Home Left

ଏଆଇସିଏଫ୍‌ ସଦସ୍ୟ ହେଲା କିଟ୍‌ ୟୁନିଭର୍ସିଟି

ଭୁବନେଶ୍ୱର, ୨୭ା୩ (ସ୍ପୋଟର୍‌ସ ବ୍ୟୁରୋ): ଦେଶ ଏକମାତ୍ର ତଥା ପ୍ରଥମ ଶିକ୍ଷାନୁଷ୍ଠାନ ଭାବେ ସର୍ବଭାରତୀୟ ଚେସ୍‌ ମହାସଂଘ (ଏଆଇସିଏଫ୍‌)ର ସଦସ୍ୟତା ହାସଲ କରିପାରିଛି କିଟ୍‌ ୟୁନିଭର୍ସିଟି। ଗତ ୧୫ବର୍ଷ ହେଲା ଓଡ଼ିଶା ଓ ଭାରତରେ ଚେସ୍‌ ଖେଳର ପ୍ରମୋଟ କରିବାରେ କିଟ୍‌ର…

ବିଏମ୍‌ସି ଅବସରପ୍ରାପ୍ତ କର୍ମଚାରୀଙ୍କୁ ଅଣଦେଖା

ଭୁବନେଶ୍ୱର,୨୭।୩(ବ୍ୟୁରୋ): ରାଜ୍ୟରେ ବିଭିନ୍ନ ପୌରସଂସ୍ଥାରେ ଅବସରପ୍ରାପ୍ତ କର୍ମଚାରୀଙ୍କୁ ସମାନ ଗ୍ରାଚ୍ୟୁଇଟି ଟଙ୍କା ପ୍ରଦାନ କରାଯାଉ ନାହିଁ। ଅନ୍ୟ ସରକାରୀ କର୍ମଚାରୀଙ୍କୁ ମିଳୁଥିବା ଗ୍ରାଚ୍ୟୁଇଟି ପରିମାଣ ତୁଳନାରେ ପୌର କର୍ମଚାରୀଙ୍କୁ ଅଧା ଟଙ୍କା ମିଳୁଥିବାରୁ ଏଥିରେ ପାତରଅନ୍ତର କରାଯାଉଥିବା ଅଭିଯୋଗ ହୋଇଛି। ଯାହାକୁ…

ରାମେଶ୍ୱର ସ୍ପୋର୍ଟିଂର ବୃହତ୍‌ ବିଜୟ

ଭୁବନେଶ୍ୱର, ୨୭।୩(କ୍ରୀଡ଼ା ପ୍ରତିନିଧି): ରାମେଶ୍ୱର ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ୧୫ ବର୍ଷରୁ କମ୍‌ କମଳା ପରିଡ଼ା ସ୍ମାରକୀ (୫ମ ରାମେଶ୍ୱର କପ୍‌) କ୍ରିକେଟ ଟୁର୍ନାମେଣ୍ଟ ରବିବାର ଆରମ୍ଭ ହୋଇଛି। ଏହାର ପ୍ରଥମ ମ୍ୟାଚ୍‌ରେ ଅଧିନାୟକ ଶୁଭାଶିଷ ମଲିକଙ୍କ ବିସ୍ଫୋରକ ଶତକ ସହାୟତାରେ…

ରାଜ୍ୟ ବାହୁକୁସ୍ତି: କଟକ ଦଳଗତ ଚାମ୍ପିୟନ

ଭୁବନେଶ୍ୱର, ୨୭।୩ (କ୍ରୀଡ଼ା ପ୍ରତିନିଧି): ସ୍ଥାନୀୟ ଉତ୍କଳ କରାଟେ ସ୍କୁଲ ପରିସରରେ ରାଜ୍ୟ ବାହୁକୁସ୍ତି ପ୍ରତିଯୋଗିତା ରବିବାର ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ଜିଲାରୁ ମୋଟ ୧୫୦ ପ୍ରତିଯୋଗୀ ଭାଗ ନେଇଥିବାବେଳେ କଟକ ଦଳଗତ ଚାମ୍ପିୟନ ହୋଇଛି। ମହିଳା ବିଭାଗରେ ନଗ୍‌ମା ଆରା…

ଘୋଷଣାରେ ସୀମିତ ବାଲ୍ୟ ବିବାହମୁକ୍ତ ଗଞ୍ଜାମ

ଛତ୍ରପୁର,୨୭ା୩(ଡି.ଏନ୍‌.ଏ):ଗଞ୍ଜାମକୁ ବାଲ୍ୟବିବାହମୁକ୍ତ ଜିଲା ଭାବେ ୨୦୨୨ ଜାନୁଆରୀ ୩ରେ ଘୋଷଣା କରାଯାଇଥିଲା। ରାଜ୍ୟରେ ଏପରି ଘୋଷଣା ପ୍ରଥମ ବୋଲି ସେତେବେଳେ ପ୍ରଶାସନ ପକ୍ଷରୁ କୁହାଯାଇଥିଲା। ତେବେ ବାସ୍ତବରେ ଏହା ଘୋଷଣାରେ ସୀମିତ ରହିଛି। କାରଣ ଏବେବି ଜିଲାର ବିଭିନ୍ନ ସ୍ଥାନରେ ବାଲ୍ୟବିବାହ…

ଏମ୍‌କେସିଜିରେ ବାୟୋମେଟ୍ରିକ୍ସ ଉପସ୍ଥାନ ବାଧ୍ୟତାମୂଳକ

ବ୍ରହ୍ମପୁର ଅଫିସ,୨୭ା୩:ରାଜ୍ୟ ରାଜ୍ୟ ସରକାର ପ୍ରତ୍ୟେକ ସରକାରୀ ଡାକ୍ତରଖାନାରେ ବାୟୋମେଟ୍ରିକ୍‌ ଉପସ୍ଥାନକୁ କଡ଼ାକଡ଼ି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଡାକ୍ତର କେଉଁ ସମୟରେ ଆସୁଛନ୍ତି ଏବଂ କେତେବେଳେ ଯାଉଛନ୍ତି ତା’ର ଠିକ୍‌ ରେକର୍ଡ ରଖାଯାଇପାରିବ ବୋଲି ଆଶା କରାଯାଉଛି। ବ୍ରହ୍ମପୁର ବଡ…

ଭୁବନେଶ୍ୱର ସ୍କୁଲ୍ସ ଚେସ୍‌: ଲଳିତ ଚାମ୍ପିୟନ

ଭୁବନେଶ୍ୱର, ୨୭।୩(କ୍ରୀଡ଼ା ପ୍ରତିନିଧି): ଭୁବନେଶ୍ୱର ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ୩୬ତମ ସ୍କୁଲ୍ସ ଚେସ୍‌ ଚାମ୍ପିୟନଶିପ୍‌ ରବିବାର ଟଙ୍କପାଣି ରୋଡ୍‌ସ୍ଥିତ ସାଇ ବୀଣାପାଣି ଜ୍ଞାନମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ୬ ରାଉଣ୍ଡବିଶିଷ୍ଟ ଏହି ପ୍ରତିଯୋଗିତାରେ କଟକ ଓଲ୍ଡ ଷ୍ଟିଓ୍ବାର୍ଟ ସ୍କୁଲର ଲଳିତ ରଞ୍ଜନ…

ଘରଭଡ଼ା ମିଳୁନି, ଥଇଥାନ ହୋଇପାରୁନାହାନ୍ତି କିନ୍ନର

ଭୁବନେଶ୍ୱର,୨୭।୩ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମରେ ରହୁଥିବା କିନ୍ନରମାନେ ଆଉ ଭିକ୍ଷା ମାଗିବେ ନାହିଁ। ଅନ୍ୟମାନଙ୍କ ଭଳି ସେମାନେ ମଧ୍ୟ ସ୍ବାବଲମ୍ବୀ ହେବା ସହ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରାଯିବ। ଭୁବନେଶ୍ୱରକୁ ଭିକ୍ଷୁକମୁକ୍ତ କରିବା ଅଭିଯାନର ଏକ ଅଂଶ ସ୍ବରୁପ…

ଶବଦାହ କରିବାକୁ ଯାଇ ପାଲଟିଗଲେ ଶବ

ରୂପସା, ୨୭।୩(ଡି.ଏନ.ଏ.):ଶବଦାହ କରିବାକୁ ଯାଇଥିବା ଜଣେ ଯୁବକ ପୋଖରୀରେ ବୁଡି ପ୍ରାଣ ହରାଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ସଦର ବ୍ଲକ ରୂପସା ଥାନା ଅଞ୍ଚଳରେ। ମୃତ ଯୁବକ ହେଲେ କସିପଦା ପଞ୍ଚାୟତ ଅଧୀନ ହାତିଆଡ଼ିହା ଗ୍ରାମର ଶ୍ରୀକାନ୍ତ ବେହେରା…

ନିର୍ମାଣ ହୋଇପାରୁନି ମଡେଲ ଭେଣ୍ଡିଂ ଜୋନ୍‌

କଟକ ଅଫିସ,୨୭ା୩: ସହରରେ ବିସ୍ଥାପିତ ୧୨୦୦ ଉଠାଦୋକାନୀଙ୍କୁ ଥଇଥାନ କରିବା ପାଇଁ ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନ ଯୋଜନାରେ ମଡେଲ୍‌ ଭେଣ୍ଡିଂଜୋନ୍‌ ନିର୍ମାଣ କରିବାକୁ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ନିଷ୍ପତ୍ତି ନିଆଯାଯାଇଥିଲା। ସହରରେ ରାସ୍ତା ପାର୍ଶ୍ୱରେ ବସି ବିକ୍ରି କରୁଥିବା ସମସ୍ତ…

ପାଣିକୁ ଆୟୁଧ କରି ଆନ୍ଧ୍ରର ଅନୁପ୍ରବେଶ ଉଦ୍ୟମ

ନନ୍ଦପୁର,୨୭ା୩ (ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକର କୋଟିଆ ପଞ୍ଚାୟତ ପରେ ନନ୍ଦପୁର ବ୍ଲକ ଉପରେ ଏବେ ଆନ୍ଧ୍ରପ୍ରଦେଶ ନଜର ପକାଇଛି। ଏଠାରେ ପାଣିକୁ ଆୟୁଧ କରି ଆନ୍ଧ୍ର ଉକ୍ତ ବ୍ଲକରେ ଅନୁପ୍ରବେଶ ଉଦ୍ୟମ ଚଳାଇଛି। କିଛିଦିନ ତଳେ ବ୍ଲକର ସୀମାନ୍ତ…

ବିଶ୍ୱବିଦ୍ୟାଳୟଗୁଡ଼ିକରେ ଶତାଧିକ ମଞ୍ଜୁରୀପ୍ରାପ୍ତ ପଦବୀ ଖାଲି

ଭୁବନେଶ୍ବର,୨୭ା୩(ବ୍ୟୁରୋ): ରେଭେନ୍‌ଶା ବିଶ୍ବବିଦ୍ୟାଳୟରେ ମୋଟ୍‌ ୨୬୭ ମଞ୍ଜୁରୀପ୍ରାପ୍ତ ପଦବୀରୁ ୧୫୩ଟି ପଦବୀ ଖାଲିପଡ଼ିଛି। ସେହିପରି ଉତ୍କଳ ବିଶ୍ବବିଦ୍ୟାଳୟରେ ସହକାରୀ ପ୍ରଫେସର, ସହଯୋଗୀ ପ୍ରଫେସର ଏବଂ ପ୍ରଫେସରଙ୍କୁ ମିଶାଇ ମୋଟ୍‌ ୨୫୭ ମଞ୍ଜୁରୀପ୍ରାପ୍ତ ପଦବୀ ରହିଛି। ସେଥିରୁ ୧୨୯ ପଦବୀ ବର୍ତ୍ତମାନ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?