Home Left

କଟକଣା ନାହିଁ, ଜିଲାରେ ମାତିଛନ୍ତି କ୍ୱାକ୍‌

ରାୟଗଡ଼ା,୧୭।୧୨(ସ୍ବ.ପ୍ର.): ରାୟଗଡ଼ାରେ ଜିଲା ମୁଖ୍ୟ ଚିକିତ୍ସାଳୟ ସହ ପ୍ରତ୍ୟେକ ବ୍ଲକ ଏବଂ ଗ୍ରାମାଞ୍ଚଳରେ ରହିଛି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର। ତଥାପି ମାତି ଚାଲିଛନ୍ତି କ୍ୱାକ୍‌। ସରକାରୀ ଡାକ୍ତରଖାନାରେ ମାଗଣା ଚିକିତ୍ସା ସୁବିଧା ରହିଥିଲେ ମଧ୍ୟ କ୍ୱାକ୍‌ଙ୍କ ପାଖକୁ ଛୁଟୁଛି…

ଉଦ୍ଧାର କୌଶଳ ଦେଖାଇଲେ ଯବାନ

କଣିହାଁ,୧୭ା୧୨ (ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଡ୍ୟାମ୍‌ ଜଳଭଣ୍ଡାରରେ ଓଡ଼ିଶା ଜଳ ବିଦ୍ୟୁତ୍‌ ନିଗମ (ଓଏଚ୍‌ପିସି) ପକ୍ଷରୁ ଶୁକ୍ରବାର ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଣ୍ଡୁଳିସ୍ଥିତ ଏନ୍‌ଡିଆର୍‌ଏଫ୍‌ ୨୩ ନମ୍ବର ବାଟାଲିୟନର ଯବାନଙ୍କ ଦ୍ୱାରା…

ତୃତୀୟ ଥର ପାଇଁ ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲାରେ ଶନିବାର ତୃତୀୟ ଥର ପାଇଁ ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା। ଅର୍ଚ୍ଚନା ନାଗଙ୍କ ବେଆଇନ୍‌ ଅର୍ଥ କାରବାର ମାମଲାକୁ ନେଇ ଇଡି ତଦନ୍ତ ଚଳାଇଛି। ଜଣଙ୍କ ପରେ ଜଣଙ୍କୁ…

ଭାରତର ସଫଳତା ନେଇ ଆଶାବାଦୀ ଅନୁରାଗ

ନୂଆଦିଲ୍ଲୀ,୧୭।୧୨(ପି.ଟି.): ହକି ବିଶ୍ୱକପ ଟ୍ରଫି ଟୁର୍‌ର ନୂଆଦିଲ୍ଲୀ ପର୍ଯ୍ୟାୟ ଶୁକ୍ରବାର ଆରମ୍ଭ ହୋଇଛି। କେନ୍ଦ୍ର କ୍ରୀଡା ଓ ଯୁବ ବ୍ୟାପାର, ସୂଚନା ଓ ପ୍ରସାରଣ ବିଭାଗ ମନ୍ତ୍ରୀ ଅନୁରାଗ ଠାକୁର ଟ୍ରଫି ଉନ୍ମୋଚନ କରିଛନ୍ତି। ଏହି କାର୍ଯ୍ୟକ୍ରମ ହକି ବିଶ୍ୱକପରେ ଭାରତର…

ଆରାଧ୍ୟା ଚାମ୍ପିୟନ, ଶ୍ୱେତା ରନରଅପ୍‌

ଭୁବନେଶ୍ୱର, ୧୭।୧୨ (କ୍ରୀଡ଼ା ପ୍ରତିନିଧି): ଅନୁଗୋଳସ୍ଥିତ ଇନ୍‌ଡୋର ହଲ୍‌ରେ ଚାଲିଥିବା ୨୮ତମ ଆନ୍ତଃଜିଲା ଏବଂ ଓଡ଼ିଶା ରାଜ୍ୟ ଟେବୁଲ ଟେନିସ ଚାମ୍ପିୟନଶିପ୍‌ର ୧୧ ବର୍ଷରୁ କମ୍‌ ବାଳିକା ବିଭାଗରେ କଟକର ଆରାଧ୍ୟା ସାହୁ ଚାମ୍ପିୟନ ଓ ଶ୍ୱେତା ବର୍ମା ରନରଅପ୍‌ ହୋଇଛନ୍ତି।…

ବାଂଲାଦେଶକୁ ଆବଶ୍ୟକ ୪୭୧ ରନ

ଚଟ୍ଟୋଗ୍ରାମ,୧୭।୧୨(ପି.ଟି.): ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଡ୍ରାଇଭର ସିଟ୍‌ରେ ଭାରତ। ଓପନର ଶୁବମନ ଗିଲ୍‌ ଓ ନିର୍ଭରଯୋଗ୍ୟ ଚେତେଶ୍ୱର ପୂଜାରାଙ୍କ ଶତକ ବଳରେ ଭାରତ ଦ୍ୱିତୀୟ ଇନିଂସରେ ୨୫୮/୨ରେ ଇନିଂସ ଘୋଷଣା କରିଛି। ଜବାବରେ ତୃତୀୟ ଦିନର ଷ୍ଟମ୍ପ ଅପସାରଣ ସୁଦ୍ଧା…

‘ସିଜିଂ ଦି ଅପର୍ଚୁନିଟି’ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର, ୧୭।୧୨(କ୍ରୀଡ଼ା ପ୍ରତିନିଧି): ଓଡ଼ିଶାରେ ଦ୍ୱିତୀୟ ଥର ପାଇଁ ହେବାକୁ ଯାଉଛି ହକି ବିଶ୍ୱକପ୍‌। ଏହି ମେଗା ପ୍ରତିଯୋଗିତା କ୍ରମେ ପାଖେଇ ଆସୁଥିବାରୁ ହକି ସମ୍ପର୍କିତ ବିଭିନ୍ନ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ରାଜ୍ୟରେ ଏବେ ହକି ଫିଭର। ବିଶ୍ୱକପ୍‌ର ଅବ୍ୟବହିତ ପୂର୍ବରୁ…

ମରକ୍କୋ-କ୍ରୋଏସିଆ ପ୍ଲେ-ଅଫ୍‌ ଆଜି

ଦୋହା, ୧୭।୧୨: ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ ସ୍ଥାନ ପାଇଁ ପ୍ଲେ-ଅଫ୍‌ ମ୍ୟାଚ ଶନିବାର ସ୍ଥାନୀୟ ଖଲିଫା ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ପରାଜିତ ଦୁଇ ସେମିଫାଇନାଲିଷ୍ଟ ଦଳ ମରକ୍କୋ ଓ କ୍ରୋଏସିଆ ଏହି ମ୍ୟାଚରେ ପରସ୍ପରର ମୁକାବିଲା କରିବେ। ପ୍ରଥମ…

ବକ୍ସ ଅଫିସରେ ରେକର୍ଡ ଭାଙ୍ଗିଲା ‘ଅବତାର ଦ ଓ୍ବେ ଅଫ୍‌ ଓ୍ବାଟର’: ପ୍ରଥମ ଦିନରେ ଆୟ କଲା ଏତିକି କୋଟି

ବହୁ ପ୍ରତୀକ୍ଷିତ ଫିଲ୍ମ ‘ଅବତାର ଦ ଓ୍ବେ ଅଫ୍‌ ଓ୍ବାଟର’ ଶୁକ୍ରବାର ରିଲିଜ୍‌ ହୋଇଛି। ଏହି ଫିଲ୍ମକୁ ଦେଖିବାକୁ ଦର୍ଶକ ଗତ ୧୩ ବର୍ଷ ଅପେକ୍ଷା କରିଥିଲେ। ଆଉ ଶେଷରେ ସେହି ମୁହୂର୍ତ୍ତ ଆସି ପହଞ୍ଚିଯାଇଛି। ରିଲିଜ୍‌ ହେବାର ପ୍ରଥମ ଦିନରେ…

ହକି ବିଶ୍ୱକପକୁ ନେଇ ଆରମ୍ଭ ହେଲା କ୍ରୀଡ଼ା ପ୍ରତିଯୋଗିତା: ଭାଗ ନେଲେ ୪୮୦ରୁ ଅଧିକ ଛାତ୍ରୀଛାତ୍ର

ସୁନ୍ଦରଗଡ଼,୧୬।୧୨(ଡି.ଏନ୍‌.ଏ.): ହକି ବିଶ୍ୱକପକୁ ସ୍ମରଣୀୟ ଏବଂ ଅଧିକ ଆକର୍ଷଣୀୟ କରିବା ପାଇଁ ସୁନ୍ଦରଗଡ଼ ଜିଲାରେ ଆରମ୍ଭ ହୋଇଛି ବିଭିନ୍ନ କାର୍ଯ୍ୟକ୍ରମ। ବିଶେଷ କରି ଯୁବପିଢିଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଆନ୍ତଃମହାବିଦ୍ୟାଳୟ କ୍ରୀଡ଼ା ପ୍ରତିଯୋଗିତା କରାଯାଉଛି।…

ଜଗନ୍ନାଥ ଦର୍ଶନ ସାରି ରାତିରେ ଫେରିଥିଲେ: ସକାଳୁ ମିଳିଲା ମୃତଦେହ

ପୁରୁଷୋତ୍ତମପୁର,୧୭।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠରେ ଥିବା କାଳୀମନ୍ଦିର ଛକ ପୋଖରୀରେ ବୁଡି ଜଣେ ଯୁବକଙ୍କ ଶନିବାର ମୃତ୍ୟୁ ଘଟିଛି। ସେ ହେଲେ ଆସିକା ନୂଆଁଗାର ଚିତ୍ତରଞ୍ଜନ ବିଷୋଇ(୪୦) । ଚିତ୍ତରଞ୍ଜନ ଗତ କିଛି ଦିନହେଲା ପୁରୁଷୋତ୍ତମପୁରରେ ଥିବା ଏକ…

ଆଜି ପୂର୍ବାଞ୍ଚଳ ଜୋନାଲ ପରିଷଦ ବୈଠକ: ଅଧ୍ୟକ୍ଷତା କରିବେ ଶାହା

କୋଲକାତା,୧୭।୧୨: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶନିବାର ପୂର୍ବାଞ୍ଚଳ ଜୋନାଲ ପରିଷଦରେ ଆସୁଥିବା ପଶ୍ଚିମବଙ୍ଗ, ବିହାର,ଝାଡଖଣ୍ଡ, ଓଡିଶା ଏବଂ ସିକିମ ମୁଖ୍ୟମନ୍ତ୍ରୀଙ୍କ ଏକ ବୈଠକ କରିବେ। ବୈଠକଟି ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ଆୟୋଜନ କରାଯାଉଛି। ତେବେ ଅମିତ ଶାହା ବୈଠକରେ ଅଧ୍ୟକ୍ଷତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri