Home Left

ଷ୍ଟାନ୍‌ ସ୍ବାମୀଙ୍କ କମ୍ପ୍ୟୁଟରରେ ପ୍ରମାଣ ଖଞ୍ଜାଯାଇଥିଲା

ନୂଆଦିଲ୍ଲୀ,୧୪।୧୨: ୨୦୨୦ରେ ମାଓବାଦୀଙ୍କ ସହ ସମ୍ପୃକ୍ତ ମାମଲାରେ ଗିରଫ ହୋଇ ଗତବର୍ଷ ଜେଲରେ ପ୍ରାଣ ହରାଇଥିବା ୮୩ ବର୍ଷୀୟ ସାମାଜିକ କର୍ମୀ ତଥା କାଥୋଲିକ୍‌ ଧର୍ମଗୁରୁ ଫାଦର ଷ୍ଟାନ୍‌ ସ୍ବାମୀଙ୍କ କମ୍ପ୍ୟୁଟରରେ ଅନେକ ଆପରାଧିକ ଦସ୍ତାବିଜ୍‌ ଖଞ୍ଜାଯାଇଥିଲା। ଆମେରିକାର ଏକ ଫୋରେନ୍‌ସିକ୍‌…

ବାରଣ୍ଡାରେ ଅନୁଷ୍ଠିତ ହେଲା ମମତା ଦିବସ

କେନ୍ଦ୍ରାପଡ଼ା ଅଫିସ, ୧୪ା୧୨: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଭିତରଗଡ଼ ପଞ୍ଚାୟତର ଶିଳାପୋଖରୀ ଗ୍ରାମରେ ଅନୁଷ୍ଠିତ ହୋଇଥିବା ମମତା ଦିବସ ଶିବିରରେ ମାତୃ, ଶିଶୁ ଓ ଗର୍ଭବତୀ ମହିଳାଙ୍କ ଓଜନ, ରକ୍ତ ପରୀକ୍ଷା ଓ ହିମୋଗ୍ଲୋବିନ ପରୀକ୍ଷା ଭଳି ଅନେକ ପରୀକ୍ଷା…

୫ ହାଇକୋର୍ଟ ବିଚାରପତିଙ୍କୁ ସୁପ୍ରିମକୋର୍ଟକୁ ପଦୋନ୍ନତି ସୁପାରିସ

ନୂଆଦିଲ୍ଲୀ,୧୪।୧୨: ସୁପ୍ରିମକୋର୍ଟ କଲେଜିୟମ୍‌ ବୈଠକ ମଙ୍ଗଳବାର ବସି ୫ ଜଣ ହାଇକୋର୍ଟ ବିଚାରପତିଙ୍କୁ ସୁପ୍ରିମକୋର୍ଟ ବିଚାରପତି ଭାବେ ପଦୋନ୍ନତି ଦେବା ପାଇଁ ସୁପାରିସ କରାଯାଇଛି। ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି ପଙ୍କଜ ମିଥାଲ, ପାଟନା ହାଇକୋର୍ଟ ମୁଖ୍ୟ ବିଚାରପତି ସଞ୍ଜୟ କାରୋଲ…

ବ୍ରେଲ୍‌ ବଦଳରେ ଅଙ୍ଗୁଳି ଏବେ କମ୍ପ୍ୟୁଟର ଚଳାଇବ

କେନ୍ଦ୍ରାପଡ଼ା ଅଫିସ, ୧୪ା୧୨: ଦେହ ମନ କଷ୍ଟ ହେଲେ ଆଖିରୁ ଲୁହ ଝରିପଡେ। ଏହି ଲୁହକୁ ହାତରେ ପୋଛିଲା ସମୟରେ ଅନୁଭବ ହୁଏ। ମାତ୍ର ଏହାକୁ ଦେଖି ହୁଏନା। ଯେତେବେଳେ ବଡ ସାର ଆଶ୍ରମକୁ ଆସନ୍ତି, ସେହି ସମୟରେ ପାଠ ପଢ଼ି…

ସମ୍ପ୍ରସାରଣରେ ବାଧକ ସାଜିବ ବାସଗୃହ, ବିଦ୍ୟୁତ୍‌ ଖୁଣ୍ଟ

ନାଉଗଁା,୧୪ା୧୨(ସ୍ବ.ପ୍ର.): ନାଉଗଁା ବ୍ଲକ ଅନ୍ତର୍ଗତ କୋକଢ଼ିହ- ତେଲସରା ରାସ୍ତାର ପୁନଃ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ଜଗତ୍‌ସିଂହପୁର ପୂର୍ତ୍ତ ବିଭାଗ ଅଧୀନରେ ଏହି ରାସ୍ତା ରହିଛି। ଏବେ ଏହାକୁ ସମ୍ପ୍ରସାରଣ କରିବାକୁ ସ୍ଥିର କରାଯାଇଛି। ମାତ୍ର ଏଥିରେ ଅନେକ ବାଧା ଉପୁଜିବାର…

ସମ୍ପତ୍ତି ପାଇଁ ବଡ଼ ଭଉଣୀକୁ କଟୁରିରେ ହାଣିଲେ ଭାଇ

ଆଳି,୧୪ା୧୨(ଡି.ଏନ.ଏ.): ଯେଉଁ ହାତ ଭଉଣୀର ବିପଦ ସମୟରେ ସୁରକ୍ଷା ପାଇଁ ବଢି ଆସେ ସେହି ହାତ ମଙ୍ଗଳବାର ଭଉଣୀ ଜୀବନ ନେବାକୁ ଆଗକୁ ଆସିଥିଲା। ପାରିବାରିକ ସମ୍ପତ୍ତି ଭାଗ ବଣ୍ଟାକୁ ନେଇ ଭଉଣୀକୁ କଟୁରୀରେ ଭାଇର ଆକ୍ରମଣ ଘଟଣା ଏବେ ଚଞ୍ଚଲ୍ୟ…

ଆଜି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ ଅଫିସ ୧୪ା୧୨: ପୌଷ ମାସ କୃଷ୍ଣପକ୍ଷ ଷଷ୍ଠୀ ତିଥି ବୁଧବାର ଅବସରରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତ ନୀତି ମଧ୍ୟରୁ ଏହି ନୀତି ଅନ୍ୟତମ। ଏହି ନୀତି ସମ୍ପାଦନ ନିମନ୍ତେ…

ଓଡ଼ିଆ ଚଳଚ୍ଚିତ୍ରକୁ ନେଇ ଜାତୀୟ ସ୍ତରରେ ଆଲୋଚନା

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ରକୁ ନେଇ ଜାତୀୟ ସ୍ତରରେ ଆଲୋଚନା ଆରମ୍ଭ ହୋଇଛି। ଏହାର ଏକ ଭିଡିଓ ମଙ୍ଗଳବାର ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଦେଖିବାକୁ ମିଳିଛି। ଉକ୍ତ ଭିଡିଓଟି ସିନେ ସମୀକ୍ଷକ ଅନୁପମା ଚୋପ୍ରାଙ୍କ ଦ୍ୱାରା ଆୟୋଜିତ ପ୍ରଥମ ‘ପ୍ୟାନ୍‌ ଇଣ୍ଡିଆ…

ଉଚ୍ଛେଦ, ବାର୍‌ ଆଣ୍ଡ୍‌ ରେଷ୍ଟୁରାଣ୍ଟ ସିଲ୍‌

ଭୁବନେଶ୍ୱର, ୧୪।୧୨(ବ୍ୟୁରୋ): ରାଜଧାନୀରେ ଜବରଦଖଲ ଉଚ୍ଛେଦ ସହିତ ପରିମଳ ବ୍ୟବସ୍ଥା ନେଇ ଯାଞ୍ଚ ଓ ପଦକ୍ଷେପକୁ ଜୋରଦାର କରାଯାଉଛି। ଦୋକାନ ହେଉ କି ହୋଟେଲ, ସ୍ବଚ୍ଛତା ନିୟମ ନ ମାନିଲେ ବିଡିଏ ପକ୍ଷରୁ ଜରିମାନା ଆଦାୟ ସହ ଦୋକାନଗୁଡିକୁ ସିଲ୍‌ କରାଯାଉଛି।…

ସବୁଠି ପହଞ୍ଚତ୍ପାରୁନି ଇ-ବର୍ଜ୍ୟ ସଂଗ୍ରହ ଅଭିଯାନ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ସ୍ମାର୍ଟସିଟିବାସୀଙ୍କୁ ସ୍ମାର୍ଟ ଜୀବନଶୈଳୀ ଦେବା ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପରିମଳ ରକ୍ଷା ଉପରେ ଗୁରୁତ୍ୱ ଦେଉଛି। ସହରକୁ ସ୍ବଚ୍ଛ ଓ ପରିଚ୍ଛନ୍ନ ରଖିବା ସହ କୋଣ ଅନୁକୋଣରୁ ବର୍ଜ୍ୟ ପରିଚାଳନା ପାଇଁ ମାଳମାଳ ଯୋଜନା ପ୍ରସ୍ତୁତ ହେଉଛି। ମାତ୍ର…

ଅର୍ଚ୍ଚନାଙ୍କୁ ଗିରଫ ଦର୍ଶାଇ ପୁଣି ରିମାଣ୍ଡରେ ଆଣିଲା ଇଡି

ଭୁବନେଶ୍ୱର, ୧୪।୧୨ (ବ୍ୟୁରୋ): ହନିଟ୍ରାପ୍‌ର ମାୟାଜାଲରେ ଫସାଇ ବିପୁଳ ଅର୍ଥ ହଡ଼ପ ଅଭିଯୋଗରେ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ପୁଣିଥରେ ଗିରଫ ହୋଇଛନ୍ତି। ବେଆଇନ ଅର୍ଥ କାରବାର ମାମଲାରେ ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡ) ଆବଶ୍ୟକ ପ୍ରମାଣ ପାଇବା ପରେ…

ସତ ଲୁଚାଉଛନ୍ତି ସରକାର: କଂଗ୍ରେସ

ନୂଆଦିଲ୍ଲୀ,୧୪ା୧୨: ଅରୁଣାଚଳ ପ୍ରଦେଶର ତଓ୍ବାଙ୍ଗରେ ଭାରତ-ଚାଇନା ସୈନ୍ୟ ସଂଘର୍ଷକୁ ନେଇ ମୋଦି ସରକାର ସତ ଲୁଚାଉଛନ୍ତି ବୋଲି ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ସାଂଘାତିକ ଅଭିଯୋଗ ଆଣିଛନ୍ତି। ଗତ ଶୁକ୍ରବାର ସଂଘର୍ଷ ଘଟିଥିବାବେଳେ ସରକାର ଏନେଇ ଦେଶବାସୀଙ୍କୁ ଅବଗତ କରାଇ ନ ଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri