Home Left

୫୨ ସପ୍ତାହରେ ୫୨ନୂଆ ଷ୍ଟୋର ଖୋଲିବ କଲ୍ୟାଣ ଜୁଏଲର୍ସ

ନୂଆଦିଲ୍ଲୀ,୨୦।୧୨: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ କଲ୍ୟାଣ ଜୁଏଲର୍ସ ଆସନ୍ତା ୨୦୨୩ରେ ବ୍ୟବସାୟ ସମ୍ପ୍ରସାରଣ ସାଙ୍ଗକୁ ନୂଆ ଷ୍ଟୋର ଖୋଲିବା ନେଇ ଯୋଜନା କରିଥିବା ଜଣାପଡିଛି। ଏପରିକି ୫୨ ସପ୍ତାହରେ ୫୨ଟି ନୂଆ ଷ୍ଟୋର ଖୋଲିବାକୁ କଲ୍ୟାଣ ଲକ୍ଷ୍ୟ ରଖିଥିବା ବେଳେ…

ଓସିଓରେ କିଟ୍‌ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୨ ଛାତ୍ର

ଭୁବନେଶ୍ୱର,୨୦।୧: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ କିଟ୍‌ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଦୁଇ ଛାତ୍ର ଓଡିଶା ରାସାୟନିକ ଅଲମ୍ପିୟାଡ-୨୦୨୨ର ବିଜେତା (ପ୍ରଥମ ଓ ୩ୟ ସ୍ଥାନ) ହୋଇ ଅନୁଷ୍ଠାନର ସଫଳତାରେ ଆଉ ଗୋଟିଏ ଫର୍ଦ ଯୋଡିବାରେ ସଫଳ ହୋଇଛନ୍ତି। ଉଲେ୍‌ଲଖଯୋଗ୍ୟ ଯେ…

ପୋଷଣ ସହାୟତା ଦେବ ଲାଲଚାନ୍ଦ ଫାଉଣ୍ଡେଶନ୍‌

ଭୁବନେଶ୍ୱର,୨୦।୧୨: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଲାଲଚାନ୍ଦ ଜୁଏଲର୍ସର ସହଭାଗୀ ସଂସ୍ଥା ଲାଲଚାନ୍ଦ ଫାଉଣ୍ଡେଶନ୍‌ ଭୁବନେଶ୍ୱରର ୨୦୦ ଯକ୍ଷ୍ମାରୋଗୀଙ୍କୁ ୬ ମାସ ପାଇଁ ପୋଷ୍ୟ ଭାବେ ଗ୍ରହଣ କରି ଆବଶ୍ୟକ ପୋଷଣ ସହାୟତା ପ୍ରଦାନ କରୁଥିବା ଜଣାପଡ଼ିଛି। ବିଶେଷକରି ଜାତୀୟ ଯକ୍ଷ୍ମା…

ହକି ପାଇଁ ମାଟିରେ ମିଶୁଛି ଭାତହାଣ୍ଡି

ଭୁବନେଶ୍ୱର, ୨୦।୧୨ (ବ୍ୟୁରୋ):ଜାନୁୟାରୀ ମାସରେ ହକି ବିଶ୍ୱକପ୍‌ ଦେଖିବ ସମଗ୍ର ବିଶ୍ୱ। ରାଜଧାନୀ ଭୁବନେଶ୍ୱର ଏବଂ ରାଉରକେଲାରେ ଖେଳ ଅନୁଷ୍ଠିତ ହେବ। ହକି ଦେଖିବାକୁ ବିଭିନ୍ନ ଦେଶବିଦେଶରୁ ପ୍ରଶଂସକଙ୍କ ସହ ଖେଳାଳିଙ୍କ ସୁଅ ଛୁଟିବ। ତେଣୁ ଅତିଥିମାନଙ୍କୁ ସ୍ବାଗତ କରିବା ପାଇଁ…

୮ରୁ ଫ୍ୟାଶନ୍‌ ଆଣ୍ଡ୍‌ ଲାଇଫ୍‌ଷ୍ଟାଇଲ୍‌ ମେଳା

ଭୁବନେଶ୍ୱର,୨୦।୧୨: ରାଜ୍ୟର ପ୍ରମୁଖ ଗୃହ ନିର୍ମାଣକାରୀ ସଂସ୍ଥା ଇଭୋସ ବିଲ୍‌ଡକନ୍‌ର ସହଯୋଗରେ ଇଣ୍ଡିଆନ୍‌ ଚାମ୍ବର ଅଫ୍‌ କମର୍ସ (ଆଇସିସି) ଏବଂ ମହିଳା ଉଦ୍ୟୋଗୀ ପରିଷଦ ଆଇଏନ୍‌ଡବ୍ଲ୍ୟୁଇସି ପକ୍ଷରୁ ଏକ ୫ ଦିନିଆ ଫ୍ୟାଶନ୍‌ ଆଣ୍ଡ୍‌ ଲାଇଫ୍‌ଷ୍ଟାଇଲ୍‌ ମେଳାର ଆୟୋଜନ କରାଯାଉଛି। ଏପରିକି…

ସିଂହଦ୍ୱାର ନିକଟରେ ଚାଲିଛି ବେଆଇନ ନିର୍ମାଣ

ପୁରୀ ଅଫିସ, ୨୦ା୧୨:ଶ୍ରୀମନ୍ଦିର ସିଂହଦ୍ୱାର ନିକଟ ମଙ୍ଗୁମଠ ପାର୍ଶ୍ୱରେ ବେଆଇନ ଭାବେ ନିର୍ମାଣ କାର୍ଯ୍ୟ ଚାଲିଥିବା ଅଭିଯୋଗ ଆଣି ପୁରୀ ଜିଲା କମାକନ୍ତିଆ ଗ୍ରାମର ମାନବାଧିକାର କର୍ମୀ ଦିଲୀପ କୁମାର ବରାଳ ସୋମବାର ମୁଖ୍ୟମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ବରାଳ ତାଙ୍କ…

ଆଉ ମିଳିଲାନି ରିମାଣ୍ଡ, ଜେଲ ଗଲେ ଅର୍ଚ୍ଚନା

ଭୁବନେଶ୍ୱର,୨୦।୧୨ (ବ୍ୟୁରୋ):ଦୀର୍ଘ ଦିନର ଜେରା, ଚଢ଼ାଉ ସହ ଥାନା ଓ ଫୋରେନ୍‌ସିକ୍‌ ଲାବ୍‌ରୁ ଦସ୍ତାବିଜ ପାଇବା ସତ୍ତ୍ୱେ ଏଯାଏ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ କଳା ସାମ୍ରାଜ୍ୟର କାଣିଚାଏ ଗୁମର ଖୋଲିପାରି ନାହିଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ମାତ୍ର କିଛି ଲକ୍ଷ ଟଙ୍କାର ବେଆଇନ…

ଆମେରିକା କ୍ୟାପିଟୋଲ ହିଂସା: ଟ୍ରମ୍ଫକୁ ଦାୟୀ କଲା ଯାଞ୍ଚ ପ୍ୟାନେଲ, ଦୋଷୀ ହେବେ କି ନା ନିଷ୍ପତ୍ତି ନେବ ଆଇନ ବିଭାଗ

ୱାଶିଂଟନ,୨୦ ।୧୨: ୱାଶିଂଟନରେ ଥିବା ଆମେରିକାର କ୍ୟାପିଟାଲ ବିଲଡିଂ(ଆମେରିକାର ସଂସଦ ଗୃହ) ପରିସର ବାହାରେ ୬ ଜାନୁୟାରୀ ୨୦୨୧ରେ ହୋଇଥିବା ଆକ୍ରମଣର ଅନୁସନ୍ଧାନ କରୁଥିବା ଏକ ସ୍ୱତନ୍ତ୍ର ଯାଞ୍ଚ ସମିତି ସୋମବାର ଏହାର ଚୁଡାନ୍ତ ଶୁଣାଣି କରିଛି । ଅନୁସନ୍ଧାନ କରୁଥିବା…

ଚିଲିକାରେ ଭାସିଲା ଗ୍ୟାସ୍‌ ସିଲିଣ୍ଡର

କୃଷ୍ଣପ୍ରସାଦ,୨୦ା୧୨(ଡି.ଏନ୍‌.ଏ.):ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଜହ୍ନିକୁଦା ଘାଟ ଚିଲିକାରେ ପୁଣି ଅଘଟଣ ଘଟିଛି। ସୋମବାର ଏକ ପିକ୍‌ଅପ୍‌ ଭ୍ୟାନ ଭାରସାମ୍ୟ ହରାଇ ତଳକୁ ଖସି ଡଙ୍ଗାରେ ପିଟି ହୋଇଯାଇଥିଲା। ଫଳରେ ଡଙ୍ଗାର କିଛି ଅଂଶ ଭାଙ୍ଗିଯିବା ସହ ବୁଡ଼ିଯାଇଥିଲା। ଡଙ୍ଗା ଓ…

ପ୍ରତିପକ୍ଷ ଓକିଲଙ୍କ ପ୍ରଶ୍ନକୁ ନେଇ ଆପତ୍ତି ଉଠାଇଲେ ବର୍ଷା

କଟକ ଅଫିସ, ୨୦ା୧୨:ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ତାଙ୍କ ସ୍ବାମୀ ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣି ସୋମବାର ପରିବାର ଅଦାଲତରେ ହୋଇଥିଲା। ଅଦାଲତଙ୍କ ନିର୍ଦ୍ଦେଶ ଅନୁସାରେ ବର୍ଷା କୋର୍ଟରେ ହାଜର ହେବା ପରେ ତାଙ୍କର…

କେରଳରେ ଫୁଟ୍‌ବଲ ଉନ୍ମାଦନା: ୩ ଜଣଙ୍କୁ ହାଣିଲେ

କନ୍ନୁର,୨୦।୧୨ : ରବିବାର ରାତିରେ ଫ୍ରାନ୍ସ ଓ ଆର୍ଜେଣ୍ଟିନା ମଧ୍ୟରେ ଫିଫା ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଚାଲିଥିବାବେଳେ କେରଳର କେତେକ ସ୍ଥାନରେ ଏହାକୁ ନେଇ ହିଂସାକାଣ୍ଡ ଘଟିଛି। କନ୍ନୁରରେ ୩ ଜଣ ଯୁବକଙ୍କୁ ତାଙ୍କ ବିରୋଧୀ ଗୋଷ୍ଠୀ ହାଣିଥିବାବେଳ କୋଚିରେ ୨…

ରାଉରକେଲା ବିମାନବନ୍ଦର କାମ ସରିଲାଣି

ଭୁବନେଶ୍ବର,୨୦ା୧୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ୫-ଟି ସଚିବ ଭି.କେ. ପାଣ୍ଡିଆନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ରାଉରକେଲା ବିମାନ ବନ୍ଦର ଏବଂ ବିଭିନ୍ନ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟର ଅଗ୍ରଗତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri