Home Left

ଆମେରିକା ନିର୍ମିତ ୪ କ୍ଷେପଣାସ୍ତ୍ର ଖସାଇଥିବା ଦାବି କଲା ରୁଷିଆ

ମସ୍କୋ,୨୦।୧୨ : ୟୁକ୍ରେନ୍‌ ଉପରେ ରୁଷିଆ ୧୦ ମାସ ହେଲା ଆକ୍ରମଣ ଚଳାଇଥିବାବେଳେ ଆମେରିକା ନିର୍ମିତ ୪ଟି କ୍ଷେପଣାସ୍ତ୍ରକୁ ଖସାଇଥିବା ପ୍ରଥମ ଥର ପାଇଁ ମସ୍କୋ ଦାବି କରିଛି। ୟୁକ୍ରେନ୍‌ ସୀମାକୁ ଲାଗି ରହିଥିବା ରୁଷିଆର ବେଲ୍‌ଗୋରୋଡ ଅଞ୍ଚଳ ଉପରେ ଆମେରିକାର…

ଭୁବନେଶ୍ବର ସମେତ ଆଉ ୨୫ ବିମାନବନ୍ଦରକୁ ଲିଜ୍‌ରେ ଦିଆଯିବ

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ):ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଲିଜ୍‌ରେ ଦିଆଯିବ। ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ(ଏଏଆଇ) ଦ୍ୱାରା ପରିଚାଳିତ ଏହି ବିମାନବନ୍ଦର ସମେତ ଦେଶର ଆଉ ୨୫ଟି ବିମାନବନ୍ଦରକୁ ଲିଜ୍‌ରେ ଦେବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଅନ୍ୟ ବିମାନବନ୍ଦରଗୁଡ଼ିକ ହେଲା ବାରାଣସୀ,…

ଟୁଇଟର ସିଇଓ ପଦରୁ ଓହରନ୍ତୁ ମସ୍କ

ଓ୍ବାଶିଂଟନ୍‌, ୨୦।୧୨: ସୋସିଆଲ ମିଡିଆ ଜାଏଣ୍ଟ ଟୁଇଟର ୟୁଜର୍ସ ଏଲନ ମସ୍କଙ୍କ ଉପରେ ଖୁସି ନାହାନ୍ତି। ଟୁଇଟରର ମାଲିକାନା ଏଲନ ମସ୍କଙ୍କ ହାତକୁ ଯିବା ପରେ କମ୍ପାନୀର କର୍ମଚାରୀଙ୍କଠୁ ଆରମ୍ଭ କରି ୟୁଜର୍ସ ଅସୁଖୀ ଥିବା ଜଣାପଡ଼ିଛି। ରବିବାର ସନ୍ଧ୍ୟାରେ ମସ୍କ…

ଆହତଙ୍କ ସହ ମଦ ପିଇଲେ ଆମ୍ବୁଲାନ୍ସ ଚାଳକ

ଜଗତ୍‌ସିଂହପୁର ଅଫିସ, ୨୦ା୧୨:ରାସ୍ତା ପାର୍ଶ୍ୱରେ ଆମ୍ବୁଲାନ୍ସ ଅଟକାଇ ଚାଳକ ଗ୍ଲାସରେ ମଦ ପିଉଥିବାବେଳେ ଆହତଙ୍କ ପାଇଁ ପେଗ୍‌ ବନାଉଛନ୍ତି। ଗାଡ଼ିର ପଛ ସିଟ୍‌ରେ ଜଣେ ମହିଳା ଓ ଝିଅ ମଧ୍ୟ ବସିଛନ୍ତି। ଏଭଳି ଏକ ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ…

ଫସଲ ବଢ଼ିଆ, ଚାଷୀ କାନ୍ଦୁଛି

ବରଗଡ ଅଫିସ/ରସୁଲପୁର (ଡି.ଏନ୍‌.ଏ.),୨୦ା୧୨:ରାଜ୍ୟରେ ସମ୍ପ୍ରତି କ୍ଷେତଗୁଡ଼ିକରେ ଧାନ, ପରିବା ଭରିଯାଇଛି। ହେଲେ ଶୀତଳଭଣ୍ଡାର ନ ଥିବାରୁ ସେଗୁଡ଼ିକୁ ସାଇତି ରଖି ଉପଯୁକ୍ତ ମୂଲ୍ୟରେ ବିକ୍ରି କରିବା ସମ୍ଭବ ହୋଇପାରୁନାହିଁ। ଏଥିଯୋଗୁ ଚାଷୀଙ୍କ କଷ୍ଟୋପାର୍ଜିତ ଫସଲର ମୂଲ୍ୟ ଅତି ନଗଣ୍ୟ ହୋଇଯାଇଛି। ତାହାକୁ…

ବେଲଗାଭିରେ ୧୪୪ ଧାରା

ବେଲଗାଭି/ନୂଆଦିଲ୍ଲୀ ,୨୦।୧୨ : ମହାରାଷ୍ଟ୍ର-କର୍ନାଟକ ସୀମା ବିବାଦ ସୋମବାର ଉଗ୍ର ରୂପ ଧାରଣ କରିଛି। ମହାରାଷ୍ଟ୍ର ଏକୀକରଣ ସମିତି (ଏମ୍‌ଇଏସ୍‌)ର ସଦସ୍ୟଙ୍କ ସହ ଏନ୍‌ସିପି ନେତାମାନେ ବେଲଗାଭିରେ ପ୍ରବେଶ ଅନୁମତି ଦାବି କରି ବିକ୍ଷୋଭ କରିବା ପରେ ସୀମାନ୍ତ ଅଞ୍ଚଳରେ ଉତ୍ତେଜନା…

ଛତିଶଗଡ ମୁଖ୍ୟମନ୍ତ୍ରୀ ଜଣେ ରାକ୍ଷସ ସ୍ବଭାବର ବ୍ୟକ୍ତିତ୍ୱ: ହରିୟାଣା ଗୃହମନ୍ତ୍ରୀ

ନୂଆଦିଲ୍ଲୀ,୨୦।୧୨: ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲଙ୍କୁ ନେଇ ହରିୟାଣା ଗୃହମନ୍ତ୍ରୀ ଅନିଲ ବିଜ୍‌ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ଛତିଶଗଡର ମୁଖ୍ୟମନ୍ତ୍ରୀ ଜଣେ ରାକ୍ଷସ ଏବଂ ସେ ତୁରନ୍ତ ଇସ୍ତଫା ଦିଅନ୍ତୁ। ପ୍ରତ୍ୟେକ ଯୁଗରେ ଦେବତା ଏବଂ ରାକ୍ଷସ…

ମେସି ଆସାମରେ ଜନ୍ମ ହୋଇଥିଲେ କହି ଟ୍ରୋଲ ହେଲେ କଂଗ୍ରେସ ଏମ୍‌ପି

ନୂଆଦିଲ୍ଲୀ,୨୦।୧୨: ୩୬ ବର୍ଷ ପରେ ଆର୍ଜେଣ୍ଟିନା ଫିଫା ବିଶ୍ୱକପ ୨୦୨୨ ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଆର୍ଜେଣ୍ଟିନା ଏକ ରୋମାଞ୍ଚକର ମ୍ୟାଚରେ ଫ୍ରାନ୍ସକୁ ପରାସ୍ତ କରିଛି। ସେବେଠାରୁ ଆର୍ଜେଣ୍ଟିନା ଏବଂ ଏହାର ଅଧିନାୟକ ଲିଓନେଲ ମେସି ସୋସିଆଲ ମିଡିଆରେ ଚର୍ଚ୍ଚାରେ ରହୁଛନ୍ତି।…

ଗେହଲୋଟ-ପାଇଲଟଙ୍କ ସହ ଏକ ଘଣ୍ଟା ଧରି ଏକେଲା ବୈଠକ କଲେ ରାହୁଲ

ଜୟପୁର,୨୦ ।୧୨: ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ଏବେ ରାଜସ୍ଥାନରେ ଚାଲିଛି । ଏଠାରେ ଏହି ଯାତ୍ରା ପ୍ରାୟ ୫୦୦ କିଲୋମିଟର ପଥ ଅତିକ୍ରମ କରିବ । ମାଲାଖେଡାରେ ହୋଇଥିବା ବିଶାଳ ଜନସଭା ପରେ ରାହୁଲ ଗାନ୍ଧୀ ଅଲୱର ସର୍କିଟ…

୪ର୍ଥ ଶ୍ରେଣୀ ଛାତ୍ରଙ୍କୁ ବାଲକୋନୀରୁ ଠେଲି ହତ୍ୟା କଲେ ଶିକ୍ଷକ

ବେଙ୍ଗାଲୁରୁ,୧୯।୧୨: କର୍ନାଟକର ହଗଲି ଗ୍ରାମର ଆଦର୍ଶ ପ୍ରାଇମେରୀ ସ୍କୁଲ ଶିକ୍ଷକ ମୁଥାପ୍ପା ସ୍କୁଲର ୪ର୍ଥ ଶ୍ରେଣୀ ଛାତ୍ରଙ୍କୁ ବାଲକୋନୀରୁ ଠେଲି ହତ୍ୟା କରିଛନ୍ତି। ପ୍ରଥମେ ମୁଥାପ୍ପା ୧୦ ବର୍ଷ ବୟସର ଭରତଙ୍କୁ ବେଲଚାରେ ପିଟିଥିଲେ।ଏହାପରେ ତାଙ୍କୁ ବାଲକୋନୀରୁ ତଳକୁ ଠେଲି ଦେଇଥିଲେ।…

ପ୍ରମୋଶନ ସମୟରେ କନ୍ନଡ ଅଭିନେତାଙ୍କୁ ଚପଲ ମାଡ଼

ବେଙ୍ଗାଲୁରୁ,୧୯।୧୨: ଫିଲ୍ମର ପ୍ରମୋଶନ ସମୟରେ ଜଣେ କନ୍ନଡ ଅଭିନେତାଙ୍କ ସହ ଏକ ଅଭାବନୀୟ ଘଟଣା ଘଟିଛି। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ବେଳେ ପ୍ରଶଂସକଙ୍କୁ ବଡ଼ ଝଟ୍‌କା ଲାଗିଛି। ସୂଚନା ମୁତାବକ, କର୍ନାଟକର ହୋସପେଟରେ କନ୍ନଡ ଅଭିନେତା ଦର୍ଶନ…

ଶେଷରେ ମାନିଲା ରୁଷିଆ

ମସ୍କୋ,୧୯।୧୨: ୟୁକ୍ରେନ୍‌ ଉପରେ ରୁଷିଆ ୧୦ ମାସ ହେଲା ଆକ୍ରମଣ ଚଳାଇଥିବା ବେଳେ ଆମେରିକା ନିର୍ମିତ ୪ଟି କ୍ଷେପଣାସ୍ତ୍ରକୁ ଖସାଇଥିବା ପ୍ରଥମ ଥର ପାଇଁ ମସ୍କୋ ଦାବି କରିଛି। ୟୁକ୍ରେନ୍‌ ସୀମାକୁ ଲାଗି ରହିଥିବା ରୁଷିଆର ବେଲ୍‌ଗୋରୋଡ ଅଞ୍ଚଳ ଉପରେ ଆମେରିକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri