ଛାତ୍ରାବାସରେ ଅଘଟଣ: ନଡ଼ିଆ ଗଛରୁ ପଡ଼ି ଛାତ୍ରଙ୍କ ମୃତ୍ୟୁ
ପାରଳାଖେମୁଣ୍ଡି,୧୮।୧୨(ଡି.ଏନ୍.ଏ.): ଗଜପତି ଜିଲା କାଶୀନଗର ବ୍ଲକ ଅଧୀନ ଅଲୋଡ଼ାସ୍ଥିତ ବିଜୟାନନ୍ଦ ବିଦ୍ୟାଳୟ ଅଧୀନ ଛାତ୍ରାବାସରେ ରବିବାର ଏକ ଅଘଟଣ ଘଟିଛି। ନଡ଼ିଆ ଗଛରୁ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେ ହେଲେ ଅଷ୍ଟମ ଶ୍ରେଣୀ ଛାତ୍ର ଆବିଆଲ କାର୍ଜୀ।…
ସ୍ତ୍ରୀଙ୍କ ତଣ୍ଟି ଚିପି ବିଲରେ ଫିଙ୍ଗିଦେଲେ
ଦିଗପହଣ୍ଡି,୧୮ା୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପାଟପୁର ଥାନା ଅଧୀନ ଜିଉରା ଗ୍ରାମରେ ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା ପରେ ସ୍ବାମୀ ବିଲରେ ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ମୃତା ମହିଳା ହେଲେ ଜୟନ୍ତୀ ସାହୁ। ପୋଲିସ ରବିବାର ତାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ…
ପାର୍ଲାମେଣ୍ଟରେ ଶୁଟିଂ ପାଇଁ ଅନୁମତି ମାଗିଲେ କଙ୍ଗନା
ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍ ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ଏମର୍ଜେନ୍ସି’ର ଶୁଟିଂ ପାର୍ଲାମେଣ୍ଟ ପରିସରରେ କରିବା ଲାଗି ଲୋକ ସଭା ସଚିବାଳୟର ଅନୁମତି ଲୋଡ଼ିଛନ୍ତି। ତାଙ୍କ ପତ୍ର ବିଚାରାଧୀନ ରହିଛି। ତେବେ ପାର୍ଲାମେଣ୍ଟ ଭିତରେ ଫିଲ୍ମ ଶୁଟିଂକୁ ଅନୁମତି ମିଳି ନ ପାରେ…
ପରୀକ୍ଷା ଚାଲିଥିବା ବେଳେ ଅସୁସ୍ଥ ହୋଇ ଛାତ୍ରୀଙ୍କ ମୃତ୍ୟୁ
କୋଲନରା,୧୭ା୧୨(ଡି.ଏନ୍.ଏ.): ରାୟଗଡ଼ା ଜିଲା କୋଲନରା ବ୍ଲକ ଅନ୍ତର୍ଗତ ବଡ଼ଖିଲାପଦର ଆଶ୍ରମ ବିଦ୍ୟାଳୟରେ ପରୀକ୍ଷା ଚାଲିଥିବାବେଳେ ଜଣେ ଛାତ୍ରୀ ଅସୁସ୍ଥ ହୋଇ ପରେ ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ସବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ରୀ ପିଙ୍କି ହିକ୍କା(୧୩)। ସୂଚନା ଅନୁଯାୟୀ, ପିଙ୍କିଙ୍କ…
ମୁଁ ନରେନ୍ଦ୍ର ମୋଦି, ଆରଏସଏସକୁ କରେ ନାହିଁ ଭୟ: ପାକିସ୍ତାନ ବୈଦେଶିକ ମନ୍ତ୍ରୀ
ଇସଲାମାବାଦ୍,୧୮।୧୨: ଜାତିସଂଘରେ ପାକିସ୍ତାନର ବୈଦେଶିକ ମନ୍ତ୍ରୀ ବିଲୱାଲ ଭୁଟ୍ଟୋ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଦେଇଥିବା ବିବାଦୀୟ ମନ୍ତବ୍ୟକୁ ନେଇ ଭାରତରେ ତୀବ୍ର ବିରୋଧ କରାଯାଉଛି। ଏସବୁ ମଧ୍ୟରେ ବିଲାୱାଲ ନିଜ ମନ୍ତବ୍ୟକୁ ନେଇ ଆଦୌ ପଶ୍ଚାତାପ କରୁନାହାନ୍ତି। ସେ…
ବିଳମ୍ବରେ ପହଞ୍ଚିବାରୁ ଲୋକଙ୍କୁ କ୍ଷମା ମାଗିଲେ ପ୍ରଧାନମନ୍ତ୍ରୀ
ଅଗରତାଲା,୧୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ଉତ୍ତର-ପୂର୍ବ ରାଜ୍ୟ ଗସ୍ତରେ ଅଛନ୍ତି। ରବିବାର ପ୍ରଧାନମନ୍ତ୍ରୀ ମେଘାଳୟରେ ବିଭିନ୍ନ ପ୍ରକଳ୍ପର ମୂଳଦୁଆ ପକାଇବା ପରେ ତ୍ରିପୁରାରେ ପହଞ୍ଚି ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିଥିଲେ। ମୋଦି ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳ)…
ନାବାଳିକା ବଳାତ୍କାର: ଅଭିଯୁକ୍ତଙ୍କ ସହ ଧରାପଡ଼ିଲେ ୨ ସହଯୋଗୀ
ପାଟଣାଗଡ଼,୧୮ା୧୨(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ଝୁଲେନବର ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଘଟଣାର ତଦନ୍ତ ପରେ ମୁଖ୍ୟ ଅଭିଯୁକ୍ତ ପାଟଣାଗଡ ବଡପଡାର ରାଜା ମାଝି ଏବଂ ସହଯୋଗ କରିଥିବା ବିକାଶ…
‘ଭାରତ ଯୋଡୋ ଯାତ୍ରା’ରେ ସାମିଲ ହେବେ ଅଭିନେତା କମଲ ହାସନ
ନୂଆଦିଲ୍ଲୀ, ୧୮।୧୨: କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’ରେ ସାମିଲ ହେବେ ଅଭିନେତା ତଥା ରାଜନେତା କମଲ ହାସନ। ଆସନ୍ତା ଡିସେମ୍ବର ୨୪ରେ ସେ ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରାରେ ଯୋଗଦେବେ। କମଲଙ୍କ ଦଳ ମକ୍କାଲ ନିଧି…
୨ ଦିନରେ ଅଷ୍ଟ୍ରେଲିଆ-ଦକ୍ଷିଣ ଆଫ୍ରିକା ଟେଷ୍ଟ ଶେଷ
ବ୍ରିସ୍ବେନ,୧୮ା୧୨: ଦକ୍ଷିଣ ଆଫ୍ରିକା ଓ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟ ଦୁଇ ଦିନରେ ଶେଷ ହୋଇଛି। ଗାବାରେ ଅନୁଷ୍ଠିତ ଏହି ମ୍ୟାଚରେ ଦୁଇ ଦିନ ଭିତରେ ୩୪ ଉଇକେଟର ପତନ ଘଟିଛି। ଅଷ୍ଟ୍ରେଲିଆ ୬ ଉଇକେଟରେ ବିଜୟ ହୋଇ ୩…
ବିଶ୍ୱ ଶ୍ରୀମତୀ ମୁକୁଟ ପିନ୍ଧିଲେ ସରଗମ କୌଶଲ
ଆମେରିକାରେ ଆୟୋଜିତ ସୁନ୍ଦରୀ ପ୍ରତିଯୋଗିତାରେ ଭାରତର ସରଗମ କୌଶଲ ଶ୍ରୀମତୀ ୱାଲର୍ଡ ୨୦୨୨-୨୩ ଟାଇଟଲ ଜିତିଛନ୍ତି । ୨୧ ବର୍ଷ ପରେ କୌଣସି ଭାରତୀୟ ଏହି ମୁକୁଟ ବିଜୟିନୀ ହୋଇଛନ୍ତି। ତାଙ୍କ ପୂର୍ବରୁ ଅଭିନେତ୍ରୀ ଆଦିତ୍ୟ ଗୋବିତ୍ରିକର ଏହି ଟାଇଟଲ ଜିତିଥିଲେ।…
ଲମ୍ପି ସଂକ୍ରମଣ ରୋକିବାକୁ ଟିକାକରଣ
ଆରଡ଼ି,୧୮।୧୨(ଡି.ଏନ୍.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଆରଡ଼ି, ସୁନ୍ଦରପୁର, ନାନ୍ଦପୁର ଏବଂ ଓଳଗ ୪ ପଞ୍ଚାୟତରେ ଗୋରୁଙ୍କୁ ଲମ୍ପି ସଂକ୍ରମଣ ବଢ଼ି ଚାଲିଛି। ଏ ସଂକ୍ରାନ୍ତରେ ଗତ ୧୦ ତାରିଖରେ ‘ବଢ଼ି ଚାଲିଛି ଲମ୍ପି ସଂକ୍ରମଣ’ ଶୀର୍ଷକ ଖବର ଧରିତ୍ରୀରେ…
ଧାନବିଲ ପୋଡ଼ି ବାୟୁକୁ କରୁଛି ପ୍ରଦୂଷଣ
କେନ୍ଦୁଝର,୧୮ା୧୨(ସ୍ବ.ପ୍ର.): ଚାଷ କାମ ସରିଲା। ଧାନ ଫସଲ ଅମଳ ସରିଲା। ଏବେ ବିଲ ଖାଁ ଖାଁ ହୋଇପଡ଼ିଛି। କିନ୍ତୁ ବିଲରେ ଜମା ହୋଇଥିବା ଧାନ ଗଛର ମୂଳ, ଧାନ ଅମଳ ପରେ ରହିଯାଉଥିବା କୁଟାକୁ ସଠିକ୍ ଭାବରେ ପରିଚାଳନା କରାଯାଇ ପାରୁ…
Archives


