Home Left

ବଡ଼ ଯୋଜନାରେ ଖର୍ଚ୍ଚ ହୋଇଛି ବଜେଟର ୪୦%

ନୂଆଦିଲ୍ଲୀ,୯ା୨: ଚଳିତ ଆର୍ଥତ୍କ ବର୍ଷ ପାଇଁ କେନ୍ଦ୍ର ବଜେଟରେ ସର୍ବବୃହତ୍‌ ଯୋଜନାଗୁଡ଼ିକ ନିମନ୍ତେ ଯେଉଁ ଅର୍ଥ ବ୍ୟୟବରାଦ ହୋଇଥିଲା, ସରକାର ୯ ମାସ ମଧ୍ୟରେ ତାହାର ମାତ୍ର ୪୦ ପ୍ରତିଶତରୁ ସାମାନ୍ୟ ଅଧିକ ବ୍ୟୟ କରିଥିବା ବଜେଟ୍‌ ଦସ୍ତାବିଜ୍‌ରୁ ଜଣାପଡ଼ିଥିବା ଏକ…

ଶତ୍ରୁ ସାଟେଲାଇଟ୍‌ ଉପରେ ନଜର ରଖିବ ଭାରତ

ପାଟନା,୯ା୨: ଭାରତର ଅଭିବୃଦ୍ଧିଶୀଳ ଘରୋଇ ମହାକାଶ କ୍ଷେତ୍ରକୁ ଏକ ବଡ଼ ସଫଳତା ମିଳିଛି। ଅହମଦାବାଦର ଆଜିସ୍ତା ଇଣ୍ଡଷ୍ଟ୍ରିଜ୍‌ ପ୍ରା.ଲିଃ ଏହାର ଏରୋସ୍ପେସ୍‌ ବିଭାଗ ଜରିଆରେ ଏକ ନୂଆ ସାମର୍ଥ୍ୟର ପ୍ରଦର୍ଶନ କରିଛି। ଏହା କକ୍ଷପଥରେ ଅନ୍ୟ ସାଟେଲାଇଟ୍‌ରେ ଥିବା ବସ୍ତୁର ଫଟୋ…

ସ୍ପିନ୍‌ରେ ଦମ୍‌ ଦେଖାଇଲା ଶ୍ରୀଲଙ୍କା

କଲମ୍ବୋ,୮ା୨- ଟି୨୦ ବିଶ୍ୱକପ୍‌ରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ୨୦ ରନରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶ୍ରୀଲଙ୍କା ଦ୍ୱାରା ପ୍ରଦତ୍ତ ୧୬୪ ରନର ଟାର୍ଗେଟକୁ ପିଛା କରି ଆୟର୍ଲାଣ୍ଡ ୧୪୩ ରନରେ ଅଲଆଉଟ୍‌ ହୋଇଯାଇଥିଲା। ଶ୍ରୀଲଙ୍କା ଆସନ୍ତା ୧୨ ତାରିଖରେ…

ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…

ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର। ସଭା କର୍ଯ୍ୟ ଚାଲିଥିବା ବେଳେ ମନ୍ତ୍ରୀ ଏବଂ ବିଧାୟକଙ୍କ…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଛତିଶଗଡ଼ ବସ୍ତର ଜିଲାର ଦିନେଶ ରାଜପୁତ୍‌। ସେ ଜଣେ ଗଣମାଧ୍ୟମ…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ୪ ଜଣ ଗୁରୁତର ହୋଇଛନ୍ତି। ମୃତକମାନେ ହେଲେ ପେଟୁରୁ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା ଏକପ୍ରକାର ନିଶ୍ଚତ ବୋଲି ଏକ୍‌ଜିଟ୍‌ ପୋଲ୍‌୍‌ରେ ପୂର୍ବାନୁମାନ କରାଯାଇଛି। ଏହି ପୂର୍ବାନୁମାନ କରିଛନ୍ତି…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା ୧୨ ତାରିଖରେ ଧର୍ମଘଟ ଓ ବନ୍ଦ ଡାକରା ଦିଆଯାଇଛି। ଅଖିଳ ଭାରତୀୟ ଟ୍ରେଡ୍‌…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର ୫୫ ରାସ୍ତା ଖିଲୁଆ ପେଟିଆବାଡ ପୋଲତଳୁ ଉଦ୍ଧାର କରିଛି। ମୃତକ ହେଲେ ହୋମଗାର୍ଡ…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଦିଗପହଣ୍ଡି ବ୍ଲକ ଝରିପଦର ଗ୍ରାମର କେ.…

ମ୍ୟାଚ୍‌ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ

ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ ୧୮୫ ରନର ଟାର୍ଗେଟକୁ ନେଇ ଓହ୍ଲାଇଥିବା ନେପାଳ ଶେଷ ପର୍ଯ୍ୟନ୍ତ ଖେଳିବା ସତ୍ତ୍ୱେ ୬…

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଅଛନ୍ତି ବ୍ୟାଟିଂ ପ୍ରତିଭା ବୈଭବ ସୂର୍ଯ୍ୟବଂଶୀ। ୧୪ ବର୍ଷୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri