ସିବିଆଇର ୩୪ଜଣଙ୍କୁ ପୋଲିସ ପଦକ
ଭୁବନେଶ୍ୱର, ୧୩।୧୨ (ବ୍ୟୁରୋ):କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ପକ୍ଷରୁ ଅନ୍ତର୍ଜାତୀୟ ଦୁର୍ନୀତି ନିବାରଣ ଦିବସ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡ. ପି.କେ. ମିଶ୍ର ଯୋଗଦେଇ କହିଲେ, ଦୁର୍ନୀତି ରୂପକ ଅପରାଧ ରୋକିବା ସମସ୍ତଙ୍କ ଅଧିକାର…
ଜିପିଆର୍୧୪୧ ପ୍ରୋଟିନ ସ୍ତନ କର୍କଟ ବଢ଼ାଏ
ଭୁବନେଶ୍ୱର, ୧୩।୧୨(ବ୍ୟୁରୋ):ବିଶ୍ୱରେ ଏବେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କେବଳ ରୋଗୀ ସଂଖ୍ୟା ନୁହେଁ, ରୋଗୀଙ୍କ ମୃତ୍ୟୁ ମଧ୍ୟ ବୃଦ୍ଧି ପାଉଛି। ତେଣୁ ଏଭଳି ଏକ ମାରାତ୍ମକ ରୋଗକୁ କିପରି ନିରାକାରଣ କରାଯାଇପାରିବ ସେନେଇ ଗବେଷଣା ଜାରି ରହିଛି।…
ସପ୍ତାହବ୍ୟାପୀ ସଚେତନତା କାର୍ଯ୍ୟକ୍ରମ
ନୂଆଦିଲ୍ଲୀ,୧୩।୧୨: ବେଦାନ୍ତ ଆଲୁମିନିୟମ ଝାରସୁଗୁଡ଼ା ୟୁନିଟ୍ ପକ୍ଷରୁ ବିଶ୍ୱ ଏଡ୍ସ ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ‘ସମାନତା’ ବିଷୟବସ୍ତୁ ଆଧାରରେ ଏକ ସପ୍ତାହବ୍ୟାପୀ ବିଭିନ୍ନ ପ୍ରକାର ସଚେତନତା କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା। ଏପରିକି ଝାରସୁଗୁଡ଼ା ଜିଲା ସ୍ବାସ୍ଥ୍ୟ ବିଭାଗ…
ମୋ ବସ୍ରେ ଯାତ୍ରୀ ଅସୁରକ୍ଷିତ
ଭୁବନେଶ୍ୱର,୧୩।୧୨(ବ୍ୟୁରୋ):କିଛିଦିନର ବ୍ୟବଧାନ ପରେ ରାଜଧାନୀରେ ପୁଣିଥରେ ମୋ ବସ୍ରୁ ଚୋରି ହୋଇଛି। ଏଥର ଚୋରିର ଶିକାର ହୋଇଛନ୍ତି ଦମ୍ପତି। ମୋ ବସ୍ରେ ଯାତ୍ରା କରୁଥିବା ବେଳେ କେହି ଦୁର୍ବୃତ୍ତ ସେମାନଙ୍କଠାରୁ ୪୨ ହଜାର ଟଙ୍କା ନେଇଯାଇଥିବା ନୟାପଲ୍ଲୀ ଥାନାରେ ଅଭିଯୋଗ ହୋଇଛି।…
ଭୁବନେଶ୍ୱର ହେବ ସ୍ଲମ ଫ୍ରି ସିଟି
ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରକୁ ଆହୁରି ସୁନ୍ଦର ସହର ଭାବେ ଗଢ଼ି ତୋଳିବା ପାଇଁ ବିଏମ୍ସି ବିଭିନ୍ନ ପ୍ରକାରର ପଦକ୍ଷେପ ଗ୍ରହଣ କରୁଛି। ନିକଟରେ ସ୍ବେରେଜ, ସେଫ୍ଟେଜ ଓ ଫିକଲ୍ ମ୍ୟାନେଜମେଣ୍ଟ କ୍ଷେତ୍ରରେ ବିଏମ୍ସିକୁ ଜାତୀୟ ସ୍ତରରେ ପୁରସ୍କାର ମିଳିବା ପଛରେ ଭୁବନେଶ୍ୱରବାସୀଙ୍କ ସହଯୋଗ…
ଓସିପିଏଲ୍ର ମନୋହରପୁର ଟାଉନ୍ଶିପ୍ ଉଦ୍ଘାଟିତ
ଭୁବନେଶ୍ୱର,୧୩।୧୨: ଓଡ଼ିଶା କୋଲ୍ ଆଣ୍ଡ ପାଓ୍ବରା ଲିମିଟେଡ଼ (ଓସିପିଏଲ୍) ର ମନୋହରପୁର ଟାଉନ୍ଶିପ୍ ନିକଟରେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ଶକ୍ତି ସଚିବ ନିକୁଞ୍ଜ ଧଳ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦଘାଟନ କରିଥିଲେ। ଏହି ପରିପ୍ରେକ୍ଷୀରେ ସେ ଓସିପିଏଲ୍ର…
ଇନ୍ଫୋସିଟି ଥାନାରେ ବୀରେନ୍ଦ୍ର ଲାକ୍ରାଙ୍କୁ ଜେରା
ଭୁବନେଶ୍ୱର, ୧୩।୧୨ (ବ୍ୟୁରୋ):ବହୁଚର୍ଚ୍ଚିତ ଆନନ୍ଦ ଟପ୍ପୋ ହତ୍ୟା ମାମଲାରେ ଭୁବନେଶ୍ୱର ଇନ୍ଫୋସିଟି ଥାନାରେ ସୋମବାର ସନ୍ଧ୍ୟାରେ ହାଜର ହୋଇଛନ୍ତି ଆନ୍ତର୍ଜାତିକ ହକି ଖେଳାଳି ବୀରେନ୍ଦ୍ର ଲାକ୍ରା। ତଦନ୍ତକାରୀ ଅଧିକାରୀ, ଜୋନ୍ ଏସିପି ରମେଶ ଚନ୍ଦ୍ର ବିଶୋଇ ଓ ଅତିରିକ୍ତ ଡିସିପି ପ୍ରକାଶ…
ସୂର୍ଯ୍ୟମନ୍ଦିରକୁ ବିକୃତ କରୁଥିବା ଏଲ୍ଇଡି ଲାଇଟ୍ ବନ୍ଦ
ପୁରୀ ଅଫିସ/ କୋଣାର୍କ,୧୩।୧୨(ଡି.ଏନ୍.ଏ.):କୋଣାର୍କ ସୂର୍ଯ୍ୟମନ୍ଦିରରେ ଧାଡ଼ି କରି ଏଲ୍ଇଡି ଲାଇଟ୍ ଲଗାଯାଇଥିବାରୁ ବିକୃତ ଭାବେ ଦୂରରୁ ଆଲୋକୀକରଣ ହେଉଥିଲା। ଏ ନେଇ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଅସନ୍ତୋଷ ପ୍ରକାଶ କରିବା ସହ ଏଏସ୍ଆଇ ଓ ସଂସ୍କୃତ ବିଭାଗକୁ ଟୁଇଟ୍…
ଓ୍ବାନ୍ପ୍ଲସ୍ ସହ ଜିଓର ସହଭାଗିତା
ନୂଆଦିଲ୍ଲୀ,୧୩।୧୨: ଦେଶର ପ୍ରମୁଖ ଟେଲିକମ୍ କମ୍ପାନୀ ରିଲାଏନ୍ସ ଜିଓ ଏବଂ ସ୍ମାର୍ଟ ଫୋନ୍ ବ୍ରାଣ୍ଡ୍ ଓ୍ବାନ୍ପ୍ଲସ୍ ମଧ୍ୟରେ ଏକ ଦ୍ୱିପାକ୍ଷିକ ବାଣିଜି୍ୟକ ସହଭାଗିତା ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ୫ଜି ଷ୍ଟାଣ୍ଡ୍-ଏଲୋନ୍ ପ୍ରଯୁକ୍ତି ପାଇଁ ରିଲାଏନ୍ସ ଜିଓ ଓ ୱାନ୍ପ୍ଲସ୍ ପରସ୍ପର…
‘ଡିଲ୍’କୁ ନେଇ ଦୋଷ ଲଦାଲଦି
ଭୁବନେଶ୍ବର,୧୩ା୧୨(ବ୍ୟୁରୋ):ପଦମ୍ପୁର ଉପନିର୍ବାଚନ ଫଳାଫଳ ବାହାରିବା ପରଠାରୁ ରାଜ୍ୟର ୩ ପ୍ରମୁଖ ଦଳ ଭାଜପା, କଂଗ୍ରେସ ଏବଂ ବିଜେଡି ମଧ୍ୟରେ ଭୋଟ୍ ପାଇଁ ଡିଲ୍ ହୋଇଥିବା କଥାକୁ ନେଇ ପରସ୍ପର ମଧ୍ୟରେ ଦୋଷ ଲଦା ଆରମ୍ଭ ହୋଇଯାଇଛି। ଏହି କଥାକୁ ଏବେ କଂଗ୍ରେସ…
ଦାମ୍ପତ୍ୟ ସମ୍ପର୍କକୁ ପ୍ରଭାବିତ କରୁଛି ସ୍ମାର୍ଟ ଫୋନ୍
ନୂଆଦିଲ୍ଲୀ, ୧୩।୧୨:ଦୂରରେ ରହୁଥିବା ପ୍ରିୟଜନମାନଙ୍କୁ ଫୋନ୍ ନିକଟତର କରିପାରିଛି। ଏହା ସାହାଯ୍ୟରେ ଲୋକେ ନିଜ ସମ୍ପର୍କୀୟଙ୍କ ସହିତ କଥା ହେବା ସାଙ୍ଗକୁ ଭିଡିଓ କଲ୍ ଯୋଗେ ପରସ୍ପରକୁ ଦେଖିପାରୁଛନ୍ତି। କିନ୍ତୁ ଆଣ୍ଡ୍ରଏଡ୍ ଫୋନ୍ ବର୍ତ୍ତମାନର ଦାମ୍ପତ୍ୟ ଜୀବନକୁ ପ୍ରଭାବିତ କରିଛି। ସ୍ମାର୍ଟ…
ଖସିଲା ଖୁଚୁରା ମୁଦ୍ରାସ୍ଫୀତି
ନୂଆଦିଲ୍ଲୀ,୧୩୨।୧୨: ଦୀର୍ଘ ୧୧ ମାସ ପରେ ଖୁଚୁରା ମୁଦ୍ରାସ୍ଫୀତିର ହାର ପ୍ରାୟ ୬% ନିକଟବର୍ତ୍ତୀରେ ରହିଛି। ଏପରିକି ଚଳିତ ବର୍ଷ ନଭେମ୍ବର ମାସରେ ଖୁଚୁରା ମୁଦ୍ରାସ୍ଫୀତିର ହାର ପ୍ରାୟ ୧%(୦.୮୯) ଖସି ୫.୮୮% ରେ ରହିଛି। ୨୦୨୨ ଅକ୍ଟୋବର ମାସରେ ଏହି…
Archives


