Home Left

ଆମେରିକାରେ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କ ପିଲାଙ୍କୁ ଗାଳିଗୁଲଜ କଲେ ଖଲିସ୍ତାନ ସମର୍ଥକ

ନ୍ୟୁୟର୍କ,୩୦।୩: ଭାରତ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ଖଲିସ୍ତାନ ସମର୍ଥକମାନେ ଆମେରିକାରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ଙ୍କ ପିଲାମାନଙ୍କୁ ଗାଳିଗୁଲଜ କରିବା ସହ ହଇରାଣ କରିବାକୁ ଯୋଜନା କରୁଛନ୍ତି। ଖଲିସ୍ତାନର ସମର୍ଥକମାନେ ଏବେ ଲଜ୍ଜାଜନକ କାର୍ଯ୍ୟ କରିଛନ୍ତି। ସେ କେବଳ ପଞ୍ଜାବର…

ୟୁକ୍ରେନ ଯୁଦ୍ଧ ପରେ ବିଶ୍ୱ ଶିଖିଲା ଶକ୍ତି କ୍ଷେତ୍ରରେ ଆତ୍ମନିର୍ଭଶୀଳତା ଜରୁରୀ: ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୩୦।୩: ୟୁକ୍ରେନ୍‌ ଯୁଦ୍ଧ ପରେ ସମଗ୍ର ବିଶ୍ୱ ବୁଝିଛି, ଦେଶ ଯେତେ ବଡ଼ ଏବଂ ବିକଶିତ ହେଲେ ମଧ୍ୟ ଏହାର କୌଣସି ଫରକ ପଡ଼ିବ ନାହିଁ। ଯଦି ଶକ୍ତି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ନୁହେଁ, ତେବେ ଏହାର ବିକାଶରେ ବାଧା ସୃଷ୍ଟି ହୋଇପାରେ…

ଚଣ୍ଡିତାଳରୁ ୧୦୦୦ ବର୍ଷର କୂଅ ଠାବ

ଭୁବନେଶ୍ୱର,୩୦।୩(ବ୍ୟୁରୋ): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ଚଣ୍ଡିତାଳ ଗ୍ରାମରୁ ଠାବ ହୋଇଛି ଏକ ପ୍ରାଚୀନ କୂଅ। ଐତିହ୍ୟ ଓ ସଂସ୍କୃତି ଗବେଷଣା ସଂସ୍ଥା ଇଣ୍ଡିଆନ ନ୍ୟାଶନାଲ ଟ୍ରଷ୍ଟ ଫର୍‌ ଆର୍ଟ ଆଣ୍ଡ କଲଚର ହେରିଟେଜ (ଇନ୍‌ଟାକ୍‌)ର ସଦସ୍ୟମାନେ ଏହି ପ୍ରାଚୀନ…

ଆଜିଠୁ ଓଡ଼ଗାଁରେ ଶ୍ରୀରାମ ନବମୀ ଯାତ୍ରା

ଓଡ଼ଗାଁ,୩୦ା୩(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁରେ ବିଜେ ଶ୍ରୀରଘୁନାଥଜୀଉଙ୍କ ପ୍ରସିଦ୍ଧ ଶ୍ରୀରାମ ନବମୀ ଯାତ୍ରା ଗୁରୁବାରଠାରୁ ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ ମନ୍ଦିର ପ୍ରଶାସନ ଓ ସ୍ଥାନୀୟ ବାସିନ୍ଦା ସମସ୍ତ ପ୍ରସ୍ତୁତି ଶେଷ କରିଛନ୍ତି। ରାଧାକାନ୍ତ ମଠଠାରୁ…

ମୋଦିଙ୍କ ଫଟୋ ନିକଟରେ ହୃଦୟର କଥା କହିଲେ କୃଷକ

ବେଙ୍ଗାଲୁରୁ,୩୦।୩: କର୍ନାଟକର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଜଣେ କୃଷକ ବସ୍‌ରେ ଲାଗିଥିବା ପ୍ରଧାନମନ୍ତ୍ରୀ ମୋଦିଙ୍କ ଫଟୋ ସହିତ କଥାବାର୍ତ୍ତା କରୁଥିବା ଦେଖିବାକୁ ମିଳିଛି। କୃଷକ ଜଣଙ୍କ ମୋଦିଙ୍କୁ ବହୁତ ପ୍ରଶଂସା କରିଥିଲେ ଏବଂ ଫଟୋକୁ ଚୁମ୍ବନ…

ଦିଗହରା ହେଉଛି ଖଣ୍ଡପଡ଼ାର ବିକାଶ

ଖଣ୍ଡପଡ଼ା,୩୦ା୩(ସ୍ବ.ପ୍ର.): ଦୀର୍ଘଦିନ ପରେ ନୟାଗଡ଼ ଜିଲା ଖଣ୍ଡପଡ଼ା ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ବିଭିନ୍ନ ପ୍ରକଳ୍ପ ହାତକୁ ନିଆଯାଇଛି। ଏଥିପାଇଁ ବ୍ୟୟ ବରାଦ ସହିତ ଆବଶ୍ୟକ ଅର୍ଥ ମଞ୍ଜୁର ହୋଇଛି। ହେଲେ ସେହି କାମର ସ୍ବଚ୍ଛତା…

ୟୁପିଏ ସରକାର ଅମଳରେ ମୋଦିଙ୍କୁ ଫସାଇବାକୁ ସିବିଆଇ ପକାଇଥିଲା ଚାପ: ଅମିତ ଶାହା

ନୂଆଦିଲ୍ଲୀ,୩୦ା୩: କେନ୍ଦ୍ରର ମୋଦି ସରକାର ସିବିଆଇ ଏବଂ ଇଡିକୁ ହାତମୁଠାରେ ରଖିଥିବା ଅଭିଯୋଗ କରୁଛନ୍ତି ବିରୋଧୀ। ଏନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ, କଂଗ୍ରେସ ନେତୃତ୍ୱାଧୀନ ୟୁପିଏ ସରକାର ସମୟରେ ଗୁଜରାଟରେ ହୋଇଥିବା ନକଲି ଏନ୍‌କାଉଣ୍ଟର ମାମଲାରେ…

୨୨୧ବର୍ଷରେ କାଷ୍ଠମୁଖାଧାରୀ ରାମଲୀଳା

ନୟାଗଡ଼ ଅଫିସ/ ଦଶପଲ୍ଲା,୩୦।୩(ଡି.ଏନ.ଏ.): ଗୁରୁବାର ରାମନବମୀରୁ ଆରମ୍ଭ ହେଉଛି ଭାରତ ପ୍ରସିଦ୍ଧ ଲଙ୍କାପୋଡ଼ି ଯାତ୍ରା। ରାମାୟଣର ବିଭିନ୍ନ ପ୍ରସଙ୍ଗକୁ ନେଇ ୧୪ଦିନ ଧରି ଏହା ମଙ୍ଗଳରାତି ବୁଧ ପାହାନ୍ତିରେ ରାବଣ ବଧ ପରେ ଲଙ୍କାପୋଡି ଯାତ୍ରା ଉଦ୍‌ଯାପିତ ହେବ। ୧୮୦୨ରୁ ଏହି…

ଫିଲିପିନ୍ସରେ ବଡ ଦୁର୍ଘଟଣା: ୨୫୦ ଲୋକଙ୍କୁ ନେଇ ଯାଉଥିବା ଫେରିଲେ ଲାଗିଲା ନିଆଁ ଜୀବନ୍ତ ଜଳିଗଲେ ଲୋକେ

ମାନିଲା,୩୦ ।୩: ଦକ୍ଷିଣ-ପୂର୍ବ ଏସିଆ ଦେଶ ଫିଲିପିନ୍ସରେ ଗୁରୁବାର ଏକ ବଡ ଦୁର୍ଘଟଣା ହୋଇଛି । ଏଠାରେ ୨୫୦ ଲୋକଙ୍କୁ ନେଇ ଯାଉଥିବା ଏକ ଫେରିରେ ନିଆଁ ଲାଗିଯାଇଛି । ଏଥିରେ ଅନେକ ଲୋକ ଜୀବନ୍ତ ଜଳିଯାଇଥିବା ସୂଚନା ମିଳିଛି ।…

ଶ୍ରମିକଙ୍କ ମୃତ୍ୟୁକୁ ନେଇ ଏନ୍‌ଏଚ୍‌ଆର୍‌ସିରେ ମାମଲା: ଏପ୍ରିଲ ସୁଦ୍ଧା ରିପୋର୍ଟ ପ୍ରଦାନ ପାଇଁ ଏସ୍‌ପିଙ୍କୁ ନିର୍ଦ୍ଦେଶ

କେନ୍ଦ୍ରାପଡ଼ା ଅଫିସ,୩୦ା୩: ଭାରତୀୟ ତୈଳ ନିଗମର ପାରାଦୀପ-ହଳଦିଆ ପାଇପ୍‌ ଲାଇନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା ଅଧୀନ ଗଗୁଆସ୍ଥିତ କାର୍ଯ୍ୟାଳୟ ପରିସରରେ ୨୦୨୧ ଜାନୁୟାରୀ ୫ରେ କାର୍ଯ୍ୟରତ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ଧରିତ୍ରୀରେ ବିସ୍ତୁତ ଭାବେ…

ରାହୁଲଙ୍କ ସଦସ୍ୟତା ରଦ୍ଦ ମାମଲା: ପ୍ରତିକ୍ରିୟା ପ୍ରକାଶ କଲା ଜର୍ମାନୀ

ବର୍ଲିନ୍‌/ନୂଆଦିଲ୍ଲୀ,୩୦।୩: ରାହୁଲ ଗାନ୍ଧୀଙ୍କ ସଂସଦର ସଦସ୍ୟତା ବାତିଲ ଉପରେ ଜର୍ମାନୀ ପ୍ରତିକ୍ରିୟା ପ୍ରକାଶ କରିଛି। ଜର୍ମାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର କହିଛନ୍ତି ଯେ, ରାହୁଲଙ୍କ ବିରୋଧରେ ନିଆଯାଇଥିବା କୌଣସି କାର୍ଯ୍ୟ ନ୍ୟାୟିକ ସ୍ବାଧୀନତା ମଧ୍ୟରେ ଏବଂ ତାଙ୍କର ମୌଳିକ ଅଧିକାରକୁ ଦୃଷ୍ଟିରେ…

ଠିକାଦାର ଶ୍ରମ ଆଇନ ମାନିନାହାନ୍ତି

ଜଗତ୍‌ସିଂହପୁର ଅଫିସ,୩୦ା୩: ସ୍ଥାନୀୟ ଏସ୍‌ଭିଏମ୍‌ ସ୍ବୟଂଶାସିତ ମହାବିଦ୍ୟାଳୟ ପାର୍ଶ୍ୱ ଜମିରେ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ କାମ ଚାଲିଛି। ବିଲ୍ଡିଂ ପାର୍ଶ୍ୱରେ ବନ୍ଧା ଯାଇଥିବା ବାଉଁଶଭାରା ଭୁଶୁଡ଼ି ପଡ଼ିବାରୁ େସେଠାରେ କାମ କରୁଥିବା ପଶ୍ଚିମବଙ୍ଗର ୩ ଶ୍ରମିକ ତଳେ ପଡ଼ି ଆହତ ହୋଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?