Home Left

ଏନ୍‌ସିପି ମୁଖ୍ୟଙ୍କୁ ଭେଟିଲେ ସଞ୍ଜୟ

ମୁମ୍ବାଇ,୧୦।୧୧: ମନି ଲଣ୍ଡରିଂ ମାମଲାରେ ୩ ମାସ ପରେ ବୁଧବାର ଜେଲ୍‌ରୁ ବାହାରିଛନ୍ତି ଶିବସେନା ନେତା ସଞ୍ଜୟ ରାଉତ। ଜେଲ୍‌ରୁ ମୁକୁଳିବା ପରେ ଗୁରୁବାର ସଞ୍ଜୟ ଏନ୍‌ସିପି ମୁଖ୍ୟ ଶରଦ ପାୱାରଙ୍କୁ ତାଙ୍କ ମୁମ୍ବାଇ ସ୍ଥିତ ବାସଭବନରେ ଭେଟିଛନ୍ତି। ଜେଲ୍‌ରୁ ମୁକୁଳିବା…

ବିଶ୍ୱବିଦ୍ୟାଳୟ କୁଳାଧିପତି ପଦରୁ ହଟିଲେ କେରଳ ରାଜ୍ୟପାଳ

ଥିରୁଭାନନ୍ଥପୁରମ୍‌,୧୦।୧୧: କେରଳ କଳାମଣ୍ଡଳମ୍‌ ଡିମ୍‌ଡ-ଟୁ ୟୁନିଭର୍ସିଟି କୁଳାଧିପତି ପଦରୁ ରାଜ୍ୟପାଳ ଅରିଫ୍‌ ମହମ୍ମଦ ଖାନ୍‌ଙ୍କୁ ରାଜ୍ୟ ସରକାର ଗୁରୁବାର ହଟାଇ ଦେଇଛନ୍ତି। ରାଜ୍ୟ ବିଶ୍ୱବିଦ୍ୟାଳୟଗୁଡ଼ିକରେ କୁଳପତି ନିଯୁକ୍ତିକୁ ନେଇ କିଛିଦିନ ହେଲା ରାଜ୍ୟପାଳ ଏବଂ ପିନାରାୟୀ ବିଜୟନ ସରକାରଙ୍କ ମଧ୍ୟରେ ବିବାଦ…

ଜେଲ୍‌ରୁ ମୁକୁଳିବା ପରେ ମାତୋଶ୍ରୀରେ ପହଞ୍ଚିଥିଲେ ସଞ୍ଜୟ

ମୁମ୍ବାଇ,୧୦।୧୧: ମନି ଲଣ୍ଡରିଂ ମାମଲାରେ ଜେଲ୍‌ରୁ ମୁକୁଳିବାର ଗୋଟିଏ ଦିନ ପରେ ସଞ୍ଜୟ ରାଉତ ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେଙ୍କୁ ଭେଟିବା ପାଇଁ ତାଙ୍କ ବାସଭବନରେ ପହଞ୍ଚିଛନ୍ତି। ଉଦ୍ଧବ ଠାକରେଙ୍କ ପୁଅ ତଥା ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ଆଦିତ୍ୟ ଠାକରେ…

ପରାଜୟ ପରେ ଦୁର୍ବଳ ବୋଲିଂକୁ ଦୋଷ ଲଦିଲେ ରୋହିତ

ଆଡିଲେଡ୍‌,୧୦ା୧୧: ଭାରତର ସେମି ଫାଇନାଲ ପରାଜୟ ପାଇଁ ଦୁର୍ବଳ ବୋଲିଂକୁ ଦୋଷ ଦେଇଛନ୍ତି ଭାରତୀୟ ଅଧିନାୟକ ରୋହିତ ଶର୍ମା। ଭାରତୀୟ ଦଳ ସେମି ଫାଇନାଲ ମ୍ୟାଚର ଚାପ ଆଗରେ ମୁଣ୍ଡ ନୁଆଁଇବା ସହିତ ପରାଜିତ ହୋଇଥିଲା। ୧୬୯ ରନ୍‌ ଲକ୍ଷ୍ୟର ପିଛା…

ଶୁଣିଲେନି କେହି: ୬ କି.ମି. ରାସ୍ତା ମରାମତି କଲେ ଗ୍ରାମବାସୀ

ଦଶମନ୍ତପୁର,୯ା୧୧(ଡି.ଏନ୍‌.ଏ.): ଶୁଣିଲାନି ପ୍ରଶାସନ। ବାରମ୍ବାର ଜଣାଇବା ପରେ ବାଧ୍ୟ ହୋଇ ଏବେ ଗ୍ରାମବାସୀ ଶ୍ରମ ଦାନକରି ୬ କି.ମି. ଘାଟିରାସ୍ତା ମରାମତି କରିଛନ୍ତି। ଏହା ଦେଖିବାକୁ ମିଳିଛି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅଧୀନ ଗାଦିଆଗୁଡ଼ା ପଞ୍ଚାୟତ ପୁଟମାରି ଗ୍ରାମରେ। ପୁଟମାରି,…

ଟାଙ୍ଗିଆ ଚୋଟରେ ମହିଳା ଗୁରୁତର

ଦଶମନ୍ତପୁର,୧୦ା୧୧ ( ଡି.ଏନ.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଲୁଲ୍ଲା ପଞ୍ଚାୟତର କୁଦାଲଅଟାଲ ଗ୍ରାମରେ ଜଣଙ୍କ ଟାଙ୍ଗିଆ ଚୋଟରେ ଜଣେ ମହିଳା ଗୁରୁତର ହୋଇଛନ୍ତି। ଏନେଇ ଦଶମନ୍ତପୁର ଥାନାରେ ଅଭିଯୋଗ ହୋଇଛି l ମହିଳା ଜଣକ ହେଲେ ଗ୍ରାମର ରାମଦାସ ପରଜାଙ୍କ…

ସପ୍ତମ ଶ୍ରେଣୀ ୪ ପିଲାଙ୍କୁ ପିଟିଲେ ଦଶମ ଛାତ୍ର: ଭିଡିଓ ଭାଇରାଲ

ଦାରିଙ୍ଗବାଡ଼ି,୧୦।୧୧(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ିରେ ଥିବା ମଙ୍ଗଳ ବିଭାଗର ଏକ ଉଚ୍ଚ ବିଦ୍ୟାଳୟ ଛାତ୍ରାବାସରେ ୪ଜଣ ସପ୍ତମ ଶ୍ରେଣୀ ଛାତ୍ରଙ୍କୁ ଦଶମ ଶ୍ରେଣୀ ଛାତ୍ର ମାଡ଼ ମାରୁଥିବା ଭିଡିଓ ଭାଇରାଲ ହୋଇଛି। ଏହି ଘଟଣାକୁ ନେଇ ଅଞ୍ଚଳରେ ଚାପା…

ଭାରତ ନ ଫେରିବାକୁ ଯୋଜନା କରୁଛନ୍ତି ପଳାତକ ନୀରବ ମୋଦି: ବ୍ରିଟେନକୁ ମାଗିଥିଲେ ରାଜନୈତିକ ଆଶ୍ରୟ

ଲଣ୍ଡନ,୧୦।୧୧: ପଳାତକ ନୀରବ ମୋଦିଙ୍କ ଭାରତକୁ ପ୍ରତ୍ୟର୍ପଣ ନେଇ ବର୍ତ୍ତମାନ ରାସ୍ତା ସଫା ହୋଇଯାଇଛି। ବ୍ରିଟେନ ହାଇକୋର୍ଟ ନିରବ ମୋଦିଙ୍କ ପ୍ରତ୍ୟର୍ପଣ ବିରୋଧରେ ଦାଖଲ ହୋଇଥିବା ଆବେଦନକୁ ଖାରଜ କରିଦେଇଛନ୍ତି। ଇତିମଧ୍ୟରେ ନୀରବଙ୍କୁ ନେଇ ଆଉ ଏକ ଖବର ସାମ୍ନାକୁ ଆସିଛି।…

ପ୍ରବଳ ବର୍ଷା ନେଇ ରେଡ୍‌ ଓ୍ବାର୍ନିଂ: ଏହି ଜିଲାରେ ସ୍କୁଲ୍‌, କଲେଜ ବନ୍ଦ

ତାମିଲନାଡୁ,୧୦।୧୧: ତାମିଲନାଡୁ ତିରୁଭାଲ୍ଲୁର ଜିଲାରେ ଶୁକ୍ରବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଗୁରୁବାର ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଦେଇଛି। ତେବେ ଜିଲାରେ ପ୍ରବଳ ବର୍ଷାକୁ ଆଖି ଆଗରେ ରଖି ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ସ୍କୁଲ୍‌…

ତାଲାବନ୍ଦ ଘରକୁ ଦୁର୍ବୃତ୍ତଙ୍କ ଟାର୍ଗେଟ୍‌

ବ୍ରହ୍ମପୁର ଅଫିସ,୧୦ା୧୧: ବ୍ରହ୍ମପୁର ସହରରେ ଏବେ ଲୁଟେରା ଗ୍ୟାଙ୍ଗ ସକ୍ରିୟ ହୋଇପଡିଛନ୍ତି। ସେମାନେ ବିଭିନ୍ନ ତାଲାବନ୍ଦ ଘରକୁ ଟାର୍ଗେଟ କରୁଥିବା ଘଟଣା ସାମ୍ନାକୁ ଆସୁଛି। ସଦର ଥାନା ଅଧୀନ ଆଦିଶକ୍ତିନଗରରେ ଏକ ତାଲାବନ୍ଦ ଘରୁ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ସୁନା ଗହଣା,…

‘ନିଜ ମାଟି ଓଡ଼ିଶାକୁ ଆସି ମୁଁ ଆଜି ବହୁତ ଆନନ୍ଦିତ’

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମହାପ୍ରଭୁଙ୍କୁ ଦର୍ଶନ କରି ସାରିବା ପରେ ଭୁବନେଶ୍ୱରକୁ ଫେରିଥିଲେ। ଏହାପରେ ରାଜଭବନଠାରେ ରାଷ୍ଟ୍ରପତିଙ୍କୁ ନାଗରିକ ସମ୍ଭର୍ଦ୍ଧନା ଦିଆଯାଇଛି। ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ, ହାଇକୋର୍ଟ ମୁଖ୍ୟ ବିଚାରପତି…

ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ, ବାଇକ୍‌ ଆରୋହୀ ମୃତ

କେନ୍ଦୁଝର,୧୦ା୧୧(ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ରାଇସୁଆଁ ଜିଟି ପେଟ୍ରୋଲ ପମ୍ପ ନିକଟରେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ। ଫଳରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ହେଲେ ମହାଦେଇଯୋଡା ପଞ୍ଚାୟତ ଟିକରପଡା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri