Home Left

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ସହିତ ଯୋଗାଯୋଗ କରିଛି। ICC PCBକୁ ଏକ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ ୨୬ତାରିଖ ପର୍ଯ୍ୟନ୍ତ ଅନଲାଇନରେ ଆବେଦନ କରିପାରିବେ । ଯଦି ସରକାରୀ ବ୍ୟାଙ୍କରେ ଚାକିରି…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି। ସେଥିପାଇଁ ସେମାନଙ୍କ ବେଡ୍‌ରୁମ୍‌ର ସାଜସଜ୍ଜାକୁ ନେଇ କିଛିଟା…

ଭାଲେଣ୍ଟାଇନ୍ସ ଡେ’ରେ ସାଥୀଙ୍କୁ ଦେବାକୁ ଭୁଲନ୍ତୁନି ଏସବୁ , ନହଲେ…

ବାସ୍ତୁଶାସ୍ତ୍ର ଅନୁଯାୟୀ ଭାଲେଣ୍ଟାଇନ୍ସ ଡେ’ରେ ଏମିତି କିଛି ଉପହାର ସାଥୀକୁ ଦିଅନ୍ତୁ; ଯାହା ତାଙ୍କୁ ଖୁସି ଦେବା ସହ ତାଙ୍କ ଜୀବନରେ ସୁଖ, ସମୃଦ୍ଧି ବି ଆଣିଦେଉଥିବ… * ହାର୍ଟ ଶେପ୍‌ର ଚକୋଲେଟ୍‌ ବକ୍ସ ଭାଲେଣ୍ଟାଇନ୍ସ ଡେ’ରେ ସାଥୀକୁ ଦେବା ପାଇଁ…

ଭାଲେଣ୍ଟାଇନ ସପ୍ତାହ, ୪ ରାଶିର ବ୍ୟକ୍ତିଙ୍କ ଜୀବନରେ ପ୍ରେମ…

ଭାଲେଣ୍ଟାଇନ୍ସ ସପ୍ତାହ ଫେବୃଆରୀ ୭ ତାରିଖରୁ ଆରମ୍ଭ ହୋଇଛି ଏବଂ ଫେବୃଆରୀ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଭାଲେଣ୍ଟାଇନ୍ସ ସପ୍ତାହ ପ୍ରେମୀ, ବିବାହିତ ଦମ୍ପତି ଏବଂ ଅବିବାହିତମାନଙ୍କ ପାଇଁ ସ୍ୱତନ୍ତ୍ର । ଶୁକ୍ର ଗ୍ରହର ପ୍ରେମ ଜୀବନ ଉପରେ ଗଭୀର ପ୍ରଭାବ…

ଭୀମ ଭୋଇ ସାମର୍ଥ୍ୟ ଶିବିରରେ ଅଧିକାରୀଙ୍କ ଦାଦାଗିରି: ସେବା ଅପେକ୍ଷା ‘ଫଟୋ ସୋ’ ଅଧିକ 

ଥୁଆମୂଳରାମପୁର,୭ା୨(ଦୁର୍ଗା କୀର୍ତ୍ତି): କଳାହାଣଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ଗୋପୀନାଥପୁର ପଞ୍ଚାୟତର ଫଟକି ମହୁଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଅନୁଷ୍ଠିତ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଏକ ପ୍ରକାର ପ୍ରହସନରେ ପରିଣତ ହୋଇଛି। ସରକାରୀ ଯୋଜନାର ସୁଫଳ ଭିନ୍ନକ୍ଷମଙ୍କ…

USA ବିପକ୍ଷରେ ବିଜୟ ପରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ଖୁଲାସା, ୱାଶିଂଟନ୍ ସୁନ୍ଦର…..

ଟିମ୍ ଇଣ୍ଡିଆ ICC ଟି୨୦ ବିଶ୍ୱକପରେ ବିଜୟ ସହିତ ଅଭିଯାନ ଆରମ୍ଭ କରିଛି। ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଆମେରିକା ଦଳକୁ ପରାସ୍ତ କରିଥିଲା। ଟିମ୍ ଇଣ୍ଡିଆର ବିଜୟରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ । ସୂର୍ଯ୍ୟ…

ଏଇ ଭାରତରେ

ଉତ୍ତରପ୍ରଦେଶର ଧୀରଜ ବର୍ମା ବିନା ମାଟି ଅର୍ଥାତ୍‌ କେବଳ ପାଣି (ହାଇଡ୍ରୋପୋନିକ୍ସ ପଦ୍ଧତି)ରେ ଚାଷକରି ପ୍ରଥମ ପର୍ଯ୍ୟାୟରେ ୫ ଟନ୍‌ ଷ୍ଟ୍ରବେରି ଉତ୍ପାଦନ କରିବାକୁ ସକ୍ଷମ ହୋଇଛନ୍ତି। ଟିଭି ଶୋ’ ଦେଖି ସେ ଷ୍ଟ୍ରବେରି ଚାଷ ଆରମ୍ଭ କରିଥିଲେ। ଧୀରଜ ବିଜ୍ଞାନରେ…

ବିଶ୍ୱାସ ଅଛି, ଭରସା ନାହିଁ

ଆଗକୁ ଅନ୍ଧାରପକ୍ଷ ଆସୁଛି। କୁଞ୍ଜବଦଳିଆ, ଦାଆଗେଣ୍ଡାଳିଆ, ସାରସ, ପାତିହଂସ, ଜଡ଼ାହଂସ ସମସ୍ତଙ୍କ ମଧ୍ୟରେ ଭାଳେଣି, ମାଫିଆଙ୍କ ହାତରୁ ଏଥର ନିସ୍ତାର ନାହିଁ। କାକଟପୁର, ଅସ୍ତରଙ୍ଗ, ଦେବୀନଦୀ ମୁହାଣ, ଶଙ୍କରାଡିଆ, ସୁନାଡିଆ ଆଦି ଅଞ୍ଚଳରେ ଅତିଥି ପକ୍ଷୀମାନେ ମନ ମାରି ବସିଛନ୍ତି। ତାଙ୍କ…

ଆତଙ୍କବାଦର ପୃଷ୍ଠପୋଷକ କିଏ

ୟୁରୋପୀୟ ପାର୍ଲାମେଣ୍ଟରେ ରୁଷିଆକୁ ‘ଆତଙ୍କବାଦ ପୃଷ୍ଠପୋଷକ ରାଷ୍ଟ୍ର’ ବୋଲି ଘୋଷଣା କରିଥିଲା ବେଳେ ଆମେରିକା ପାକିସ୍ତାନକୁ ସହଯୋଗର ହାତ ବଢ଼ାଇ ନିଜର ମିତ୍ର ରାଷ୍ଟ୍ରର ପରିଚୟ ଦେଇଥିଲା। ୟୁକ୍ରେନ୍‌ରେ ମସ୍କୋ ଲଗାତର ଆକ୍ରମଣ କରିବା ସହ ମାନବାଧିକାର ଓ ଅନ୍ତର୍ଜାତୀୟ ମାନବାଧିକାର…

ଆତ୍ମସମର୍ପଣ

ସାର୍ବଭୌମତ୍ୱ ଉଲ୍ଲଂଘନକୁ ଏକ ଦେଶର ଆଞ୍ଚଳିକ ଅଖଣ୍ଡତାର ଉଲ୍ଲଂଘନ କିମ୍ବା ସରକାରୀ କାର୍ଯ୍ୟରେ ହସ୍ତକ୍ଷେପ ବୋଲି କୁହାଯାଏ। ଜଣେ ଆତ୍ମସମର୍ପଣ କରେ ଯେତେବେଳେ ସେ ବିନା ପ୍ରତିରୋଧରେ ଅନ୍ୟପକ୍ଷର କ୍ଷମତା ନିକଟରେ ମୁଣ୍ଡ ନୁଆଁଏ। ଯୁକ୍ତରାଷ୍ଟ୍ର ଆମେରିକା ଏବଂ ଭାରତ ମଧ୍ୟରେ…

ସରିଲା ଗୋଲାପ ଦିଆନିଆ, ଆଜି ପ୍ରପୋଜ୍‌

ଭୁବନେଶ୍ୱର,୮।୨(ସୌମ୍ୟରଞ୍ଜନ ରାଉତ): ଭାଲାଣ୍ଟାଇନ୍‌ ଡେ’ର ପ୍ରଥମ ପାହାଚ ରୋଜ୍‌ ଡେ’ ପାଇଁ ଶନିବାର ଚଳଚଞ୍ଚଳ ହୋଇଉଠିଥିଲା ରାଜଧାନୀ। ପରସ୍ପରକୁ ଗୋଲାପ ଦେଇ ଶୁଭେଚ୍ଛା ଜଣାଇଥିଲେ ପ୍ରେମୀଯୁଗଳ। ହଷ୍ଟେଲ୍‌ଗୁଡିକରେ ରୋଜ୍‌ ଡେ’ ପାଇଁ ବିଶେଷ ଉତ୍ସାହ ଦେଖିବାକୁ ମିଳିଥିଲା। ସାଙ୍ଗସାଥୀମାନେ ମଧ୍ୟ ପରସ୍ପରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri