Home Left

ହୃଦରୋଗୀଙ୍କୁ ମାଗଣାରେ ବିଶ୍ୱସ୍ତରୀୟ ଚିକିତ୍ସା ମିଳିବ

ଭୁବନେଶ୍ୱର, ୨୬।୩ (ବ୍ୟୁରୋ): ହୃଦ୍‌ରୋଗୀଙ୍କୁ ରାଜ୍ୟ ସରକାର ମାଗଣାରେ ବିଶ୍ୱସ୍ତରୀୟ ଚିକିତ୍ସା ସେବା ଯୋଗାଇଦେବେ। ଏଥିପାଇଁ ଶନିବାର ପ୍ରଶାନ୍ତି ମେଡିକାଲ ସର୍ଭିସ ଆଣ୍ଡ୍‌ ରିସର୍ଚ୍ଚ ଫାଉଣ୍ଡେଶନ (ପିଏମ୍‌ଏସ୍‌ଆର୍‌ଏଫ୍‌) ସହ ଚୁକ୍ତି କରିଛନ୍ତି। ଏହି ୨ ବର୍ଷିଆ ଚୁକ୍ତିନାମା ଫଳରେ ରାଜ୍ୟର ୩…

ଅଭିନେତା ଶ୍ରୀତମ ଦାସଙ୍କ ମାତୃ ବିୟୋଗ

କଟକ ଅଫିସ,୨୬।୩: ଅଭିନେତା, ପ୍ରଯୋଜକ, ନିର୍ଦ୍ଦେଶକ ଶ୍ରୀତମ୍‌ ଦାସଙ୍କ ମା’ ସଂଯୁକ୍ତା ଦାସ(୭୪)ଙ୍କର ଶନିବାର ଅପରାହ୍ନ ପ୍ରାୟ ୫ଟା ୧୦ ମିନିଟ୍‌ରେ କଟକ କନିକା ଛକସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଶ୍ରୀତମ୍‌ ସୂଚନା ଦେଇଛନ୍ତି। ମୃତ୍ୟୁଶଯ୍ୟା…

ଯବାନ-ମାଓବାଦୀ ଗୁଳି ବିନିମୟ

ମାଲକାନଗିରି,୨୬।୩(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଯବାନ-ମାଓବାଦୀଙ୍କ ମଧ୍ୟରେ ଶନିବାର ଗୁଳି ବିନିମୟ ହୋଇଛି। ବହୁପରିମାଣର ବିସ୍ଫୋରକ ସାମଗ୍ରୀ ପୋଲିସ ଜବତ କରିଛି। ଖବରରୁ ଜଣାପଡିଛି, ନାରାୟଣପୁର ଜିଲା କାଡେମେଟାରୁସ୍ଥିତ ଆଇଟିବିପି ଓ ଡିଆର୍‌ଜି ଯବାନମାନେ ମାଓବାଦୀ ଦମନ ଲାଗି ମିଳିତ…

‘ଧର୍ମାନ୍ତରିତଙ୍କୁ ଅନୁସୂଚିତ ଜନଜାତିରୁ ବାଦ୍‌ ଦିଆଯାଉ’

ଭୁବନେଶ୍ୱର,୨୬।୩(ବ୍ୟୁରୋ): ଧର୍ମାନ୍ତରିତ ବ୍ୟକ୍ତିମାନଙ୍କୁ ଅନୁସୂଚିତ ଜନଜାତିରୁ ବାଦ୍‌ ଦେବା ଦାବିକୁ ଜୋର୍‌ଦାର କରିଛି ଜନଜାତି ସୁରକ୍ଷା ମଞ୍ଚ। ଏହାକୁ ନେଇ ଶନିବାର ମଞ୍ଚ ପକ୍ଷରୁ ରାଜଧାନୀ ଭୁବନେଶ୍ୱରରେ ବଡ଼ଧରଣର ଜନଜାତି ସମାବେଶର ଆୟୋଜନ କରାଯାଇଥିଲା। ଏଥିରେ ରାଜ୍ୟର ୨୬ ଜିଲାରୁ ୬୨…

ଏମ୍‌ପି, ବିଧାୟକଙ୍କ ସଦସ୍ୟତା ରଦ୍ଦକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ, ୨୬।୩(ପି.ଟି.): ବିଧାୟକ କିମ୍ବା ଏମ୍‌ପି କୌଣସି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୨ ବର୍ଷ କିମ୍ବା ତଦୂର୍ଦ୍ଧ୍ୱ ଜେଲଦଣ୍ଡ ପାଇଥିଲେ ଲୋକ ପ୍ରତିନିଧି ଆଇନର ଧାରା ୮(୩) ଅନୁଯାୟୀ ସେମାନଙ୍କ ସଭ୍ୟ ପଦ ସ୍ବତଃ ରଦ୍ଦ ହୋଇଯାଉଛି। ଏଭଳି ସଦସ୍ୟତା…

ଗଡ୍‌କରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): କଟକ-ଅନୁଗୋଳ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥ ମରଣଯନ୍ତା ପାଲଟିଛି। ଦୀର୍ଘ ୫ ବର୍ଷ ପରେ ମଧ୍ୟ ରାସ୍ତା କାମ ଶେଷ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିନ୍ତାପ୍ରକଟ କରିଛନ୍ତି। ରାସ୍ତା ନିର୍ମାଣ କାମ ତୁରନ୍ତ ସାରିବା ପାଇଁ…

ଭାରତରୁ ଲୋପ ପାଇଲେଣି ୯୯% ଶାଗୁଣା

ମୁମ୍ବାଇ, ୨୬।୩: ଦେଶରେ ଶାଗୁଣା ସମ୍ପୂର୍ଣ୍ଣ ଲୋପ ପାଇବାକୁ ବସିଲେଣି। ୧୯୮୦ ଦଶକ ପରଠୁ କ୍ରମାଗତ ଶାଗୁଣାଙ୍କ ସଂଖ୍ୟା କମିବାରେ ଲାଗିଛି। ପୂର୍ବରୁ ଭାରତରେ କେବଳ ୪ କୋଟି ଶାଗୁଣା ଥିବାବେଳେ ବର୍ତ୍ତମାନ ଏମାନଙ୍କ ସଂଖ୍ୟା ୪ ଲକ୍ଷରେ ପହଞ୍ଚତ୍ଛି। ବିଶେଷଜ୍ଞଙ୍କ…

ସାବରକର ନୁହେଁ ଯେ କ୍ଷମା ମାଗିବି: ରାହୁଲ

ନୂଆଦିଲ୍ଲୀ,୨୬।୩(ପି.ଟି.): ଲୋକ ସଭା ସଦସ୍ୟ ପଦ ରଦ୍ଦ କରି ସରକାର ତାଙ୍କ ମୁହଁ ବନ୍ଦ କରିଦେଇପାରିବେ ନାହିଁ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର କହିଛନ୍ତି। ଏମ୍‌ପି ପଦ ହରାଇବା ପରେ ରାହୁଲ ପ୍ରଥମ ଥର ଗଣମାଧ୍ୟମକୁ ସମ୍ବୋଧନ କରି…

୧୮ରୁ କ୍ଷେତ୍ର ବୁଲିବେ ଟ୍ରିବ୍ୟୁନାଲ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୬।୩(ବ୍ୟୁରୋ): ମହାନଦୀ ଜଳକୁ ନେଇ ଓଡ଼ିଶା-ଛତିଶଗଡ଼ ଆନ୍ତଃ ରାଜ୍ୟ ବିବାଦ ମାମଲାର ଶୁଣାଣି ଟ୍ରିବ୍ୟୁନାଲରେ ଚାଲିଛି। ଆସନ୍ତା ଏପ୍ରିଲ ୧୮ରୁ ମହାନଦୀ ଟ୍ରିବ୍ୟୁନାଲର ଟିମ୍‌ ନଦୀର ଉପରମୁଣ୍ଡ ଛତିଶଗଡ଼ରେ କ୍ଷେତ୍ର ପରିଦର୍ଶନ କରିବେ। ଟିମ୍‌ ପ୍ରଥମ ପର୍ଯ୍ୟାୟର ଦୁଇଟି ଫେଜ୍‌ରେ ଛତିଶଗଡ଼…

ନିର୍ଦ୍ଦିଷ୍ଟ ସମୟରେ ସୂଚନା ଦେବାକୁ ନିର୍ଦ୍ଦେଶ

କଟକ ଅଫିସ,୨୬।୩: ସୂଚନା ଅଧିକାର ଆଇନ (ଆର୍‌ଟିଆଇ)ରେ ମିଳୁନି ଜେଲ ସୂଚନା ପ୍ରସଙ୍ଗରେ ରାଜ୍ୟ ଗୃହ ବିଭାଗର ଜନସୂଚନା ଅଧିକାରୀଙ୍କ ଚିଠି ଆଧାରରେ ଜେଲ ନିର୍ଦ୍ଦେଶାଳୟର ପ୍ରଶାସନିକ ଅଧିକାରୀ ତଥା ପିଆଇଓ (ଜନ ସୂଚନା ଅଧିକାରୀ) ତତ୍ପରତା ଦେଖାଇଛନ୍ତି। ଆବେଦନକାରୀ ଡ.…

ବାଲିଘାଟରେ ଅତିରିକ୍ତ ତହସିଲଦାରଙ୍କୁ ଦୁର୍ବ୍ୟବହାର

ଯାଜପୁର ଟାଉନ,୨୬।୩(ଡି.ଏନ୍‌.ଏ.): ଯାଜପୁର ବ୍ଲକ୍‌ ଅନ୍ତର୍ଗତ ଶ୍ୟାମଦାସପୁର ପଞ୍ଚାୟତ କଳସପୁର ଗ୍ରାମର ଖରସ୍ରୋତା ନଦୀ ବାଲିଘାଟରୁ ବେଆଇନ ବାଲି ଚାଲାଣବେଳେ ଯାଜପୁର ଅତିରିକ୍ତ ତହସିଲଦାର ପ୍ରଗତିକା ଦାଶଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରାଯାଇଥିବା ଅଭିଯୋଗ ହୋଇଛି। ବେଆଇନ ବାଲି ଚାଲାଣ ହେଉଥିବା ଖବର…

ଶିକ୍ଷକ ନ ଆସିବାରୁ ୩୦ ଛାତ୍ରୀଛାତ୍ର ପରୀକ୍ଷାରୁ ବଞ୍ଚିତ

କୋରାପୁଟ/ ନାରାୟଣପାଟଣା, ୨୬।୩(ସ୍ବ.ପ୍ର./ ଡି.ଏନ.ଏ.) ଛାତ୍ରୀଛାତ୍ରଙ୍କୁ ସରକାରୀ ସ୍କୁଲମୁହାଁ କରିବାକୁ ୫-ଟି ରୂପାନ୍ତରିତ କାର୍ଯ୍ୟକ୍ରମରେ ବିଦ୍ୟାଳୟଗୁଡିକୁ ବହୁ ଅର୍ଥ ଯୋଗାଇ ଦିଆଯାଉଛି। ଛାତ୍ରୀଛାତ୍ରଙ୍କୁ ମାଗଣା ପୋଷାକ, ଖାଇବା ଏବଂ ବହିପତ୍ର ସରକାର ଯୋଗାଇ ଦେଉଛନ୍ତି। ବିଶେଷକରି ଆଦିବାସୀ ବହୁଳ ଅଞ୍ଚଳରେ ଡ୍ରପଆଉଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?