ପ୍ରତିଭାଙ୍କୁ ମିଳିବ ପ୍ରୋତ୍ସାହନ
ଅମିତ କୁମାର ସାମଲ ଅନୁଗୋଳ ଅଫିସ, ୨୧ା୧୨: ଆଗକୁ ବଢ଼ିବ ଅନୁଗୋଳ କ୍ରିକେଟ। ପଞ୍ଚାୟତସ୍ତରରୁ ଖୋଜାଯିବେ ଉପଯୁକ୍ତ ପ୍ରତିଭା। ଅଭିଜ୍ଞତା ବଢ଼ାଇବାକୁ ନିୟମିତ ହେବ ବଡ଼ ପ୍ରତିଯୋଗିତାର ଆୟୋଜନ। ଟର୍ଫ ପିଚ୍, ସ୍ବତନ୍ତ୍ର କିଟ୍, ପ୍ରଶିକ୍ଷଣ, ପ୍ରୋତ୍ସାହନ ବଳରେ ରାଜ୍ୟ ଓ…
ଛ’ଦେଶରେ ପଡୁନାହିଁ ବିକାଶ ଛାଇ
ଢେଙ୍କାନାଳ ଅଫିସ, ୨୧।୧୨: ବିଧାନସଭା କ୍ଷେତ୍ର ପୁନଃ ନିର୍ଦ୍ଧାରଣ ପରେ ଢେଙ୍କାନାଳ ଜିଲାର ଛ’ଦେଶ ଅଞ୍ଚଳକୁ ଅଣଦେଖା କରାଯାଉଥିବା ଅଭିଯୋଗ ହୋଇଛି। ନିର୍ବାଚିତ ଜନପ୍ରତିନିଧିମାନେ ପ୍ରଶାସନ ନିକଟରେ ଠିକ୍ ଭାବେ ସମସ୍ୟା ଉପସ୍ଥାପନ କରିପାରୁନାହାନ୍ତି। ଫଳରେ ୧୬ ପଞ୍ଚାୟତର ବହୁ ଲକ୍ଷ…
ନେତାଙ୍କ ପୁଅଙ୍କୁ ନିର୍ବାଚନ ଟିକେଟ
ବେଲଗାଭି,୨୧।୧୨: କର୍ନାଟକରେ ବଂଶଗତ ରାଜନୀତି ଜୋର୍ ଧରିଛି। ଆସନ୍ତା ବର୍ଷ ହେବାକୁ ଥିବା ରାଜ୍ୟ ବିଧାନସଭା ନିର୍ବାଚନ ଲାଗି ଜେଡିଏସ୍ ସୋମବାର ୯୩ ଜଣ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ସେମାନଙ୍କ ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍.ଡି. କୁମାରସ୍ବାମୀଙ୍କ ପୁଅ ନିଖିଲ…
ଭୟରେ ଆବାସିକ ସ୍କୁଲ ଛାଡୁଛନ୍ତି ଛାତ୍ରୀ
ଛତ୍ରପୁର,୨୧ା୧୨(ଡି.ଏନ.ଏ.): ଗଞ୍ଜାମ ଜିଲା ଛତ୍ରପୁର ରିକାପଲ୍ଲୀସ୍ଥିତ କସ୍ତୁରବା ଗାନ୍ଧୀ ଆବାସିକ ବାଳିକା ବିଦ୍ୟାଳୟର ଛାତ୍ରୀ ରୋଜା ବେହେରାଙ୍କ ରବିବାର ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ଏହି ଘଟଣା ପରଠାରୁ ଅନ୍ୟ ଛାତ୍ରୀମାନଙ୍କ ସମେତ ସେମାନଙ୍କ ଅଭିଭାବକ ଭୟଭୀତ ହୋଇପଡିଛନ୍ତି। ଦୁଇ ଦିନ ମଧ୍ୟରେ…
ଆତ୍ମହତ୍ୟା ନୁହେଁ , ହତ୍ୟା ବୋଲି କହିଲେ ବିରୋଧୀ
ଭୁବନେଶ୍ବର,୨୧।୧୨(ବ୍ୟୁରୋ): ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ମଙ୍ଗଳବାର ବେକରେ ଫାଶ ଲଗାଇ ଜେଲ ପରିସରରେ ଆତ୍ମହତ୍ୟା କରିଛନ୍ତି। ଏହି ଘଟଣା ବହୁ ଲୋକଙ୍କୁ ଆଶ୍ଚର୍ଯ୍ୟ କରିଥିବା ବେଳେ ଏହା ହତ୍ୟା ବୋଲି ଅଭିଯୋଗ ଉଠିବା…
‘କନେକ୍ଟ’ ସ୍କାଏ ଲାଉଞ୍ଜ ଆଣ୍ଡ ରେଷ୍ଟୁରାଣ୍ଟ ଉଦ୍ଘାଟିତ
ନୂଆଦିଲ୍ଲୀ,୨୧।୧୨: ସ୍ମାର୍ଟ ସିଟି ଭୁବନେଶ୍ୱର ଧୀରେ ଧୀରେ ତା’ର କାୟା ବିସ୍ତାର କରିଚାଲିଛି। ଏପରିକି ବର୍ତ୍ତମାନର ସମୟକୁ ଆଖି ଆଗରେ ରଖି ରାଜଧାନୀର ଜନଗହିଳ ପୂର୍ଣ୍ଣ ଅଞ୍ଚଳରେ ‘କନେକ୍ଟ’ ସ୍କାଏ ଲାଉଞ୍ଜ ଆଣ୍ଡ ରେଷ୍ଟୁରାଣ୍ଟର ଶୁଭାରମ୍ଭ ହୋଇଯାଇଛି। ବିଶେଷକରି ଅତ୍ୟାଧୁନିକ ଜ୍ଞାନକୌଶଳରେ…
ହୁତୁହୁତୁ ହୋଇ ଜଳିଗଲା ବୋଲେରୋ, କାରଣ ଅସ୍ପଷ୍ଟ
ପାଟଣା,୨୧।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ପୁଟୁଳିଆ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଘର ସମ୍ମୁଖରେ ଛିଡା ହୋଇଥିବା ଏକ ବୋଲେରୋ ନିଆଁ ଲାଗି ଜଳିଯାଇଛି। ଖବରପାଇ ପାଟଣା ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ଗାଡିଟି ସମ୍ପୂର୍ଣ୍ଣ…
ମାଇଲଖୁଣ୍ଟ ଅପେକ୍ଷାରେ ସ୍କୋଡା
ନୂଆଦିଲ୍ଲୀ,୨୧।୧୨: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ସ୍କୋଡା ଅଟୋ ଇଣ୍ଡିଆ ତା’ର ପରବର୍ତ୍ତୀ ମାଇଲଖୁଣ୍ଟ ଅପେକ୍ଷାରେ ରହିଛି। କାରଣ କମ୍ପାନୀର ଇଣ୍ଡିଆ ୨.୦ ରଣନୀତି ଜରିଆରେ ଆଗକୁ ବଢୁଛି। ବିଶେଷକରି କମ୍ପାନୀ ଗ୍ରାହକଙ୍କ ସ୍ପର୍ଶବିନ୍ଦୁ ବୃଦ୍ଧିକରି ବର୍ତ୍ତମାନ ସାରା ଭାରତରେ ୨୨୫ରୁ…
ଗୋବିନ୍ଦ ସାହୁ ମୃତ୍ୟୁ ଘଟଣା: ସିବିଆଇ ତଦନ୍ତ ଦାବି
ବଲାଙ୍ଗୀର ଅଫିସ,୨୧।୧୨: ମମତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଆତ୍ମହତ୍ୟା କରିଥିବା ଘଟଣାକୁ ସହଜରେ ଗ୍ରହଣ କରିପାରି ନାହାନ୍ତି ଗୋବିନ୍ଦଙ୍କ ପରିବାର ଲୋକେ। ମୃତ ଗୋବିନ୍ଦ ସାହୁଙ୍କ କକା ଶ୍ବଶୁର ମହେନ୍ଦ୍ର ସାହୁ ଓ ଶଳା ଟୁନା…
କଡ଼ା ସୁରକ୍ଷାରେ ଗୋବିନ୍ଦ ସାହୁଙ୍କ ମୃତଦେହ ବ୍ୟବଚ୍ଛେଦ
ବଲାଙ୍ଗୀର ଅଫିସ,୨୧।୧୨: ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ କଣ୍ଟାବାଞ୍ଜି ସବଜେଲ ଭିତରେ ସନ୍ଦେହଜନକ ମୃତ୍ୟୁ ଘଟଣା ହଇଚଇ ସୃଷ୍ଟି କରିଛି। ତେବେ ଗୋବିନ୍ଦ ସାହୁଙ୍କ ମୃତଦେହକୁ କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ ବଲାଙ୍ଗୀର ଭୀମଭୋଇ ମେଡିକାଲ…
ଭୁବନେଶ୍ୱରରେ ବିର୍ଲା ଫର୍ଟିଲିଟି ଆଣ୍ଡ ଆଇଭିଏଫ୍ ସେଣ୍ଟର
ନୂଆଦିଲ୍ଲୀ,୨୧।୧୨: ସିକେ ବିର୍ଲା ଗ୍ରୁପ୍ର ହେଲ୍ଥ କେୟାର ୟୁନିଟ୍ ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ଶହୀଦନଗର ନିକଟସ୍ଥ ଜନପଥସ୍ଥିତ ଅନୁଜ ଟାଇମ୍ସ ସ୍କୋୟାରଠାରେ ବିର୍ଲା ଫର୍ଟିଲିଟି ଆଣ୍ଡ ଆଇଭିଏଫ୍ ସେଣ୍ଟରର ଶୁଭାରମ୍ଭ କରାଯାଇଛି। ବିଶେଷକରି ଫର୍ଟିଲିଟି ସମସ୍ୟା ଥିବା ରୋଗୀମାନଙ୍କୁ ଏଠାର ଭରସାଯୋଗ୍ୟ…
ବିଆଇପିଏଫ୍କୁ ଇଣ୍ଡିଆ ସିଏସ୍ଆର୍ ପୁରସ୍କାର
ଭୁବନେଶ୍ୱର,୨୧।୧୨: ରାଜ୍ୟର ପ୍ରମୁଖ ଶିଳ୍ପସଂସ୍ଥା ଇମ୍ପାର ସହଯୋଗୀ ଅନୁଷ୍ଠାନ ବଂଶୀଧର ଏବଂ ଇଲା ପଣ୍ଡା ଫାଉଣ୍ଡେଶନ(ବିଆଇପିଏଫ୍)କୁ ନିକଟରେ ଇଣ୍ଡିଆ ସିଏସ୍ଆର୍ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ବିଶେଷକରି ବିଆଇପିଏଫ୍ ତା’ର କାର୍ଯ୍ୟକ୍ଷେତ୍ରର ପାରିପାର୍ଶି୍ବକ ଅଞ୍ଚଳରେ ସ୍ବାସ୍ଥ୍ୟ, ଶିକ୍ଷା ଏବଂ ଜୀବିକାର ଉନ୍ନତି ପାଇଁ…
Archives


