ରାହିଲଙ୍କ ପାଇଁ ୮ ବର୍ଷ ପ୍ରତୀକ୍ଷାର ଅବସାନ
ଭୁବନେଶ୍ୱର, ୪।୧୧ (କ୍ରୀଡ଼ା ପ୍ରତିନିଧି):ମହମ୍ମଦ ରାହିଲ ମୌସିନଙ୍କ ପାଇଁ କଳିଙ୍ଗ ଷ୍ଟାଡିୟମ ଅବିସ୍ମରଣୀୟ ହୋଇଛି। ଏହାର କାରଣ ମଧ୍ୟ ଅନେକ। ଅକ୍ଟୋବର ୨୮ ତାରିଖରେ ନ୍ୟୁଜିଲାଣ୍ଡ ବିପକ୍ଷ ହକି ପ୍ରୋ ଲିଗ୍ ମ୍ୟାଚରେ ସେ ଏଠାରେ ଭାରତ ପକ୍ଷରୁ ସିନିୟର ସ୍ତରରେ…
ସିଏମ୍ସି,ଓଏଚ୍ପିସି, ଜଗନ୍ନାଥ ବିଶ୍ୱବିଦ୍ୟାଳୟ ପାଇଁ ଆରମ୍ଭ ହେଲା ଇ-ଅଫିସ
ଭୁବନେଶ୍ବର,୪ା୧୧(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗୁରୁବାର କଟକ ମହାନଗର ନିଗମ (ସିଏମ୍ସି), ଓଡ଼ିଶା ଜଳବିଦ୍ୟୁତ୍ ନିଗମ (ଓଏଚ୍ପିସି) ଏବଂ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ନିମନ୍ତେ ଇ-ଅଫିସ୍ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ରାଜ୍ୟ ଲୋକସେବା ଭବନ ସଭାଗୃହରୁ ଏହି…
ପ୍ରେମିକା ଗାଲରେ ପ୍ରେମିକ
ନୂଆଦିଲ୍ଲୀ: ବର୍ତ୍ତମାନ ସମୟରେ ଲୋକଙ୍କ ମଧ୍ୟରେ ଟାଟୁ କରିବା ଏକ ଫ୍ୟାଶନ ପାଲଟିଗଲାଣି। ତେବେ ଅନେକେ ନିଜ ଦେହରେ ବିଭିନ୍ନ ପ୍ରକାରର ଟାଟୁ କରୁଥିବା ଦେଖିବାକୁ ମିଳୁଛି। ପ୍ରେମୀ ଯୁଗଳ ମଧ୍ୟ ପରସ୍ପରଙ୍କ ନାମ ଲେଖୁଛନ୍ତି। ତେବେ ଏଠାରେ ଏକ ଅଜବ…
‘ଭାରତକୁ ହରାଇଲେ ଜିମ୍ବାଓ୍ବେ ଖେଳାଳିଙ୍କୁ ବାହାହେବି’
ନୂଆଦିଲ୍ଲୀ: ଏବେ ଟି-୨୦ ବିଶ୍ୱ କପ୍ ଚାଲୁଥିବାବେଳେ ଜଣେ ପାକିସ୍ତାନୀ ଅଭିନେତ୍ରୀଙ୍କ ବିବାଦୀୟ ଟୁଇଟ୍ ସାମ୍ନାକୁ ଆସିଛି। ଅଭିନେତ୍ରୀ ଶେହର ସିନୱାରୀ ତାଙ୍କ ଟୁଇଟ୍ରେ ଭାରତ ଏବଂ ଜିମ୍ବାୱେ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବାବଦରେ ଟିପ୍ପଣୀ ଦେଇଛନ୍ତି। ସେ ଲେଖିଛନ୍ତି,…
ଜିଓ ୫ଜି କୁ ‘କ୍ଲାଉଡ୍ ନେଟିଭ୍ ଆୱାର୍ଡ’
ମୁମ୍ବାଇ,୪।୧୧:ଦେଶର ପ୍ରମୁଖ ଟେଲିକମ୍ କମ୍ପାନୀ ଜିଓକୁ ଆଉ ଏକ ସମ୍ମାନ ମିଳିଛି। ଏପରିକି ଲଣ୍ଡନଠାରେ ଆୟୋଜିତ ୱାର୍ଲଡ୍ କମ୍ୟୁନିକେଶନ ଆୱାର୍ଡର ୨୪ତମ ସଂସ୍କରଣରେ ଜିଓ ୫ ଜି ପ୍ଲାଟ୍ଫର୍ମସକୁ ‘କ୍ଲାଉଡ୍ ନେଟିଭ୍ ଆୱାର୍ଡ ପ୍ରଦାନ କରାଯାଇଛି। ବିଶେଷକରି ଟେଲିକମ୍ ଶିଳ୍ପରେ କାର୍ଯ୍ୟ…
ଜେଏସ୍ଏଲ୍ର ୨ୟ ତ୍ରୈମାସିକ ଫଳାଫଳ
ଭୁବନେଶ୍ୱର,୪।୧୧:ଜିନ୍ଦଲ ଷ୍ଟେନ୍ଲେସ୍ ଲିମିଟେଡ୍ (ଜେଏସ୍ଏଲ୍)ର ପରିଚାଳନା ବୋର୍ଡର ସୁପାରିସକ୍ରମେ ଚଳିତ ଆର୍ଥିକ ବର୍ଷର ୨ୟ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୨୦୨୨ ସେପ୍ଟେମ୍ବର ୩୦ରେ ଶେଷ ହୋଇଥିବା ପରିଚାଳନା ବୈଠକରେ ଗତ ୩ ମାସର ଅଣ ସମୀକ୍ଷିତ ଆର୍ଥିକ…
ଏଲାୟନ୍ସ ଏୟାର ବିମାନର ପରୀକ୍ଷାମୂଳକ ଉଡାନ ଆଜି
ଝାରସୁଗୁଡ଼ା ଅଫିସ,୪।୧୧: ଝାରସୁଗୁଡ଼ା ଭିଏସ୍ଏସ୍ (ବୀର ସୁରେନ୍ଦ୍ର ସାଏ)ବିମାନ ବନ୍ଦର ଦେଇ ଚଳାଚଳ କରୁଥିବା ଏକମାତ୍ର ସ୍ପାଇସଜେଟ ବିମାନ ଯାତ୍ରୀଙ୍କ ଚାହିଦା ମେଣ୍ଟାଇ ପାରୁ ନ ଥିବାବେଳେ ଅତିରିକ୍ତ ବିମାନ ଚଳାଚଳ କରିବାର ଆବଶ୍ୟକତା ରହିଥିଲା। ଏହାକୁ ଦୃଷ୍ଟିରେ ରଖି ନଭେମ୍ବର…
ମାରୁତି ସୁଜୁକିର ନୂଆ ଗ୍ରାଣ୍ଡ୍ ଭିଟାରାର ଅନାବରଣ ଉତ୍ସବ
ଭୁବନେଶ୍ୱର,୪।୧୧:ଦେଶର ପ୍ରମୁଖ ଚାରିଚକିଆ ଯାନ ନିର୍ମାତା ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍ (ଏମ୍ଏସ୍ଆଇଏଲ୍)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ନ୍ୟୁ ଗ୍ରାଣ୍ଡ୍ ଭିଟାରା’ର ସର୍ବଭାରତୀୟ ବଜାର ପ୍ରବେଶ ନିକଟରେ ହୋଇଯାଇଛି। ଏପରିକି ଗୁରୁବାର ଭୁବନେଶ୍ୱରସ୍ଥିତ ଗଜପତିନଗରଠାରେ ଏମ୍ଏସ୍ଆଇଏଲ୍ର ସ୍ବୀକୃତିପ୍ରାପ୍ତ…
ମିଳିଲା ଆଉ ୫୦ କ୍ରିପ୍ଟୋ ୱାଲେଟ୍
ଭୁବନେଶ୍ୱର,୪।୧୧ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲରେ ଥିବା ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ (ଆର୍ଡବ୍ଲ୍ୟୁଏସ୍ଏସ୍) ଭୁବନେଶ୍ୱର ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନିହାର ରଞ୍ଜନ ଦାସଙ୍କୁ ଗୁରୁବାର ୩ ଦିନିଆ ରିମାଣ୍ଡରେ ଆଣିଛି ଭିଜିଲାନ୍ସ। ପଚରାଉଚରା…
୫୦୦୦ କୋଟି ନିବେଶ କରିବ ଇଏସ୍ଆର୍ ଗ୍ରୁପ୍
ନୂଆଦିଲ୍ଲୀ,୪।୧୧:ବର୍ତ୍ତମାନ ସମୟରେ ଭାରତରେ ଦ୍ରୁତ ଅଭିବୃଦ୍ଧି କରୁଥିବା ଲଜିଷ୍ଟିକ୍ସ ଶିଳ୍ପରେ କାରବାର କରିବା ପାଇଁ ଉଭୟ ସ୍ବଦେଶୀ ଓ ବିଦେଶୀ କମ୍ପାନୀଗୁଡ଼ିକ ଆଗ୍ରହ ପ୍ରକାଶ କରିଛନ୍ତି। ଏପରିକି ସିଙ୍ଗାପୁରର ସୋଭେରାନ ୱେଲ୍ଥ ଫଣ୍ଡ ଜିଆଇସି ଏବଂ ଇଏସ୍ଆର୍ ଗ୍ରୁପ୍ ଭାରତରେ ଲଜିଷ୍ଟିକ୍ସ…
ଦଳୀୟ ପୋଷ୍ଟର ଲାଗିଥିବା ଗାଡ଼ିରେ ଭୋଟ ଦେବାକୁ ଆସିଲେ ଅବନ୍ତୀ
ଭଦ୍ରକ ଅଫିସ,୪।୧୧:ବିଜେଡି ପ୍ରାର୍ଥିନୀ ଅବନ୍ତୀ ଦାସ ଉପନିର୍ବାଚନ ପାଇଁ ଗୁରୁବାର ଭୋଟ ଦେବାକୁ କଁାପଡ଼ା ମତଦାନ କେନ୍ଦ୍ରକୁ ଯାଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫଟୋ ସହ ବିଜେଡିର ଶଙ୍ଖ ଚିହ୍ନ ପୋଷ୍ଟର ଲାଗିଥିବା ଗାଡ଼ିରେ ସେ ବୁଥ୍କୁ ଆସିଥିବାରୁ ବିବାଦ ଦେଖାଦେଇଛି।…
ନିର୍ବାଚନରେ ଲିକୁଡ ପାର୍ଟିର ବିପୁଳ ବିଜୟ, ନେତନ୍ୟାହୁ ପୁଣି ପ୍ରଧାନମନ୍ତ୍ରୀ, ମୋଦି ଜଣାଇଲେ ଶୁଭେଚ୍ଛା
ନୂଆଦିଲ୍ଲୀ/ତେଲ ଆଭିବ,୪ ।୧୧: ଇସ୍ରାଏଲର ସାଧାରଣ ନିର୍ବାଚନରେ ରାଜନୈତିକ ଦଳ ‘ଲିକୁଡ’କୁ ବିପୁଳ ବିଜୟ ମିଳିଛି । ଏହାସହ ବେନଜାମିନ ନେତନ୍ୟାହୁ ପୁଣିଥରେ ଇସ୍ରାଏଲର ଶାସନ ଭାର ସମ୍ଭାଳିବାକୁ ଯାଉଛନ୍ତି । ନେତନ୍ୟାହୁ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ୟାର ଲାପିଡଙ୍କ ଦଳକୁ ନିର୍ବାଚନରେ…
Archives


