Home Left

ହଠାତ୍‌ ସନ୍ନ୍ୟାସ ଘୋଷଣା କରି ଚମକାଇଲେ ଏହି କ୍ରିକେଟର

କରାଚି,୧୬।୧୨: ପାକିସ୍ତାନ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ତଥା ବ୍ୟାଟ୍ସମ୍ୟାନ୍‌ ଅଜହର ଅଲି ଶୁକ୍ରବାର ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ନେଇ ଘୋଷଣା କରିଛନ୍ତି। ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ଡିସେମ୍ବର ୧୭ରୁ ଆରମ୍ଭ ହେବାକୁ ଯାଉଥିବା ସିରିଜର ତୃତୀୟ ମୁକାବିଲା ତାଙ୍କ…

ନିର୍ମାଣ ହେବାକୁ ଯାଉଛି ‘ୱେଲକମ’ର ପାର୍ଟ ୩, ନଜର ଆସିବେ ନାହିଁ ଅକ୍ଷୟ!

ମୁମ୍ବାଇ: ଅକ୍ଷୟ କୁମାର ଷ୍ଟାରର ସୁପରହିଟ କମେଡି ମୁଭି ‘ୱେଲକମ’ର ପାର୍ଟ ୩ ନିର୍ମାଣ ହେବାକୁ ଯାଉଥିବା ଜଣାପଡିଛି । ଏହାର ଟାଇଟଲ ଏବେ ସାମ୍ନାକୁ ଆସିଛି । ଫିଲ୍ମ ପ୍ରଯୋଜକ ଫିରୋଜ ଏ. ନାଡିୟାଡୱାଲା ନିକଟରେ ଏକ ସାକ୍ଷାତକାରରେ ଏ…

ପ୍ରଥମ ମହଲାରୁ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଫିଙ୍ଗିଦେଲେ ଶିକ୍ଷୟିତ୍ରୀ

ଦିଲ୍ଲୀ,୧୬।୧୨: ଦିଲ୍ଲୀ ମ୍ୟୁନିସିପାଲିଟି କର୍ପୋରେସନ ଅଧୀନ ମଡେଲ ବସ୍ତିରେ ଥିବା ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ଏକ ଅଘଟଣ ଘଟିଛି। କାର୍ଯ୍ୟରତ ଶିକ୍ଷୟିତ୍ରୀ ଜଣକ ପ୍ରଥମ ମହଲାରୁ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ଛାତ୍ରୀଙ୍କୁ…

ତ୍ୱଓ୍ବାଙ୍ଗ ସଂଘର୍ଷ ପରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ଇର୍ଷ୍ଟନ କମାଣ୍ଡରର ମୁଖ୍ୟ

କୋଲକାତା,୧୬।୧୨: ଅରୁଣାଚଳ ପ୍ରଦେଶର ତଓ୍ବାଙ୍ଗରେ ଭାରତ-ଚାଇନା ସୈନ୍ୟଙ୍କ ମଧ୍ୟରେ ହୋଇଥିବା ସଂଘର୍ଷ ପରେ ଇର୍ଷ୍ଟନ କମାଣ୍ଡରର ମୁଖ୍ୟ ଲ୍ୟୁଟନାଣ୍ଟ ଜେନେରାଲ ଆର.ପି କଲିତାଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଶୁକ୍ରବାର ବିଜୟ ଦିବସର ୫୧ତମ ବାର୍ଷିକୀ ଅବସରରେ କୋଲକାତାରେ ପୁଷ୍ପମାଲ୍ୟ ଅର୍ପଣ…

ଟିପ୍ପର ଧକ୍କାରେ ବାଇକ୍‌ ଆରେହୀ ମୃତ

କେନ୍ଦୁଝର,୧୬ା୧୨(ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ପ୍ରାଧିକରଣ ପଦ୍ମପୁର ଓଡିଶା ଗ୍ରାମବ୍ୟାଙ୍କ ସମ୍ମୁଖ ଓଭର ବ୍ରିଜ୍‌ ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌କୁ ୬ ଚକିଆ ଟିପ୍ପର ଧକ୍କା ଦେବା ଫଳରେ ଘଟଣାସ୍ଥଳରେ…

ବେଆଇନ ବାଲି ଚାଲାଣ ପ୍ରତିବାଦରେ ଜିଲାପାଳଙ୍କୁ ଦାବି ପତ୍ର ପ୍ରଦାନ

କେନ୍ଦୁଝର,୧୬।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ବେଆଇନ ବାଲି ଉତ୍ତୋଳନ ଓ ଚାଲାଣ ପ୍ରତିବାଦରେ ଶୁକ୍ରବାର ଭାଜପା ନଦୀ ସୁରକ୍ଷା ସମିତି (ନମାମି ଗଙ୍ଗେ) ରାଜ୍ୟ ସଭାପତି ମହେଶର ସାହୁଙ୍କ ନେତୃତ୍ୟରେ କେନ୍ଦୁଝର ଜିଲାପାଳଙ୍କୁ ଏକ ଦାବି ପତ୍ର ପ୍ରଦାନ କରାଯାଇଛି। ଚୋରା କାରବାରରେ…

ଟଲିଉଡ ଡ୍ରଗ୍ସ ମନି ଲଣ୍ଡରିଂ ମାମଲାରେ ବଢିଲା ଅଭିନେତ୍ରୀ ରକୁଲ ପ୍ରୀତଙ୍କ ଅଡୁଆ, ଇଡି ପଠାଇଲା ସମନ

ମୁମ୍ବାଇ,୧୬ ।୧୨: ଟଲିଉଡ ଡ୍ରଗ୍ସ ମନି ଲଣ୍ଡରିଂ ମାମଲାରେ ବଲିଉଡ ଅଭିନେତ୍ରୀ ରକୁଲ ପ୍ରୀତ ସିଂଙ୍କର ଅଡୁଆ ବଢିଛି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ତାଙ୍କୁ ସମନ ଜାରି କରାଯାଇଛି । ଏହା ପୂର୍ବରୁ ଇଡି ପକ୍ଷରୁ ଆଉ କେତେଜଣ ତେଲଗୁ…

କ୍ରୀଡ଼ା ପ୍ରତିଯୋଗିତା: ଭାଗନେଲେ ୨୧ ସ୍କୁଲର ଛାତ୍ରୀଛାତ୍ର

ଗଞ୍ଜାମ,୧୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ସହର ସ୍ଥିତ ଭାରତୀ ବିଦ୍ୟାପୀଠ ମିନିଷ୍ଟାଡିୟମରେ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକସ୍ତରୀୟ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ବିଇଓ ଭାଗୀରଥି ବେହେରା, ଏବିଇଓ ବିଜୟ କୁମାର ବେହେରା, ପ୍ରଧାନ ଶିକ୍ଷୟିତ୍ରୀ ଏସ୍‌. ରାଜଲକ୍ଷ୍ମୀ ରେଡ୍ଡୀ,…

ସନ୍ଧ୍ୟାରେ ବସିବ କେନ୍ଦ୍ର କ୍ୟାବିନେଟ୍‌ ବୈଠକ

ନୂଆଦିଲ୍ଲୀ,୧୬।୧୨: ଆଜି ବସିବ କ୍ୟାବିନେଟ୍‌ ବୈଠକ। ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ଏହାପୂର୍ବରୁ ନଭେମ୍ବର ୨ରେ କ୍ୟାବିନେଟ୍‌ ବୈଠକ ବସିଥିଲା। ଏଥିରେ ଇଟାନଗର ହୋଲୋଙ୍ଗିଠାରେ ଥିବା ଗ୍ରୀନଫିଲ୍ଡ ବିମାନବନ୍ଦରର ନାମ ‘ଡୋନି ପୋଲ’ ନାମରେ…

୭ ହଜାର ଲିଟର ଦେଶୀ ମଦ ନଷ୍ଟ କଲା ବଲାଙ୍ଗୀର ପୋଲିସ

ବଲାଙ୍ଗୀର ଅଫିସ, ୧୬।୧୨: ବଲାଙ୍ଗୀର ପୋଲିସ ଓ ଅବକାରୀ ବିଭାଗ ମିଳିତ ଭାବେ ଶୁକ୍ରବାର ବଲାଙ୍ଗୀର ବିଜାଖମନ ଜଙ୍ଗଲରେ ୭ ହଜାର ଲିଟର ଦେଶୀ ମଦ ନଷ୍ଟ କରିଛି। ବଲାଙ୍ଗୀର ଜିଲାର ୧୭ଟି ଥାନା ଅଧୀନରେ ହୋଇଥିବା ୫୦୮ଟି ମାମଲାରେ ଏହି…

୪ ଗୋଡ ଥିବା ଶିଶୁକନ୍ୟା ଜନ୍ମ

ଗ୍ବାଲିଅର,୧୬।୧୨: ଯଦି ସୋସିଆଲ ମିଡିଆକୁ ଅଜବ ଜିନିଷର ଦୁନିଆ କୁହାଯାଏ, ତେବେ ଏହା ଭୁଲ ହେବ ନାହିଁ, ଏଠାରେ ଅନେକ ସମୟରେ ଏପରି କିଛି ଜିନିଷ ଦେଖିବାକୁ କିମ୍ବା ଶୁଣିବାକୁ ମିଳିଥାଏ ଯାହା ଆଶ୍ଚର୍ଯ୍ୟଜନକ। ଇତିମଧ୍ୟରେ ମଧ୍ୟପ୍ରଦେଶର ଗ୍ବାଲିଅରରୁ ଏକ ଘଟଣା…

୮ ବର୍ଷର ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା, ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ: ଭାଜପା

ରାୟପୁର,୧୬।୧୨: ଛତିଶଗଡ଼ ରାୟପୁରରେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଅଭିଯୋଗରେ ସ୍ଥାନୀୟ ପୋଲିସ ୧୪ ବର୍ଷୀୟ ବାଳକଙ୍କୁ ଗିରଫ କରିଛି। ପୀଡ଼ିତା ଓ ନାବାଳକ ଗୋଟିଏ ବିଲ୍ଡିଂରେ ରହୁଥିଲେ। ଗତ ୭ ତାରିଖରେ ନାବାଳିକାଙ୍କ ପରିବାର ଲୋକେ ଝିଅ ନିଖୋଜ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri