Home Left

ଶୀତରେ ଥରୁଛି ଜି.ଉଦୟଗିରି, ତାପମାତ୍ରା ରହିଛି…

ଜି.ଉଦୟଗିରି,୨୩ା୧୨(ଡି.ଏନ୍‌.ଏ.): ଜି.ଉଦୟଗିରି ସହରରେ ଏକ ସପ୍ତାହ ହେବ ଶୀତର ଲହରି ଜାରିରହିଛି। ଶୁକ୍ରବାର ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ସୋମବାର ୫ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଶୁକ୍ରବାର ମଧ୍ୟ ତାପମାତ୍ରା ୫ ଡିଗ୍ରୀ ସେଲସିୟସ ରହିଛି…

‘ଓଡ଼ିଶାର ପିଲାମାନେ କାହାଠାରୁ କମ୍‌ ନୁହନ୍ତି’

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ପ୍ରତିଯୋଗିତାମୂଳକ ମନୋଭାବ ନେଇ ଆଗକୁ ବଢ଼, ଜୀବନରେ ପ୍ରତିଷ୍ଠା ଲାଭ କର, ମୋ’ ଆଶୀର୍ବାଦ ତୁମ ସାଥୀରେ ରହିଛି ବୋଲି ଶୁକ୍ରବାର ସର୍ଗିଫୁଲ ମହୋତ୍ସବର ଉଦ୍‌ଯାପନ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଏସ୍‌ସିଏସ୍‌ଟି ଉନ୍ନୟନ ବିଭାଗ ଅନ୍ତର୍ଗତ ବିଦ୍ୟାଳୟ…

ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କୁ ଅପହରଣ ପରେ ହତ୍ୟା

ମିରଟ୍‌,୨୩ା୧୨: ଉତ୍ତରପ୍ରଦେଶର ବାଗପତ୍‌ ଜିଲାର କେକାଡା ଅଧୀନ ଫଖରପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬ ବର୍ଷର ଶୁଶୁଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ଦାଦା ଏବଂ ତାଙ୍କର ୨ ସହଯୋଗୀ ଅପହରଣ କରି ହତ୍ୟା କରିଥିବା ଜଣାପଡ଼ିଛି। ଦ୍ୱିତୀୟ…

ଆମେରିକାରେ ତୁଷାରପାତ: ବିମାନ ଚଳାଚଳ ବାତିଲ

ୱାଶିଂଟନ,୨୩।୧୨: ଖ୍ରୀଷ୍ଟମାସ ପୂର୍ବରୁ ପ୍ରବଳ ତୁଷାରପାତ ସାଙ୍ଗକୁ ସର୍ବନିମ୍ନ ତାପମାତ୍ରା ଯୋଗୁ ଗୁରୁବାର ଯୁକ୍ତରାଷ୍ଟ୍ର ଆମେରିକାରେ ବିମାନ ଚଳାଚଳ ବାତିଲ କରାଯାଇଥିବା ସୂଚନା ମିଳିଛି। ଏପରିକି ବସ୍‌ ଏବଂ ଟ୍ରେନ ଚଳାଚଳରେ ମଧ୍ୟ ବାଧା ସୃଷ୍ଟି ହୋଇଛି। ବିମାନ ଚଳାଚଳ ବାତିଲ…

ଦେଶରେ ଆଜି ୧୬୩ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୩।୧୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬୩ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା…

ହକି ବିଶ୍ୱକପ୍‌: ୧୮ ଜଣିଆ ଟିମ୍‌ ଘୋଷଣା, ହରମନ୍‌ପ୍ରୀତ ସିଂଙ୍କୁ ଅଧିନାୟକ ଦାୟିତ୍ୱ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀ ୧୩ ତାରିଖରୁ ଆରମ୍ଭ ହେବାକୁ ଯାଉଛି ହକି ବିଶ୍ୱକପ୍‌। ଏହାପୂର୍ବରୁ ହକି ଇଣ୍ଡିଆ ଶୁକ୍ରବାର ୧୮ ଜଣିଆ ଟିମ୍‌ ଘୋଷଣା କରିଛି। ହରମନ୍‌ପ୍ରୀତ ସିଂଙ୍କୁ ଟିମ୍‌ ଇଣ୍ଡିଆର ଅଧିନାୟକ ଭାବେ ଦାୟିତ୍ୱ ଦିଆଯାଇଥିବା ବେଳେ ଅମିତ ରୋହିତ…

୨୪ରୁ ଗୋପାଳପୁର ବେଳାଭୂମି ମହୋତ୍ସବ: ଟ୍ରାଫିକ୍‌ ମ୍ୟାପ୍‌ ଜାରି କଲା ପ୍ରଶାସନ

ଛତ୍ରପୁର,୨୩ା୧୨(ଡି.ଏନ୍‌.ଏ.): ଚଳିତ ମାସ ୨୪ରୁ ୨୮ ତାରିଖ ପର୍ଯ୍ୟନ୍ତ ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମି ମହୋତ୍ସବ ଅନୁଷ୍ଠିତ ହେବ। ଦର୍ଶକ କିଭଳି ଶାନ୍ତିଶୃଙ୍ଖଳାର ସହିତ ବିନା ଦ୍ବିଧାରେ ଗୋପାଳପୁରକୁ ଆସି ମନୋରଞ୍ଜନର ମଜା ନେବେ ସେନେଇ ଜିଲା ପ୍ରଶାସନ ଦ୍ୱାରା ସମସ୍ତ…

ଭାବି ଦିଅରଙ୍କ ସହ ଡିଜେର ତାଳେ ତାଳେ ନାଚିଲେ କନ୍ୟା, ଭିଡିଓ ଦେଖିଲେ…

ବିବାହ ସମୟରେ ଯଦି ଡିଜେ ତାଳେ ତାଳେ ବରଯାତ୍ରୀ ଡ୍ୟାନ୍ସ ନ କରିଲେ ତେବେ ବାହାଘରର ମଜା ଆସି ନ ଥାଏ। ଏହି ମଜା ଅଧିକ ଆସିଥାଏ ଯେତେବେଳେ ଜଣେ କନ୍ୟା ନିଜ ବାହାଘରରେ ଭାବି ଦିଅରଙ୍କ ସହ ଡିଜେର ତାଳେ…

ଦେଶର ପ୍ରଥମ ମୁସଲମାନ ମହିଳା ଭାବେ ଯୁଦ୍ଧ ବିମାନ ପାଇଲଟ ହେବେ ସାନିଆ ମିର୍ଜା

ଲକ୍ଷ୍ନୌ,୨୩।୧୨: ଯଦି କିଛି କରିବାକୁ ମନରେ ଆଗ୍ରହ ଅଛି, ତେବେ ଦୁନିଆରେ କିଛି ଅସମ୍ଭବ ନୁହେଁ। ଉତ୍ତରପ୍ରଦେଶର ମିର୍ଜାପୁର ଜିଲାର ଏକ ଛୋଟ ଗାଁର ବାସିନ୍ଦା ସାନିଆ ମିର୍ଜା ମଧ୍ୟ ଏଭଳି କାର୍ଯ୍ୟ କରିଛନ୍ତି। ସାନିଆ ଏନଡିଏ ପରୀକ୍ଷାରେ ୧୪୯ତମ ର଼୍ୟାଙ୍କ୍‌…

ବଡ଼ ଉପଲବ୍ଧି ହାସଲ କଲେ ପୂଜାରା

ଢାକା,୨୩।୧୨: ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ତଥା ଶେଷ ମ୍ୟାଚ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଢାକାରେ ଖେଳାଯାଉଛି। ଏହି ମ୍ୟାଚରେ ଭାରତର ଅଭିଜ୍ଞ ବ୍ୟାଟ୍ସମ୍ୟାନ ଚେତେଶ୍ୱର ପୂଜାରା ଏକ ବଡ଼ ରେକର୍ଡ କରିଛନ୍ତି। ବାଂଲାଦେଶ ବିପକ୍ଷ ଏହି…

ବିବାହ କଲେ ଇମ୍ରାନ ଖାନଙ୍କ ଦ୍ୱିତୀୟ ସ୍ତ୍ରୀ

ଇସ୍‌ଲାମାବାଦ,୨୩।୧୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ପୂର୍ବ ସ୍ତ୍ରୀ ରେହମ ଖାନ ପୁଣି ଥରେ ବିବାହ କରିଛନ୍ତି। ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରି ରେହମ ଏହି ସୂଚନା ଦେଇଛନ୍ତି। ଖବରନୁଯାୟୀ, ରେହମ ଇମ୍ରାନ ଖାନଙ୍କ ଦ୍ୱିତୀୟ ସ୍ତ୍ରୀ…

ପଶ୍ଚିମବଙ୍ଗକୁ ଗୋରୁ ଚାଲାଣ ବେଳେ ୨ ଟ୍ରକ୍‌ ଜବତ କଲା ପୋଲିସ, ୬ ଅଟକ

ସାରସକଣା,୨୩ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳ ଦେଇ ଯାଉଥିବା ଦୁଇ ଗୋରୁ ବୋଝେଇ ଟ୍ରକ୍‌କୁ ଜବତ କରିଛି ପୋଲିସ। ମିଳିଥିବା ସୂଚନାନୁଯାୟୀ, ଝାରପୋଖରିଆ ଦେଇ ପଶ୍ଚିମବଙ୍ଗକୁ ଚାଲାଣ ହେବା ସମୟରେ ପୂର୍ବରୁ ସୂଚନା ପାଇ ଥାନାଧିକାରୀ ଫନୀନ୍ଦ୍ର ଭୂଷଣ ନାଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri