Home Left

ଟିଏମ୍‌ସିରେ ଯୋଗଦେଲେ ମଜିଦ ମେମନ

ନୂଆଦିଲ୍ଲୀ, ୧୫।୧୨: ସୁପ୍ରିମକୋର୍ଟର ପୂର୍ବତନ ଓକିଲ ତଥା ପୂର୍ବତନ ରାଜ୍ୟ ସଭା ସଦସ୍ୟ ମଜିଦ ମେମନ ବୁଧବାର ତୃଣମୂଳ କଂଗ୍ରେସ (ଟିଏମ୍‌ସି) ରେ ସାମିଲ ହୋଇଛନ୍ତି। ୩ ସପ୍ତାହ ପୂର୍ବରୁ ବ୍ୟକ୍ତିଗତ କାରଣ ଦର୍ଶାଇ ମଜିଦ ଏନ୍‌ସିପି ଛାଡ଼ିଥିଲେ। ରାଜ୍ୟ ସଭା…

ଆମେରିକାରେ ଚାଇନା ଛାତ୍ର ଗିରଫ, ସିସିପି ବିରୋଧରେ ପୋଷ୍ଟ ଲେଖିଥିବା ବ୍ୟକ୍ତିଙ୍କୁ ଦେଇଥିଲେ ଧମକ

ୱାଶିଂଟନ,୧୫ ।୧୨: ଆମେରିକାରେ ଜଣେ ଚାଇନା ଛାତ୍ରଙ୍କୁ ଗିରଫ କରାଯାଇଛି । ଏହି ଛାତ୍ରଙ୍କ ବିରୋଧରେ ଚାଇନାର ଶାସକ ଚାଇନିଜ କମ୍ୟୁନିଷ୍ଟ ପାର୍ଟି(ସିସିପି) ବିରୋଧରେ ପୋଷ୍ଟ ଲେଖିଥିବା ବ୍ୟକ୍ତି ଓ ଲୋକତନ୍ତ୍ରକୁ ସମର୍ଥନ କରୁଥିବା ଜଣେ ବ୍ୟକ୍ତିଙ୍କୁ ଧମକାଇବାର ଅଭିଯୋଗ ରହିଛି…

ଆସାମ ଗାମୋଚାକୁ ଜିଆଇ ଟ୍ୟାଗ୍‌

ଗୁଆହାଟି,୧୫।୧୨: ଆସାମର ଗାମୋଚାକୁ ଭୌଗୋଳିକ ସାଙ୍କେତିକ (ଜିଆଇ) ମାନ୍ୟତା ମିଳିଛି। ଆସାମର ସଂସ୍କୃତିକୁ ଦର୍ଶାଉଥିବା ଗାମୋଚାକୁ କେନ୍ଦ୍ର ସରକାରଙ୍କ ତରଫରୁ ଏହି ମାନ୍ୟତା ପ୍ରଦାନ କରାଯାଇଛି। ମଙ୍ଗଳବାର କେନ୍ଦ୍ରୀୟ ଅର୍ଥନୀତି ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋଏଲ ଟୁଇଟରରେ ପୋଷ୍ଟ ଶେୟାର…

ହଲିଉଡ ଅଭିନେତା ଷ୍ଟିଫେନ ବସଙ୍କ ପରଲୋକ

ଲସ ଆଞ୍ଜେଲସ,୧୫ ।୧୨: ହଲିଉଡ ଇଣ୍ଡଷ୍ଟ୍ରିର ବେଶ ଜଣାଶୁଣା ଅଭିନେତା, ଡ୍ୟାନ୍ସର ତଥା ଡିଜେ ଷ୍ଟିଫେନ ବସଙ୍କର ପରଲୋକ ହୋଇଛି । ଏକ ରିପୋର୍ଟ ଅନୁଯାୟୀ, ୧୩ ଡିସେମ୍ବର ୨୦୨୨ରେ ଅଭିନେତାଙ୍କ ପରଲୋକ ହୋଇଛି । କୁହାଯାଉଛି କି ବସ ଆତ୍ମହତ୍ୟା…

ଜୟପୁର ବାଳ ସୁଧାର ଗୃହରୁ ୬ କଏଦୀ ଫେରାର

ଜୟପୁର,୧୫ ।୧୨; ରାଜସ୍ଥାନ ଜୟପୁରର ଟ୍ରାନ୍ସପୋର୍ଟ ନଗର ଥାନା ଅଞ୍ଚଳରେ ଥିବା ବାଳ ସୁଧାର ଗୃହରୁ ମଙ୍ଗଳବାର ରାତିରେ ୬ ଜଣ କଏଦି ଫେରାର ହୋଇଯାଇଛନ୍ତି । ଟ୍ରାନ୍ସପୋର୍ଟ ନଗର ଥାନାର ଥାନାଧିକାରୀ ଅବଦୁଲ ୱାହିଦ ବୁଧବାର କହିଛନ୍ତି ବାଳ ସୁଧାର…

ପାକିସ୍ତାନକୁ ଚୁପ କରାଇଲେ ଏସ ଜୟଶଙ୍କର

ନୂଆଦିଲ୍ଲୀ,୧୫ ।୧୨: ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ କଶ୍ମୀର ପ୍ରସଙ୍ଗ ଉଠାଇବା ପରେ ବୁଧବାର ଭାରତ ପାକିସ୍ତାନକୁ କଡା ଜବାବ ଦେଇଛି । ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର କହିଛନ୍ତି, ଯେଉଁ ଦେଶ ଅଲ-କାଏଦା ଆତଙ୍କବାଦୀ ଓସାମା ବିନ ଲାଦେନଙ୍କୁ…

ପେରୁ ରାଷ୍ଟ୍ରପତିଙ୍କୁ ପଦରୁ ହଟାଇବାରୁ ଉଗ୍ର ପଦର୍ଶନ, ଲାଗିଲା ଏକ ସପ୍ତାହର ଏମରଜେନ୍ସି

ଲିମା,୧୫ ।୧୨: ପେରୁର ପ୍ରତିରକ୍ଷା ମନ୍ତ୍ରୀ ମହାଭିଯୋଗ ଆଣି ୭ ଡିସେମ୍ବରରେ ରାଷ୍ଟ୍ରପତି ପେଡ୍ରୋ କୈଷ୍ଟିଲେଙ୍କ୍‌ୁ ପଦରୁ ହଟାଇ ଦେଇଛନ୍ତି । ଏହାକୁ ବିରୋଧ କରି ଦେଶରେ ପ୍ରଦର୍ଶନ ଜାରି ରହିଛି । ବେଳକୁ ବେଳ ଏହି ପଦର୍ଶନ ଉଗ୍ର ହେବା…

ବଳାତ୍କାରୀଙ୍କୁ ୧୦ ବର୍ଷ କାରାଦଣ୍ଡ, ପୀଡ଼ିତାଙ୍କୁ ଦେବେ ୪ ଲକ୍ଷ ଟଙ୍କା

କେନ୍ଦୁଝର,୧୪ା୧୨(ସ୍ବ.ପ୍ର.): ଜଣେ ବଳାତ୍କାରୀଙ୍କୁ ବୁଧବାର କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟ ସ୍ବତନ୍ତ୍ର ବିଚାରପତି ମାନସ କୁମାର ମିଶ୍ର ୧୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହିତ ୭ ହଜାର ୫ଶହ ଟଙ୍କା ଜରିମାନା ଆଦେଶ କରିଛନ୍ତି। ଜରିମାନା ଅନାଦେୟ ହେଲେ ଅଧିକ…

ରାଜ୍ୟରେ ଲାଗୁ ହେବ ଆଧାର ସଂଯୋଗ ‘ଲର୍ନର ଲାଇସେନ୍ସ’ ବ୍ୟବସ୍ଥା

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ରାଜ୍ୟରେ ଆଧାର ସଂଯୋଗ ଲର୍ନର ଲାଇସେନ୍ସ ବ୍ୟବସ୍ଥା କାର୍ଯ୍ୟକାରୀ ହେବ। ଏ ନେଇ ବୁଧବାର ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ରାଜ୍ୟ ପରିବହନ କମିଶନରଙ୍କୁ ଚିଠି ଲେଖି ଅବଗତ କରାଯାଇଛି। କେନ୍ଦ୍ର ମୋଟର ଯାନ ନିୟମର ନିୟମ-୧୧ ଅନୁଯାୟୀ…

ସମାଧାନ ରାସ୍ତାରେ ହୁଏ ନାହିଁ: ଅମିତ ଶାହା

ନୂଆଦିଲ୍ଲୀ,୧୪।୧୨: ମହାରାଷ୍ଟ୍ର ଏବଂ କର୍ନାଟକ ମଧ୍ୟରେ ଚାଲିଥିବା ସୀମା ବିବାଦ ମଧ୍ୟରେ ବୁଧବାର ଦିଲ୍ଲୀର ସଂସଦ ଗୃହରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସହ ବୈଠକରେ କର୍ନାଟକ ମୁଖ୍ୟମନ୍ତ୍ରୀ ବାସଭରାଜ ବୋମ୍ମାଇ ଏବଂ…

ଫଟୋଗ୍ରାଫରଙ୍କ ସାମ୍ନାରେ ଏମିତି କିଛି କରିଦେଲେ କରୀନା, ଭାଇରାଲ ହେଉଛି ଫଟୋ

ମୁମ୍ବାଇ: ଅଭିନେତ୍ରୀ କରୀନା କପୁର ବୁଧବାର ଫଟୋଗ୍ରାଫରଙ୍କ ସାମ୍ନାରେ ଏମିତି କିଛି କରିଦେଇଛନ୍ତି ଯାହା ଏବେ ଚର୍ଚ୍ଚାରେ ରହିଛି। କରୀନା ସ୍ବାମୀ ସୈଫ୍‌ ଏବଂ ପୁଅ ଜେହ୍‌ଙ୍କ ସହ ମୁମ୍ବାଇ ବାହାରିଥିଲେ। ସେମାନେ ସହରର କୌଣସି ସ୍ଥାନକୁ ଯାଇ ଘରକୁ ଫେରୁଥିବାର…

ଭାଜପା ନେତାଙ୍କ କାର୍ଯ୍ୟକ୍ରମରେ ଦଳାଚକଡା: ୩ ମୃତ

କୋଲକତା,୧୪।୧୨: ପଶ୍ଚିମବଙ୍ଗର ଆସାନସୋଲରେ ଭାଜପା ନେତା ତଥା ବିରୋଧୀଦଳର ନେତା ଶୁଭେନ୍ଦୁ ଅଧିକାରୀଙ୍କ କମ୍ବଳ ବଣ୍ଟନ କାର୍ଯ୍ୟକ୍ରମ ସମୟରେ ବୁଧବାର ଦଳଚକଡା ହୋଇଛି। ଏଥିରେ ଅତି କମରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଘଟଣାରେ ୫ ଜଣ ଆହତ ହୋଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri