Home Left

ଉର୍ଫିଙ୍କୁ ବଳାତ୍କାର ସହ ହତ୍ୟା ଧମକ

ମୁମ୍ବାଇ: ବିଗ ବସ ଓଟିଟି ଫେମ ଉର୍ଫି ଜାଭେଦ ପ୍ରାୟ ସବୁବେଳେ ରହିଥାଆନ୍ତି ଚର୍ଚ୍ଚାରେ । ତାଙ୍କର ଅତରଙ୍ଗି ଡ୍ରେସିଂ ସେନ୍ସକୁ ନେଇ ଜାଭେଦଙ୍କ ନାଁ ଏବେ ଚର୍ଚ୍ଚାରେ ରହିଆସୁଛି । ଏବେ ଉର୍ଫିଙ୍କୁ ନେଇ ଆସିଛି ଏକ ବଡ ଖବର…

ଦ୍ୱିତୀୟ ଟେଷ୍ଟରେ ଦଳକୁ ଫେରିବେ କି ରୋହିତ ଶର୍ମା: ରାହୁଲ ଦେଲେ ଅପ୍‌ଡେଟ୍‌

ଚଟ୍ଟଗ୍ରାମ,୧୮।୧୨: ଦୁଇ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ବାଂଲାଦେଶକୁ ୧୮୮ ରନ୍‌ରେ ପରାସ୍ତ କରିଛି। ଚଟ୍ଟଗ୍ରାମରେ ପ୍ରଥମ ଟେଷ୍ଟ ମ୍ୟାଚରେ ବିଜୟ ସହ ଭାରତ ବର୍ତ୍ତମାନ ଏହି ଟେଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ହାସଲ କରିଛି। ଏଥି ସହିତ ମ୍ୟାଚ ପରେ…

ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ସ୍କୁଲ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ ପରିବାର ଲୋକେ

ଛତ୍ରପୁର,୧୮ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ରିକ୍କାପଲ୍ଲୀ ଆବାସିକ ବିଦ୍ୟାଳୟରେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ୍ୟୁ ଛାତ୍ରୀ ଜଣକ ହେଲେ ଛତ୍ରପୁର ଥାନା ଅଧୀନ ତରେଇପାଟପୁର ଗ୍ରାମ କୈଳାଶ ଚନ୍ଦ୍ର ବେହେରା ଝିଅ ରୋଜା ବେହେରା(୧୫) ରୋଜା ଦଶମ…

ସିନେ ନିର୍ଦ୍ଦେଶକ ପ୍ରଦୀପ ଭୋଳଙ୍କ ପରଲୋକ

ସୁନ୍ଦରଗଡ଼,୧୮ା୧୨(ଡି.ଏନ୍‌.ଏ.): ପ୍ରଖ୍ୟାତ ନାଟ୍ୟକାର ତଥା ଓଡ଼ିଆ ସିନେ ନିର୍ଦ୍ଦେଶକ ପ୍ରଦୀପ୍ତ ଭୋଳଙ୍କ ରବିବାର ସକାଳେ ହୃଦ୍‌ଘାତରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୫୯ ବର୍ଷ ବୟସ ହୋଇଥିଲା। ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ପରିବାର ଲୋକେ ତାଙ୍କୁ ସୁନ୍ଦରଗଡ଼ ଜିଲା…

‘ପଠାନ’ କି ‘ଯବାନ’ ନୁହେଁ ଏହି ଫିଲ୍ମ ପାଇଁ ଏକ୍ସାଇଟେଡ ଅଛନ୍ତି ଶାହାରୁଖ

ମୁମ୍ବାଇ: ବଲିଉଡ ସୁପରଷ୍ଟାର ଶାହାରୁଖ ଖାଁ ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟରରେ ରବିବାର ଅର୍ଥାତ୍ ୧୭ ଡିସେମ୍ବରରେ ଆସ୍କ ମି ଏନିଥିଙ୍ଗ ସେସନ ରଖିଛନ୍ତି । ଏହାରି ମାଧ୍ୟମରେ ଶାହାରୁଖ ତାଙ୍କ ପ୍ରଶଂସକଙ୍କ ସହ ଇଣ୍ଟରଆକ୍ସନ କରିଛନ୍ତି । ଏହି ପ୍ରଶ୍ନ-ଉତ୍ତର…

କିଡ୍‌ନୀ ଦେଇ ମହିଳା ପୂରଣ କଲେ ଅଧୁରା ସ୍ବପ୍ନ, ସତ କଥା ଜାଣିଲେ…

ଦୁନିଆରେ ମାନବ ସ୍ବାସ୍ଥ୍ୟଠାରୁ ଗୁରୁତ୍ୱପୂର୍ଣ୍ଣ କିଛି ନାହିଁ। ଯଦି ଆପଣଙ୍କର ସ୍ବାସ୍ଥ୍ୟ ଖରାପ, ତେବେ ଦୁନିଆରେ ଯେତେ ଭଲ ଜିନିଷ ଥାଉ ନା କାହିଁକି ଆପଣଙ୍କୁ କିଛି ବି ଭଲ ଲାଗିବ ନାହିଁ। ଯଦି ସ୍ବାସ୍ଥ୍ୟ ଠିକ୍‌ ତେବେ ସବୁ ଠିକ୍‌।…

ଜୀବନ୍ତ ବୋମା ଉଦ୍ଧାର

ଚିତ୍ରକୋଣ୍ଡା, ୧୮ା୧୨(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଯନ୍ତ୍ରୀ ପଞ୍ଚାୟତର ତୋଟାଗୁଡା ନିକଟସ୍ଥ ଜଙ୍ଗଲରୁ ମାଟି ତଳେ ଖଞ୍ଜା ଯାଇଥିବା ଏକ ଜୀବନ୍ତ ବୋମାକୁ ଶନିବାର ବିଏସ୍‌ଏଫ୍‌ ଯବାନମାନେ ଜବତ କରିଛନ୍ତି। ଯନ୍ତ୍ରୀ ପଞ୍ଚାୟତ ଓ ଏହାର ଆଖପାଖ ଅଞ୍ଚଳରେ…

ଆୟୁଷ୍ମାନ ଖୁରାନାଙ୍କ ଏହି ଗୀତରେ ଡ୍ୟାନ୍ସ କଲେ କିଲି ପଲ୍‌

ଆଜିକାଲି ସମସ୍ତଙ୍କ ମୁଣ୍ଡରେ ପ୍ରାୟ ବଲିଉଡ୍‌ ନିଶା। ବଲିଉଡ୍‌ରେ ଯେଉଁ ଗୀତ ହିଟ୍‌ ହୋଇଥାଏ ସେହି ଗୀତରେ ଷ୍ଟେପ୍‌ ପକାଇବାକୁ ଭୁଲନ୍ତି ନାହିଁ ଯୁବପିଢ଼ି। ଏବେ ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନାଙ୍କ ଏକ ଗୀତ ‘ଜେଡା ନଶା’ଟ୍ରେଣ୍ଡ କରୁଛି। ସମସ୍ତେ ପ୍ରାୟ…

ବାରଙ୍ଗ ଥାନା ଏଏସ୍‌ଆଇଙ୍କ ଆତ୍ମହତ୍ୟା ! କାରଣ ଅସ୍ପଷ୍ଟ

ବାରଙ୍ଗ,୧୮।୧୨(ଡି.ଏନ୍‌.ଏ.): ଆତ୍ମହତ୍ୟା କରିଛନ୍ତି ବାରଙ୍ଗ ଥାନା ଏଏସ୍‌ଆଇ ଅଶୋକ ପ୍ରଧାନ। ଗତକାଲି ବିଳମ୍ବିତ ରାତିରେ ତାଙ୍କ ନିଜ ଘରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ତେବେ ଆତ୍ମହତ୍ୟାର ପକୃତ କାରଣ ଜଣାପଡି ନ ଥିବାବେଳେ ପାରିବାରିକ କଳହ ଯୋଗୁ ଏହି ଘଟଣା ଘଟିଥାଇପାରେ…

ସବୁ ଜିଲାରେ ଖୋଲିବ ବୃଦ୍ଧାଶ୍ରମ

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ରାଜ୍ୟ ସରକାର ସବୁ ଜିଲାରେ ପୁରୁଣା ବୃଦ୍ଧାଶ୍ରମରେ ଭିତ୍ତିଭୂମି ସୁଦୃଢ଼ କରିବା ସହ ନୂଆ ବୃଦ୍ଧାଶ୍ରମ ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ମର୍ମରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ (ଏସ୍‌ଏସ୍‌ଇପିଡି) ପକ୍ଷରୁ ସମସ୍ତ ଜିଲାପାଳଙ୍କଠାରୁ ନୂଆ…

ବିଦ୍ୟୁତ୍‌ ତାର ଲାଗି ମାଈ ହାତୀର ମୃତ୍ୟୁ ଘଟଣା: ବନ୍ଧା ହେଲେ ୨ ଚାଷୀ

ଦେବଗଡ଼/ରିଆମାଳ,୧୮।୧୨(ଡି.ଏନ୍‌.ଏ.): ଦେବଗଡ଼ ଜିଲା ରିଆମାଳ ଫରେଷ୍ଟ ରେଞ୍ଜ କୁଣ୍ଢେଇଗୋଳା ସେକ୍ସନ ଚଢେଇମରା ପଞ୍ଚାୟତ ଅନ୍ତର୍ଗତ ଖିଲୋବେର୍ଣ୍ଣି ଗ୍ରାମରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଏକ ମାଈ ହାତୀର ମୃତ୍ୟୁ ଘଟିଥିଲା। ଏଥିରେ ବନବିଭାଗ କାର୍ଯ୍ୟାନୁଷ୍ଠାନ ସ୍ବରୂପ ୨ ଜଣ ଜମି ମାଲିକ…

ଚିଲିକାରେ ୭ ଲକ୍ଷ ବିଦେଶୀ ପକ୍ଷୀ

ବାଲୁଗାଁ, ୧୮ା୧୨(ଡି.ଏନ୍‌.ଏ.): ଶୀତର ପ୍ରକୋପ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ସୁଦୂର ବରଫାବୃତ୍ତ ରାଷ୍ଟ୍ରାଞ୍ଚଳରୁ ଚିଲିକାକୁ ରଙ୍ଗବେରଙ୍ଗର ବିଦେଶାଗତ ପକ୍ଷୀଙ୍କ ଆଗମନ ବଢ଼ିବାରେ ଲାଗିଛି। ୧୫ ତାରିଖ(ଗୁରୁବାର) ସୁଦ୍ଧା ସମଗ୍ର ଚିଲିକାରେ ୧୦୬ ପ୍ରଜାତିର ୭ ଲକ୍ଷ ୭ ହଜାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri