ଇତିହାସ ରଚିଲେ ୧୮ ବର୍ଷୀୟ କ୍ରିକେଟର୍
କରାଚି,୨୦।୧୨: ପାକିସ୍ତାନ ଏବଂ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ର ତୃତୀୟ ମ୍ୟାଚ ଖେଳାଯାଉଛି। ଇଂଲଣ୍ଡ ଦଳ ଏହି ସିରିଜରେ ୨-୦ ଅଗ୍ରଣୀ ହାସଲ କରିସାରିଛି। ଏଥି ସହିତ ତୃତୀୟ ଟେଷ୍ଟ ମ୍ୟାଚ ଜିତିବା ନିକଟତର ହୋଇଛି। ଚତୁର୍ଥ…
ଟୁଇଟର୍ରେ ଅଭିବ୍ୟକ୍ତିର ସ୍ବାଧୀନତା ବଜାୟ ରହିବା ଜରୁରୀ: ଜାତିସଂଘ ମହାସଚିବ
ନ୍ୟୁୟର୍କ,୨୦।୧୨: ବିଶ୍ୱ ଖବର ପାଇଁ ଗୁରୁତ୍ୱପୂର୍ଣ୍ଣ ପ୍ଲାଟଫର୍ମରେ ପରିଣତ ହୋଇଥିବା ମାଇକ୍ରୋ-ବ୍ଲଗିଂ ସାଇଟ ଟୁଇଟର୍ ଏବେ ଚର୍ଚ୍ଚାରେ ରହିଛି। ଟୁଇଟର୍ର ନୂତନ ମାଲିକ ଏଲନ ମସ୍କଙ୍କ ଦ୍ୱାରା ଆରମ୍ଭ ହୋଇଥିବା ନୀତିଗତ ପରିବର୍ତ୍ତନ ଯୋଗୁ ଏବେ ଟୁଇଟର୍କୁ ନେଇ ପ୍ରଶ୍ନବାଚୀ ସୃଷ୍ଟି…
ରେଞ୍ଜ୍ ଦାୟିତ୍ୱରେ ତଳିଆ କର୍ମଚାରୀ
ବାରିପଦା ଅଫିସ,୨୦।୧୨: ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଅଧୀନରେ ଥିବା ରେଞ୍ଜ କାର୍ଯ୍ୟାଳୟ ଦାୟିତ୍ୱରେ ରହୁଛନ୍ତି ତଳିଆ କର୍ମଚାରୀ। ଦୀର୍ଘଦିନ ଛୁଟି ଦର୍ଶାଇ ସହରରେ ରେଞ୍ଜରମାନେ ବୁଲୁଥିବା ବେଳେ ଦାୟିତ୍ୱକୁ ଗୁରୁତ୍ୱ ଦେଉନାହାନ୍ତି। ଫଳରେ ବନ୍ୟଜନ୍ତୁ ଅସୁରକ୍ଷିତ ହୋଇପଡୁଥିବା…
ପଡ଼ିଆ ବାହାରେ ଏକ ବଡ଼ ରେକର୍ଡ ହାସଲ କଲେ ମେସି
ଷ୍ଟାର ଫୁଟବଲର୍ ଲିଓନେଲ ମେସି ଆର୍ଜେଣ୍ଟିନାକୁ ଫିଫା ବିଶ୍ୱକପ ଜିତାଇଛନ୍ତି। ଏହାସହ ଅନେକ ଫିଲ୍ଡ ରେକର୍ଡ ଭାଙ୍ଗିଥିଲେ। ତେବେ ବର୍ତ୍ତମାନ ସେ ପଡ଼ିଆରୁ ବାହାରେ ମଧ୍ୟ ଏକ ରେକର୍ଡ ଭାଙ୍ଗିଛନ୍ତି। ର ସୋମବାର ବିଶ୍ୱକପ ଜିତିବା ପରେ ମେସି ସୋସିଆଲ ମିଡିଆ…
ଅଭିଯୁକ୍ତଙ୍କୁ କୋର୍ଟରେ ହାଜର ବେଳେ ଉତ୍ତେଜନା
ସଇଁତଳା, ୨୦ା୧୨ (ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଳା ଜେଏମ୍ଏଫସି କୋର୍ଟରେ ସୋମବାର ଜଣେ ଅଭିଯୁକ୍ତଙ୍କୁ ପୋଲିସ ହାଜର କରିବା ସମୟରେ ତୁମଳକାଣ୍ଡ ଘଟିଛି। ଜିଲା ଯୁବ କନ୍ଧ ସମାଜର କେତେଜଣ କର୍ମକର୍ତ୍ତା ସ୍ଥାନୀୟ କୋର୍ଟ ସମ୍ମୁଖରେ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ନାରାବାଜି…
ସ୍ବାସ୍ଥ୍ୟାବସ୍ଥା ପଚାରିଲେ, ସାହସକୁ ଜିଲାପାଳଙ୍କ ପ୍ରଶଂସା
ବଲାଙ୍ଗୀର ଅଫିସ, ୨୦ା୧୨: ବଲାଙ୍ଗୀର ଜିଲା ଆଗଲପୁର ପଞ୍ଚାୟତ ହାଇସ୍କୁଲ କ୍ରୀଡା ପ୍ରତିଯୋଗିତା ଚାଲିଥିବାବେଳେ ଏକ ଜାଭେଲିନ୍ ଗଳିଯିବା ଘଟଣାରେ ଆହତ ହୋଇ ଚିକିତ୍ସିତ ହେଉଥିବା ଛାତ୍ର ସଦାନନ୍ଦ ମେହେରଙ୍କ ସ୍ବାସ୍ଥାବସ୍ଥା ଜିଲାପାଳ ଚଞ୍ଚଳ ରାଣା ପଚାରି ବୁଝିଥିଲେ। ଜିଲାପାଳ ରାଣା…
ଲାଗିରହିଛି ଆରୋପ ପ୍ରତ୍ୟାରୋପ
ଝାରସୁଗୁଡ଼ା ଅଫିସ/ବେଲପାହାଡ଼,୨୦ା୧୨: ଝାରସୁଗୁଡ଼ା ଜିଲାର ବ୍ରଜରାଜନଗର ଓ ବେଲପାହାଡ ପୌର ପରିଷଦ ପରିଚାଳନାକୁ ନେଇ ଏବେ ଦେଖାଦେଇଛି ଅଚଳାବସ୍ଥା। ଅଧିକାରୀ, କର୍ମଚାରୀ ଓ ଜନପ୍ରତିନିଧିଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଲାଗିରହିଥିବାବେଳେ ଅନ୍ୟପଟେ ପୌରାଞ୍ଚଳରେ ଉନ୍ନୟନ କାମ ଆଗେଇ ପାରୁନାହିଁ। ସରକାର ଓ…
ସେତୁ ନିର୍ମାଣ କାର୍ଯ୍ୟ ବିଳମ୍ବିତ
କୁତ୍ରା, ୨୦।୧୨(ଡି.ଏନ.ଏ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଞ୍ଚଳରେ ନିର୍ମାଣ ହେଉଥିବା ସେତୁଗୁଡିକୁ ପରିଦର୍ଶନ କରିବା ସହ ନିର୍ମାଣ ବିଳମ୍ବ ହେଉଥିବା ଯୋଗୁ ବିଭାଗୀୟ ଅଧିକାରୀଙ୍କୁ ତାଗିଦ କରିଛନ୍ତି ଗ୍ରାମ୍ୟ ଉନ୍ନୟନ ତଥା ବୈଷୟିକ ଶିକ୍ଷା ବିଭାଗ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇ।…
କ୍ଲିନ୍ ସୁଇପ୍ ପଥରେ ଇଂଲଣ୍ଡ
କରାଚୀ, ୨୦ା୧୨: ପାକିସ୍ତାନ ବିପକ୍ଷ ଟେଷ୍ଟ ସିରିଜକୁ ୩-୦ରେ କ୍ଲିନ୍ ସୁଇପ୍ ଜିତିବା ଦିଗରେ ଅଗ୍ରସର ହେଉଛି ଭ୍ରମଣକାରୀ ଇଂଲଣ୍ଡ କ୍ରିକେଟ ଦଳ। ଲେଗ୍ସ୍ପିନର ରେହାନ ଅହମ୍ମଦ ତାଙ୍କ ପଦାର୍ପଣ ମ୍ୟାଚରେ ସର୍ବକନିଷ୍ଠ ପୁରୁଷ ଖେଳାଳି ହିସାବରେ ୫ ଉଇକେଟ ସଫଳତା…
ବିଶ୍ଳେଷଣ ଅନାବଶ୍ୟକ
୧୯୭୮ରେ ମୁଁ ବାହାରେ ରହି ଦେଖିଛି। ୧୯୮୬ରେ ମୁଁ ବିଶ୍ୱକପ୍କୁ ସ୍ପର୍ଶ କରିଛି ଏବଂ ଚୁମ୍ବନ ମଧ୍ୟ ଦେଇଛି। ମାତ୍ର ୨୦୨୨ରେ ପ୍ରଥମେ ଷ୍ଟାଣ୍ଡରୁ, ପରେ ଦଳ ସହିତ ଉପଭୋଗ କରିଛି ଏବଂ ଟ୍ରଫିକୁ ପୁଣିଥରେ ସ୍ପର୍ଶ କରିବା ସୁଯୋଗ ପାଇଛି।…
ଭାରତରେ ମହିଳା ନେତୃତ୍ୱାଧୀନ ଷ୍ଟାର୍ଟଅପ ପାଇଁ ୭.୫ କୋଟି ଡଲାର ସହାୟତା ଦେବ ଗୁଗଲ୍
ନୂଆଦିଲ୍ଲୀ,୨୦।୧୨: ଭାରତକୁ ଏକ ପ୍ରମୁଖ ରପ୍ତାନି ଅର୍ଥନୀତି ଭାବରେ ବର୍ଣ୍ଣନା କରିଛନ୍ତି ଗୁଗଲର ସିଇଓ ସୁନ୍ଦର ପିଚାଇ। ସେ କହିଛନ୍ତି, ଗୁଗଲ ଏଠାରେ ୧୦୦ରୁ ଅଧିକ ଭାରତୀୟ ଭାଷାଗୁଡିକ ପାଇଁ ଗୋଟିଏ ଇଣ୍ଟରନେଟ୍ ସର୍ଚ୍ଚ ମଡେଲ୍ ବିକଶିତ କରୁଛି ଏବଂ ମହିଳା…
ଚାଇନାରେ ବଢି ଚାଲିଛି କରୋନା ସଂକ୍ରମଣ ସହ ମୃତ୍ୟୁ ସଂଖ୍ୟା, ଅନ୍ତେଷ୍ଟିକ୍ରିୟା ପାଇଁ କରିବାକୁ ପଡୁଛି ଅପେକ୍ଷା
ବେଜିଂ,୨୦ ।୧୨: ଚାଇନାରେ ଜିରୋ କୋଭିଡ ପଲିସି କୋହଳ କରିବା ପରେ ଏବେ ସେଠାରେ ଲକ୍ଷ ଲକ୍ଷ ଲୋକ ଏହି ମହାମାରୀ ଦ୍ୱାରା ସଂକ୍ରମିତ ହେବା ସହ ଲକ୍ଷ ଲକ୍ଷ ଲୋକଙ୍କ ମୃତ୍ୟୁ ଆଶଙ୍କା କରାଯାଇଛି । ମିଡିଆ ରିପୋର୍ଟ ଅନୁଯାୟୀ,…
Archives


