାଳ ଶୋ’ରୁମ୍‌ରେ ଉନ୍ମୋଚନ କରାଯାଇଛି। ଏହି ନୂତନ ଭର୍ସନ ମଡେଲକୁ ଯୁବବର୍ଗ ଏବଂ ମହତ୍ତ୍ୱାକାଂକ୍ଷୀ ସହରାଞ୍ଚଳ ଗ୍ରାହକମାନଙ୍କୁ ଦୃଷ୍ଟିଦେଇ ଡିଜାଇନ କରାଯାଇଥିଲାବେଳେ…

ଓମ୍‌ଫେଡ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଦୁଗ୍ଧଚାଷୀଙ୍କୁ ଲିଟର ପ୍ରତି ୨ ଟଙ୍କା ଅଧିକ ମିଳିବ

ଭୁବନେଶ୍ୱର,୯ା୯: ରାଜ୍ୟର ଦୁଗ୍ଧଚାଷୀମାନଙ୍କ ଜୀବିକା, ଆୟ ଓ ସ୍ବାର୍ଥକୁ ପ୍ରାଥମିକତା ଦେଇ ଓମ୍‌ଫେଡ୍‌ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୧ ତାରିଖରୁ ଚାଷୀମାନଙ୍କଠାରୁ ଦୁଗ୍ଧ କ୍ରୟ ମୂଲ୍ୟରେ ଲିଟର ପ୍ରତି ୨ ଟଙ୍କା ବୃଦ୍ଧି କରାଯିବ। ଏହି ନିଷ୍ପତ୍ତି…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି। ମଦ ନିଶାରେ ପୁଅ ଠେଙ୍ଗାରେ ପିଟି ବାପାଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ବିବାହ ପରେ ଏହି ୨ ରାଶିଙ୍କର ଖୋଲେ ଭାଗ୍ୟର ତାଲା, ହୁଅନ୍ତି କୋଟିପତି! ଜୀବନରେ ଆସେ ଧନ-ଐଶ୍ୱର୍ଯ୍ୟ

ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟେକ ରାଶିର ନିଜସ୍ବ ଗୁଣ ଓ ଗ୍ରହ ପ୍ରଭାବ ରହିଛି। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ, କିଛି ରାଶିର ଲୋକଙ୍କ ପାଇଁ ବିବାହ ପରେ ଧନ, ସମୃଦ୍ଧି ଓ ଆର୍ଥିକ ସ୍ଥିରତା ବଢ଼ିବାର ସମ୍ଭାବନା ଥାଏ। ସେଥିମଧ୍ୟରୁ ବୃଷ ଓ…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ ଦୀର୍ଘ ସମୟ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ କାରଣ ଅସ୍ପଷ୍ଟ ରହିଛି। ମେରାଇନ ଥାନାଠାରୁ…

୪୮ ଘଣ୍ଟା ପରେ ବଦଳିବ ଗ୍ରହଙ୍କ ଚଳନ: ଫେବୃଆରୀ ୨୦୨୭ ଯାଏ ବୃଷ ସମେତ ୪ ରାଶିଙ୍କୁ ମିଳିବ ଅପ୍ରତ୍ୟାଶିତ ଲାଭ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ୟୁରେନସ୍‌କୁ ଅରୁଣ ଗ୍ରହ ବୋଲି କୁହାଯାଏ। ଆଧୁନିକ ଏବଂ ପାଶ୍ଚାତ୍ୟ ଜ୍ୟୋତିଷରେ ଏହି ଗ୍ରହକୁ ଅଚାନକ ପରିବର୍ତ୍ତନ, ନୂଆ ପରିସ୍ଥିତି ଓ ଅପ୍ରତ୍ୟାଶିତ ଘଟଣା ସହ ଯୋଡ଼ି ଦେଖାଯାଏ। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ୧୦ ସେପ୍ଟେମ୍ବର ୨୦୨୬ରୁ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି। ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ପରେ ବନ ବିଭାଗ ପକ୍ଷରୁ ସେମାନଙ୍କୁ ସୁରକ୍ଷିତ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?