ବଡ଼ବଡ଼ିଆଙ୍କୁ ଉଚ୍ଛେଦ କରିପାରୁନି ବିଏମ୍ସି
ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଭୁବନେଶ୍ୱରରେ ଅନେକ ସରକାରୀ ଜମି ଲୋକଙ୍କ କବ୍ଜାରେ ରହିଛି। ଏହା ଉପରେ ଜବରଦଖଲ କରି କେତେଜଣ ଲୋକ ବ୍ୟବସାୟ ପ୍ରତିଷ୍ଠାନ ଗଢି ଲାଭବାନ୍ ହେଉଛନ୍ତି। ତେବେ ସରକାରୀ ଜମିକୁ ଜିଏ ବିଭାଗ ବିଏମ୍ସିକୁ ହସ୍ତାନ୍ତର କରିବା ପରେ ବି ସମ୍ପୃକ୍ତ…
ଉତ୍ତର ପ୍ରଦେଶ, କର୍ନାଟକ, ମୁମ୍ବାଇରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ
ନୂଆଦିଲ୍ଲୀ,୨୩ ।୧୨: ଚାଇନାରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଏବେ ଭାରତକୁ ଏହାର ଭୟ ଫେରିଛି । ଚାଇନାରେ ଓମିକ୍ରନର ସବ ଭାରିଏଣ୍ଟ ବିଏଫ.୭ ସ୍ଥିତିକୁ ଏକବାର ବିଗାଡି ଦେଇଛି । ଏବେ ଏହି ସଂକ୍ରମଣକୁ ରୋକିବାକୁ ଭାରତ ପ୍ରସ୍ତୁତ…
ଚକ୍ମକ୍ ଧଉଳିର ଅବହେଳିତ ଐତିହ୍ୟ
ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ନୂଆ ରୂପ ପାଇଛି ଶାନ୍ତିସ୍ତୂପ। ପୀଠର ସୌନ୍ଦର୍ଯ୍ୟକରଣ ସହ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ନାନାଦି ପଦକ୍ଷେପ ଗ୍ରହଣ କରାଯାଇଛି। ଲାଇଟ୍ ଆଣ୍ଡ୍ ସାଉଣ୍ଡ୍ ଶୋ’ ଏହି ବୌଦ୍ଧ କୀର୍ତ୍ତିରାଜିର ଇତିହାସ ବଖାଣୁଛି। ହେଲେ ବଦଳିନି ଚକ୍ମକ୍ ଧଉଳିର ଅନେକ ଐତିହ୍ୟର…
ର୍ୟୁମର୍ଡ ବୟଫ୍ରେଣ୍ଡଙ୍କ ସହ ନଜର ଆସିଲେ ଦିଶା
ମୁମ୍ବାଇ: ବଲିଉଡ କୁଇନ ଦିଶା ପାଟନିଙ୍କୁ ତାଙ୍କ ର୍ୟୁମର୍ଡ ବୟଫ୍ରେଣ୍ଡ ଆଲେକଜାଣ୍ଡର ଏଲେକ୍ସଙ୍କ ସହ ଏକ ପାର୍ଟିରେ ସ୍ପଟ କରାଯାଇଛି । ଦିଶା ଏମିତି ଜଣେ ଅଭିନେତ୍ରୀ ଯିଏ ନିଜ ପ୍ରଫେସନାଲ ଫ୍ରଣ୍ଟ ଅପେକ୍ଷା ପର୍ସନାଲ ଲାଇଫକୁ ନେଇ ଅଧିକ ଚର୍ଚ୍ଚାରେ…
ଆବାସ ଯୋଜନାରୁ ବଞ୍ଚିତ ପୁଷ୍ପଲତା
ବୋଲଗଡ଼,୨୩ା୧୨(ଡି.ଏନ୍.ଏ.): ବୋଲଗଡ଼ ବ୍ଲକ ଖଙ୍ଗୁରିଆ ଗ୍ରାମରେ ଆବାସ ଯୋଜନାରେ ଚଞ୍ଚକତା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଚାଳ ଛପର ଘରେ ପରିବାର ସହ ବାସ କରୁଥିବା ୩୭ଜଣ ବିପିଏଲ ହିତାଧିକାରୀଙ୍କ ନାମ ପୂର୍ବରୁ ଆବାସ ଯୋଜନା ତାଲିକାରେ ରହିଥିବା ବେଳେ ଚଳିତ…
ଚାଇନାରେ କରୋନା ବିସ୍ଫୋରଣକୁ ଦେଖି ଡରିଗଲାଣି ଆମେରିକା
ୱାଶିଂଟନ,୨୩ ।୧୨: ଚାଇନାରେ କରୋନା ସଂକ୍ରମଣ ବେଳକୁ ବେଳ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଦେଖି ଆମେରିକା ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କନ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ସରକାରଙ୍କୁ କୋଭିଡ ସମ୍ପର୍କିତ ସମସ୍ତ ଡାଟା ଶେୟାର କରିବାକୁ ଅନୁରୋଧ…
ଚଢ଼ାଉ ସତ୍ତ୍ୱେ ବଢୁଛି ନିଶା କାରବାର
ଖୋର୍ଦ୍ଧା ଅଫିସ,୨୩ା୧୨: ଖୋର୍ଦ୍ଧାରେ ବ୍ରାଉନସୁଗାର କାରବାର ବଢ଼ିଚାଲିଛି। କ୍ରାଇମବ୍ରାଞ୍ଚର ଏସ୍ଟିଏଫ୍, ଅବକାରୀ, ଅବକାରୀ ଗୁଇନ୍ଦା, ଫ୍ଲାଇଙ୍ଗ ସ୍କ୍ବାଡ୍ ଏବଂ ପୋଲିସର ବାରମ୍ବାର ଚଢ଼ାଉ ସତ୍ତ୍ୱେ ଏହି କାରବାର ଥମୁନାହିଁ। କୋଲକାତା, ବାଲେଶ୍ୱର ଓ ଜଳେଶ୍ୱରରୁ ବିଭିନ୍ନ ଗଳାବାଟ ଦେଇ ଖୋର୍ଦ୍ଧାରେ ବ୍ରାଉନସୁଗାର…
୫୦୪ ଗୋରୁ ଲମ୍ଫି ରୋଗରେ ଆକ୍ରାନ୍ତ
ସାକ୍ଷୀଗୋପାଳ,୨୩।୧୨ (ସ୍ବ.ପ୍ର./ଡି.ଏନ୍.ଏ.): ଦେଶର କେତୋଟି ସ୍ଥାନରେ ଗୋରୁଙ୍କୁ ଲମ୍ଫି ରୋଗ ହୋଇଥିବାବେଳେ ଏବେ ତାହା ଓଡ଼ିଶାର ବିଭିନ୍ନ ଅଞ୍ଚଳକୁ ଡେଇଁଲାଣି। ଏହି ଲମ୍ଫି ରୋଗ ଦ୍ୱାରା ଗୋରୁଙ୍କ ମୃତ୍ୟୁ ହେଉଥିବାରୁ ସେମାନଙ୍କ ସୁରକ୍ଷା ପାଇଁ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟିକାକରଣ…
ପଦରୁ ହଟିଲେ ଇମ୍ରାନଙ୍କ ନିକଟତର ପଞ୍ଜାବ ପ୍ରଦେଶର ମୁଖ୍ୟମନ୍ତ୍ରୀ ପରଭେଜ ଇଲାହି
ଇସଲାମାବାଦ,୨୩ ।୧୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ନିକଟତମ ତଥା ପଞ୍ଜାବ ପ୍ରାନ୍ତର ମୁଖ୍ୟମନ୍ତ୍ରୀ ଚୌଧୁରୀ ପରଭେଜ ଇଲାହିଙ୍କ ଉପରେ ଖଣ୍ଡା ଝୁଲିଛି । ରାଜ୍ୟପାଳ ବଲିଗୁର ରହମାନ ଶୁକ୍ରବାର ତାଙ୍କୁ ବିଶ୍ୱାସ ମତ ହାସଲ କରିବାକୁ ଆଦେଶ ପାଳନ…
ଓଡ଼ିଶା ବାଳିକାଙ୍କୁ ରୌପ୍ୟ
ଭୁବନେଶ୍ୱର, ୨୩।୧୨(ସ୍ପୋଟର୍ସ ବ୍ୟୁରୋ):ଜାତୀୟ ସବ୍ଜୁନିୟର ମହିଳା ରଗ୍ବୀ ଚାମ୍ପିୟନଶିପରେ ଓଡ଼ିଶା ବାଳିକା ଦଳକୁ ମିଳିଛି ରୌପ୍ୟ ପଦକ। ଗୁଜରାଟରେ ଅନୁଷ୍ଠିତ ଏହି ଟୁର୍ନାମେଣ୍ଟ ଗୁରୁବାର ଉଦ୍ଯାପିତ ହୋଇଥିଲା। ଫାଇନାଲରେ ଓଡ଼ିଶା ବାଳିକା ଦଳ ବିହାର ନିକଟରୁ ୨୦-୦ରେ ପରାଜିତ ହୋଇ ରୌପ୍ୟ…
ସଜେଇ ହେଉଛି ତାଳବଣିଆ ପଡ଼ିଆ
ପୁରୀ ଅଫିସ,୨୩ା୧୨: ଚଳିତ ମାସ ୨୬ ତାରିଖରେ ବିଜୁ ଜନତା ଦଳ (ବିଜେଡି) ୨୫ ବର୍ଷରେ ପଦାର୍ପଣ କରିବାକୁ ଯାଉଛି। ୨୦୨୪ରେ ସାଧାରଣ ନିର୍ବାଚନ ଥିବାରୁ ବିଜେଡି ତା’ର ରୌପ୍ୟ ଜୟନ୍ତୀ ଉତ୍ସବ ପୁରୀରେ ଆୟୋଜନ କରି ମହାପ୍ରଭୁଙ୍କ ଆଶୀର୍ବାଦ ନେଇ…
ଶ୍ରୀମନ୍ଦିରରେ ହୋଇପାରୁନି ସ୍ବତନ୍ତ୍ର ର଼୍ୟାମ୍ପ
ପୁରୀ ଅଫିସ,୨୩ା୧୨: ଦିବ୍ୟାଙ୍ଗ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବାରେ ହଇରାଣ ହେଉଛନ୍ତି। ତେଣୁ ସେମାନଙ୍କ ନିମନ୍ତେ ସ୍ବତନ୍ତ୍ର ର଼୍ୟାମ୍ପ ବ୍ୟବସ୍ଥା କରାଯିବାକୁ ସାଧାରଣରେ ଦାବି ହେବା ପରେ ଉତ୍ତରଦ୍ୱାର ନିକଟରେ ଏହି ବ୍ୟବସ୍ଥା କରାଯିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…
Archives


