Home Left

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କ ମୃତ୍ୟୁ

ଢାକା,୮।୨: ବାଂଲାଦେଶରେ ହିନ୍ଦୁ ମୃତ୍ୟୁ ମାମଲା ନିରନ୍ତର ରିପୋର୍ଟ ହେଉଛି। ଏହି ସମ୍ପର୍କରେ, ରବିବାର, ଫେବୃଆରୀ ୮ରେ ଏକ ପ୍ରମୁଖ ଖବର ପ୍ରକାଶିତ ହୋଇଛି। ରିପୋର୍ଟ ଅନୁଯାୟୀ, ବାଂଲାଦେଶରେ ପୋଲିସ ହେପାଜତରେ ହିନ୍ଦୁ ନେତା ରମେଶ ଚନ୍ଦ୍ରଙ୍କ ମୃତ୍ୟୁ ହୋଇଥିଲା। ତାଙ୍କର…

ମେଡିକାଲରୁ ଡେଇଁ ପଳାଇଲେ ଅଫିମ ଚାଷୀ : ବିଧାୟକ ଦେଲେ ପୋଲିସ ଦୋଷ 

ଟେନସା,୮।୨(ସମୀର କୁମାର ପାୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ କାଲଟା ପଞ୍ଚାୟତ ନିକଟ ପୁଣ୍ଢି ପୋଖରୀ ଅଞ୍ଚଳରେ ଶନିବାର ଅଫିମ ଚାଷ ନେଇ ଚଢ଼ାଉ କରାଯାଇଥିଲା। ୩୦ଲକ୍ଷ ଟଙ୍କାର ଅଫିମ ଗଛ ନଷ୍ଟ କରିବା ସହ ଦୁଇଜଣ  ବଳରାମ ମୁଣ୍ଡାରୀ(୩୨)…

ବିଶ୍ୱଜିତ କଂଗ୍ରେସରେ ଯୋଗ ଦେବା ପରେ ଅସନ୍ତୋଷ ଝାଡ଼ିଲେ ସୋଫିଆ, କହିଲେ ଆମକୁ…

ଭୁବନେଶ୍ୱର,୮ା୨: କଂଗ୍ରେସରେ କଟକର ବିଜେଡି ନେତା ବିଶ୍ୱଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ ସୋଫିଆ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଅବଗତ କରାଯାଇନାହିଁ। କଟକର ଜଣେ ନେତା କଂଗ୍ରେସରେ ଯୋଗଦେଲେ ମାତ୍ର ମୁଁ ଜାଣି ନ ଥିଲି। ସୋସିଆଲ ମିଡିଆରୁ…

ଦୋଳିରେ ବସି ମଜା ନେଉଥିଲେ ଲୋକେ, ହଠାତ୍‌ ପୋଲିସ ଅଧିକାରୀଙ୍କ ଉପରେ ଖସିପଡ଼ିଲା, ଆଉ ତା’ ପରେ…

ଚଣ୍ଡିଗଡ଼,୮ା୨: ହରିୟାଣାର ସୂରଜକୁଣ୍ଡ ଅନ୍ତର୍ଜାତୀୟ ହସ୍ତତନ୍ତ ମେଳାରେ ଏକ ଭୟଙ୍କର ଅଘଟଣ ଘଟିଛି। ମେଳାରେ ହଠାତ୍‌ ଦୋଳି ଛିଡ଼ିପଡ଼ିବାରୁ ସେଠାରେ ନିୟୋଜିତ ଜଣେ ଇନ୍ସପେକ୍ଟରଙ୍କ ମୃତ୍ୟୁ ହୋଇଥିବାବେଳେ ୧୩ରୁ ଅଧିକ ଆହତ ହୋଇଛନ୍ତି। ଶନିବାର ଏହି ଘଟଣା ଘଟିଛି। ଏପରିକି ଏହି…

ରୋଷେଇ କରିବାକୁ ମନା କଲେ ସ୍ତ୍ରୀ, ରାଗିଯାଇ ଗୁଳି କରି ହତ୍ୟା କଲେ ସ୍ବାମୀ

ଭୋପାଳ,୮।୨: ମଧ୍ୟପ୍ରଦେଶର ଗ୍ୱାଲିୟରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ମାନସିକ ବିକାରଗ୍ରସ୍ତ ସ୍ୱାମୀ ତାଙ୍କ ସ୍ତ୍ରୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି । ଘଟଣା ପଛର କାରଣ ଆଶ୍ଚର୍ଯ୍ୟଜନକ । ସ୍ୱାମୀ ତାଙ୍କ ସ୍ତ୍ରୀଙ୍କୁ ରୋଷେଇ କରିବାକୁ…

ନଦୀବନ୍ଧକୁ ଦୁର୍ବଳ କରୁଛି ବେଆଇନ ଚିଙ୍ଗୁଡ଼ିଘେରି: ଗୋବରୀରେ ଧସିଲା ୧୦୦ ଫୁଟ ଅତଡ଼ା

ମହାକାଳପଡ଼ା,୮ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ କଂସାର-ରଡ଼ିଆ-ବଗଗହଣ ଗୋବରୀ ନଦୀରେ ତଟବନ୍ଧ ବିଭାଗ ପକ୍ଷରୁ ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିସହ ଗୋବରୀ ନଦୀ କଂସାର ଗ୍ରାମ ସଂଲଗ୍ନ ପଥର ସ୍ପର ନିର୍ମାଣ କାର୍ଯ୍ୟ ହେଉଛି।…

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ ନ ଥିଲେ… ପ୍ରେମିକ କହିବା ମାତ୍ରେ ହିଁ ଆମେ କଳ୍ପନା କରିଥାଉ ଜଣେ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ ବି ରାଜ୍‌ କରନ୍ତି। ସେ ହେଉଛନ୍ତି ଲିପ୍ସା ଶତପଥି, ତଥା ସମସ୍ତଙ୍କର ଅତି…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ ଦିଆଯାଇଛି। ଏହି ମାମଲା ବିଦେଶୀ ସରକାରଙ୍କଠାରୁ ମିଳିଥିବା ମହଙ୍ଗା ଉପହାରର ଅବୈଧ ବିକ୍ରୟ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ ପାଇ ସବୁ ଦୁଃଖ ଭୁଲିଯିବା। ଯେମିତି ଏହି ଦମ୍ପତିମାନେ ପରସ୍ପରକୁ ପ୍ରେମ କରିଥିଲେ।…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ସହିତ ଯୋଗାଯୋଗ କରିଛି। ICC PCBକୁ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri