Home Left

ସ୍କୁଲସ୍ତରରେ ଆରମ୍ଭ ହେବ ବିଜ୍ଞାନ ପ୍ରାକ୍ଟିକାଲ

ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ସ୍କୁଲ ସ୍ତରରେ ବିଜ୍ଞାନ ପ୍ରାକ୍ଟିକାଲ ଆରମ୍ଭ କରାଯିବ। ଯୁକ୍ତ୨ ବିଜ୍ଞାନରେ ପ୍ରାକ୍ଟିକାଲ ରହିଥିବାରୁ ଏଥିରେ ଓଡ଼ିଆ ମାଧ୍ୟମ ସ୍କୁଲରୁ ଆସିଥିବା ପିଲାଙ୍କ ପାଇଁ ସମସ୍ୟା ହୋଇଥାଏ। କିନ୍ତୁ ଘରୋଇ ସ୍କୁଲଗୁଡ଼ିକରେ ପ୍ରାକ୍ଟିକାଲକୁ ଗୁରୁତ୍ୱ ଦିଆଯାଉଥିବାରୁ ସେମାନଙ୍କ ପିଲାଙ୍କ ପାଇଁ…

କଟକ-ପାରାଦୀପ: ୮ ଟ୍ରେନ୍‌ ଡିସେମ୍ବର ୧୭ରୁ ୨୬ ବାତିଲ

ଭୁବନେଶ୍ୱର,୧୭ା୧୨(ବ୍ୟୁରୋ): ପାରାଦୀପ ରେଳ ଷ୍ଟେଶନରେ ନିରାପତ୍ତା ସମ୍ପର୍କିତ କାର୍ଯ୍ୟ ଯୋଗୁ କଟକ-ପାରାଦୀପ ରେଳଷ୍ଟେଶନରେ ଡିସେମ୍ବର ୧୭ରୁ ୨୬ ତାରିଖ ଯାଏ ୮ଟି ଟ୍ରେନ ଚଳାଚଳକୁ ବାତିଲ କରାଯାଇଛି। ଏ ନେଇ ପୂର୍ବତଟ ରେଳପଥ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଆସନ୍ତା ୧୮…

ତହସିଲଦାର, ପୂର୍ବତନ ସରପଞ୍ଚଙ୍କ ନାଁରେ ମାମଲା

ଧାମନଗର,୧୬।୧୨(ସ୍ବ.ପ୍ର.): ଭଦ୍ରକ ଜିଲା ଧାମନଗର ତହସିଲଦାର କ୍ଷୀରୋଦ ଚନ୍ଦ୍ର ପଣ୍ଡା ଓ ଆନନ୍ଦପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଶରତ ଚନ୍ଦ୍ର ମାଝିଙ୍କ ବିରୋଧରେ ଧାମନଗର ଥାନାରେ ମାମଲା (ନଂ. ୪୪୯/୨୨) ରୁଜୁ ହୋଇଛି। ଆନନ୍ଦପୁର ପଞ୍ଚାୟତର ବୈତରଣୀ ନଦୀ ଉତେଇପୁର-୨ ବାଲିଘାଟରୁ…

ଅନୁଭବଙ୍କ ବରବେଶ ଫଟୋକୁ ନେଇ ଚର୍ଚ୍ଚା

ବାରିପଦା ଅଫିସ,୧୭ା୧୨: ଓଡ଼ିଆ ସିନେ ତାରକା ତଥା କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତିଙ୍କ ଏକ ବରବେଶ ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରିଛି। ତେବେ ଏହା ରିଲ୍‌ ନା ରିୟଲ ତାହାକୁ ନେଇ ଅନୁଭବ ଓ ବର୍ଷା ପ୍ରିୟଦର୍ଶିନୀଙ୍କ…

ଚାଇନା ସହ ତିକ୍ତତା ମଧ୍ୟରେ ଆମେରିକା ଆରମ୍ଭ କଲା ‘ଚାଇନା ହାଉସ’

ୱାଶିଂଟନ,୧୭ ।୧୨: ଆମେରିକା ଓ ଚାଇନା ମଧ୍ୟରେ ବଢି ଚାଲିଥିବା ତିକ୍ତତା ମଧ୍ୟରେ ବାଇଡେନ ପ୍ରଶାସନ ଏହାର ବୈଦେଶିକ ବିଭାଗକୁ ଚାଇନା ସମ୍ବନ୍ଧୀୟ ନୀତିନିୟମକୁ ମଜଭୁତ କରିବାକୁ ଦାୟିତ୍ୱ ଦେଇଛନ୍ତି । ଏ ସମ୍ପର୍କରେ ଆମେରିକା ବୈଦେଶିକ ବିଭାଗ ଶୁକ୍ରବାର କହିଛି…

କିଭ୍‌ରେ ମିଶାଇଲ ବର୍ଷା

କିଭ୍‌,୧୭।୧୨: ରୁଷିଆ ପକ୍ଷରୁ ଶୁକ୍ରବାର କିଭ୍‌ ସମେତ ୪ ୟୁକ୍ରେନୀୟ ସହରରେ ୬୦ରୁ ଉର୍ଦ୍ଧ୍ୱ ମିଶାଇଲ ମାଡ଼ କରାଯାଇଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ ଆହତ ହୋଇଛନ୍ତି। ୟୁକ୍ରେନ୍‌ର ଦ୍ୱିତୀୟ ବଡ଼ ସହର ଖାରକିଭ୍‌ରେ ଅନେକ ହଜାର ଲୋକ…

ପାଚିକା ଚୟନରେ ଅନିୟମିତତା ଅଭିଯୋଗ

ରୂପସା, ୧୭।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅଧୀନ ଲଛମନଖୁଣ୍ଟା-୧ ଅଙ୍ଗନୱାଡ଼ି କେନ୍ଦ୍ରରେ ଶୁକ୍ରବାର ଉତ୍ତେଜନା ଦେଖାଦେଇଛି। ପାଚିକା ଚୟନରେ ଅନିୟମିତତା ହୋଇଥିବା ଅଭିଯୋଗ କରି ଅଭିଭାବକ ଓ ଗ୍ରାମବାସୀ ହୂରମାତୁନ ବିବି, ହମିରା ବିବି, ରେଶମା ବିବି,…

୧୪ ଓକିଲଙ୍କ ଜାମିନ ଆବେଦନ ଖାରଜ

ସମ୍ବଲପୁର,୧୭ା୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ସମ୍ବଲପୁରରେ ଚାଲିଥିବା ଆନ୍ଦୋଳନ ଗତ ୧୨ ତାରିଖରେ ଉଗ୍ର ରୂପ ନେଇ କୋର୍ଟ ଭିତରେ ତୁମୁଳକାଣ୍ଡ ଘଟିଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ୩୨ଜଣଙ୍କୁ ପୋଲିସ ଗିରଫ କରିଛି। ଏମାନଙ୍କ ମଧ୍ୟରୁ…

‘ଗୁଜରାଟ କଂସେଇ ଏବେ ପ୍ରଧାନମନ୍ତ୍ରୀ’

ନ୍ୟୁୟର୍କ/ନୂଆଦିଲ୍ଲୀ,୧୭।୧୨: ଅଲ୍‌-କାଏଦା ମୁଖ୍ୟ ଓସାମା ବିନ୍‌ ଲାଡେନ ମୃତ। କିନ୍ତୁ ଗୁଜରାଟର କଂସେଇ ଏବେ ବି ଜୀବିତ ଏବଂ ସେ ଭାରତର ପ୍ରଧାନମନ୍ତ୍ରୀ ବୋଲି ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ବିଲାଓ୍ବଲ ଭୁଟ୍ଟୋ ଜର୍ଦ୍ଦାରି ସମାଲୋଚନା କରିଛନ୍ତି। ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌.…

ଆରମ୍ଭ ହେଲା ମିଳିତ ତଦନ୍ତ

ବାରିପଦା ଅଫିସ,୧୭ା୧୨: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ମହାବଳ ଶିକାର ପରେ ଚମଡ଼ା ବିକ୍ରି ଘଟଣାରେ ମିଳିତ ତଦନ୍ତ ଆରମ୍ଭ ହୋଇଛି। ପ୍ରମୁଖ ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ(ପିସିସିଏଫ୍‌) ଓ କ୍ରାଇମବ୍ରାଞ୍ଚର ସ୍ବତନ୍ତ୍ର ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌)ର ସ୍ବତନ୍ତ୍ର ପ୍ରତିନିଧି ଦଳ ଅଭୟାରଣ୍ୟକୁ ଆସି…

ବ୍ରିଟେନରେ କେରଳର ନର୍ସଙ୍କ ସହ ଦୁଇ ଶିଶୁଙ୍କୁ ନିର୍ମମ ହତ୍ୟା

ଲଣ୍ଡନ,୧୭ ।୧୨: ବ୍ରିଟେନର ପୂର୍ବ ଇଂଲଣ୍ଡରୁ ଗୁରୁବାର ଏକ ବଡ ଖବର ସାମ୍ନାକୁ ଆସିଛି । ଏଠାକାର ନର୍ଥମ୍ପ୍‌ଟ ଅଞ୍ଚଳରେ ଜଣେ ଭାରତୀୟ ମୂଳ ବାସିନ୍ଦା ମହିଳା ଓ ତାଙ୍କ ଦୁଇ ଶିଶୁଙ୍କୁ ସେମାନେ ରହୁଥିବା ଅପାର୍ଟମେଣ୍ଟରେ ହତ୍ୟା କରାଯାଇଛି ।…

‘ତତ୍ପରତାର ସହ ଯୋଜନା କାର୍ଯ୍ୟକାରୀ କର’

ଭଣ୍ଡାରିପୋଖରୀ,୧୭।୧୨(ସ୍ବ.ପ୍ର.): ଭଣ୍ଡାରିପୋଖରୀ ପଞ୍ଚାୟତ ସମିତିର ୪ର୍ଥ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷା ସୁମତୀ ସେଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟଅତିଥି ଭାବେ ବିଧାୟକ ପ୍ରଫୁଲ୍ଲ ସାମଲ ଯୋଗଦେଇ ପଞ୍ଚାୟତ ସମିତିକୁ ରାଜନୀତିମୁକ୍ତ କରାଯିବା ସହ ନିର୍ବାଚିତ ପ୍ରତିନିଧିମାନେ ଭଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri