Home Left

ଚୋରଙ୍କୁ ନିର୍ଧୂମ୍‌ ଛେଚି ପୋଲିସରେ ଦେଲେ ଲୋକେ

ହିଞ୍ଜିଳିକାଟୁ,୨୪।୧୨(ଡି.ଏନ.ଏ): ବସରେ ୨ ଛାତ୍ରୀଙ୍କ ପର୍ସ ସହ ମୋବାଇଲ ଚୋରି କରି ଧରାପଡ଼ିଥିବା ଚୋରକୁ ଲୋକେ ନିର୍ଧୂମ୍‌ ଛେଚିବା ପରେ ପୋଲିସରେ ଦେଇଛନ୍ତି। ହିଞ୍ଜିଳିକାଟୁ କଲେଜର ୨ ଛାତ୍ରୀ ଶୁକ୍ରବାର ସନ୍ଧ୍ୟାରେ କଲେଜ ଓ ପରେ ଟ୍ୟୁଶନ ସାରି ହିଞ୍ଜିଳିକାଟୁ ବସଷ୍ଟାଣ୍ଡରୁ…

ଗ୍ୟାସ ଟ୍ୟାଙ୍କରରେ ଭୟଙ୍କର ବିସ୍ଫୋରଣ: ୨୦ ମୃତ

କେପ୍‌ ଟାଉନ୍‌,୨୪।୧୨: ସାଉଥ ଆଫ୍ରିକାର ବକ୍ସବର୍ଗ ସହରରେ ଶନିବାର ସକାଳେ ଏକ ଭୟଙ୍କର ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣ ଓଆର୍‌ ଟେମ୍ବୋ ମେମୋରିଆଲ ହସ୍ପିଟାଲଠାରୁ କିଛି ମିଟର ଦୂରରେ ଥିବା ହସ୍ପିଟାଲ ରୋଡରେ ଏକ ଗ୍ୟାସ ଟ୍ୟାଙ୍କରରେ ହୋଇଥିବା ଜଣାପଡ଼ିଛି। ଦୁର୍ଘଟଣାରେ…

ଅକ୍ସିଜେନ୍‌ ସିଲିଣ୍ଡର ମହଜୁଦ ରଖିବାକୁ ରାଜ୍ୟ ସ୍ବାସ୍ଥ୍ୟ ସଚିବଙ୍କୁ ଚିଠି

ନୂଆଦିଲ୍ଲୀ,୨୪।୧୨: ଚିନ୍ତା ବଢାଉଛି ନୂଆ ଭାରିଆଣ୍ଟ। ଏହାର ମୁକାବିଲା ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତତ୍ପରତା ଦେଖାଇଛି। ଏପରିକି ହସ୍ପିଟାଲରେ ଅକ୍ସିଜେନ୍‌ ସିଲିଣ୍ଡର ପ୍ରସ୍ତୁତ ରଖିବାକୁ ସବୁ ରାଜ୍ୟର ସ୍ବାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ଅତିରିକ୍ତ ସଚିବ ଲବ…

ସିନ୍‌ ରିକ୍ରିଏଶନ୍‌ କଲା କ୍ରାଇମବ୍ରାଞ୍ଚ

ବଲାଙ୍ଗୀର ଅଫିସ,୨୪ା୧୨: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସବ୍‌ଜେଲ ଭିତରେ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଶୁକ୍ରବାର ତୃତୀୟ ଦିନରେ ପହଞ୍ଚତ୍ଛି। ତୃତୀୟ ଦିନରେ କ୍ରାଇମବ୍ରାଞ୍ଚ ଟିମ୍‌ ଗୋବିନ୍ଦଙ୍କ ଆତ୍ମହତ୍ୟାର…

ଟୁଇନ୍ସ ବେବିଙ୍କୁ ଧରି ମୁମ୍ବାଇରେ ପହଞ୍ଚିଲେ ଇଶା ଅମ୍ବାନୀ: ଗ୍ରାଣ୍ଡ ଓ୍ବେଲକମ୍‌ ପାଇଁ ଏୟାରପୋର୍ଟରେ ପହଞ୍ଚିଲେ ପୁରା ପରିବାର

ମୁମ୍ବାଇ,୨୪।୧୨: ଭାରତର ସବୁଠାରୁ ଧନୀ ବ୍ୟବସାୟୀ ମୁକେଶ ଅମ୍ବାନୀ ଏବଂ ନୀତା ଅମ୍ବାନୀଙ୍କ ଝିଇ ଇଶା ଅମ୍ବାନୀ ନିକଟରେ କାଲିଫର୍ନିଆର ଲସ୍‌ ଏଞ୍ଜେଲସ୍‌ରେ ଯାଆଁଳା ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି। ବର୍ତ୍ତମାନ ଇଶା ତାଙ୍କ ଯାଆଁଳା ପିଲାଙ୍କ ସହ ପ୍ରଥମ ଥର ପାଇଁ…

ଦକ୍ଷିଣୀପାଲିରୁ ହକି ମହୋତ୍ସବର ଶୁଭାରମ୍ଭ

ସୋନପୁର,୨୪।୧୨(ନି.ପ୍ର.): ଆସନ୍ତା ଜାନୁୟାରୀ ୧୩ ତାରିଖରୁ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ୱକପ ଆରମ୍ଭ ହେବ। ବିଶ୍ୱକପ ହକିର ଆୟୋଜନରେ କେବଳ ଓଡିଶା ନୁହେଁ, ସାରା ଦେଶର ସମ୍ମାନ ଜଡିତ। ବିଶ୍ୱକପ୍‌ ହକିକୁ ସ୍ମରଣୀୟ କରିବା ପାଇଁ ସୁବର୍ଣ୍ଣପୁର ଜିଲା…

ପୁଣି ୪ ଦିନିଆ ରିମାଣ୍ଡରେ ଯିବେ ଜଗବନ୍ଧୁ

ଭୁବନେଶ୍ୱର,୨୪।୧୨(ବ୍ୟରୋ): ମହିଳା ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ସ୍ବାମୀ ଜଗବନ୍ଧୁ ଚାନ୍ଦ ପୁଣି ୪ ଦିନିଆ ରିମାଣ୍ଡରେ ଯିବେ। ଶୁକ୍ରବାର ଜଗବନ୍ଧୁଙ୍କ ୯ ଦିନିଆ ରିମାଣ୍ଡ ଅବଧି ଶେଷ ହୋଇଥିବା ବେଳେ ଇଡି ତାଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ କୋର୍ଟରେ…

ମାଣ୍ଡିଆ ପାଇଁ ସୌରାଗି ସଙ୍ଗମ ମେଳା

ଭବାନୀପାଟଣା,୨୪।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା କୃଷି ମହାବିଦ୍ୟାଳୟରେ ଗୁରୁବାର ସେଲକୋ ଫାଉଣ୍ଡେଶେନ ଏବଂ ଓଡିଶା ସରକାରଙ୍କ ମିଳିତ ଉଦ୍ୟମରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ସୌରାଗି ସଙ୍ଗମ-୨୦୨୨ ଅନୁଷ୍ଠିତ ହୋଇଯାଇଛି। ସେଲକୋ ଫାଉଣ୍ଡେଶନ ମୁଖ୍ୟ ଗୌତମ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲାପାଳ…

ମେଗା ପାନୀୟ ଜଳ ପ୍ରକଳ୍ପରୁ ସହର ବଞ୍ଚିତ ହେବା ନେଇ ଅସନ୍ତୋଷ

ବିଷମକଟକ,୨୪ା୧୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ବିଷମକଟକ ପଞ୍ଚାୟତ ସମିତି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକର ୨୧ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟା, ସଭ୍ୟ ଯୋଗ ଦେଇଥିଲେ। ବୈଠକରେ ବିଷମକଟକ ବ୍ଲକ ଅଧ୍ୟକ୍ଷା ଯଶୋଦା ହୁଇକା, ବିଡିଓ ସଦାଶିବ ନାୟକ, ବ୍ଲକ…

ଦିଲ୍ଲୀ ବିମାନବନ୍ଦରରେ ଟେଷ୍ଟିଂ ଆରମ୍ଭ

ନୂଆଦିଲ୍ଲୀ,୨୪।୧୨: ନୂଆ ଭାରିଆଣ୍ଟ ସଂକ୍ରମଣକୁ କିପରି ରୋକାଯାଇପାରିବ ସେନେଇ କେନ୍ଦ୍ର ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଗୁରୁବାର ସ୍ବାସ୍ଥ୍ୟ ମନ୍ତ୍ରାଣାଳୟ ପକ୍ଷରୁ ବିଦେଶ ଫେରନ୍ତାଙ୍କ ପାଇଁ ଗାଇଡ୍‌ଲାଇନ୍‌ ଜାରି କରାଯାଇଥିଲା। ଏପରିକି ଶନିବାରଠାରୁ ଦିଲ୍ଲୀ ଏୟାରପୋର୍ଟରେ ବିଦେଶ ଯାତ୍ରୀଙ୍କ ର଼୍ୟାଣ୍ଡମ ଟେଷ୍ଟିଂ…

ଉଦ୍ୟମ ବିଫଳ, ମିଳିତ ସହଯୋଗ ଆବଶ୍ୟକ

ସମ୍ବଲପୁର,୨୪ା୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀବେଞ୍ଚ ଦାବି ନେଇ ଆନ୍ଦୋଳନ ସମୟରେ ଡିସେମ୍ବର ୧୨ରେ କୋର୍ଟ ପରିସରରେ ଭଙ୍ଗାରୁଜା ସହ ବିଚାରପତିମାନଙ୍କୁ କୋର୍ଟରୁ ବାହାର କରିଦେବା ଭଳି ଘଟଣା ଘଟିଥିଲା। ଏହି ଘଟଣାରେ ମୋଟ ୩୮ଜଣଙ୍କୁ ଗିରଫ କରାଯାଇଛି। ଏସ୍‌ଡିଜେଏମ୍‌ ଓ…

ଜମ୍ମୁ-କଶ୍ମୀରର ଅନେକ ସ୍ଥାନରେ ଏନ୍‌ଆଇଏର ଚଢ଼ାଉ: ଟାର୍ଗେଟରେ ଆତଙ୍କବାଦୀଙ୍କ ସାହାଯ୍ୟକାରୀ

ଶ୍ରୀନଗର,୨୪।୧୨: ଆତଙ୍କବାଦୀଙ୍କ ନେଟୱାର୍କକୁ ଭାଙ୍ଗିବା ପାଇଁ ଜମ୍ମୁ-କଶ୍ମୀରର ଅନେକ ସ୍ଥାନରେ ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନ୍‌ଆଇଏ) ପକ୍ଷରୁ ଶନିବାର ଚଢ଼ାଉ କରାଯାଇଛି। ଜମ୍ମୁର କଠୁୁଆ ଜିଲାରେ ନାର୍କୋ ଟେରିରିଜମ୍‌ ଏବଂ ଟେରର ଫଣ୍ଡିଂ ମାମଲାରେ ଏହି ଚଢ଼ାଉ କରାଯାଇଥିବା ଜଣାପଡ଼ିଛି। ଯେଉଁଥିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri