ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲ, ୫୦ ହଜାର ଜରିମାନା
ଯାଜପୁର ଟାଉନ, ୨୪ା୧୨ (ଡି.ଏନ.ଏ.): ନାବାଳିକା ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲ ଦଣ୍ଡାଦେଶ ସହ ୫୦ ହଜାର ଟଙ୍କା ଜରିମାନା କରି ଏକ ରାୟ ପ୍ରକାଶ କରିଛନ୍ତି ଯାଜପୁର ଅତିରିକ୍ତ ଜିଲାଜଜ୍ ତଥା ପୋକ୍ସୋ କୋର୍ଟ ବିଚାରପତି ଯତିନ୍ଦ୍ର ମୋହନ…
ଏସ୍ଏଚ୍ଜିର ଧାନକ୍ରୟକୁ ଚାଷୀଙ୍କ ବିରୋଧ
ନାଉଗାଁ,୨୪ା୧୨(ସ୍ବ.ପ୍ର): ନାଉଗାଁ ବ୍ଲକ ଜାମୁଗାଁ ପଞ୍ଚାୟତ ଅନ୍ତର୍ଗତ ୩ ରାଜସ୍ବ ଗାଁର ଧାନ କ୍ରୟ ପାଇଁ ଏକ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍ଏଚ୍ଜି)କୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ଚାଷୀମାନେ ବିରୋଧ କରିଛନ୍ତି। ଏ ନେଇ ସେମାନେ ଗୁରୁବାର ଜିଲାପାଳଙ୍କ ନିକଟରେ ଅଭିଯୋଗ…
‘ସ୍ବାସ୍ଥ୍ୟସେବା କ୍ଷେତ୍ରରେ ୫ଜିର ସଫଳ ପରୀକ୍ଷଣ’
ନୂଆଦିଲ୍ଲୀ,୨୪।୧୨: ଦେଶର ପ୍ରମୁଖ ଟେଲିକମ୍ କମ୍ପାନୀ ଏୟାରଟେଲ୍ ଓ ହେଲ୍ଥକେୟାର ଗ୍ରୁପ୍ ଆପୋଲୋ ହସ୍ପିଟାଲ ମିଳିତ ଭାବେ ଭାରତର ପ୍ରଥମ ୫ଜି ଚାଳିତ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ଗାଇଡେଡ୍ କୋଲୋନୋସ୍କୋପି ଟ୍ରାଏଲ୍ କରିଛନ୍ତି। ଏହି ପରୀକ୍ଷଣକୁ ଅଲ୍ଟ୍ରା-ଲୋ ଲାଟେନ୍ସି ଓ ହାଇ…
ନେହେରୁଙ୍କ ଚିକିତ୍ସା କରିଥିବା ଡାକ୍ତରଙ୍କ ପରଲୋକ
କେନ୍ଦ୍ରାପଡ଼ା ଅଫିସ, ୨୪ା୧୨: କେନ୍ଦ୍ରାପଡ଼ା ସହର ବଳଗଣ୍ଡି ଗାଁର ଶତାୟୁ ଡାକ୍ତର ଗୋବିନ୍ଦ ଚନ୍ଦ୍ର ଦାସଙ୍କ ବାର୍ଦ୍ଧକ୍ୟ ଜନିତ କାରଣରୁ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୪ ବର୍ଷ ବୟସ ହୋଇଥିଲା। ସେ କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ କେଶପୁର ପଞ୍ଚାୟତର…
ଆଜିଠୁ ଷ୍ଟାର କିରଣରେ ‘ବଡ଼ଦିନ ବଡ଼ ସପ୍ତାହ’
ଭୁବନେଶ୍ୱର,୨୪।୧୨: ରାଜ୍ୟର ପ୍ରମୁଖ ମନୋରଞ୍ଜନଭିତ୍ତିକ ଘରୋଇ ଓଡ଼ିଆ ଚ୍ୟାନେଲେ ଷ୍ଟାର କିରଣର ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ବଡ଼ଦିନ ବଡ଼ ସପ୍ତାହ’ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଚଳିତ ବର୍ଷ ଡିସେମ୍ବର ୨୪ରୁ ୧ ଜାନୁୟାରୀ ୨୦୨୩ ପର୍ଯ୍ୟନ୍ତ ଦର୍ଶକଙ୍କ ପାଇଁ ମନୋରଞ୍ଜନର ମହା…
ଖସିଲା ଶେୟାର ବଜାର କାରବାର
ନୂଆଦିଲ୍ଲୀ,୨୪।୧୨: କ୍ରମାଗତ ୪ର୍ଥ ଦିନ ଲାଗି ଷ୍ଟକ୍ ବଜାରର କାରବାର ହ୍ରାସ ପାଇଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ (ଷ୍ଟକ୍ ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ଶେୟାର…
ସ୍ବାଧୀନତା ସଂଗ୍ରାମୀଙ୍କ ପରଲୋକ
ଜଗତ୍ସିଂହପୁର ଅଫିସ,୨୪ା୧୨: ଜଗତ୍ସିଂହପୁର ବ୍ଲକ ଅନ୍ତର୍ଗତ ଅଳା ଗ୍ରାମର ସ୍ବାଧୀନତା ସଂଗ୍ରାମୀ ଯୋଗେନ୍ଦ୍ରନାଥ ମହାରଣା(୯୬)ଙ୍କ ଶୁକ୍ରବାର ଜନ୍ମମାଟିରେ ପରଲୋକ ଘଟିଛି। ମହାରଣା ୧୯୨୩ରେ ଏହି ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ମା’ଧରିତ୍ରୀ ମହାରଣା ଓ ବାପା ଉଚ୍ଛବ ମହାରଣାଙ୍କ ଡାକରାରେ ସେ ଭାରତଛାଡ…
ଜାନୁୟାରୀରୁ ଦର ବଢ଼ାଇବ ମାରୁତି ସୁଜୁକି
ନୂଆଦିଲ୍ଲୀ,୨୪।୧୨: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍ (ଏମ୍ଏସ୍ଆଇଏଲ୍)ର ସମସ୍ତ ଯାନ (କାର୍)ର ଦର ବୃଦ୍ଧି ନେଇ ଘୋଷଣା କରାଯାଇଛି। ଏପରିକି ୨୦୨୩ ଜାନୁୟାରୀରୁ କମ୍ପାନୀ ତା’ର ସମସ୍ତ ଯାନର ଦର ବଢ଼ାଇବା ସମ୍ପର୍କରେ ଯୋଜନା କରୁଥିବା…
ପୂର୍ବତନ କର୍ମଚାରୀ ଗିରଫ
ଭୁବନେଶ୍ୱର, ୨୪।୧୨ (ବ୍ୟୁରୋ): ପାହାଳ ଥାନାସ୍ଥିତ କିଆ ମୋଟର୍ସ ଶୋ’ରୁମ୍ର ୱେବ୍ସାଇଟ୍ରୁ ଡାଟା ଚୋରି ଘଟଣାରେ ଭୁବନେଶ୍ୱର ସାଇବର କ୍ରାଇମ୍ ଓ ଅର୍ଥନୈତିକ ଅପରାଧ ଥାନା ପୋଲିସ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ପୁରୁଣା ଭୁବନେଶ୍ୱର ଅଞ୍ଚଳର ସୁଭାଶିଷ…
ଉଠା ଦୋକାନୀଙ୍କ ବିରୋଧ, ଆଜିଠାରୁ ଉଚ୍ଛେଦ ବନ୍ଦ
ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ହକି ବିଶ୍ୱକପ୍ ପାଇଁ ବିଏମ୍ସି, ବିଡିଏ ଓ ପୋଲିସ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦକୁ ଜୋର୍ଦାର ବିରୋଧ କରିଛି ନିଖିଳ ଓଡ଼ିଶା ରାସ୍ତାପାର୍ଶ୍ୱ ଉଠାଦୋକାନୀ ମହାସଂଘ। ଶୁକ୍ରବାର ଉଠାଦୋକାନୀମାନେ ରାସ୍ତାକୁ ଓହ୍ଲାଇବା ପରେ ନିଷ୍ପତ୍ତି ବଦଳାଇଛି ବିଏମ୍ସି। ଶନିବାରଠାରୁ…
‘ଡିଗ୍ରୀ ପରେ ଶିକ୍ଷାର ପ୍ରୟୋଗାତ୍ମକ ପ୍ରକ୍ରିୟା ଆରମ୍ଭ ହୁଏ’
ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ଉତ୍କଳ ବିଶ୍ବବିଦ୍ୟାଳୟର ୫୨ତମ ସମାବର୍ତ୍ତନ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ତଥା ଓଡ଼ିଶା ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ ଭି. ଗୋପାଲ ଗୌଡା ଯୋଗଦେଇ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିଥିଲେ।…
ରାଜଧାନୀରେ ଏଣ୍ଟ୍ରି କଲା ଭାରତ ଯୋଡୋ ଯାତ୍ରା
ନୂଆଦିଲ୍ଲୀ,୨୪ ।୧୨: କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’ ଲଗାତାର ଜାରି ରହିଛି । ଏହି କ୍ରମରେ ଶନିବାର ୨୪ ଡିସେମ୍ବରରେ ଏହା ୧୦୮ ଦିନରେ ପହଞ୍ଚିଛି । ଶନିବାର ରାଜଧାନୀ ଦିଲ୍ଲୀରେ ଏଣ୍ଟ୍ରି କରିଛି ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା…
Archives


