Home Left

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜଣଙ୍କ ଜୀବନ

ପାଟନା,୧୪।୧୨: ବିହାରର ଛପରା ଜିଲାରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ଆହୁରି ୫ ଜଣ ହସ୍ପିଟାଲରେ ଚିକିତ୍ସାଧିନ ଅଛନ୍ତି। ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି କୁହାଯାଉଛି। ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ…

ଟ୍ରାଫିକ୍‌ ପୋଲିସଙ୍କୁ ୪ କି.ମି. ଘୋଷାଡ଼ି ନେଲେ ଡ୍ରାଇଭର

ଭୋପାଳ: ମଧ୍ୟପ୍ରଦେଶର ଇନ୍ଦୋରରେ ନିୟମ ଉଲ୍ଲଂଘନ କରିଥିବା ଡ୍ରାଇଭରଙ୍କୁ ଫାଇନ୍‌ ମାଗିବା ଟ୍ରାଫିକ ପୋଲିସଙ୍କୁ ଭାରି ପଡ଼ିଛି। ସୋମବାର ଇନ୍ଦୋରର ସତ୍ୟସାଇ ଛକରେ ଜଣେ କାର୍‌ ଚାଳକ ମୋବାଇଲ୍‌ରେ କଥା ହୋଇ ଗାଡ଼ି ଚଲାଉଥିବା ଦେଖି ଡ୍ୟୁଟିରେ ଥିବା କନଷ୍ଟେବଳ ଶିବ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ,୨୧ ଆହତ

ଲକ୍ଷ୍ନୌ,୧୪।୧୨: ଉତ୍ତରପ୍ରଦେଶର ଫିରୋଜାବାଦରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୧ ଜଣ ଆହତ ହୋଇଥିବା ଜଣାପଡିଛି। । ତେବେ ଚିକିତ୍ସା ପାଇଁ…

ସୁଶାନ୍ତଙ୍କ ଘର କିଣିବାକୁ ଆଗ୍ରହୀ ଲୋକେ

ମୁମ୍ବାଇ:ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ରହୁଥିବା ଫ୍ଲାଟ କିଣିବା ଲାଗି ଅନେକ ଲୋକ ଆଗ୍ରହ ପ୍ରକାଶ କରିଛନ୍ତି। ପ୍ରକାଶିତ ଖରବ ମୁତାବକ ସୁଶାନ୍ତ ସିଂଙ୍କ ଅକାଳ ବିୟୋଗ ପରେ ସେ ରହୁଥିବା ଫ୍ଲାଟ୍‌ ଖାଲି ପଡ଼ିଛି। ଆପାର୍ଟମେଣ୍ଟ ମାଲିକ ଫ୍ଲାଟ…

ସବୁଜ ଶକ୍ତିର ବିକାଶ ଜରୁରୀ

ବିଶ୍ୱ ଶକ୍ତି ସଂରକ୍ଷଣ ଦିବସ ପ୍ରତିବର୍ଷ ୧୪ ଡିସେମ୍ବରରେ ବିଶ୍ୱବ୍ୟାପୀ ପାଳନ କରାଯାଇଥାଏ। ଆମର ଦୈନନ୍ଦିନ ଜୀବନରେ ଶକ୍ତି ବ୍ୟବହାର, ସଂରକ୍ଷଣ, ଅଭାବ ଓ ବିଶ୍ୱର ଇକୋସିଷ୍ଟମର ସ୍ଥାୟିତ୍ୱ ଉପରେ ଏହାର ପ୍ରଭାବକୁ ଦର୍ଶାଇବା ପାଇଁ ବିଶ୍ୱବ୍ୟାପୀ ଏହି ଦିବସ ପାଳନ…

ଭାରତ ଯୋଡୋ ଯାତ୍ରାରେ ସାମିଲ ହେଲେ ଆରବିଆଇର ପୂର୍ବତନ ଗଭର୍ନର

ନୂଆଦିଲ୍ଲୀ,୧୪।୧୨: ରାଜସ୍ଥାନର ସୱାଇ ମାଧୋପୁରରୁ କଂଗ୍ରେସର ପଦ ଯାତ୍ରା ବୁଧବାର ଆରମ୍ଭ ହୋଇଛି। ଏହି ଯାତ୍ରାରେ ଭାରତର ପୂର୍ବତନ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଗଭର୍ନର ରଘୁରାମ ରାଜନ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସହ ଭାରତ ଯୋଡୋ ଯାତ୍ରାରେ ସାମିଲ ହୋଇଛନ୍ତି।…

ଅରୁନ୍ଧତୀ ଜୁଏଲର୍ସର ‘ଡାଇମଣ୍ଡ ମହୋତ୍ସବ’

ଭୁବନେଶ୍ୱର,୧୪।୧୨: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସ ପକ୍ଷରୁ ହୀରା ଗହଣାର ସ୍ବତନ୍ତ୍ର କଲେକ୍ସନ ଜିଭା ସହ ‘ଡାଇମଣ୍ଡ ମହୋତ୍ସବ’ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ପ୍ରତିଷ୍ଠାନର ସମସ୍ତ ଶାଖାରେ ଏହି ମହୋତ୍ସବ ଆରମ୍ଭ ହୋଇଯାଇଥିବା ଜଣାପଡ଼ିଛି। ବିଶେଷକରି ଚଳିତ…

୧୪୮୦ କେନ୍ଦ୍ରରେ ତାଲା ଝୁଲୁଛି

ସୋନପୁର,୧୪।୧୨(ନି.ପ୍ର.): ଭାରତୀୟ ମଜଦୁର ସଂଘ ଦ୍ୱାରା ଅନୁବନ୍ଧିତ ଅଲ୍‌ ଓଡିଶା ଲେଡିଜ୍‌ ଓ୍ବାର୍କର୍ସ ଆସୋସିଏଶନ ଡାକରାରେ ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକାମାନେ ରାଜ୍ୟବ୍ୟାପୀ ହରତାଳ ଜାରି ରଖିଛନ୍ତି। ଏହିକ୍ରମରେ ସୁବର୍ଣ୍ଣପୁର ଜିଲାର ଅଧିକାଂଶ ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ଗତ ନଭେମ୍ବର…

ସେନ୍‌କୋ ପକ୍ଷରୁ ବିବାହ ଅଭିଯାନ

ନୂଆଦିଲ୍ଲୀ,୧୪।୧୨: ସେନ୍‌କୋ ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍‌ସ ପକ୍ଷରୁ ବଲିଉଡ୍‌ ଅଭିନେତ୍ରୀ କିଆରା ଆଡ୍‌ଭାନିଙ୍କୁ ନେଇ ଭାରତୀୟ ବିବାହ ଉପରେ ପର୍ଯ୍ୟବସିତ ଏକ ନୂତନ ଅଭିଯାନର ଶୁଭାରମ୍ଭ କରାଯାଇଛି। ଏପରିକି ଭାରତୀୟ ବିବାହର ଭବ୍ୟ ଆୟୋଜନକୁ ଉକ୍ତ ଅଭିଯାନ ଜରିଆରେ ପାଳନ କରାଯାଉଛି।…

୮ମାସରେ ସୋନାଲିକାର ୧ଲକ୍ଷ ଟ୍ରାକ୍ଟର ବିକ୍ରି

ନୂଆଦିଲ୍ଲୀ,୧୪।୧୨: ଦେଶର ପ୍ରମୁଖ ଟ୍ରାକ୍ଟର କମ୍ପାନୀ ତଥା ସର୍ବବୃହତ୍‌ ଟ୍ରାକ୍ଟର ରପ୍ତାନି ବ୍ରାଣ୍ଡ୍‌ ସୋନାଲିକା ଆଉ ଏକ ସଫଳତା ସହ ଲକ୍ଷ୍ୟ ପୂରଣ କରିଛି। ଏପରିକି ଚଳିତ ଆର୍ଥିକ ବର୍ଷର ୮ ମାସ ( ୨୦୨୨ ଏପ୍ରଲରୁ ନଭେମ୍ବର)ରେ ୧ ଲକ୍ଷରୁ…

ମାଲଗାଡ଼ିରେ ବେଆଇନ ଭାବେ ଲୋଡିଂ

ଭବାନୀପାଟଣା,୧୪।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ ରୋଡ ରେଳ ଷ୍ଟେଶନରେ ମାଲଗାଡିରେ ଲୋଡିଂ ଶେଷ ସମୟ ପରେ ବି ଜଣେ ଠିକାଦାର ଓ ରେଳ କର୍ମଚାରୀ ସଲାସୁତୁରା ହୋଇ ଘଣ୍ଟା ଘଣ୍ଟା ଧରି ବେଆଇନ ଭାବେ ମାଲଗାଡି ରଖି ଲୋଡିଂ କରୁଥିବା ଅଭିଯୋଗ…

ଶେୟାର ବଜାରରେ ଉତ୍ସାହ

ନୂଆଦିଲ୍ଲୀ,୧୪।୧୨: ଦିନକର ମାନ୍ଦାବସ୍ଥା ପରେ ମଙ୍ଗଳବାର ଷ୍ଟକ୍‌ ବଜାରର ଫଳାଫଳ ଆଶା ଓ ଆଶଙ୍କା ମଧ୍ୟରେ ଶେଷ ହୋଇଛି। ଏପରିକି କେନ୍ଦ୍ରୀୟ ବ୍ୟାଙ୍କର ନିଷ୍ପତ୍ତି ସାଙ୍ଗକୁ ଖୁଚୁରା ମୁଦ୍ରାସ୍ଫୀତିର ଫଳାଫଳ ଓ ଶେୟାର ବଜାରର କାରବାର ଦଲାଲ ଷ୍ଟ୍ରିଟ୍‌ର ନିବେଶକଙ୍କ ମନରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri