Home Left

ପାର୍ଲାମେଣ୍ଟ ପରିସରରେ ବିରୋଧୀଙ୍କ ବିକ୍ଷୋଭ ଶୋଭାଯାତ୍ରା

ନୂଆଦିଲ୍ଲୀ,୨୫ା୩(ପି.ଟି.): ଗଣତନ୍ତ୍ର ବିପଦରେ ଥିବା ଅଭିଯୋଗ କରି ଏବଂ ଆଦାନୀ ଗ୍ରୁପ୍‌ ପ୍ରସଙ୍ଗର ଜେପିସି ତଦନ୍ତ ଦାବିରେ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଶୁକ୍ରବାର ପାର୍ଲାମେଣ୍ଟ ଭବନ ପରିସରରେ ବିକ୍ଷୋଭ ଶୋଭାଯାତ୍ରା କରାଯାଇଛି। ଧାରା ୧୪୪ର ଉଲ୍ଲଂଘନ ଅଭିଯୋଗରେ କେ.ସି. ବେଣୁଗୋପାଳ, ଅଧୀର…

୨୦୨୪ ନିର୍ବାଚନ ପାଇଁ ଶାସକ-ବିରୋଧୀଙ୍କ ରଣନୀତି

ବ୍ରହ୍ମପୁର ଅଫିସ,୨୫ା୩: ଆଗାମୀ ସାଧାରଣ ନିର୍ବାଚନ ପାଖେଇ ଆସୁଛି। ଗଞ୍ଜାମ ଜିଲାରେ ଶାସକ ଓ ବିରୋଧୀ ଦଳ ପକ୍ଷରୁ ଏବେଠୁ ରଣନୀତି ଓ ରୋଡମ୍ୟାପ୍‌ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଭୋଟ ରାଜନୀତି ପାଇଁ ବିଜେଡି ବିଭିନ୍ନ କାର୍ଯ୍ୟକ୍ରମ ଦ୍ୱାରା ଦଳର ସଂଗଠନକୁ…

ବନ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କ କ୍ଷତିପୂରଣ ଅର୍ଥ ଆତ୍ମସାତ୍‌

ଧର୍ମଶାଳା,୨୫ା୩(ଡି.ଏନ.ଏ.): ଧର୍ମଶାଳା ତହସିଲ ଅନ୍ତର୍ଗତ ବିଭିନ୍ନ ମୌଜାରେ ବନ୍ୟାଯୋଗୁ ପ୍ରଭାବିତ ହୋଇଥିବା ପ୍ରକୃତ ଚାଷୀଙ୍କୁ କ୍ଷତିପୂରଣ ପ୍ରଦାନ କରା ନ ଯାଇ ତହସିଲ ପକ୍ଷରୁ ବିପୁଳ ଟଙ୍କା ଆତ୍ମସାତ କରାଯାଇଥିବା ଚାଷୀ ଅଭିଯୋଗ କରିଛନ୍ତି। ଧର୍ମଶାଳା ତହସିଲଦାର ଓ ସମ୍ପୃକ୍ତ ମୌଜାର…

ବାରଦୁଆର ବୁଲି ଶିଶୁ ଭାଗ୍ୟ ଗଢ଼ୁଛନ୍ତି

ଆଳି, ୨୫ା୩(ଡି.ଏନ୍‌.ଏ.): କେନ୍ଦ୍ର ସରକାର ନୂତନ ଶିକ୍ଷାନୀତିରେ ପ୍ରାକ୍‌ ବିଦ୍ୟାଳୟକୁ ଗୁରୁତ୍ୱ ଦେବାକୁ ଯୋଜନା କରାଯାଇଛି। ହେଲେ ତୃଣମୂଳସ୍ତରରେ ଶିକ୍ଷା ବ୍ୟବସ୍ଥାର ବାସ୍ତବ ଚିତ୍ର ଦୟନୀୟ ଅବସ୍ଥାରେ ପହଞ୍ଚତ୍ଛି। ଏହା ଦେଖିବାକୁ ପ୍ରଶାସନିକ ଅଧିକାରୀ କିମ୍ବା ଲୋକ ପ୍ରତିନିଧିଙ୍କ ଇଚ୍ଛାଶକ୍ତି ନ…

ବିଲ୍‌କିସ ବାନୋ ମାମଲା: ୨୭ରେ ନୂଆ ଖଣ୍ଡପୀଠରେ ଶୁଣାଣି

ନୂଆଦିଲ୍ଲୀ,୨୫ା୩ (ପି.ଟି.): ୨୦୦୨ ଗୁଜରାଟ ଦଙ୍ଗା ବେଳେ ବିଲ୍‌କିସ ବାନୋଙ୍କୁ ଗଣବଳାତ୍କାର ଓ ତାଙ୍କ ପରିବାରର ୭ ଜଣଙ୍କୁ ହତ୍ୟା ମାମଲାରେ ୧୧ ଦୋଷୀଙ୍କ ଦଣ୍ଡକୁ କ୍ଷମା କରିଦିଆଯିବା ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନର ଶୁଣାଣି ୨୭ ତାରିଖରେ ସୁପ୍ରିମକୋର୍ଟରେ…

ପାକ୍ସ ସମ୍ପାଦକଙ୍କ ମନମାନି, ଚିନ୍ତାରେ ଚାଷୀ

ଜଗତ୍‌ସିଂହପୁର ଅଫିସ, ୨୫ା୩: ଚଳିତ ଖରିଫ ଋତୁ ପାଇଁ ଧାନକିଣା ଅବଧି ଚଳିତ ମାସ ୩୦ ତାରିଖ ସୁଦ୍ଧା ଶେଷ ହେବ। ମଣ୍ଡିଗୁଡ଼ିକରୁ ମୋଟ୍‌ ୧୬,୫୨,୦୦୦ କୁଇଣ୍ଟାଲ ବଳକା ଧାନ ସଂଗ୍ରହ ଲକ୍ଷ୍ୟଧାର୍ଯ୍ୟ କରାଯାଇଥିବା ବେଳେ ଶୁକ୍ରବାର ସୁଦ୍ଧା ୧୩,୯୮,୦୭୨.୨୯ କୁଇଣ୍ଟାଲ…

ସନାତନ ଧର୍ମ ସମ୍ମିଳନୀ ଉଦ୍‌ଘାଟନ ପୂର୍ବରୁ ମଣ୍ଡପ ଭୁଶୁଡ଼ିଲା

ରାଜନଗର, ୨୫ା୩(ଡି.ଏନ୍‌.ଏ.): ରାଜନଗର ବ୍ଲକ ଖମାରସାହିଠାରେ ଠାକୁର ଶ୍ରୀ ଶ୍ରୀ ଅଭିରାମ ପରମହଂସ ଦେବଙ୍କ ରାଜନଗର ଭକ୍ତଗୋଷ୍ଠୀ ପକ୍ଷରୁ ଆୟୋଜିତ ୫୩ତମ ରାଜ୍ୟସ୍ତରୀୟ ସନାତନ ଧର୍ମ ସମ୍ମିଳନୀ ଓ ଭକ୍ତମିଳନ ଉତ୍ସବ ଶୁକ୍ରବାର ଉଦ୍‌ଘାଟନ ହୋଇଥାନ୍ତା। ହେଲେ ଏହା ପୂର୍ବରୁ କାଳବୈଶାଖୀ…

ଭୂତଚାଷୀଙ୍କଠାରୁ କିଣାଯାଇଛି ଧାନ

ପଟ୍ଟାମୁଣ୍ଡାଇ,୨୫ା୩(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇରେ କ୍ରମାଗତ ଧାନକିଣାରେ ଦୁର୍ନୀତି, ମଣ୍ଡି ପରିଚାଳନାରେ ଅବ୍ୟବସ୍ଥା, ଫଲସ୍‌ ଏଣ୍ଟ୍ରି ପାଇଁ ଭୂତଚାଷୀ ନଁାରେ ପଞ୍ଜୀକରଣ ଓ ପ୍ରକୃତ ଚାଷୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ କାହାର ନଜର ନାହିଁ। କଷ୍ଟ କରି…

ଇନ୍ଦିରା, ସୋନିଆ ବି ହରାଇଥିଲେ ସଦସ୍ୟତା

ନୂଆଦିଲ୍ଲୀ,୨୫ା୩: କେବଳ ରାହୁଲ ଗାନ୍ଧୀ ନୁହନ୍ତି, ଅତୀତରେ ଅନେକ ଆଇନପ୍ରଣେତା ଗୃହରେ ଅଯୋଗ୍ୟ ଘୋଷିତ ହୋଇଥିଲେ। ୧୯୭୭ର ଜରୁରିକାଳୀନ ପରିସ୍ଥିତି ପରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ରାହୁଲଙ୍କ ଜେଜେ ମା’ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ଶୋଚନୀୟ ପରାଜୟର ମୁହଁ…

ବାନ୍ଧବୀଙ୍କ ସମେତ ୩ ଯୁବତୀ ଖୋଲିଥିଲେ ହ୍ବାଟ୍ସଆପ୍‌ ଗ୍ରୁପ୍‌

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଲୋକପ୍ରିୟ ଡିଜେ ଆଜେକ୍ସ ଓରଫ ଅକ୍ଷୟ କୁମାର ମହାରଣାଙ୍କ ଆତ୍ମହତ୍ୟା ଘଟଣାକୁ ଶୁକ୍ରବାର ସପ୍ତାହେ ପୂରିଛି। ଏହି ମାମଲାକୁ ନେଇ ପୋଲିସ ତଦନ୍ତ ଜାରି ରଖିଥିବାବେଳେ ପ୍ରତ୍ୟେକ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ତେବେ ବାନ୍ଧବୀ ଜିଜ୍ଞାସାଙ୍କ…

ଲରେନ୍ସ ବିଷ୍ଣୋଇ, ଗୋଲ୍ଡି ବ୍ରାର୍‌ଙ୍କ ନାଁରେ ଏନ୍‌ଆଇଏ ଚାର୍ଜଶିଟ୍‌

ନୂଆଦିଲ୍ଲୀ,୨୫ା୩: ଗ୍ୟାଙ୍ଗ୍‌ଷ୍ଟର ଲରେନ୍ସ ବିଷ୍ଣୋଇ ଓ ତାଙ୍କ ସହଯୋଗୀ କାନାଡା ଗ୍ୟାଙ୍ଗ୍‌ଷ୍ଟର ଗୋଲ୍ଡି ବ୍ରାର୍‌ଙ୍କ ବିରୋଧରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଶୁକ୍ରବାର ଚାର୍ଜଶିଟ୍‌ ଦାଖଲ କରିଛି। ଏମାନେ ବେଆଇନ ଖଲିସ୍ତାନୀ ସଂଗଠନ ବାବ୍ବର ଖାଲସା ଇଣ୍ଟରନ୍ୟାଶନାଲ (ବିକେଆଇ) ଏବଂ ଅନ୍ୟ…

ଆରମ୍ଭ ହେଲା ନୂତନ ମାର୍କେଟ କମ୍ପ୍ଲେକ୍ସ କାମ

କଟକ ଅଫିସ,୨୫ା୩: କଟକ ଚଣ୍ଡୀ ମନ୍ଦିର ରୂପାନ୍ତରଣ କାର୍ଯ୍ୟ ଦ୍ରୁତଗତିରେ ଜାରି ରହିଛି। ସେଠାରେ ନୂତନ ମାର୍କେଟ କମ୍ପ୍ଲେକ୍ସ କାମ ଆରମ୍ଭ ହୋଇଯାଇଛି ା ଏତଦ୍‌ବ୍ୟତୀତ ଶୈଳବାଳା ମହିଳା ସ୍ବୟଂସାଶିତ କଲେଜ ଭିତର ଦେଇ ରାସ୍ତା ଡାଇଭର୍ସନ କାର୍ଯ୍ୟ ଜାରି ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?