Home Left

ରଜାକ୍‌ଙ୍କୁ ‘ବିଜ୍‌ନେସ୍‌ ଲିଡର ଅଫ୍‌ ଏସିଆ ଆଓ୍ବାର୍ଡ’

ନୂଆଦିଲ୍ଲୀ,୨୫ା୩: ଦେଶର ପ୍ରମୁଖ ଫୁଟ୍‌ଓ୍ବେର ବ୍ରାଣ୍ଡ୍‌ ତଥା ଭିକେସି ଗ୍ରୁପ୍‌ର ପରିଚାଳନା ନିର୍ଦ୍ଦେଶକ ଭିକେସି ରଜାକ୍‌ଙ୍କୁ ନିକଟରେ ସମ୍ମାନଜନକ ‘ବିଜ୍‌ନେସ୍‌ ଲିଡର ଅଫ୍‌ ଏସିଆ ଆଓ୍ବାର୍ଡ’ପ୍ରଦାନ କରାଯାଇଛି। ବିଶେଷକରି ଏକ ଅଗ୍ରଣୀ ଆର୍ଥିକ ଦୈନିକ ଦ୍ୱାରା ଗଠିତ ଏସିଆ ପୁରସ୍କାରର ଅଧିକାଂଶ…

ସହରବାସୀଙ୍କ ଉତ୍ତମ ଚିକିତ୍ସା ସମ୍ପର୍କରେ ଆଲୋଚନା

ଅନୁଗୋଳ ଅଫିସ, ୨୫ା୩: ଅନୁଗୋଳ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ନ୍ୟାଶନାଲ ଅର୍ବାନ ହେଲ୍‌ଥ ମିଶନ୍‌ ସମ୍ପର୍କରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ସହରୀ ଲୋକଙ୍କୁ କିଭଳି ଉତ୍ତମମାନର ସ୍ବାସ୍ଥ୍ୟସେବା ପ୍ରଦାନ କରାଯିବ ସେ ନେଇ ଏହି କର୍ମଶାଳାରେ ଆଲୋଚନା ହୋଇଥିଲା। କାର୍ଯ୍ୟକ୍ରମରେ…

ଆକ୍ସିସ ମ୍ୟୁଚୁଆଲ ଫଣ୍ଡର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୨୫ା୩: ଆକ୍ସିସ ମ୍ୟୁଚୁଆଲ ଫଣ୍ଡର ନୂତନ ଉତ୍ପାଦ ‘ଆକ୍ସିସ ଏସ୍‌ ଆଣ୍ଡ ପି ୫୦୦ଇଟିଏଫ୍‌ ଫଣ୍ଡ ଅଫ୍‌ ଫଣ୍ଡ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଏହା ଏକ ଅସୀମିତ ଲକ୍ଷ୍ୟ ପାଣ୍ଠି, ଯାହା ଟ୍ରାକିଂ ତ୍ରୁଟି ଅଧୀନ ଏସ୍‌ଆଣ୍ଡପି ୫୦୦…

୯ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଳଙ୍କାର ଲୁଟ୍‌

ଭୁବନ, ୨୫।୩(ଡି.ଏନ୍‌.ଏ.): କିଛିଦିନର ନୀରବତା ପରେ ଢେଙ୍କାନାଳ ଜିଲା ଭୁବନ ଥାନା ଅଞ୍ଚଳରେ ପୁଣିଥରେ ଲୁଟେରାଙ୍କ ଦୌରାତ୍ମ୍ୟ ଦେଖାଦେଇଛି। ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରେ କଳାକନା ବୁଲାଇଛନ୍ତି। ପ୍ରାୟ ୯ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଏବଂ ନଗଦ…

ପଣ୍ୟ ବୋଝେଇରେ ନୂତନ ରେକର୍ଡ

ଭୁବନେଶ୍ୱର,୨୫ା୩: ଭାରତୀୟ ରେଲଓ୍ବେର ପ୍ରମୁଖ ଜୋନ୍‌ ପୂର୍ବତଟ ରେଳପଥ ପଣ୍ୟ ବୋଝେଇରେ ନୂତନ ରେକର୍ଡ ହାସଲ କରିଛି। ବିଶେଷକରି ଚଳିତ ଆର୍ଥିକ ବର୍ଷ ଶେଷ ହେବା ପୂର୍ବରୁ ପୂର୍ବତଟ ରେଳପଥ ୨୩୨.୨୩ ନିୟୁତ ଟନ୍‌ ପଣ୍ୟ ପରିବହନ କରିଥିଲା ବୋଲି ରେଲଓ୍ବେ…

ନିଶା ବେପାରୀ ମହିଳାଙ୍କୁ ୫ ବର୍ଷ ଜେଲ

ଅନୁଗୋଳ ଅଫିସ, ୨୫ା୩: ଅନୁଗୋଳ ଜିଲାରେ ବ୍ରାଉନସୁଗାର ବ୍ୟବସାୟ କରୁଥିବା ଜଣେ ମହିଳାଙ୍କୁ ଅତିରିକ୍ତ ସ୍ବତନ୍ତ୍ର ଜିଲା ଓ ଦୌରା ଜଜ୍‌ଙ୍କ କୋର୍ଟ ଶୁକ୍ରବାର ଦୋଷୀ ସାବ୍ୟସ୍ତ କରିଛନ୍ତି। ଅତିରିକ୍ତ ସ୍ବତନ୍ତ୍ର ଜିଲା ଓ ଦୌରା ଜଜ୍‌ ରଞ୍ଜିତା ଜ୍ୟୋତିଶି ମାମଲାର…

ରାହୁଲଙ୍କ ସଭ୍ୟପଦ ରଦ୍ଦ ପ୍ରସଙ୍ଗ: ବିଧାନସଭାରେ ଝଡ଼

ଭୁବନେଶ୍ବର, ୨୫ା୩(ବ୍ୟୁରୋ): ରାହୁଲ ଗାନ୍ଧୀଙ୍କ ଲୋକ ସଭା ସଦସ୍ୟତା ରଦ୍ଦ ପ୍ରସଙ୍ଗକୁ ନେଇ ବିଧାନସଭାରେ କଂଗ୍ରେସ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ଶୁକ୍ରବାର ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଖର୍ଚ୍ଚଦାବି ଆଲୋଚନା ସମୟରେ କଂଗ୍ରେସ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି…

ବଦଳାଇ ଦିଅ ନିଷ୍ପତ୍ତି, ମୋଦିଙ୍କୁ ଆମେରିକୀୟ ଏମ୍‌ପିଙ୍କ ଅପିଲ

ନୂଆଦିଲ୍ଲୀ,୨୫।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମାନହାନି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୨ ବର୍ଷ ଜେଲ ଦଣ୍ଡାଦେଶ ପାଇବାର ଗୋଟିଏ ଦିନ ପରେ ଶୁକ୍ରବାର ତାଙ୍କର ସଦସ୍ୟତା ପଦ ରଦ୍ଦ କରାଯାଇଛି। ଏହି ନିଷ୍ପତ୍ତିକୁ ନେଇ କଂଗ୍ରେସ ଓ ବିରୋଧୀ…

ଆଜି କଂଗ୍ରେସର ରାଜ୍ୟବ୍ୟାପୀ ପ୍ରତିବାଦ : ଶରତ

ଭୁବନେଶ୍ବର,୨୫ା୩(ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସଭ୍ୟପଦ ପାର୍ଲାମେଣ୍ଟରେ ରଦ୍ଦ କରାଯିବା ପରେ ରାଜ୍ୟ କଂଗ୍ରେସ ନେତାମାନେ ପ୍ରତିକ୍ରିୟାଶୀଳ ହୋଇପଡ଼ିଛନ୍ତି। ବିଧାନସଭାର ଖର୍ଚ୍ଚଦାବି ଆଲୋଚନା କରାଇ ଦେଇ ନ ଥିବା ବେଳେ ସେମାନେ ଗୃହ ବାହାରେ ମଧ୍ୟ ରାଜନୈତିକ ବିରୋଧକରି ପ୍ରଧାନମନ୍ତ୍ରୀ…

ରାହୁଲଙ୍କ ପରିବାର ସ୍ବତନ୍ତ୍ର ନ୍ୟାୟପାଳିକା ଚାହୁଁଛନ୍ତି: ଧର୍ମେନ୍ଦ୍ର

ଭୁବନେଶ୍ବର, ୨୫ା୩(ବ୍ୟୁରୋ): କଂଗ୍ରେସ ଦଳ ବିଶେଷ ଭାବେ ରାହୁଲ ଗାନ୍ଧୀଙ୍କ ପରିବାର ସ୍ବତନ୍ତ୍ର ଆଇପିସି ଓ ନ୍ୟାୟପାଳିକା ଚାହୁଁଛନ୍ତି। ପଛୁଆବର୍ଗଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିବା ଏବଂ ବଞ୍ଚିତ ବର୍ଗଙ୍କୁ ନୀଚ ଦୃଷ୍ଟିରେ ଦେଖିବା କଂଗ୍ରେସ ଓ ରାହୁଲ ଗାନ୍ଧୀଙ୍କ ସାମନ୍ତବାଦୀ…

ଅସହାୟ ଜୀବନ କାଟୁଛନ୍ତି ସୈନ୍ଦ୍ରୀ

ଖଜୁରିପଡ଼ା,୨୫ା୩: ଦୁର୍ଘଟଣାରେ ସ୍ବାମୀଙ୍କ ମୃତ୍ୟୁ ହେବା ପରେ ଏକା ହୋଇ ଅସହାୟ ଜୀବନ କାଟୁଛନ୍ତି ଖଜୁରିପଡ଼ା ବ୍ଲକ ନୂଆଗଁା ପଞ୍ଚାୟତ ରଣପାଟୁଲି ଗ୍ରାମରସୈନ୍ଦ୍ରୀ ପ୍ରଧାନ (୫୯)। ଘରଖଣ୍ଡେ ନାହିଁ ପଲିଥିନ ଟଣା ଘରେ ରହୁଛନ୍ତି। ତାଙ୍କର ନିଜର କହିଲେ କେହି ନାହାନ୍ତି।…

ଏମ୍‌କେସିଜିରେ ପରୀକ୍ଷାର୍ଥୀଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ ୨୫ା୩ : ଛତ୍ରପୁର ପୋଲିସ ଜିଲାରେ କନଷ୍ଟେବଳ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ବେଳେ ଶୁକ୍ରବାର ଅପରାହ୍ନରେ ଅଘଟଣ ଘଟିଛି। ୧୬୦୦ ମିଟର ଦୌଡ଼ ପ୍ରତିଯୋଗିତାରେ ଭାଗ ନେଇ ଟ୍ରାକ୍‌ରେ ଦୌଡୁଥିବା ଥିବା ଜଣେ ପରୀକ୍ଷାର୍ଥୀ ହଠାତ୍‌ ପଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?