ଶୁଟିଂ ବିଶ୍ୱକପ: ଶେଷ ଦିନରେ ସାମରାଙ୍କୁ ମିଳିଲା ବ୍ରୋଞ୍ଜ
ଭୋପାଳ,୨୬ା୩: ଭୋପାଳରେ ଚାଲିଥିବା ଆଇଏସ୍ଏସ୍ଏଫ୍ ଶୁଟିଂ ବିଶ୍ୱକପ୍ର ଶେଷ ଦିନରେ ଲଢୁଆ ପ୍ରଦର୍ଶନ ସହିତ ବ୍ରୋଞ୍ଜ ପଦକ ବିଜୟୀ ହୋଇଛନ୍ତି ଭାରତର ସିଫ୍ଟ କୌର୍ ସାମରା। ସାମରାଙ୍କ ବ୍ରୋଞ୍ଜ ପଦକ ସହିତ ଭାରତ ୭ଟି ପଦକ ସହିତ ଦ୍ୱିତୀୟ ସ୍ଥାନରେ ରହି…
ଭତ୍ତା ଟଙ୍କା ଛଡାଇ ନେଇ ମହିଳାଙ୍କୁ ଆକ୍ରମଣ
ପଦ୍ମପୁର,୨୬ା୩(ଡି.ଏନ.ଏ.): ଭଦ୍ରକ ସଦର ବ୍ଲକ ଅଧୀନ ଶେରପୁର ଗ୍ରାମର ଜଣେ ମହିଳା ଭତ୍ତା ଟଙ୍କା ନେଇ ଶନିବାର କେଦାରପୁର ପଞ୍ଚାୟତ କାଯର୍ର୍ୟାଳୟରୁ ଫେରୁଥିବା ବେଳେ କୁଣ୍ଡିପୋଲଠାରେ କେତେଜଣ ଅସାମାଜିକ ବ୍ୟକ୍ତି ତାଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିବା ସହ ଟଙ୍କା ଛଡ଼ାଇ…
ପୂର୍ବତନ ସ୍ତ୍ରୀ, ଭାଇଙ୍କ ନାଁରେ ୧୦୦ କୋଟି ଟଙ୍କାର ମାନହାନି କେସ୍ କଲେ ଏହି ଅଭିନେତା
ନୱାଜୁଦ୍ଦିନ ସିଦ୍ଦିକି ହିନ୍ଦୀ ସିନେମାର ଜଣେ ଭେଟେରାନ ଅଭିନେତା। ଆଜିକାଲି ସେ ଚଳଚ୍ଚିତ୍ର କିମ୍ବା ଅଭିନୟ ନୁହେଁ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ପୂର୍ବତନ ସ୍ତ୍ରୀ ଆଲିଆ ସିଦ୍ଦିକି ଅଭିନେତାଙ୍କ ବିରୋଧରେ ଅନେକ ଅଭିଯୋଗ ଆଣିଛନ୍ତି। କେବଳ…
ମୁଖାପିନ୍ଧା ଚୋର ଆତଙ୍କ: ଗୋଟିଏ ରାତିରେ ୨ ଘରେ ବୁଲାଇଲେ କଳାକନା
କେନ୍ଦୁଝର,୨୬ା୩(ସ୍ବ.ପ୍ର.): କେନ୍ଦୁଝର ସହରର ବଳଦେବଜୀଉ କଲୋନୀ ଲେନ୍ ୬ ଏବଂ ଲେନ୍ ୭ରେ ଶନିବାର ବିଳମ୍ବିତ ରାତିରେ ଦୁଇ ଜଣ ଲୋକଙ୍କ ଘରୁ ଚୋରି ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏହାକୁ ନେଇ ବନ ବିଭାଗ ପକ୍ଷରୁ ଟାଉନ ଥାନାରେ ରବିବାର…
ସ୍ବିସ ଓପନ ବ୍ୟାଡମିଣ୍ଟନ: ଚାମ୍ପିଅନ୍ ହେଲେ ସାତ୍ତ୍ୱିକ-ଚିରାଗ
ନୂଆଦିଲ୍ଲୀ,୨୬।୩: ସ୍ବିସ ଓପନ ପୁରୁଷ ଡବଲ୍ସ ଟାଇଟଲ ଜିତିଛନ୍ତି ଭାରତୀୟ ଯୋଡି ସାତ୍ତ୍ୱିକସାଇରାଜ ରାଙ୍କିରେଡି ଏବଂ ଚିରାଗ ଶେଟ୍ଟୀ। ଫାଇନାଲରେ ଭାରତୀୟ ଯୋଡି ଚାଇନାର ଯୋଡି ଟାଙ୍ଗ କିଆନ ଏବଂ ରେନ ୟୁ ଜିଆଙ୍ଗଙ୍କୁ ପରାସ୍ତ କରିଛନ୍ତି। ସାତ୍ତ୍ୱିକ ଏବଂ ଚିରାଗ…
୨ ପିଲାଙ୍କୁ ବିଷ ଦେଇ ଜୀବନ ହାରିଲେ ଦମ୍ପତି
ହାଇଦ୍ରାବାଦ,୨୬।୩: ହାଇଦ୍ରାବାଦ କୁଶାଇଗୁଡ଼ାରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଆପାର୍ଟମେଣ୍ଟରେ ରହୁଥିବା ଗୋଟିଏ ପରିବାରର ୪ ଜଣ ବିଷ ପିଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ମୃତକ ହେଲେ ସ୍ବାମୀ…
ଜଙ୍ଗଲରୁ ମିଳିଲା ୪ ମଇଁଷି ଛୁଆଙ୍କ ମୃତଦେହ: ବାଘ ଆକ୍ରମଣ ସନ୍ଦେହ
କେନ୍ଦୁଝର,୨୬ା୩(ସ୍ବ.ପ୍ର.): ଘଟଗାଁ ରେଞ୍ଜ ଅନ୍ତର୍ଗତ ଅଟେଇ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ ଚାରୋଟି ମଇଁଷିଙ୍କ ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ଗତ ୨୪ ତାରିଖ ରାତିରେ ଏହି ମୃତଦେହ ମିଳିଥିବା ବେଳେ ସେମାନଙ୍କୁ ବାଘ ମାରିଥିବା ଆଶଙ୍କା କରାଯାଇଛି। ଉକ୍ତ…
ଅଟା ପାଇଁ ଦଳାଚକଟା: ୪ ମୃତ
ଲାହୋର,୨୬।୩: ପାକିସ୍ତାନରେ ଅର୍ଥନୈତିକ ସଙ୍କଟ ଲାଗିରହିଛି। ଲୋକେ ଅଟା ପାଇଁ ଲମ୍ବା ଲାଇନ ଲଗାଉଛନ୍ତି। ପଞ୍ଜାବ ପ୍ରଦେଶରେ ସରକାରୀ ବଣ୍ଟନ କେନ୍ଦ୍ରରୁ ମାଗଣା ଅଟା ଆଣିବାକୁ ଚେଷ୍ଟା କରୁଥିବାବେଳେ ଦଳାଚକଟା ହୋଇଛି। ଏଥିରେ ଚାରିଜଣ ବୃଦ୍ଧଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକେ…
ପ୍ରେମିକାଙ୍କ ଓଢ଼ଣୀରେ ଝୁଲିପଡ଼ିଲେ ପ୍ରେମିକ
ଭୁବନେଶ୍ୱର,୨୬ା୩(ବ୍ୟୁରୋ): ରାଜଧାନୀର ଏକ ହୋଟେଲରୁ ଯୁବକଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଜବତ ହୋଇଛି । ମୃତ ଯୁବକ ଜଣକ ହେଲେ ଦୁର୍ଗାପ୍ରସାଦ ମିଶ୍ର। ଖଣ୍ଡଗିରି ଜାଗମରାସ୍ଥିତ ଏକ ହୋଟେଲରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପ୍ରେମିକା ବାଥରୁମ୍ରେ ଥିବା ବେଳେ ତାଙ୍କ…
ଜାଲ୍ ସାର୍ଟିଫିକେଟ କାରବାର ଘଟଣା: ଟ୍ରେନିଂ ଇନ୍ଷ୍ଟିଚ୍ୟୁଟ୍ରେ ଚଢ଼ାଉ
ବଲାଙ୍ଗୀର ଅଫିସ,୨୬ା୩: ଜାଲ୍ ସାର୍ଟିଫିକେଟ କାରବାର ଘଟଣାରେ ବଲାଙ୍ଗୀର ପୋଲିସ ଓ ପ୍ରଶାସନ ପକ୍ଷରୁ ରବିବାର ସ୍ଥାନୀୟ ଜୀବନ ବୀମା କାର୍ଯ୍ୟାଳୟ ନିକଟରେ ଥିବା କମ୍ପ ଭାଇ ଭୋକେଶନାଲ ଟ୍ରେନିଂ ଇଷ୍ଟିଚ୍ୟୁଟ୍ରେ ଚଢ଼ାଉ କରାଯାଇଛି। ମାଜିଷ୍ଟ୍ରେଟ୍ ତହସିଲଦାର ପୁଷ୍ପାଞ୍ଜଳି ପଣ୍ଡାଙ୍କ ଉପସ୍ଥିତିରେ…
ହାତୀ ଖେଳୁଛି ଫୁଟବଲ୍: ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ
ପ୍ରତିଦିନ ସୋସିଆଲ ମିଡିଆରେ କିଛି ମଜାଦାର ଫଟୋ ଏବଂ ଭିଡିଓ ଭାଇରାଲ ହୋଇଥାଏ, ଯାହା ୟୁଜର୍ସଙ୍କୁ ମନୋରଞ୍ଜନର ଖୋରାକ ଯୋଗାଇଥାଏ। ନିକଟରେ ସୋସିଆଲ ମିଡିଆରେ ଏଭଳି ଏକ ମଜାଦାର ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ କୁନି ହାତୀ ଫୁଟବଲ ଖେଳୁଥିବା ଦେଖିବାକୁ…
ନିଶରେ ତିଆରି ସୁଟ୍
ଅନେକଙ୍କୁ ପ୍ରାଣୀଙ୍କ ଲୋମ ବା ଫର୍ରେ ତିଆରି ପୋଷାକ ପିନ୍ଧିବାକୁ ଭଲ ଲାଗେ। ହେଲେ ଜାଣନ୍ତି କି ଅଷ୍ଟ୍ରେଲିଆର ମେନ୍ସଓ୍ବେର କମ୍ପାନୀ ‘ପୋଲିଟିକ୍ସ’ ମଣିଷ ନିଶରେ ତିଆରି କରିଛି ସୁଟ୍। ଭିଜୁଆଲ ଆର୍ଟିଷ୍ଟ ପାମେଲା କ୍ଲିମନ୍ ପାସୀଙ୍କ ସହ ମିଶି ପୋଲିଟିକ୍ସ…

