୨୦୨୨ ଆଇଏମ୍ଡିବି ଟପ୍-୧୦ ଭାରତୀୟ ଫିଲ୍ମ: ତାଲିକାରେ ମାତ୍ର ୨ ବଲିଉଡ୍ ଫିଲ୍ମ
୨୦୨୨ ବର୍ଷ ଫିଲ୍ମ ଜଗତର ତାରକାମାନଙ୍କ ପାଇଁ ଏକ ଖଟା ଏବଂ ମିଠା ଅନୁଭୂତି ଆଣିଦେଇଥିଲା। ବିଶେଷକରି ଚଳିତ ବର୍ଷ ବକ୍ସ ଅଫିସରେ ଜବରଦସ୍ତ ପ୍ରତିଯୋଗିତା ଦେଖିବାକୁ ମିଳିଥିଲା। ବର୍ଷ ଶେଷ ହେବାକୁ କେବଳ କିଛି ଦିନ ବାକି ଅଛି। ଏହାପୂର୍ବରୁ…
୩୮ ବର୍ଷରେ ପାଦ ଦେଲେ ଅଙ୍କିତା
ମୁମ୍ବାଇ: ଛୋଟପରଦାର ପ୍ରସିଦ୍ଧ ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ଆଜି ଅର୍ଥାତ୍ ଡିସେମ୍ବର ୧୯ରେ ତାଙ୍କର ୩୮ ତମ ଜନ୍ମଦିନ ପାଳନ କରୁଛନ୍ତି। ୧୯୮୪ରେ ଇନ୍ଦୋରର ଏକ ମରାଠୀ ପରିବାରରେ ସେ ଜନ୍ମଗ୍ରହଣ କରିଥିଲେ। ଅଭିନେତ୍ରୀ ସ୍ବାମୀ ବିକି ଜୈନଙ୍କ ସହ ବିଦେଶରେ…
ମନପସନ୍ଦର ସ୍ବାମୀ ପାଇବା ପାଇଁ ୧୦୦ ଜଣଙ୍କୁ ଡେଟ୍ କରିସାରିଲେଣି ଯୁବତୀ, ଥରକେ ଖର୍ଚ୍ଚ କରନ୍ତି ଏତିକି ଟଙ୍କା…
ଲୋକେ ସଫଳତା ପାଇବା ପାଇଁ ଅଦ୍ଭୁତ କାର୍ଯ୍ୟ କରିଥାନ୍ତି। ଯାହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ଏହି ଯେମିତି ଜଣେ ଯୁବତୀ ବିବାହ ପୂର୍ବରୁ ଅନେକ ଡେଟିଂ ସାଇଟ୍ ମାଧ୍ୟମରେ ୧୦୦ ଜଣଙ୍କୁ ଡେଟ୍ କରିସାରିଲେଣି। ଏହି ଯୁବତୀଙ୍କ ନାମ ଲିନ୍। ପ୍ରତି…
ଗୁଳିମାଡ଼ରେ ଆର୍ମି ଇଞ୍ଜିନିୟରଙ୍କ ଜୀବନ ଗଲା
ନୟାଗଡ଼ ଅଫିସ,୧୯ା୧୨: ନୟାଗଡ଼ ଜିଲା ଇଟାମାଟି ଥାନା କୃଷ୍ଣପ୍ରସାଦ ଗାଁରେ ପୂର୍ବ ଶତ୍ରୁତାରୁ ସୋମବାର ଗୁଳିମାଡ଼ ହେବାରୁ ଅନିରୁଦ୍ଧ ନାୟକ ନାମକ ଜଣେ ଆର୍ମି ଟେକ୍ନିକାଲ ଇଞ୍ଜିନିୟରଙ୍କ ମୃତ୍ୟୁ ଘଟିଛି। ଅନିରୁଦ୍ଧଙ୍କ ଛାତିରେ ୧୫ରୁ ଅଧିକ ଗୁଳି ବାଜିଥିଲା। ଗୁରୁତର ଅବସ୍ଥାରେ…
ଆର୍ମି ଇଞ୍ଜିନିୟରଙ୍କୁ ଗୁଳିମାଡ଼
ନୟାଗଡ଼ ଅଫିସ,୧୯ା୧୨: ନୟାଗଡ଼ ଜିଲା ଇଟାମାଟି ଥାନା କୃଷ୍ଣପ୍ରସାଦ ଗାଁରେ ସୋମବାର ଗୁଳିମାଡ଼ ହୋଇଛି। ଏଥିରେ ଅନିରୁଦ୍ଧ ନାୟକ ନାମକ ଜଣେ ଆର୍ମି ଟେକ୍ନିକାଲ ଇଞ୍ଜିନିୟର ଗୁରୁତର ହୋଇଛନ୍ତି। ଅନିରୁଦ୍ଧଙ୍କ ଛାତିରେ ୧୫ରୁ ଅଧିକ ଗୁଳିମାଡ଼ ହୋଇଛି। ପୂର୍ବ ଶତ୍ରୁତାରୁ ଏହି…
୨ ବର୍ଷ ହେଲା ସୋଲାର ପମ୍ପ ଅଚଳ
କର୍ଲାମୁଣ୍ଡା,୧୯।୧୨(ଡି.ଏନ.ଏ.):ସାଧାରଣ ଲୋକଙ୍କ ବିଭିନ୍ନ ସମସ୍ୟା ତଥା ଅଭିଯୋଗଗୁଡ଼ିକ ତୁରନ୍ତ ସମାଧାନ ଦିଗରେ ପଦକ୍ଷେପ ନେବାକୁ ସରକାର ପ୍ରତି ପଞ୍ଚାୟତସ୍ତରରେ ଯୁଗ୍ମଜନଶିବିର କରିବାକୁ କଡାନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ପଞ୍ଚାୟତଠୁଁ ବ୍ଲକସ୍ତରରେ ମଧ୍ୟ ଜନଶୁଣାଣି ଶିବିର ଆୟୋଜନ କରାଯାଇଛି। ତେବେ ନାମକୁ ମାତ୍ର ଜନଶୁଣାଣି…
ବଦଳୁଛି ପାନପୋଷ ହକି ଛକ ରୂପରେଖ
ରାଉରକେଲା ଅଫିସ,୧୯।୧୨:ଷ୍ଟିଲସିଟି ରାଉରକେଲାରେ ପ୍ରଥମ ଥର ପାଇଁ ହେବାକୁ ଯାଉଛି ପୁରୁଷ ହକି ବିଶ୍ୱକପ୍। ଏହି ବିଶ୍ୱକପ୍ ରାଉରକେଲା ଛେଣ୍ଡ କଲୋନି ବିପିୟୁଟି ପରିସରରେ ନିର୍ମାଣାଧୀନ ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯିବ। ହକି ବିଶ୍ୱକପ୍କୁ ଆଉ ମାତ୍ର ୨୬ ଦିନ ବାକି…
ଶ୍ରମିକ ବଦଳରେ ମେଶିନରେ ହେଉଛି କାମ
ଗୋଲାମୁଣ୍ଡା,୧୯।୧୨(ଡି.ଏନ.ଏ.):ଶ୍ରମିକମାନେ କାମଧନ୍ଦା ନ ପାଇ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଥିବା ବେଳେ ଏମ୍ଜିଏନ୍ଆର୍ଇଜିଏସ୍ ଅଧୀନ ନିର୍ମାଣ କାର୍ଯ୍ୟରେ ଶ୍ରମିକମାନଙ୍କୁ ନିୟୋଜିତ କରା ନ ଯାଇ ମେଶିନ ସାହାଯ୍ୟରେ କାର୍ଯ୍ୟ କରାଯାଉଥିବା ଦେଖିବାକୁ ମିଳୁଛି। ଫଳରେ ଶ୍ରମିକମାନେ କାମଧନ୍ଦା ପାଇବାରୁ ବଞ୍ଚତ୍ତ…
ଗାଡ଼ି ଧକ୍କାରେ ୨ ମୃତ: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କଲେ ଗ୍ରାମବାସୀ
କୋଟଗଡ଼,୧୯ା୧୨(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ସିରୁବାଲିଠାରେ ଆରକେଡି ଗାଡ଼ି ଦୁର୍ଘଟଣାରେ ରବିବାର ଦୁଇଜଣଙ୍କର ମୃତ୍ୟୁ ଘଟିଥିଲା। ମୃତକ ଦ୍ୱୟ ହେଲେ ବଡ଼ଗାଁର ରାକେଶ ମଲିକ ଓ ରାଇକିଆ ଅଞ୍ଚଳର ଅଚ୍ୟୁତାନନ୍ଦ ନାୟକ। ପୋଲିସ ଆରକେଡି ଗାଡ଼ିକୁ ଛାଡ଼ିଦେବା ପ୍ରତିବାଦରେ ସୋମବାର ସ୍ଥାନୀୟ…
୨୦୨୪ ପୂର୍ବରୁ ବିଜେଡିରେ ଶାନ୍ତି ଫେରାଇବାକୁ ଭାସ୍କରଙ୍କ ଉଦ୍ୟମ
ରାୟଗଡ଼ା,୧୯ା୧୨(ସ୍ବ.ପ୍ର.):ରାୟଗଡ଼ା ଜିଲା ରାଜନୀତି ପୁଣି ସରଗରମ ହୋଇଛି। ଶନିବାର ପୂର୍ବତନ ରାଜ୍ୟ ସଭା ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଭାସ୍କର ରାଓଙ୍କ ତତ୍ତ୍ୱାବଧାନରେ ଦଳ ପକ୍ଷରୁ ବିରାଟ ସମାବେଶ ଓ ପଦଯାତ୍ରା ଆୟୋଜନକୁ ନେଇ ଏବେ ଚର୍ଚ୍ଚା ଜେର ଧରିଛି।…
ସପ୍ତାହକ ପରେ ପୁଣି ଫେରିଲା ଶୀତ
ଦାରିଙ୍ଗବାଡି,୧୯।୧୨(ଡି.ଏନ.ଏ)- ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ପୁଣି ଶୀତ ଫେରିଛି। ସୋମବାର ସକାଳ ୮ଟା ସୁଦ୍ଧା ସର୍ବନିମ୍ମ ତାପମାତ୍ରା ୯ ଡିଗ୍ରୀ ରହିଥିବା ଦାରିଙ୍ଗବାଡି ବିଡ଼ିଓ ଗଦାଧର ପାତ୍ର କହିଛନ୍ତି। ଗତ ମଙ୍ଗଳବାର ଅଞ୍ଚଳରେ ସର୍ବନିମ୍ମ ତାପମାତ୍ରା…
ବୁଲେଟ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ
ପୁରୁଷୋତ୍ତମପୁର,୧୯।୧୨(ଡି.ଏନ.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ମଧ୍ୟସ୍ଥ ବ୍ରହ୍ମପୁର-ପୁରୁଷୋତ୍ତମପୁର ରାସ୍ତାର ଚାଙ୍ଗୁଡିଆ ପଦର ସାହି ଛକଠାରେ ଏକ ବୁଲେଟ ମୋଟର ସାଇକେଲ ଧକ୍କାରେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଝୁନୁ ନାୟକ (୪୯)। ସେ ରାସ୍ତାରେ ଚାଲି ଚାଲି…
Archives


