Home Left

ମେସି କଲେ ବଡ଼ ଘୋଷଣା

ଦୋହା,୧୯।୧୨: ଆର୍ଜେଣ୍ଟିନା ତାରକା ଲିଓନେଲ ମେସି ନିଜ ଜୀବନର ସ୍ବପ୍ନକୁ ପୂରଣ କରିଚନ୍ତି। ସେ ଦେଶକୁ ଫିଫା ବିଶ୍ୱକପ ଜିତାଇଛନ୍ତି। ଏହି ବିଜୟ ପରେ ସେ ନିଜ ଦେଶ ପାଇଁ ଖେଳିବା ଜାରି ରଖିବାକୁ ଶପଥ ନେଇଛନ୍ତି। ମେସି କହିଛନ୍ତି, ମୁଁ…

ଭାରତ ଯୋଡ଼ୋ ଯାତ୍ରାରେ ୮୮ ବର୍ଷୀୟ

ଦାଉସା ,୧୯।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଚାଲିଥିବା ଭାରତ ଯୋଡ଼ୋ ଯାତ୍ରାକୁ ବିଭିନ୍ନ ମହଲରୁ ସମର୍ଥନ ବଢ଼ିବାରେ ଲାଗିଛି। ଏଥିରେ ଜଣେ ୮୮ ବର୍ଷୀୟ ବ୍ୟକ୍ତି ସାମିଲ ହୋଇ ହାତରେ ତ୍ରିରଙ୍ଗା ଧରି ବହୁ ମାଇଲ ପଥ ଅତିକ୍ରମ…

ଗୃହ ନାହିଁ, ସରପଞ୍ଚଙ୍କ ଘରେ ଚାଲିଛି ଅଫିସ କାମ

ପ୍ରୀତିପୁର,୧୯ା୧୨(ଡି.ଏନ୍‌.ଏ):ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ହଳଦିଡିହ ପଞ୍ଚାୟତ ଗଠନର ୨୦ ବର୍ଷ ପରେ ମଧ୍ୟ ଏଠାରେ ଅଫିସ ଗୃହ ନିର୍ମାଣ ହୋଇ ପାରିନାହିଁ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରେ ଏଭଳି ଅବହେଳାକୁ ଲୋକେ ସହଜେ ଗ୍ରହଣ କରି…

ମିସେସ୍‌ ଓ୍ବାଲର୍‌ଡ ସରଗମ କୌଶଲ

ଭାରତର ସରଗମ କୌଶଲ ଚଳିତବର୍ଷର ମିସେସ୍‌ ଓ୍ବାଲର୍‌ଡ ଟାଇଟଲ୍‌ ନିଜ ନାମରେ କରିଛନ୍ତି। ୨୧ ବର୍ଷ ପରେ ଏହି ଟାଇଟଲ୍‌ ପୁଣି ଭାରତକୁ ଫେରିଛି। ଶନିବାର ଲସ୍‌ଭାଗସର ଗାଲା ଇଭେଣ୍ଟରେ ୨୦୨୨ ମିସେସ୍‌ ଓ୍ବାଲର୍‌ଡ ପ୍ରତିଯୋଗିତାର ଆୟୋଜନ କରାଯାଇଥିବାବେଳେ ୬୩ ଦେଶର…

ଅବହେଳିତ ଶ୍ୟାମସୁନ୍ଦର ଜୀଉ ମନ୍ଦିର

କାଏମା,୧୯ା୧୨(ଡି.ଏନ୍‌.ଏ.):ପ୍ରାଚୀନ ଐତିହ୍ୟ, ମଠ, ମନ୍ଦିରକୁ ନେଇ ଯାଜପୁର ଜିଲା ସର୍ବଜନବିଦିତ। ତେବେ ସେଥିମଧ୍ୟରୁ ଧର୍ମଶାଳା ବ୍ଲକ ମିର୍ଜାପୁର ପଞ୍ଚାୟତର ଅରଙ୍ଗାବାଦ ଗ୍ରାମରେ ଥିବା ବୈଷ୍ଣବପୀଠ ଶ୍ୟାମସୁନ୍ଦର ଜୀଉ ମନ୍ଦିର ଅନ୍ୟତମ। ଜାରକାଠାରୁ ଶାନ୍ତି ବଜାର ଛକ ଏବଂ ସେଠାରୁ ସିଧା ରାସ୍ତା…

ଟ୍ରଲର ମାଡ଼ରେ ଯାଉଛି ଅଲିଭ୍‌ରିଡ୍‌ଲେଙ୍କ ଜୀବନ

ରାଜନଗର, ୧୯ା୧୨(ଡି.ଏନ.ଏ.):ହିନ୍ଦୁ ଶାସ୍ତ୍ରରେ ଭଗବାନଙ୍କ ଦ୍ୱିତୀୟ ଅବତାର ରୂପେ କଇଁଛଙ୍କୁ ସ୍ଥାନ ଦିଆଯାଇଛି। ସମୁଦ୍ର ମନ୍ଥନ ସମୟରେ କଇଁଛଙ୍କ ପିଠିରେ ମନ୍ଦରାଚଳ ପର୍ବତକୁ ରଖାଯାଇ ଘୂର୍ଣ୍ଣନ କରିବାବେଳେ ବହୁ ଅଲୌକିକ ବସ୍ତୁ, ପଦାର୍ଥ ମିଳିଥିବା କଥା ପୁରାଣରେ ବର୍ଣ୍ଣିତ। ଅନାଦି କାଳରୁ…

ପାର୍ଲାମେଣ୍ଟରେ ‘ଏମର୍ଜେନ୍ସି’ ଶୁଟିଂ ପାଇଁ ଅନୁମତି ଲୋଡ଼ିଲେ କଙ୍ଗନା

ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ଏମର୍ଜେନ୍ସି’ର ଶୁଟିଂ ପାର୍ଲାମେଣ୍ଟ ପରିସରରେ କରିବା ଲାଗି ଲୋକ ସଭା ସଚିବାଳୟର ଅନୁମତି ଲୋଡ଼ିଛନ୍ତି। ତାଙ୍କ ପତ୍ର ବିଚାରାଧୀନ ରହିଛି। ତେବେ ପାର୍ଲାମେଣ୍ଟ ଭିତରେ ଫିଲ୍ମ ଶୁଟିଂକୁ ଅନୁମତି ମିଳି ନ ପାରେ…

ଅଭିନେତ୍ରୀଙ୍କୁ ଗିରଫ କଲା ଇରାନ

କାଇରୋ,୧୯।୧୨: ଇରାନ ସରକାରଙ୍କ ବିରୋଧରେ ଦେଶବ୍ୟାପୀ ବିକ୍ଷୋଭ ଚାଲିଥିବାବେଳେ ମିଥ୍ୟାର ପ୍ରସାର କରୁଥିବା ଅଭିଯୋଗରେ ଦେଶର ଖ୍ୟାତନାମା ଅଭିନେତ୍ରୀ ତାରାନେହ ଆଲିଦୁସ୍ତିଙ୍କୁ ଗିରଫ କରାଯାଇଛି। ଓସ୍କାର ବିଜୟୀ ଚଳଚ୍ଚିତ୍ର ‘ ଦି ସେଲ୍ସମ୍ୟାନ୍‌’ରେ ଆଲିଦୁସ୍ତି ଅଭିନୟ କରିଛନ୍ତି। ବିକ୍ଷୋଭ ବେଳେ ଅପରାଧରେ…

ପ୍ରଧାନମନ୍ତ୍ରୀ ହେବାକୁ ପ୍ରଚଣ୍ଡ ଆଗ୍ରହୀ

କାଠମାଣ୍ଡୁ ,୧୯।୧୨: ସିପିଏନ୍‌-ମାଓବାଦୀ ସେଣ୍ଟରର ଅଧ୍ୟକ୍ଷ ପୁଷ୍ପ କୁମାର ଦହଲ ‘ପ୍ରଚଣ୍ଡ’ ରବିବାର ନେପାଳ ପ୍ରଧାନମନ୍ତ୍ରୀ ଶେର ବାହାଦୁର ଦେଉବାଙ୍କୁ ଭେଟିଛନ୍ତି। ସେ ନୂଆ ସରକାରରେ ପ୍ରଧାନମନ୍ତ୍ରୀ ହେବାକୁ ଆଗ୍ରହ ବ୍ୟକ୍ତ କରିଥିବା ଜଣାପଡ଼ିଛି। ଶାସକ ମେଣ୍ଟକୁ ନେଇ କିପରି ପରବର୍ତ୍ତୀ…

ଦୁର୍ବୃତ୍ତଙ୍କ ଟେର୍‌ ପାଉନି ପୋଲିସ

ବ୍ରହ୍ମପୁର ଅଫିସ,୧୯ା୧୨:ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଜଗଦଳପୁର ଗ୍ରାମବାସୀ ଏବେ ଆତଙ୍କିତ। ଜଣେ ଅଜଣା ଯୁବକ ବାରମ୍ବାର ମହିଳାଙ୍କୁ ଟାର୍ଗେଟ କରୁଛନ୍ତି। ସେ କେତେବେଳେ ଲୁହାଛଡ଼, ଆଉ କେତେବେଳେ ଇଟାରେ ଆକ୍ରମଣ ତ ପୁଣି କେତେବେଳେ ଧାରୁଆ ଅସ୍ତ୍ରରେ କିଛିଦିନ ହେଲା…

ଆଲୋକିତ ହେଲା ପଦ୍ମଶ୍ରୀଙ୍କ ଘର

କେନ୍ଦୁଝର,୧୯ା୧୨(ସ୍ବ.ପ୍ର.):କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍‌ ତଳବୈତରଣୀ ଗ୍ରାମରେ ରହୁଥିବା ପଦ୍ମଶ୍ରୀ ଦୈତାରୀ ନାଏକଙ୍କ ଘର ଆଲୋକିତ ହେଲା। ଦୀର୍ଘ ଏକ ମାସ ଧରି ବିଦ୍ୟୁତ୍‌ କାଟ ଯୋଗୁ ଦୈତାରୀଙ୍କ ପରିବାର ଅନ୍ଧାରରେ କାଳାତିପାତ କରୁଥିଲେ। ଏହାକୁ ନେଇ ଧରିତ୍ରୀରେ ଶନିବାର ଅନ୍ଧାରରେ…

ଜମି ପରିମାଣ ଅଧିକ ଦର୍ଶାଇ ହରିଲୁଟ୍‌

କେନ୍ଦୁଝର,୧୯ା୧୨(ସ୍ବ.ପ୍ର.):କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ତେନ୍ତଳାପଶି ପଞ୍ଚାୟତ ମୁଖ୍ୟାଳୟରେ ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିନ୍ତ କର୍ମ ନିଯୁକ୍ତି ଯୋଜନା (ଏମଜିଏନ୍‌ଆର୍‌ଇଜିଏସ୍‌)ରେ କଲମି କାଜୁ ଚାଷ ରୋପଣରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଜମିର ପରିମାଣ ଅଧିକ ଦର୍ଶାଇ ଅର୍ଥ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri