ଚନ୍ଦା କୋଚର ଗିରଫ
ନୂଆଦିଲ୍ଲୀ,୨୪।୧୨: ବ୍ୟାଙ୍କ ଋଣ ଦୁର୍ନୀତି ମାମଲାରେ ଆଇସିଆଇସିଆଇ ବ୍ୟାଙ୍କ୍ର ପୂର୍ବତନ ସିଇଓ ଚନ୍ଦା କୋଚର ଏବଂ ତାଙ୍କ ସ୍ବାମୀ ଦୀପକ କୋଚରଙ୍କୁ ସିବିଆଇ ଶୁକ୍ରବାର ଗିରଫ କରିଛି। କୋଚର ଆଇସିଆଇସିଆଇ ବ୍ୟାଙ୍କ ମୁଖ୍ୟ ଥିବାବେଳେ ୨୦୧୨ରେ ଭିଡିଓକନ୍ ଗ୍ରୁପ୍କୁ ୩,୨୫୦ କୋଟି…
ଯୁଦ୍ଧାବସାନ ଚାହାନ୍ତି ପୁଟିନ୍
ମସ୍କୋ/ଲଣ୍ଡନ,୨୪।୧୨: ୟୁକ୍ରେନ୍ ଯୁଦ୍ଧ ଶୀଘ୍ର ଶେଷ ହେବା ରୁଷିଆର ଲକ୍ଷ୍ୟ ବୋଲି ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ କହିଛନ୍ତି। ଯେକୌଣସିମତେ ଯେତେ ଶୀଘ୍ର ଯୁଦ୍ଧ ଶେଷ ହେବ ସେତେ ଭଲ ବୋଲି ସେ ଖବରଦାତାମାନଙ୍କୁ କହିଛନ୍ତି। ତେବେ ସେମାନଙ୍କ ଉଦ୍ବେଗକୁ ୟୁକ୍ରେନ୍ ଏବଂ…
ଜାଭେଦ ଅଖତର, ନସିରୁଦ୍ଦିନ ଶାହାଙ୍କ ସମେତ ୫୦ରୁ ଅଧିକ କଲେ ତାଲିବାନ ନିଷ୍ପତ୍ତିର ନିନ୍ଦା
ମୁମ୍ବାଇ,୨୪ ।୧୨: ଆଫଗାନିସ୍ତାନରେ ତାଲିବାନ ସରକାରଙ୍କ ପକ୍ଷରୁ ମହିଳାଙ୍କୁ ବିଶ୍ୱବିଦ୍ୟାଳୟ ଯିବାକୁ ବାରଣ କରାଯାଉଥିବା ନିଷ୍ପତ୍ତିକୁ ସାରା ବିଶ୍ୱରେ ବିରୋଧ କରାଯିବା ସହ ନିନ୍ଦା କରାଯାଉଛି । ଏହାକୁ ନେଇ ଭାରତରେ ବି ସ୍ୱର ଉତ୍ତୋଳନ କରାଗଲାଣି । ଏହି କ୍ରମରେ…
ଦିନକରେ ୩.୭ କୋଟି ସଂକ୍ରମିତ
ବେଜିଂ,୨୪।୧୨: ଚାଇନାରେ ଚଳିତ ସପ୍ତାହର ଗୋଟିଏ ଦିନରେ ପାଖାପାଖି ୩.୭ କୋଟି ଲୋକ କୋଭିଡ୍ ସଂକ୍ରମିତ ହୋଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏହା ବର୍ତ୍ତମାନ ସୁଦ୍ଧା ବିଶ୍ୱରେ ସର୍ବାଧିକ ସଂକ୍ରମଣ। ଡିସେମ୍ବର ମାସର ପ୍ରଥମ ୨୦ ଦିନରେ ଚାଇନା…
ତେଲ୍ଗୀଙ୍କ ଉପରେ ଓ୍ବେବ୍ସିରିଜ୍ ବନ୍ଦ ଆବେଦନ ଖାରଜ
ମୁମ୍ବାଇ,୨୪।୧୨: ଅବଦୁଲ୍ କରିମ୍ ଲାଲା ତେଲ୍ଗୀଙ୍କ ମାମଲା ଉପରେ ହଂସଲ ମେହେଟ୍ଟାଙ୍କ ସ୍କାମ୍ ୨୦୦୩ ଓ୍ବେବ୍ସିରିଜ୍ ମୁକ୍ତିଲାଭ ଉପରେ ସାମୟିକ ନିଷେଧାଜ୍ଞା ଜାରି ନିମନ୍ତେ ହୋଇଥିବା ଆବେଦନକୁ ମୁମ୍ବାଇର ଏକ ଅଦାଲତ ଶୁକ୍ରବାର ଖାରଜ କରିଦେଇଛନ୍ତି। ଏହି ଓ୍ବେବ୍ସିରିଜ୍ ସୋନିଲିଭ୍ରେ ପ୍ରସାରିତ…
୬ ଦିନ ପୂର୍ବରୁ ଶୀତ ଅଧିବେଶନ ଶେଷ
ନୂଆଦିଲ୍ଲୀ,୨୪।୧୨(ପି.ଟି.): ଚାଇନା ସହ ସୀମା ବିବାଦ ଉପରେ ଆଲୋଚନା ଲାଗି ବିରୋଧୀ ଦଳଗୁଡ଼ିକର କ୍ରମାଗତ ଦାବିକୁ ନେଇ ବାରମ୍ବାର ମୁଲତବୀ ମଧ୍ୟରେ ଧାର୍ଯ୍ୟ ସମୟର ୬ ଦିନ ପୂର୍ବରୁ ପାର୍ଲାମେଣ୍ଟର ଶୀତ ଅଧିବେଶନ ଶୁକ୍ରବାର ଶେଷ ହୋଇଛି। ୧୩ ଦିନର କାର୍ଯ୍ୟଦିବସରେ…
ବିମାନ ରାସ୍ତାରେ ବର୍ଷିଲା ବିଜୁଳି, ବିମାନର ଜରୁରୀ ଅବତରଣ
ୱାଶିଂଟନ,୨୪ ।୧୨: ଆମେରିକାର ସ୍ପିରିଟ ଏୟାର ଲାଇନ୍ସର ବିମାନ ଉପରେ ଆକାଶରୁ ବିଜୁଳି ପଡିବା ପରେ ଏହାର ଜରୁରୀ ଅବତରଣ କରାଯାଇଛି । ବିମାନଟି ଫିଲାଡେଲଫିୟାରୁ ଟେକଅପ କରି କ୍ୟାନକନ ଯାତ୍ରା କରୁଥିଲା । ଏହି ସମୟରେ ଚାଳକ ଦଳର ସଦସ୍ୟ…
ଶେଲି ଓବେରୟ ଏଏପିର ମେୟର ପ୍ରାର୍ଥୀ
ନୂଆଦିଲ୍ଲୀ,୨୪।୧୨: ଦିଲ୍ଲୀ ମହାନଗର ନିଗମ (ଏମ୍ସିଡି) ନିର୍ବାଚନରେ ଆମ୍ ଆଦ୍ମୀ ପାର୍ଟି (ଏଏପି) ବିପୁଳ ସଫଳତା ହାସଲ ପରେ ଶୁକ୍ରବାର ଶେଲି ଓବେରୟଙ୍କୁ ମେୟର ପ୍ରାର୍ଥୀ କରିଛି। ଏମ୍ସିଡି ନିର୍ବାଚନ ଜିତିଲେ ଜଣେ ମହିଳାଙ୍କୁ ମେୟର କରାଯିବ ବୋଲି ଦିଲ୍ଲୀର ଶାସକ…
ବିକିନି କିଲର୍ ମୁକ୍ତ
କାଠମାଣ୍ଡୁ,୨୪।୧୨: ‘ଦି ସର୍ପେଣ୍ଟ’ ନାମରେ କୁଖ୍ୟାତ ଫରାସୀ ସିରିଏଲ୍ କିଲର ଚାଲର୍ସ ଶୋଭରାଜ ଶୁକ୍ରବାର ନେପାଳ ଜେଲରୁ ମୁକ୍ତ ହୋଇଛନ୍ତି। ନେପାଳ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ଖଲାସ କରି ଫ୍ରାନ୍ସକୁ ପ୍ରତ୍ୟର୍ପଣ କରାଯାଇଛି। ୧୯୭୦ ଦଶକରେ ଏସିଆରେ ବହୁ ହତ୍ୟାକାଣ୍ଡର ଷଡ଼ଯନ୍ତ୍ର…
ପୋଖରୀରେ ବୁଡ଼ି ୩ ନାବାଳକ ମୃତ
ରାଜନଗର,୨୪।୧୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ସାତଭାୟା ଥଇଥାନସ୍ଥଳ ବଗପାଟିଆ ଗଁ।ରେ ଶୁକ୍ରବାର ପୋଖରୀରେ ବୁଡ଼ି ୩ ନାବାଳକଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଏବେ ବଡ଼ଦିନ ଛୁଟି ଚାଲିଛି। ପିଲାମାନଙ୍କୁ ବଣଭୋଜି…
ଅଚ୍ୟୁତଙ୍କୁ ୫୦ତମ ଡକ୍ଟରେଟ୍ ଡିଗ୍ରୀ
ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ଶିକ୍ଷା ଓ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶିକ୍ଷାବିତ୍, ସାମାଜିକ କର୍ମୀ, କିଟ୍ ଓ କିସ୍ର ପ୍ରତିଷ୍ଠାତା ତଥା କନ୍ଧମାଳ ଏମ୍ପି ଡ. ଅଚ୍ୟୁତ ସାମନ୍ତଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡି.ଲିଟ୍ ଡିଗ୍ରୀ ପ୍ରଦାନ କରାଯାଇଛି। ବିଶ୍ୱବିଦ୍ୟାଳୟର…
ଇଣ୍ଡିଆ ଗେଟ ହୋଇ ଲାଲକିଲା ଯିବ ଭାରତ ଯୋଡୋ ଯାତ୍ରା
ନୂଆଦିଲ୍ଲୀ,୨୪ ।୧୨: ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଆରମ୍ଭ କରାଯାଇଥିବା ଭାରତ ଯୋଡୋ ଯାତ୍ରା ଶନିବାର ଦିଲ୍ଲୀରେ ଜନତାଙ୍କୁ ଏକାଠି କରାଇବାକୁ ଚେଷ୍ଟା କରିବ । ଏହି ଯାତ୍ରା ଇଣ୍ଡିଆ ଗେଟ ହୋଇ ଲାଲକିଲା ଯିବାର କାର୍ଯ୍ୟକ୍ରମ ରହିଛି । କଂଗ୍ରେସର ବରିଷ୍ଠ…
Archives


