ଭୟଙ୍କର ବିସ୍ଫୋରଣ: ଉଡ଼ିଗଲା ଛାତ, ଚାଲିଗଲା ଜଣଙ୍କ ଜୀବନ
କଟକ,୧୮।୧: କଟକ ସଦର ଥାନା ଖଲର୍ଦ୍ଦା ଗାଁରେ ରବିବାର ଏକ ଅଘଟଣ ଘଟିଛି। ବେଆଇନ ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ ଘଟି ଜଣଙ୍କ ମୃତ୍ୟୁ ଘଟିଛି। ବାଣ ଭିଡୁଥିବା ବେଳେ ଏହି ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ମୃତକ ସ୍ଥାନୀୟ ଗାଁର…
ଅନ୍ୟ ଜିଲା ଠିକାଦାରଙ୍କୁ ଦୃଢ଼ ବିରୋଧ, ଟେଣ୍ଡର ପକାଇଲେ…
କେସିଙ୍ଗା,୧୮ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଠିକାଦାର କଣ୍ଟ୍ରାକ୍ଟର ଆସୋସିଏଶନର ଜିଲା ସଭାପତି ଜଗଦୀଶ ମଣ୍ଡଳଙ୍କ ସଭାପତିତ୍ୱରେ ଜିଲାସ୍ତରୀୟ ଠିକାଦାର ସଂଘର ଏକ ସାଧାରଣ ବୈଠକ କେସିଙ୍ଗା ସହରସ୍ଥିତ ଏକ ହୋଟେଲ୍ରେ ରବିବାର ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତଥି ଭାବେ ଜିଲା ସଭାପତି…
କ୍ରେଡିଟ୍ କାର୍ଡ ବ୍ୟବହାର କରୁଛନ୍ତି କି? ଜାଣନ୍ତୁ କେମିତି କଟିଥାଏ ସୁଧ, ନଚେତ୍ ଫସିଯିବେ ଋଣ ଜାଲରେ
ମୁମ୍ବାଇ,୧୮ା୧: ଆଜିକାଲିର ବ୍ୟସ୍ତବହୁଳ ଜୀବନଶୈଳୀରେ କ୍ରେଡିଟ୍ କାର୍ଡ ଏକ ଅପରିହାର୍ଯ୍ୟ ଅଙ୍ଗ ପାଲଟିଛି। ସହଜ ପେମେଣ୍ଟ ସୁବିଧା ଯୋଗୁଁ ଲୋକେ ଏହାକୁ ବହୁଳ ଭାବେ ବ୍ୟବହାର କରୁଛନ୍ତି। କିନ୍ତୁ ଏହି ସୁବିଧା ପଛରେ ଲୁଚି ରହିଥିବା ‘ସୁଧାର ଚକ୍ରବ୍ୟୁହ’କୁ ନ ବୁଝିଲେ…
କଣ୍ଡୋମ୍ ଉପରେ ନୂଆ ଟ୍ୟାକ୍ସ ଲଗାଇଛି ଚାଇନା: ବଢିବ କି ଦେଶରେ ହ୍ରାସ ପାଉଥିବା ପ୍ରଜନନ ହାର ?
ନୂଆଦିଲ୍ଲୀ,୧୮ା୧: ଚାଇନା ବହୁ ବର୍ଷ ପୂର୍ବରୁ ଏକ ସନ୍ତାନ ନୀତି ପ୍ରଚଳନ କରିଥିଲା। କିନ୍ତୁ ସେତେବେଳେ ବହୁତ କମ୍ ଲୋକ ଜାଣିଥିଲେ ଯେ ଏହା ନିଜର କବର ଖୋଳୁଛି। ଏକଦା ସବୁଠାରୁ ଜନସଂଖ୍ୟା ବିଶିଷ୍ଟ ଦେଶ, ଚାଇନା ଏବେ ବିଶ୍ୱର ସବୁଠାରୁ…
ଘୁମୁସର ବନଖଣ୍ଡରେ ପ୍ରଥମଥର ଦେଖିବାକୁ ମିଳିଲା ବିଦେଶାଗତ ପକ୍ଷୀ, ଗତବର୍ଷ ଅପେକ୍ଷା ଏଥର…
ଭଞ୍ଜନଗର,୧୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ରବିବାର ପକ୍ଷୀ ଗଣନା ହୋଇଛି। ଏଥିରେ କଲେଜ ଛାତ୍ରୀଛାତ୍ର, ସ୍ବେଚ୍ଛାସେବୀ, ବନ ସୁରକ୍ଷା ସମିତି କର୍ମକର୍ତ୍ତାଙ୍କ ସମେତ ବନ ବିଭାଗ କର୍ମଚାରୀ ସାମିଲ ହୋଇଥିଲେ। ଏନେଇ ୩୮ଟି ଟିମ୍ ଗଠନ…
୮୦ ମିନିଟ ପର୍ଯ୍ୟନ୍ତ କାର ଉପରେ ଟର୍ଚ୍ଚ ଲାଇଟ ଜଳାଇ ଚିତ୍କାର କରୁଥିଲେ ସଫ୍ଟୱେର୍ ଇଞ୍ଜିନିୟର, ହେଲେ ନାଚାର ଥିଲେ ପିତା
ନୋଏଡା,୧୮।୧: ନୋଏଡାର ସେକ୍ଟର ୧୫୦ ଅଞ୍ଚଳରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ୨୭ ବର୍ଷୀୟ ସଫ୍ଟୱେର୍ ଇଞ୍ଜିନିୟର ଯୁବରାଜ ମେହେଟ୍ଟାଙ୍କ ମୃତ୍ୟୁ ଘଟିଛି। ଘନ କୁହୁଡ଼ି ଯୋଗୁ ତାଙ୍କ କାର ନିର୍ମାଣାଧୀନ ଏକ ମଲର ପାଣିରେ ବୁଡ଼ି ରହିଥିବା ବେସମେଣ୍ଟରେ ପଡ଼ିଗଲା। ସ୍ଥାନୀୟ…
ଗ୍ୟାସ ଡିଲରଙ୍କ ମନମାନି? ଡେଲିଭରି ପାଇଁ ନେଉଛନ୍ତି ଅତିରିକ୍ତ ଟଙ୍କା? ଏଭଳି ଅଭିଯୋଗ କଲେ ଫସିବେ…
ନୂଆଦିଲ୍ଲୀ,୧୮।୧: ଅନେକ ସମୟରେ ଏଲପିଜି ଗ୍ୟାସ୍ ସିଲିଣ୍ଡରର ଡେଲିଭରି ଚାର୍ଜ, ଅତିରିକ୍ତ ଟଙ୍କା ଆଦାୟ କିମ୍ବା ଖରାପ ବ୍ୟବହାରକୁ ନେଇ ଡିଷ୍ଟ୍ରିବ୍ୟୁଟର ଓ ଡେଲିଭରି ଏଜେନ୍ସିମାନେ ନିଜର ମନମାନି କରନ୍ତି। ଘରକୁ ସିଲିଣ୍ଡର ପହଞ୍ଚାଇବା ନାଁରେ ୨୦ରୁ ୫୦ ଟଙ୍କା ପର୍ଯ୍ୟନ୍ତ…
ଶୌଚ ପାଇଁ ଯାଇ ନିଖୋଜ ଥିଲେ ମହିଳା, ଜଙ୍ଗଲରେ ଝୁଲନ୍ତା…
ଆନନ୍ଦପୁର,୧୮ା୧:(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ବିରିଡିହା ଗ୍ରାମର ମହିଳା ନଦୀକୁ ଶୌଚ ହେବାପାଇଁ ଯାଇ ନିଖୋଜ ଥିବା ବେଳେ ରବିବାର ତାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି । ସୂଚନା ଅନୁସାରେ, କେନ୍ଦୁଝର ଜିଲା ଆନନ୍ଦପୁର ଥାନା…
ରାଉରକେଲା ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରର ଜଣଙ୍କୁ ମିଳିବ ଚାକିରି, ୫ ମାସ ଯାଏ ସମସ୍ତ…
ରାଉରକେଲା,୧୮ା୧: ରାଉରକେଲା ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ସୁଶାନ୍ତ କୁମାର ବିଶ୍ୱାଳଙ୍କ ପରିବାରର ଜଣଙ୍କୁ ନିଯୁକ୍ତି ମିଳିବ। ଏନେଇ ଇଣ୍ଡିଆ ଓ୍ବାନ୍ ଏୟାର ସିଇଓ ପ୍ରେମ କୁମାର ଗର୍ଗ ଘୋଷଣା କରିଛନ୍ତି। ସେ କହିଛନ୍ତି, ସୁଶାନ୍ତଙ୍କ ପରିବାରର ଜଣଙ୍କୁ ଇଣ୍ଡିଆ ଓ୍ବାନ୍…
BSNLର ଜବରଦସ୍ତ ପ୍ଲାନ, ୪୦୦ରୁ କମ୍ ଟଙ୍କାରେ ମିଳିବ…
ନୂଆଦିଲ୍ଲୀ,୧୮ା୧: ଭାରତ ସଞ୍ଚାର ନିଗମ ଲିମିଟେଡ୍ (BSNL) ତାର ଗ୍ରାହକମାନଙ୍କୁ ଏକ ଖୁସି ଖବର ଦେଇଛି । BSNL X ରେ ତାର ଅଫିସିଆଲ୍ ସୋସିଆଲ ମିଡିଆ ଆକାଉଣ୍ଟ ମାଧ୍ୟମରେ ଏହି ଅପଡେଟ୍ ଘୋଷଣା କରିଛି । ରାଷ୍ଟ୍ରାୟତ୍ତ ଟେଲିକମ୍ ସେବା…
ଗଞ୍ଜାମରେ ED ଚଢ଼ାଉ ଘଟଣା: ଅନେକ ଆପରାଧିକ କାଗଜପତ୍ର ସହ ଗୁରୁତ୍ୱପୂର୍ଣ୍ଣ ସମ୍ପତ୍ତି ରେକର୍ଡ, ଖଣି ଲିଜ୍ ଚୁକ୍ତିନାମା ସହ…
ବ୍ରହ୍ମପୁର,୧୮ା୧(ସୁବାସ ଚନ୍ଦ୍ର ପାଢ଼ୀ): ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ଭୁବନେଶ୍ୱର ଜୋନାଲ ଅଫିସ୍ ପିଏମ୍ଏଲ୍ଏ, ୨୦୦୨ ର ବ୍ୟବସ୍ଥା ଅନୁଯାୟୀ, ଗଞ୍ଜାମ ଜିଲାର ୨୫ରୁ ଅଧିକ ସ୍ଥାନରେ ଏକ ବ୍ୟାପକ ଚଢ଼ାଉ ଅଭିଯାନ ଚଳାଇଥିଲା। ୬ଟି ରାଜ୍ୟର ୧୭୫ରୁ ଅଧିକ ଅଧିକାରୀ ବେଆଇନ ବାଲି…
କୁହୁଡ଼ି ପାଇଁ ଭୟଙ୍କର ଦୁର୍ଘଟଣା… NHରେ ୪୦ ଗାଡ଼ି ପଛକୁ ପଛ ପିଟିହୋଇ ୫୦…
ଲକ୍ଷ୍ନୌ,୧୮ା୧: ଉତ୍ତର ପ୍ରଦେଶରେ ଶୀତ ଲହରୀ ଜାରି ରହିଛି । ଘନ କୁହୁଡ଼ି ଯୋଗୁଁ ସକାଳୁ ଅନେକ ଜିଲାରେ ଦୃଶ୍ୟମାନତା ହ୍ରାସ ପାଇଥିଲା। କୁହୁଡ଼ି ଯୋଗୁଁ ଉତ୍ତର ପ୍ରଦେଶର ଅନେକ ଜିଲ୍ଲାରେ ସଡ଼କ ଦୁର୍ଘଟଣା ଘଟୁଛି। ଗାଜିଆବାଦ, ମୋରାଦାବାଦ, ବାରବାଙ୍କି, ବରେଲି,…
Archives


