କଂଗ୍ରେସ ପ୍ରଭାରୀ ରନ୍ଧୱାଙ୍କ ବୟାନକୁ ନେଇ ରାଜନୀତି ସରଗରମ
ଜୟପୁର,୧୩ ।୧୨: ରାଜସ୍ଥାନ କଂଗ୍ରେସର ପ୍ରଭାରୀ ସୁଖଜିନ୍ଦର ସିଂ ରାନ୍ଧୱାଙ୍କ ଏକ ବୟାନକୁ ନେଇ ରାଜ୍ୟ ରାଜନୀତି ହୋଇଛି ସରଗରମ । ବିଶେଷ ଭାବେ ରନ୍ଧୱାଙ୍କର ଏହି ବୟାନ କଂଗ୍ରେସ ନେତା ଓ କର୍ମୀଙ୍କୁ ଚମକାଇ ଦେଇଛି । ସେ ସଚ୍ଚିନ…
ବୋର୍ ହେବାରୁ ଚୋରି କଲେ
ଓ୍ବାଶିଂଟନ୍: ଅର୍ଥ ଲୋଭରେ ପଡ଼ି ଲୋକ ଚୋରି କରେ ନ ହେଲେ ଲୋକଙ୍କଠାରୁ ଜୋର ଜବରଦସ୍ତ ଲୁଟ୍ କରେ। ଚୋରିକୁ ନେଇ ଫ୍ଲୋରିଡାରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଚୋରି ଅଭିଯୋଗରେ ଫ୍ଲୋରିଡା ପୋଲିସ ୪୫ ବର୍ଷୀୟ ନିକୋଲାସ ଜାପାଟରଲାମାଡ୍ରିଡ୍ଙ୍କୁ…
ଭାରତର ଜି-୨୦ ଅଧ୍ୟକ୍ଷତାକୁ ମିଳିଲା ଜି-୭ ଦେଶର ସମର୍ଥନ
ୱାଶିଂଟନ,୧୩ ।୧୨: ଜି-୭ ଦେଶ ସୋମବାର ଭାରତର ଜି-୨୦ ଅଧ୍ୟକ୍ଷତାକୁ ସମର୍ଥନ କରି ଏକ ନ୍ୟାୟପୂର୍ଣ୍ଣ ବିଶ୍ୱ ପ୍ରତି ପ୍ରତିବଦ୍ଧତାକୁ ଦୋହରାଇଛି । ସୋମବାର ପ୍ରକାଶିତ ଏକ ମିଳିତ ବିବୃତ୍ତିରେ ଜି-୭ ଦେଶର ନେତାମାନେ କହିଛନ୍ତି, ସେମାନେ ସମସ୍ତଙ୍କ ପାଇଁ ଏକ…
ଭଲ ପ୍ରୋଜେକ୍ଟକୁ ନଷ୍ଟ କରୁଛି ଟଙ୍କା ଲୋଭ
ମୁମ୍ବାଇ: ଗୋଟିଏ ଭଲ ପ୍ରୋଜେକ୍ଟକୁ ନଷ୍ଟ କରିବାରେ ଟଙ୍କା ପ୍ରମୁଖ ଭାବେ ଦାୟୀ ବୋଲି ବଲିଉଡ୍ର ସେଲ୍ଫମେଡ୍ ଷ୍ଟାର୍ ନଓ୍ବାଜୁଦ୍ଦିନ ସିଦ୍ଦିକି କହିଛନ୍ତି। ନିକଟରେ ଗଣମାଧ୍ୟମକୁ ସେ ଦେଇଥିବା ଏକ ସାକ୍ଷାତ୍କାରରେ କହିଛନ୍ତି ଯେ, ଫିଲ୍ମରେ କାମ କରିବା ଲାଗି ଯେଉଁ…
ଦିବାସ୍ବପ୍ନରେ ୨୦ କୋଟି ଲୋକ
ଲଣ୍ଡନ: ବିଶ୍ୱର ୨୦କୋଟି ଲୋକ ଦିବାସ୍ବପ୍ନରେ ବୁଡ଼ିରହୁଛନ୍ତି। ଫଳରେ ସେମାନଙ୍କର ଦୈନିକ ୩୦% ସମୟ ନଷ୍ଟ ହେଉଛି। ବ୍ରିଟେନର ସସେକ୍ସ ୟୁନିଭର୍ସିଟି ବିଶେଷଜ୍ଞଙ୍କ ଦ୍ୱାରା କରାଯାଇଥିବା ରିସର୍ଚ୍ଚରୁ ଏହା ଜଣାପଡ଼ିଛି। ଏହି ପ୍ରବୃତ୍ତିର ବ୍ୟକ୍ତିମାନେ ଭାବନାରେ ବୁଡ଼ି ରହିବା ଦ୍ୱାରା ସେମାନେ…
ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଘଟଣା: କଂଗ୍ରେସ ନେତା ଗିରଫ
ଭୋପାଳ,୧୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ ଦେଇଥିବା ମଧ୍ୟପ୍ରଦେଶର ପୂର୍ବତନ ମନ୍ତ୍ରୀ ରାଜା ପଟେରିଆଙ୍କୁ ପାନ୍ନା ପୋଲିସ ଗିରଫ କରିଛି। ମଙ୍ଗଳବାର ସକାଳେ ଦାମୋହ ଜିଲାର ହଟାରେ ଥିବା ପାଟେରିଆଙ୍କ ବାସଭବନରୁ ପୋଲିସ ତାଙ୍କୁ ଗିରଫ କରିଥିଲା। ଏହାପୂର୍ବରୁ…
ରୁଷିଆ ଏବେ ସେହି ମିଶାଇଲରେ ୟୁକ୍ରେନ୍ ଉପରେ କରୁଛି ଆକ୍ରମଣ ଯାହାକୁ ୧୯୯୦ରେ ସୋଭିଏତ ସଂଘରୁ ଅଲଗା ହେବା ପରେ ଦେଇଥିଲା ୟୁକ୍ରେନ୍
କ୍ୱିଭ,୧୩ ।୧୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଏବେ ଏକ ଅଜବ ସ୍ଥିତିରେ ପହଞ୍ଚିଛି । ୟୁକ୍ରେନର ଡେପୁଟି ଇଣ୍ଟଲିଜେନ୍ସ ମୁଖ୍ୟ ଜେନରାଲ ୱାଦିମ ସ୍କିବିତ୍ସକି କହିଛନ୍ତି ଅକ୍ଟୋବର ପରେ ରୁଷିଆ ୟୁକ୍ରେନ୍ ଉପରେ ସେହି ମିଶାଇଲରେ ଆକ୍ରମଣ କରୁଛି, ଯାହାକୁ ୧୯୯୦ରେ ସୋଭିଏତ…
ଓଡ଼ିଶାର ତରୁଣଙ୍କୁ ବ୍ରୋଞ୍ଜ ପଦକ
ଭୁବନେଶ୍ୱର, ୧୩ା୧୨ (ସ୍ପୋଟର୍ସ ବ୍ୟୁରୋ): ଥାଇଲାଣ୍ଡର ଫୁକେଟଠାରେ ୧୩ତମ ଓ୍ବାଲର୍ଡ ବଡି ବିଲ୍ଡିଂ ଓ ଫିଜିକ୍ ସ୍ପୋଟର୍ସ ଚାମ୍ପିୟନଶିପ୍-୨୦୨୨ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟ ସୁନ୍ଦରସ୍ବାସ୍ଥ୍ୟ ସଂଘର ସଭାପତି ସୁମିତ୍ରା ତ୍ରିପାଠୀଙ୍କ ନେତୃତ୍ୱରେ ଓଡ଼ିଶାର ଏକ ୬ ଜଣିଆ ଦଳ ଅଂଶଗ୍ରହଣ…
ସତର୍କ ରହିବା ଜରୁରୀ
ଡିଏଗୋ ମାରାଡୋନା ଯାହା କରି ଦେଖାଇଥିଲେ ତାହା ଲିଓନେଲ ମେସି ଯଦି କରି ଦେଖାଇଦିଅନ୍ତି ତେବେ ଆର୍ଜେଣ୍ଟିନା ତୃତୀୟଥର ବିଶ୍ୱକପ୍ ହାସଲ କରିପାରିବ। ଏହି ଲକ୍ଷ୍ୟ ହାସଲ କରିବାକୁ ହେଲେ ଆଗକୁ ଦୁଇଟି ମ୍ୟାଚ୍ ଜିତିବାକୁ ହେବ। ପ୍ରଥମେ ଟୁର୍ନାମେଣ୍ଟରେ ସ୍ଥିର…
ସେମିଫାଇନାଲ ପାଇଁ ‘ଅଲ ହିଲ୍ମ’
ଦୋହା,୧୩ା୧୨ : ଫିଫା ବିଶ୍ୱକପ ୨୦୨୨ ସେମି ଫାଇନାଲ ପାଇଁ ନୂତନ ବଲ ଉନ୍ମୋଚନ କରିଛି ଆଦିଦାସ। ଏହି ବଲର ନାମ ଅଲ ହିଲ୍ମ ରଖାଯାଇଛି॥ ପୂର୍ବରୁ କ୍ୱାର୍ଟର ଫାଇନାଲ ଯାଏ ବଲ ଅଲ ରିହଲା ବ୍ୟବହାର କରାଯାଉଥିବା ବେଳେ ସେମି…
ମେସିଙ୍କ ସ୍ବପ୍ନ ଭାଙ୍ଗିବା ଲକ୍ଷ୍ୟରେ କ୍ରୋଏସିଆ
ଅଲ ଖୋର,୧୩ା୧୨: କ୍ୱାର୍ଟର ଫାଇନାଲରେ ବ୍ରାଜିଲ ସୁପର ଷ୍ଟାର ନେମାରଙ୍କ ବିଶ୍ୱକପ୍ ସ୍ବପ୍ନକୁ ଶେଷ କରିବା ପରେ ଆଉ ଏକ ବିପର୍ଯ୍ୟୟ ସୃଷ୍ଟି କରିବା ଲକ୍ଷ୍ୟରେ ରହିଛି କ୍ରୋଏସିଆ। ଚଳିତ ବିଶ୍ୱକପ୍ରେ ବିପର୍ଯ୍ୟୟ ପରେ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପ୍ରଥମେ ନେମାର…
୨୪% ବୃଦ୍ଧି ପାଇଛି ପ୍ରତ୍ୟକ୍ଷ କର ସଂଗ୍ରହ
ନୂଆଦିଲ୍ଲୀ,୧୩।୧୨: ଚଳିତ ଆର୍ଥିକ ବର୍ଷର ଏପ୍ରିଲରୁ ନଭେମ୍ବର ଶେଷ ସୁଦ୍ଧା ପ୍ରତ୍ୟକ୍ଷ କର ସଂଗ୍ରହ ୨୪% ବୃଦ୍ଧି ଘଟି ୮.୭୭ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି ବୋଲି ସୋମବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏପରିକି ବାର୍ଷିକ ବଜେଟ ଅନୁମାନଠାରୁ ପ୍ରାୟ…
Archives


